ଅନୁଗୋଳ

ବ୍ୟବସ୍ଥିତ ନୁହେଁ ବ୍ୟବସ୍ଥା

ଅନୁଗୋଳ ଅଫିସ, ୫ା୮:  ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟକୁ ଆସୁଥିବା ରୋଗୀ ଓ ସମ୍ପର୍କୀୟଙ୍କୁ କରାଯାଉଛି ଶୋଷଣ। ଏଠାରେ ବୁଲୁଥିବା ଦଲାଲମାନେ ସହଯୋଗ ଆଳରେ ସେମାନଙ୍କୁ ଠକେଇ କରୁଛନ୍ତି। କେତେବେଳେ ସରକାରୀ ଯୋଜନାରେ ଉପକୃତ କରାଇଦେବାକୁ କହି ଟଙ୍କା ନେଉଛନ୍ତି ତ ଆଉ…

ଜଙ୍ଗଲାଞ୍ଚଳରେ ଅପହଞ୍ଚ ଯୋଜନା

ବଇଣ୍ଡା,୪ା୮(ଡି.ଏନ.ଏ.) – ଯୋଗାଯୋଗର ଉନ୍ନତି ପାଇଁ ଗ୍ରାମାଞ୍ଚଳରେ ପକ୍କା ସଡ଼କ ନିର୍ମାଣ ହେଉଛି। ବିଶୁଦ୍ଧ ପାନୀୟ ଜଳ ଯୋଗାଣ ନିମନ୍ତେ ବସୁଧା ଯୋଜନାରେ ପ୍ରକଳ୍ପମାନ କରାଯାଉଛି। ଗରିବ ପରିବାରକୁ ବିନା ମୂଲ୍ୟରେ ବିଦ୍ୟୁତ୍‌ ସଂଯୋଗ ଦିଆଯାଉଛି। ହେଲେ ରାଜ୍ୟ ସରକାରଙ୍କ ଏସବୁ…

ନିଷ୍ପତ୍ତିରେ ବିଳମ୍ବ ନ ହେଉ

ଅନୁଗୋଳ ଅଫିସ, ୩ା୮ କୋଭିଡ୍‌ ସଂକ୍ରମଣ ସାମାନ୍ୟ ଥମିଛି। ତେଣୁ ଅନଲକ୍‌କୁ ଯାଇଛନ୍ତି ରାଜ୍ୟ ସରକାର। ଦୀର୍ଘଦିନ ଧରି ବନ୍ଦ ରହିଥିବା ଶପିଂ ମଲ, ସିନେମା ହଲ, ପାର୍କ ଆଦିକୁ ଜନସାଧାରଣଙ୍କ ପାଇଁ ଖୋଲାଯାଇଛି। ଅଧା ଦର୍ଶକରେ ଯାତ୍ରାକୁ ଅନୁମତି ଦିଆଯାଇଛି।…

ଗୁଣିଗାରେଡି, ପୂର୍ବ ରାଗରୁ ୩ ଜଣଙ୍କୁ ହତ୍ୟା

ଖମାର,୨ା୮(ଡି.ଏନ୍‌.ଏ.): ଅନୁଗୋଳ ଜିଲା ପାଲଲହଡା ବ୍ଲକ ଖମାର ଥାନା କୁଞ୍ଜାମ ପଞ୍ଚାୟତର ୩ ଜଣଙ୍କୁ ଗୁଣିଗାରେଡି ସନ୍ଦେହ ଓ ପୂର୍ବ ରାଗ ରଖି ହତ୍ୟା କରାଯାଇଛି। ହତ୍ୟାକାଣ୍ଡ ପରେ ମୃତଦେହକୁ ରଶିରେ ବାନ୍ଧି ଘୋଷାରି ନେଇ ସମାକୋଇ ନଦୀରେ ଫିଙ୍ଗାଯାଇଥିବା ସ୍ପଷ୍ଟ…

ମଶା ନେଇଛି ୫୪ ମୁଣ୍ଡ

ଅନୁଗୋଳ ଅଫିସ, ୨ା୮:  ମଶାଜନିତ ରୋଗରେ ଯାଉଛି ମଣିଷ ଜୀବନ। କେତେବେଳେ ମଶା ମ୍ୟାଲେରିଆର ବାହାକ ସାଜୁଛି ତ କେବେ ଡେଙ୍ଗୁ ରୋଗରେ ଆକ୍ରାନ୍ତ କରୁଛି। ଗତ ୧୦ ବର୍ଷ ମଧ୍ୟରେ ଅନୁଗୋଳ ଜିଲାରେ ଏହି ଦୁଇ ରୋଗରେ ମୋଟ୍‌ ୫୪ ଜଣଙ୍କ…

ନିୟମ ମାନୁନାହାନ୍ତି ବ୍ୟବସାୟୀ

ଅନୁଗୋଳ ଅଫିସ, ୩୧ା୭ ପାଟିକୁ ସୁଆଦିଆ ଲାଗୁଥିଲେ ମଧ୍ୟ ଅନୁଗୋଳ ସହରର ଅନେକ ସ୍ଥାନରେ ବିକ୍ରି ହେଉଥିବା ଖାଦ୍ୟ ଅତ୍ୟନ୍ତ ଅସ୍ବାସ୍ଥ୍ୟକର। ବିଶେଷକରି ବର୍ଷାଦିନେ ଏପରି ଅପମିଶ୍ରିତ ଓ ବାସିଖାଦ୍ୟ ଲୋକଙ୍କୁ ନାନା ରୋଗରେ ପକାଇବ। ଏହାର ପ୍ରସ୍ତୁତି ବେଳେ କେତେଜଣ…

