ଅନୁଗୋଳ

ଭିଜିଲାନ୍ସ ଜାଲରେ ସିନିୟର କ୍ଲର୍କ

ଅନୁଗୋଳ,୨୮।୩: ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଶୁକ୍ରବାର ଭିଜିଲାନ୍ସ ହାତରେ ଧରାପଡିଛନ୍ତି ଅନୁଗୋଳ ଜିଲା ଆଠମଲ୍ଲିକ ତହସିଲ କାର୍ଯ୍ୟାଳୟର ବରିଷ୍ଠ କିରାଣୀ ସତ୍ୟପ୍ରିୟ ନାୟକ। ଭିଜିଲାନ୍ସ ଟିମ୍‌ ତାଙ୍କଠାରୁ ଲାଞ୍ଚ ଟଙ୍କା ଜବତ କରିଥିବା ସୂଚନା ମିଳିଛି। ମିଳିଥିବା…

ଟ୍ରକ୍‌ ଧକ୍କାରେ ୩ ଗାଈ ସହ ୧୮ ମେଣ୍ଢାଙ୍କର ଗଲା ଜୀବନ: ଘଟଣାସ୍ଥଳରେ ଉତ୍ତେଜନା

ବଇଣ୍ଡା,୨୮ା୩(ପରୀକ୍ଷିତ ସାହୁ): କଟକ ସମ୍ବଲପୁର ୫୫ ନମ୍ବର ଜାତୀୟ ରାଜପଥର ହଣ୍ଡପା ଥାନା ରାଣୀଭୁଇଁ ନିକଟରେ ଶୁକ୍ରବାର ପୂର୍ବାହ୍ନ ୧୧ଟାରେ ଏକ ଟ୍ରକ୍‌ ଧକ୍କାରେ ରାଣୀଭୁଇଁ ଗ୍ରାମର ସୁରେଶ ସାହୁଙ୍କର ୩ଟି ଗାଈ ସହ ୧୮ଟି ମେଣ୍ଡାର ମୃତ୍ୟୁ ହୋଇଛି। ଏହି…

ଭିଜିଲାନ୍ସ ଜାଲରେ ତହସିଲ କିରାଣି, ଜାରି ରହିଛି ଚଢ଼ାଉ

ବଇଣ୍ଡା,୨୮ା୩(ପରୀକ୍ଷିତ ସାହୁ): ଅନୁଗୋଳ ଜିଲା ଆଠମଲ୍ଲିକ ତହସିଲ କାର୍ଯାଳୟରେ ଶୁକ୍ରବାର ଅନୁଗୋଳ ଭିଜିଲାନ୍ସ ଟିମ୍‌ ଚଢ଼ାଉ କରିଛି। ଲାଞ୍ଚ ନେଉଥିବା ବେଳେ ଆଠମଲ୍ଲିକ ତହସିଲ ଅଫିସର କିରାଣି ସତ୍ୟପ୍ରିୟ ନାୟକଙ୍କୁ ଗିରଫ କରାଯାଇଛି। ଘଟଣାରୁ ଜଣାପଡିଛି ଯେ, କେନ୍ଦୁପାଟି ଗ୍ରାମର ଚରଣ…

ଗୋ’ସେବକଙ୍କୁ ଆକ୍ରମଣ କଲେ ଗୋଚାଲାଣକାରୀ

ଅନୁଗୋଳ,୨୨ା୩(ମାନସ ବିଶ୍ୱାସ): ଅନୁଗୋଳ ଜିଲାର ଛେଣ୍ଡିପଦା ଥାନା ଗୋଳାଗଡିଆ ଗ୍ରାମ୍ୟ ଜଙ୍ଗଲ ମଧ୍ୟରେ ଗୋଚାଲାଣକାରୀଙ୍କ ଦ୍ବାରା ୧୭୦୦ରୁ ଊର୍ଦ୍ଧ୍ୱ ଗୋରୁ ବେଆଇନ ଚାଲାଣ କରାଯାଉଥିଲା। ଏହାର ଖବର ପାଇ କିଛି ଗୋସେବକ ସେମାନଙ୍କୁ ବିରୋଧ କରିଥିଲେ। ଫଳରେ ଗୋଚାଲଣକାରୀମାନେ ସେମାନଙ୍କୁ ମାରଣାସ୍ତ୍ର…

