ଅନୁଗୋଳ

ଦୃଷ୍ଟାନ୍ତମୂଳକ ଦଣ୍ଡ ଦିଆଯାଉ

ଅନୁଗୋଳ ଅଫିସ, ୨୬ା୭:  ଅନୁଗୋଳ ଜିଲାରେ ବଢ଼ୁଛି ବଳାତ୍କାର ଓ ହତ୍ୟା ମାମଲା। ଗତ ୩ ବର୍ଷ ମଧ୍ୟରେ ଶତାଧିକ ବଳାତ୍କାର ଅଭିଯୋଗ ପୋଲିସ ନିକଟକୁ ଆସିଛି। ହେଲେ ଏସବୁ ମାମଲାରେ ସମସ୍ତ ଅଭିଯୁକ୍ତଙ୍କୁ କଠୋର ଦଣ୍ଡ ଏଯାଏ ମିଳିପାରି ନାହିଁ।…

କଲେଜ ଛାତ୍ରୀଙ୍କୁ ବଳାତ୍କାର ପରେ ହତ୍ୟା

ଅନୁଗୋଳ ଅଫିସ,୨୫।୭: ଅନୁଗୋଳ ଜିଲା ବଅଁରପାଳ ଥାନା ମହୀଧରପୁର ଫାଣ୍ଡି ଅଞ୍ଚଳର ଜଣେ ୨୧ ବର୍ଷୀୟା କଲେଜ ଛାତ୍ରୀଙ୍କୁ ଶନିବାର ବଳାତ୍କାର ପରେ ଅତି ବୀଭତ୍ସ ଭାବେ ହତ୍ୟା କରାଯାଇଛି। ଗୋଡ଼ ବନ୍ଧା ଅବସ୍ଥାରେ ଖଜୁରି ବୁଦାମୂଳରୁ ପୋଲିସ ମୃତଦେହ ଜବତ…

ସୁରକ୍ଷା ଚିନ୍ତାରେ ସହରବାସୀ

ଅନୁଗୋଳ ଅଫିସ, ୨୪ା୭ ଅନୁଗୋଳ ସହରରେ ବଢ଼ୁଛି ଆପରାଧିକ କାର୍ଯ୍ୟକଳାପ। ବାଇକ୍‌ରେ ଘୂରି ବୁଲୁଥିବା ଦୁର୍ବୃତ୍ତମାନେ ମହିଳା ଓ ବରିଷ୍ଠ ନାଗରିକଙ୍କୁ ଟାର୍ଗେଟ୍‌ କରୁଛନ୍ତି। ନିଛାଟିଆ ସ୍ଥାନ ଦେଖି ସେମାନଙ୍କ ଠାରୁ ଟଙ୍କା ଓ ସୁନା ଗହଣା ଝାମ୍ପି ନେଉଛନ୍ତି। ସେହିପରି…

ଦଖଲ କରିନେଲେଣି ଦଲାଲ

ବଇଣ୍ଡା,୨୩ା୭(ପରିକ୍ଷିତ ସାହୁ) ସରକାରୀ ଜମି ଉପରେ ପଡ଼ିଛି ଦଲାଲଙ୍କ ଦୃଷ୍ଟି। ବିଭିନ୍ନ କୌଶଳ କରି ସେମାନେ ଅକ୍ତିଆର କରିନେଉଛନ୍ତି ଦଣ୍ଡା, ଗୋଚର, ଶ୍ମଶାନ ଓ ପାଣି ମାହାରା। ଏପରି କି ରାଜପଥ ପାର୍ଶ୍ୱରେ ଥିବା ସରକାରୀ ଜମି ମଧ୍ୟ ସେମାନଙ୍କ ଦଖଲକୁ…

ସହଯୋଗକାରୀଙ୍କୁ ଅସହଯୋଗ

ତାଳଚେର,୨୨ା୭:  ଯୁଦ୍ଧ ହେଉ ଅବା ପ୍ରାକୃତିକ ବିପର୍ଯ୍ୟୟ, ଜନସାଧାରଣଙ୍କ ଆଡ଼କୁ ଲମ୍ବିବ ଅଧିକ ସହଯୋଗର ହାତ। ପୋଲିସ, ଅଗ୍ନିଶମ, ଓଡ୍ରାଫ୍ଟ ଓ ସେନା କର୍ମଚାରୀଙ୍କ ପରି ତାଲିମପ୍ରାପ୍ତ ସ୍ବେଚ୍ଛାସେବୀମାନେ ବିପଦ ବେଳର ବନ୍ଧୁ ସାଜିବେ। ଧନଜୀବନ ସୁରକ୍ଷାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିବେ।…

ଆହାର ଉପରେ ପାହାର

ରଜନୀକାନ୍ତ ମହାରଣା ଖମାର,୨୧ା୭ – ଚାଷକୁ ନେଇ ଚାଷୀ ଗର୍ବ ଅନୁଭବ କରେ। ସର୍ବୋଚ୍ଚ ସମ୍ମାନ ବୋଲି ଭାବେ। ଅନ୍ନଦାତାର ପରିଚୟ ଚାଷୀଙ୍କୁ ଅଧିକ ଆତ୍ମବିଶ୍ୱାସୀ କରେ। ଆନନ୍ଦ ଦିଏ। ସେଥିପାଇଁ କଠିନ ପରିଶ୍ରମ କରିବାକୁ ସେ କେବେ କୁଣ୍ଠିତ ହୁଏନାହିଁ।…

