ଗୋରୁ ଚାଲାଣବେଳେ ମାଡ଼ିବସିଲେ ଗ୍ରାମବାସୀ
ଅନୁଗୋଳ ଅଫିସ,୧୦।୯- ଅନୁଗୁଳ ଜିଲା ବଅଁରପାଳ ଥାନା ଅନ୍ତର୍ଗତ ମହିଧରପୁର ଉପରଛକ ଠାରେ ଗୋରୁଚାଲଣ ବେଳେ ବିରୋଧ କରିଥିଲେ ଗ୍ରାମବାସୀ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ଗୋରୁ ଚାଲାଣ ହେଉଥିବା ବେଳେ ଉଦ୍ଧାର କରାଯାଇଥିବା ଜଣାପଡିଛି। ସୂଚନା ଯେ, ମଙ୍ଗଳବାର...
ଚାଷୀଙ୍କୁ ଶୁଣ୍ଢରେ ଟେକି କଚାଡ଼ି ମାରିଲା ହାତୀ
ଅନୁଗୋଳ,୬ା୯(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ବନ୍ତଳା ବନାଞ୍ଚଳରେ ଶୁକ୍ରବାର ହାତୀ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ଅବସ୍ଥାରେ ଚିକିତ୍ସିତ ହେଉଥିବା ଜଣାପଡ଼ିଛି। ଘଟଣାରୁ ପ୍ରକାଶ ଯେ, ଅନୁଗୁଳ ସଦର ଥାନା ଅନ୍ତର୍ଗତ...
ସ୍କୁଲରେ ତାଲା, ରାସ୍ତାରେ ପଢ଼ିଲେ ପିଲା
ବଇଣ୍ଡା,୪ା୯ (ପରିକ୍ଷିତ ସାହୁ): ସରକାରୀ ସ୍କୁଲ ପାଇଁ ଜମି ଦେଇଥିଲେ ମଧ୍ୟ ଜମି ମାଲିକଙ୍କ ସମ୍ପର୍କୀୟଙ୍କୁ ରୋଷେୟା ଭାବେ ନିଯୁକ୍ତି ମିଳିଲା ନାହିଁ। ଏଥିରେ ଖପ୍ପା ହୋଇ ଜମି ଉପରେ ମାଲିକାନା ଦାବି କରୁଥିବା ବ୍ୟକ୍ତି ଜଣକ ଜମି ବାବଦ...
ଖଣି ଉପନିର୍ଦ୍ଦେଶକଙ୍କ ଘର ନୁହେଁ ତ ଟଙ୍କାର ଗନ୍ତାଘର,ବାହାରୁଛି ପୁଳାପୁଳା ଟଙ୍କା ସୁନା
ତାଳଚେର,୨ା୯(ମନୋଜ ନନ୍ଦ): ତାଳଚେର ଖଣି ଉପନିର୍ଦ୍ଦେଶକଙ୍କ ଘରେ ସୋମବାର ଭିଜିଲାନ୍ସ ବିଭାଗ ପକ୍ଷରୁ ବଡ଼ଧରଣର ରେଡ ଚାଲିଛି। ଖଣି ଉପନିର୍ଦ୍ଦେଶକ ଧରଣୀଧର ନାୟକଙ୍କ ଘରେ ଏହି ରେଡ ଚାଲିଥିବା ଜଣାପଡ଼ିଛି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକକାଳୀନ ୮ଟି...
ଭିଜିଲାନ୍ସ ଜାଲରେ ପଡ଼ିଲେ ଖଣି ଉପନିର୍ଦ୍ଦେଶକ, ଚାଲିଛି ବଡ଼ଧରଣର ରେଡ୍
ତାଳଚେର,୨ା୯(ମନୋଜ ନନ୍ଦ): ପୁଣି ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଜଣେ ବଡ଼ ବାବୁ। ତାଳଚେର ଖଣି ଉପନିର୍ଦ୍ଦେଶକଙ୍କ ଘରେ ସୋମବାର ଭିଜିଲାନ୍ସ ବିଭାଗ ପକ୍ଷରୁ ବଡ଼ଧରଣର ରେଡ୍ ଚାଲିଛି। ଖଣି ଉପନିର୍ଦ୍ଦେଶକ ଧରଣୀଧର ନାୟକଙ୍କ ଘରେ ଏହି ରେଡ୍ ଚାଲିଥିବା ଜଣାପଡ଼ିଛି।...
ଅନୁଗୋଳ ଜିଲାରେ ବିଶ୍ୱସ୍ତରୀୟ ଷ୍ଟାଡିୟମ ନିର୍ମାଣ ପାଇଁ ନବୀନ ଜିନ୍ଦଲଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବ
ଭୁବନେଶ୍ୱର,୨୯ା୮: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଗୁରୁବାର ଲୋକସେବା ଭବନରେ ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାରର ଅଧ୍ୟକ୍ଷ ତଥା ସାଂସଦ ନବୀନ ଜିନ୍ଦଲ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତ ଆଲୋଚନା ସମୟରେ ଓଡିଶାରେ କମ୍ପାନୀ ପକ୍ଷରୁ ଚାଲୁ ରହିଥିବା...