ମଦ ବ୍ୟବସାୟୀଙ୍କ ଘରେ ଜାରି ରହିଛି ଚଢ଼ାଉ: ମିଳୁଛି ପୁଳାପୁଳା ଟଙ୍କା

ଅନୁଗୋଳ,୨୧ା୩: ଅନୁଗୋଳର ମଦ ବ୍ୟବସାୟୀ ବିକ୍ରମ ସାହୁଙ୍କ ଘରେ ଆୟକର ବିଭାଗର ବଡ଼ ଧରଣର ରେଡ୍‌ ଜାରି ରହିଛି। ଶୁକ୍ରବାର ଦ୍ବିତୀୟ ଦିନରେ ଚଢ଼ାଉ ବେଳେ ଆୟକର ବିଭାଗର ଅଧିକାରୀମାନେ ବିଭିନ୍ନ ସ୍ଥାନରୁ ପୁଳାପୁଳା ଟଙ୍କା ଜବତ କରିଥିବା ସୂଚନା ମିଳିଛି।…

ମଦ ବ୍ୟବସାୟୀଙ୍କ ଘରେ IT ରେଡ୍‌

ଅନୁଗୋଳ,୨୦ା୩(ମାନସ ବିଶ୍ୱାଳ): ଅନୁଗୋଳ ଜିଲା କରଡ଼ାଗାଡ଼ିଆଠାରେ ଥିବା ଦେଶୀଭାଟିର ମୁଖ୍ୟ ଗୋଦାମ ଉପରେ ଆୟକର ବିଭାଗର ୯ ଜଣିଆ ଟିମ୍‌ ଚଢ଼ାଉ କରିଛନ୍ତି। ମଦ ବ୍ୟବସାୟୀ ବିକ୍ରମ ସାହୁଙ୍କ ବିଭିନ୍ନ ପ୍ରତିଷ୍ଠାନ ଉପରେ ଚଢ଼ାଉ ହୋଇଛି। ଆଜି ସକାଳୁ ଚାଲିଛି ଚଢ଼ାଉ।…

ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ରଙ୍କ ବିୟୋଗରେ ଜିଲା ଭାଜପାର ଶୋକ

ଅନୁଗୋଳ,୧୭।୩(ମାନସ ବିଶ୍ୱାଳ): ନୂଆଦିଲ୍ଲୀଠାରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କ ୮୩ ବର୍ଷ ବୟସରେ ପରଲୋକ ହୋଇଯାଇଛି। ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ଏକାଧାରରେ ଜଣେ ଚିକିତ୍ସକ, କୃଷିବିତ ଏବଂ ସମାଜସେବୀ ଥିଲେ। ୧୯୪୧ ଜୁଲାଇ ୧୬ରେ ସେ ଜନ୍ମ ଗ୍ରହଣ କରିଥିଲେ। କଣିହାଁ…

ରକ୍ତରେ ଖେଳିଲେ ହୋଲି: ଗୋଟିଏ ଦିନରେ ଗଡ଼ିଲା ୬ ମୁଣ୍ଡ

ଭୁବନେଶ୍ୱର,୧୬।୩: ପବିତ୍ର ରଙ୍ଗର ପର୍ବ ହୋଲିରେ ରକ୍ତର ହୋଲି ଖେଳିଲେ ହତ୍ୟାକାରୀ । ରଙ୍ଗ ବଦଳରେ ବୋହିଲା ରକ୍ତ । ରାଜ୍ୟର ୫ ପ୍ରମୁଖ ସହରରେ ଛଅ ଛଅଟି ହତ୍ୟାକାଣ୍ଡ ରଙ୍ଗର ପର୍ବକୁ ରକ୍ତରଞ୍ଜିତ କରିଦେଇଛି। ରାଜ୍ୟର ରାଜଧାନୀ ଭୁବନେଶ୍ୱରଠାରୁ ଆରମ୍ଭ…

ପାଣିଟାଙ୍କିରେ ଗାମୁଛା ଲଗାଇ ଝୁଲି ପଡ଼ିଲେ ଯୁବକ

ସନ୍ତ୍ରୀ ଛକ,୧୫ା୩(ସନ୍ତୋଷ ପରିଡ଼ା): ଅନୁଗୋଳ ଜିଲା ବଅଁରପାଳ ଥାନା ଅନ୍ତର୍ଗତ ଗୋତମରା ଗ୍ରାମରେ ବେକରେ ରଶି ଲଗାଇ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସୂଚନାନୁଯାୟୀ, ଗ୍ରାମବାସୀଙ୍କ କହିବା ଅନୁସାରେ ମୃତକ ଜଣଙ୍କ ହେଲେ ଢେଙ୍କାନାଳ ଜିଲା ନାଉପାଳ ଗ୍ରାମର ରବି ଝାଙ୍କରଙ୍କ…

୫ବର୍ଷ ଶିଶୁ କନ୍ୟାଙ୍କୁ ବଳାତ୍କାର ପରେ ହତ୍ୟା: ଜଣେ ଅଟକ

ଛେଣ୍ଡିପଦା,୧୫।୩(ଅଜିତ ଧଳ): ଅନୁଗୋଳ ଜିଲା ନିଶା ଶିଳ୍ପାଞ୍ଚଳ ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ଜଣେ ୫ବର୍ଷ ଶିଶୁ କନ୍ୟାଙ୍କ ମୃତଦେହ ପୋଲିସ ଶନିବାର ଉଦ୍ଧାର କରିଛି। ଅନ୍ୟପକ୍ଷେ ଶିଶୁ କନ୍ୟାଙ୍କୁ କେହି ଜଣେ ଦୁର୍ବୃତ୍ତ ବଳାତ୍କାର ପରେ…

ତେଜରାତି ଦୋକାନରେ ବିଦେଶୀ ମଦ ରଖି ବିକୁଥିଲେ, ଧରିଲା ପୋଲିସ

ବନ୍ତଳା,୧୫।୩ : ଅନୁଗୋଳ ଜିଲା ବନ୍ତଳା ଥାନା ଅନ୍ତର୍ଗତ ଧୋକୁଟା ପଞ୍ଚାୟତ ଢିପ ସାହିରେ ବିପୁଳ ପରିମାଣର ବିଦେଶୀ ମଦ ଜବତ ହୋଇଥିବା ଜଣାପଡ଼ିଛି। ମିଳିଥିବା ସୂଚନା ଅନୁଯାୟୀ, ଢିପସାହିର ଦୟାନିଧି ମୁଦୁଲିଙ୍କ ପୁଅ ସଞ୍ଜୟ ମୁଦୁଲି ଏକ ତେଜରାତି ଦୋକାନ…

ଡିପୋରେ ଜଳିଗଲା ଲକ୍ଷାଧିକ ଟଙ୍କାର ଜାଳେଣି କାଠ

ବଇଣ୍ଡା,୧୪ା୩(ପରୀକ୍ଷିତ ସାହୁ): ଅନୁଗୋଳ ଜିଲା ହଣ୍ଡପା ଥାନା ଜାମୁନାଳୀଠାରେ ଥିବା ବନ ନିଗମ ଲିମିଟେଡ୍‌ର କାଠ ଡିପୋରେ ଶୁକ୍ରବାର ଅପରାହ୍ନରେ ଅଗ୍ନିକାଣ୍ଡ ଘଟିଛି। ଜଙ୍ଗଲରୁ ନିଆଁ ଆସି କାଠ ଡିପୋରେ ଅଗ୍ନିକାଣ୍ଡ ଘଟିଥିବା ସନ୍ଦେହ କରାଯାଉଛି। ଏହି ଅଗ୍ନିକାଣ୍ଡରେ ଡିପୋରେ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?