ସଶକ୍ତ ହେଉନି ସଡ଼କ

ବଇଣ୍ଡା,୩୧ା୭ ଗାଁ ରେ ମିଳୁନି ମୌଳିକ ସୁବିଧା। ବିଶେଷକରି ରାସ୍ତାକୁ ନେଇ ଦୂର ହେଉନି ଅସୁବିଧା। ବର୍ଷା ହେଲେ କାଦୁଅ ପଚ ପଚ ପଥ ଦେଇ ଯିବାକୁ ପଡ଼ୁଛି ପଥଚାରୀଙ୍କୁ। ରାତିରେ ଚଳପ୍ରଚଳ କରିବା ଅତ୍ୟନ୍ତ କଷ୍ଟକର। ଅନେକ ସ୍ଥାନ ଏତେ…

ବର୍ଷାକୁ ନାହିଁ ଭରସା

ଅନୁଗୋଳ ଅଫିସ, ୩୦ା୭ କଥାରେ ଅଛି ଆଷାଢ଼-ଶ୍ରାବଣ, ମେଘ ବରଷେ ଘନ ଘନ। ଚାଷ ଓ ଚାଷୀ ପାଇଁ ଏହି ଦୁଇ ମାସ ଅତ୍ୟନ୍ତ ମହତ୍ତ୍ୱପୂର୍ଣ୍ଣ। ହେଲେ ଆଷାଢ଼ ଯାଇ ଶ୍ରାବଣ ଆରମ୍ଭ ହୋଇଥିଲେ ମଧ୍ୟ ଅନୁଗୋଳ ଜିଲାରେ ସ୍ବାଭାବିକ ହୋଇପାରୁନି…

ଖଣି ପାଇଁ ଗାଁ ଛାଡ଼ିଦେଲେ

ତାଳଚେର,୨୯ା୭ (ନି.ପ୍ର.)  କୋଇଲା ଖଣି ପାଇଁ ଜମି ଅଧିଗ୍ରହଣକୁ ନେଇ ଅନୁଗୋଳ ଜିଲା ତାଳଚେରଠାରେ ମହାନଦୀ କୋଲ୍‌ ଫିଲ୍‌ଡ୍‌ସ ଲିମିଟେଡ (ଏମ୍‌ସିଏଲ୍‌) ଓ କ୍ଷତିଗ୍ରସ୍ତ ଗ୍ରାମବାସୀଙ୍କ ମଧ୍ୟରେ ପ୍ରାୟତଃ ବିବାଦ ଦେଖାଦିଏ। ବିରୋଧ, ଆନ୍ଦୋଳନ ଯୋଗୁ ଦିନ ଦିନ ଧରି ଖଣି କାର୍ଯ୍ୟ…

ଏକାଠି କଲା ଅବହେଳା

ଛେଣ୍ଡିପଦା, ୨୮।୭(ସ୍ବ.ପ୍ର.) – ଶିଳ୍ପରେ ସମୃଦ୍ଧ ଜିଲା। ଖଣି ଖାଦାନରେ ଭରପୂର। ହେଲେ ସ୍ବାଧୀନତାର ଦୀର୍ଘ ବର୍ଷ ପରେ ବି ଗ୍ରାମାଞ୍ଚଳବାସୀଙ୍କ ଭାଗ୍ୟରେ ଜୁଟିନି ପକ୍କା ସଡ଼କ। ଏଥିଲାଗି ଉଦ୍ୟମ ହୋଇନି ତାହା ନୁହେଁ, ଭଲ ରାସ୍ତାଟିଏ ପାଇଁ ବ୍ଲକ ଅଫିସଠାରୁ…

ଦୂର ହେଉନି କ୍ଷତିଗ୍ରସ୍ତଙ୍କ ଦୁଃଖ

ମନୋଜ ନନ୍ଦ ତାଳଚେର,୨୮ା୭ – କୋଇଲା ଖଣି ଓ ଶିଳ୍ପ ପାଇଁ ଘରଦ୍ୱାର ହରାଇବାକୁ ପଡ଼ିଲା। ଏକର ଏକର ଜମି ଉପରୁ ଅଧିକାର ଛାଡ଼ିବାକୁ ହେଲା। ହେଲେ ନିୟମ ଅନୁଯାୟୀ ଏହି କ୍ଷତିଗ୍ରସ୍ତମାନଙ୍କ ମଧ୍ୟରୁ ଅନେକଙ୍କୁ ଏଯାଏ ଖଣିରେ କର୍ମନିଯୁକ୍ତି ମିଳିନାହିଁ।…

ସମ୍ପୂର୍ଣ୍ଣ ହେବନି ଶିକ୍ଷା

ବଇଣ୍ଡା,୨୭ା୭ ଶିକ୍ଷାରେ ବାଧକ ସାଜିଛି କରୋନା। ମହାମାରୀ ନିୟନ୍ତ୍ରଣକୁ ଆସୁ ନ ଥିବାରୁ ସ୍କୁଲ ପାଠପଢ଼ା ସ୍ବାଭାବିକ ହୋଇପାରୁ ନାହିଁ। ଅନ୍‌ଲାଇନ୍‌ କ୍ଲାସ ମଧ୍ୟ ସମସ୍ତ ଛାତ୍ରୀଛାତ୍ରଙ୍କ ନିକଟରେ ପହଞ୍ଚିପାରୁ ନାହିଁ। ବାଧ୍ୟ ହୋଇ ସରକାର ପାଠ୍ୟକ୍ରମ ହ୍ରାସ ସହ ଶିକ୍ଷାବର୍ଷ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri