ଅନୁଗୋଳ

ବିଳମ୍ବିତ ହେଉଛି ବଇଣ୍ଡା ବିକାଶ

ବଇଣ୍ଡା,୮ା୯(ଡି.ଏନ.ଏ.) – ରାଜପଥ ସମ୍ପ୍ରସାରଣ ପାଇଁ ବଜାର ଭଙ୍ଗାଗଲା। ଶତାଧିକ ଦୋକାନୀ, ଉଠାଦୋକାନୀଙ୍କୁ ରାସ୍ତା ପାର୍ଶ୍ୱରୁ ହଟାଇ ଦିଆଗଲା। ହେଲେ ୩ ବର୍ଷ ବିତିଯାଇଥିଲେ ମଧ୍ୟ କାର୍ଯ୍ୟ ଆରମ୍ଭ ହୋଇପାରି ନାହିଁ। ସେହିପରି ଓଭରବ୍ରିଜ୍‌ ନିର୍ମାଣ ନିମନ୍ତେ ବଡ଼ ବଡ଼ ଗର୍ତ୍ତ…

ଆକର୍ଷଣୀୟ ହେବନି ଆରାଧନା

ବଅଁରପାଳ,୭ା୯ ଦିନ କେଇଟା ପରେ ବିଶ୍ୱକର୍ମା ପୂଜା। ମହାମାରୀ କରୋନା ବ୍ୟାପୁ ନ ଥିଲେ ଏତେବେଳକୁ ଚଳଚଞ୍ଚଳ ହୋଇଉଠିଥାନ୍ତା ଅନୁଗୋଳ ଜିଲାର ନାଲ୍‌କୋନଗର। ଚମତ୍କାର ସାଜସଜ୍ଜା ସହ ପ୍ରତିଯୋଗିତାମୂଳକ ପୂଜାମଣ୍ଡପ, ମୂର୍ତ୍ତି ନିର୍ମାଣରେ ବ୍ୟସ୍ତ ରହିଥାନ୍ତେ ସ୍ମେଲଟର ଓ ସିପିପି ପ୍ଲାଣ୍ଟର…

ନାମ ସୁପାରିସରେ କାମ ଶେଷ

ଅନୁଗୋଳ ଅଫିସ, ୭ା୯ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଅବ୍ୟବସ୍ଥାର ଯେପରି ଅନ୍ତ ନାହିଁ। ରୋଗୀଙ୍କ ଚିକିତ୍ସା ଠାରୁ ଆରମ୍ଭ କରି ମୃତଦେହ ବ୍ୟବଚ୍ଛେଦ ଯାଏ, ପ୍ରତିଟି କ୍ଷେତ୍ରରେ ସମସ୍ୟା ଥିଲେ ମଧ୍ୟ ତାହାର ସମାଧାନ ଦିଗରେ ପଦକ୍ଷେପ ନିଆଯାଉ ନାହିଁ।…

ସରୁନି ସୁମିତ୍ରାଙ୍କ ସଂଘର୍ଷ

ପାଲଲହଡ଼ା, ୬।୯(ଡି.ଏନ୍‌.ଏ.): ମା’ବାପା ବଞ୍ଚତ୍ଥିଲେ ଅଜାଡ଼ି ଦେଇଥାଆନ୍ତେ ସ୍ନେହ ସରାଗ। ରାତି ପାହିବା ବେଳକୁ ପେଟକୁ ଚିହ୍ନି ଯୋଗାଇ ଦେଇଥାଆନ୍ତେ ଖାଇବା। ଯେନତେନ କରି ନିଜେ ମୁଣ୍ଡାଇ ଥାଆନ୍ତେ ଘର ଜଞ୍ଜାଳ। ହେଲେ ୧୭ ବର୍ଷୀୟା ସୁମିତ୍ରା କୁଙ୍କାଲଙ୍କ ପାଇଁ ଏସବୁ…

ହାଇପ୍ରୋଫାଇଲ ସେକ୍ସ ର଼୍ୟାକେଟ୍‌ ଠାବ

ଅନୁଗୋଳ ଅଫିସ, ୬।୯: ଅନୁଗୋଳ ସହରରେ ଚାଲିଥିବା ଏକ ହାଇପ୍ରୋଫାଇଲ ସେକ୍ସ ର଼୍ୟାକେଟର ରହସ୍ୟ ଉନ୍ମୋଚନ କରିଛି ପୋଲିସ। ଏହି ଘଟଣାରେ କିଙ୍ଗ୍‌ପିନ୍‌ କୁହାଯାଉଥିବା ଜଣେ ଦମ୍ପତିଙ୍କ ସମେତ ଗ୍ରାହକ ସାଜିଥିବା ସହରର ପ୍ରତିଷ୍ଠିତ ବ୍ୟବସାୟୀ ବାପପୁଅଙ୍କୁ ଗିରଫ କରାଯାଇଛି। ଏ…

ମୁହଁରୁ ଖସାଇଲେଣି ମାସ୍କ

ଅନୁଗୋଳ ଅଫିସ, ୫ା୯: ଦୁଇ ମାସ ହେଲା ଅନୁଗୋଳ ଜିଲାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ତଳମୁହଁା ରହିଛି। ପୂର୍ବ ସ୍ଥିତିରେ ଯଥେଷ୍ଟ ସୁଧାର ଆସିଥିବାରୁ କୋଭିଡ୍‌ କଟକଣାକୁ କୋହଳ କରାଯାଇଛି। ବନ୍ଦ ପଡ଼ିଥିବା ମଲ୍‌ ଠାରୁ ମନ୍ଦିର ଯାଏ ସବୁକିଛି ଖୋଲି…

୯୦ ପ୍ରତିଶତ ଫେରିଲେଣି ଚୁଲିକୁ

ପରିକ୍ଷିତ ସାହୁ ବଇଣ୍ଡା,୪ା୯ – ମାଟି ଚୁଲି ଧୂଆଁ ଯନ୍ତ୍ରଣାରୁ ମୁକ୍ତି ପାଇବେ ଗରିବ ପରିବାରର ମହିଳା। ଶ୍ୱାସଜନିତ ରୋଗରେ ପଡ଼ିବେନି ଏହି ମା’ମାନେ। ଉକ୍ତ ଉଦ୍ଦେଶ୍ୟରେ ଉଜ୍ଜ୍ୱଳା ଯୋଜନା ଆରମ୍ଭ କରିଥିଲେ କେନ୍ଦ୍ର ସରକାର। ବିନା ମୂଲ୍ୟରେ ଏପରି ମହିଳାମାନଙ୍କୁ…

ସୁରକ୍ଷିତ ନୁହେଁ ସୁରକ୍ଷା ବ୍ୟବସ୍ଥା

ଅନୁଗୋଳ ଅଫିସ, ୩ା୯ ପୁଣି ପଦାରେ ପଡ଼ିଛି ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟର ସୁରକ୍ଷା ବ୍ୟବସ୍ଥା। ପୂର୍ବରୁ ଡାକ୍ତରଖାନା ମଧ୍ୟରୁ ବିଭିନ୍ନ ସାମଗ୍ରୀ ଚୋରି ହେଉଥିବାବେଳେ ଦଲାଲମାନଙ୍କ କଥାରେ ଚିକିତ୍ସା ସେବା ପରିଚାଳିତ ହେଉଥିବା ବାରମ୍ବାର ଅଭିଯୋଗ ହେଉଥିଲା। କିନ୍ତୁ ଏ…

ସମସ୍ୟା ବଢ଼ାଉଛି ମାଟି ସଡ଼କ

ଛେଣ୍ଡିପଦା,୨ା୯(ସ୍ବ.ପ୍ର.): ଗାଁର ମୁଖ୍ୟ ସମସ୍ୟା ଗମନାଗମନରେ ଅସୁବିଧା। ବର୍ଷାଦିନେ ମାଟି ରାସ୍ତାରେ ଯାତାୟାତ ଗ୍ରାମବାସୀଙ୍କ ପକ୍ଷେ ଅତି କଷ୍ଟକର। ଏପରି କି ରୋଗୀଙ୍କୁ ଡାକ୍ତରଖାନା ଯାଏ ନେବାକୁ ଆମ୍ବୁଲାନ୍ସ ପଶିପାରୁନି ଗ୍ରାମରେ। ତେଣୁ ପକ୍କା ସଡ଼କଟିଏ ନିର୍ମାଣ ନିମନ୍ତେ ଗାଁଲୋକେ ଅନେକଥର…

ହସ୍ପିଟାଲ ତୃତୀୟ ମହଲାକୁ ଚଢ଼ି ନାକେଦମ କଲେ ଯୁବକ

ଅନୁଗୋଳ ଅଫିସ,୧।୯: ଆଉ କେଉଁଠିକୁ ନୁହେଁ, ହସ୍ପିଟାଲ ତୃତୀୟ ମହଲା ଝରକା ତାଜାକୁ ଚଢ଼ି ଜଣେ ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ କରିଥିଲେ। ପରେ ହସ୍ପିଟାଲ କର୍ମଚାରୀ ତାଙ୍କୁ ଉଦ୍ଧାର କରିବାକୁ ଯାଇ ନାକେଦମ ହୋଇଥିଲେ। ଶେଷରେ ପ୍ରାୟ ଦେଢ଼ ଘଣ୍ଟା ପରିଶ୍ରମ…

ଗହଳି କମାଇବ ଗାଇଡଲାଇନ୍‌

ପରିକ୍ଷିତ ସାହୁ ବଇଣ୍ଡା,୧ା୯(ଡି.ଏନ.ଏ.) – ଏଣିକି ଆଉ ତରବର ହେବେନି ବ୍ୟବସାୟୀ। ବଜାରରେ ଗହଳି ଜମାଇବେନି ଜନସାଧାରଣ। ନାଇଟ୍‌ କର୍ଫ୍ୟୁ ମଧ୍ୟ ସେତେଟା ପ୍ରଭାବିତ କରିବନି ବେପାରକୁ। କାରଣ ଦୋକାନ ବଜାର ଖୋଲିବା ଅବଧି ବଢ଼ାଇଛନ୍ତି ସରକାର। ସେପ୍ଟେମ୍ବର ଗାଇଡ୍‌ଲାଇନ୍‌ରେ ଜୀବିକାକୁ…

ବାପାଙ୍କ ପାଇଁ ବିଲକୁ ଖାଇବାକୁ ନେଇ ଆଉ ଫେରିଲେନି ପୁଅ

ଛେଣ୍ଡିପଦା,୩୧।୮(ସ୍ବ.ପ୍ର): ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ମାଛକୁଟା ଗାଁରେ ମଙ୍ଗଳବାର ବଜ୍ରପାତରେ ଜଣେ ଯୁବକଙ୍କର ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ ବିଜୟ ସାହୁଙ୍କ ପୁଅ ଲୋଟନ ସାହୁ (୨୧)। ସୂଚନାଯୋଗ୍ୟ, ବିଜୟ ଗାଁ ପାଖରେ ଥିବା ବିଲକୁ ହଳ କରିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?