ପାଇଖାନା ଟାଙ୍କିରେ ଶ୍ବାସରୁଦ୍ଧ ହୋଇ ୨ ଶ୍ରମିକଙ୍କ ଚାଲିଗଲା ଜୀବନ
ବଇଣ୍ଡା,୨୮।୮(ପରିକ୍ଷିତ ସାହୁ): ଅନୁଗୋଳ ଜିଲା କିଶୋରନଗର ଥାନା ଧଉରାପାଲିରେ ଏକ ହୃଦୟବିଦାରକ ଘଟଣା ଘଟିଛି। ପାଇଖାନା ଟାଙ୍କିରେ ଶ୍ବାସରୁଦ୍ଧ ହୋଇ ୨ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ମୃତକ ଦୁଇଜଣ ହେଲେ ବଇଜା ଗ୍ରାମର ଆର୍ତତ୍ରାଣ ମିର୍ଦ୍ଧା ଏବଂ ବାମୁର ଗ୍ରାମରର...
ଅଧିଆ ପଡ଼ିଥିବା ନାବାଳିକାଙ୍କୁ ବଳାତ୍କାର କଲେ ମନ୍ଦିର ପୂଜକ: ଥାନାରେ ଅଭିଯୋଗ
ଅନୁଗୋଳ ଅଫିସ, ୨୮।୮(ମାନସ ବିଶ୍ୱାଳ): ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଠାକୁରଗଡ଼ ଥାନା ତିଳେଶ୍ୱର ଆଖଣ୍ଡଳମଣି ମନ୍ଦିରରେ ଏକ ଲଜ୍ଜାଜନକ ଘଟଣା ଘଟିଛି। ମନ୍ଦିର ପୂଜକ ନାବାଳିକାଙ୍କୁ ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ସୂଚନା ମୁତାବକ, ଆଖଣ୍ଡଳମଣି ମନ୍ଦିରରେ ଜଣେ...
ଶୌଚ କରିବାକୁ ଯାଇଥିବାବେଳେ ଆକ୍ରମଣ କଲା ଗୟଳ: ଆଉ ତା’ପରେ
ଅନୁଗୋଳ ଅଫିସ, ୨୮।୮(ମାନସ ବିଶ୍ୱାଳ): ଅନୁଗୋଳ ଜିଲାର ସାତକୋଶିଆ ଅଭୟାରଣ୍ୟ ଅନ୍ତର୍ଗତ ନୁଆସାହି ମୌଜା ଟିକରପଡା ଗ୍ରାମର କୈଳାସ କହଁର ( ୪୫) ବୁଧବାର ସକାଳେ ଶୌଚ କରିବାକୁ ଯାଇଥିବାବେଳେ ଏକ ଗୟଳ ତାଙ୍କୁ ଆକ୍ରମଣ କରିଥିଲା। ଆକ୍ରମଣରେ କୈଳାସର...
ସକାଳୁ ସକାଳୁ ଅନୁଗୋଳରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର
ଅନୁଗୋଳ,୨୫।୮ (ମାନସ ବିଶ୍ୱାଳ): କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆସନ୍ତା ୨୬ ତାରିଖରେ ଅନୁଗୋଳ ଜିଲା ଗସ୍ତ କରିବାର କାର୍ଯ୍ୟସୂଚୀ ରହିଛି। କେନ୍ଦ୍ରମନ୍ତ୍ରୀ ୨୫ ତାରିଖ ରବିବାର ରାତିରେ ତାଳଚେର ଦିନଦୟାଲ ନଗରରେ ପହଞ୍ଚିବେ। ପରଦିନ ଅର୍ଥାତ୍ ୨୬ ତାରିଖ ସୋମବାର...
ଜଳିଗଲା ମଦ ବୋଝେଇ ଟ୍ରକ
ଅନୁଗୋଳ,୧୮।୮: ଅନୁଗୋଳ ଜରପଡ଼ାସ୍ଥିତ ବିଦେଶୀ ମଦ ଗୋଦାମ ପାଖରେ ରବିବାର ଦୁଇଟି ବିଦେଶୀ ମଦ ବୋଝେଇ ଟ୍ରକରେ ନିଆଁ ଲାଗି ଜଳିଯାଇଛି। ଗୋଦାମରେ ଖାଲି କରିବା ପାଇଁ ଟ୍ରକ ଦୁଇଟି ଠିଆ ହୋଇଥିଲା। ସେତିକିବେଳେ କୌଣସି କାରଣରୁ ଦୁଇଟି ଟ୍ରକରେ...
ବାର୍ହା ଭାବି ସମ୍ପର୍କୀୟ ଶ୍ୱଶୁରଙ୍କୁ ଗୁଳି
ବଇଣ୍ଡା,୫ା୮(ପରିକ୍ଷିତ ସାହୁ):ଜଙ୍ଗଲକୁ ଶିକାର ପାଇଁ ଯାଇଥିବା ବେଳେ ଘଟିଛି ଅଘଟଣ। ଛତୁ ତୋଳିସାରି ବୁଦା ଭିତରୁ ବାହାରି ଆସୁଥିବା ସମ୍ପର୍କୀୟ ଶ୍ୱଶୁରଙ୍କୁ ବାର୍ହା ଭାବି ଗୁଳି ଚଳାଇଛନ୍ତି ଜ୍ୱାଇଁ। ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଠାକୁରଗଡ଼ ଥାନା ତଲେଇପଥର ଜଙ୍ଗଲରେ...
Archives