ଯୋଜନ ଦୂରରେ ଯୋଜନା

ଖମାର,୨୦ା୭(ଡି.ଏନ.ଏ.) – ଗରିବ, ଅସହାୟଙ୍କ ଉନ୍ନତି ପାଇଁ ସରକାର କରିଛନ୍ତି ଅନେକ ଯୋଜନା। ରହିବାକୁ ପକ୍କା ଘର, ପିଇବାକୁ ବିଶୁଦ୍ଧ ପାନୀୟ ଜଳ ଓ ଖାଦ୍ୟ ସୁରକ୍ଷା ପାଇଁ ସରକାରଙ୍କ ପକ୍ଷରୁ ଚାଉଳ ଯୋଗାଇ ଦିଆଯାଉଛି। ବୃଦ୍ଧାବୃଦ୍ଧ, ବିଧବା ଓ ଭିନ୍ନକ୍ଷମଙ୍କୁ…

ଚୋରି ବଢ଼ୁଥିବାରୁ ପଶିଲା ଚେତା

ଅନୁଗୋଳ ଅଫିସ, ୨୦ା୭ – ଚାରିଆଡ଼େ ସିସିଟିଭି ଲଗାଯାଇଛି। ଘରୋଇ ସୁରକ୍ଷା କର୍ମୀଙ୍କୁ ନିୟୋଜିତ କରାଯାଇଛି। ହେଲେ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରୁ ଘନ ଘନ ଚୋରି ଚାଲିଛି। କେତେଜଣ ଠିକା ସଫେଇ କର୍ମଚାରୀ କେତେବେଳେ କେଉଁ ସାମଗ୍ରୀ ଚୋରାଇ ନେଉଛନ୍ତି,…

ବିଳମ୍ବିତ ହେଉଛି ବିକାଶ

ବଇଣ୍ଡା,୧୯ା୭:  ବିକାଶର ମାର୍ଗ ବା ରାଜପଥ ପ୍ରଶସ୍ତ ହେବ। ସେଥିପାଇଁ ୩ ବର୍ଷ ତଳୁ କ୍ଷେତ୍ର ପ୍ରସ୍ତୁତ କରାଗଲା। ଅନୁଗୋଳ ଜିଲା କିଶୋରନଗର ବ୍ଲକ ବଇଣ୍ଡା ବଜାରର ବହୁ ବ୍ୟବସାୟିକ ପ୍ରତିଷ୍ଠାନ ଉଚ୍ଛେଦ ହେଲା। ସରକାରୀ କାର୍ଯ୍ୟାଳୟ, ବିଦ୍ୟାଳୟ, ଚିକିତ୍ସାଳୟ, ବିଶ୍ରାମାଗାରକୁ…

ଯନ୍ତ୍ରଣାରୁ ମୁକୁଳିଲା ଜୀବିକା

ଅନୁଗୋଳ/ ଢେଙ୍କାନାଳ ଅଫିସ, ୧୬ା୭ ରାସ୍ତା ପାର୍ଶ୍ୱରୁ ରାସ୍ତା ଉପରକୁ ଆସିବ ବସ୍‌। ଜିମ୍‌, ପାର୍ଲରରୁ ଖୋଲିବ ତାଲା। ପଡ଼ିଆକୁ ଫେରିବ କ୍ରୀଡ଼ା। ପୂର୍ବାପେକ୍ଷା ଅଧିକ ସମୟ ଚାଲିବ ବ୍ୟବସାୟ। ଗୁରୁବାର ଘୋଷିତ ନୂଆ ଲକଡାଉନ କଟକଣାରେ ଜୀବିକାକୁ ଦିଆଯାଇଛି ଏପରି…

ସନ୍ଧ୍ୟା ନ ହେଉ ସମୟସୀମା

ବଇଣ୍ଡା,୧୫ା୭(ଡି.ଏନ.ଏ.): ଗତ ଗାଇଡଲାଇନ୍‌ରେ ‘ଏ’ କାଟେଗୋରିକୁ ଉନ୍ନୀତ ହୋଇଥିଲା ଅନୁଗୋଳ ଜିଲା। ଫଳରେ କରୋନା କଟକଣା ଏଠାରେ ପୂର୍ବାପେକ୍ଷା ଅଧିକ କୋହଳ ହୋଇଥିଲା। ଜୀବିକାକୁ ପ୍ରାଧାନ୍ୟ ଦେବାକୁ ଯାଇ ସନ୍ଧ୍ୟା ୬ଟା ଯାଏ ବଜାରରେ ବ୍ୟବସାୟ କରିବାକୁ ସରକାରଙ୍କ ପକ୍ଷରୁ ଅନୁମତି ମିଳିଥିଲା।…

ଯୁବକଙ୍କୁ ଗୋଡାଇ ଗୋଡାଇ ହାଣିଲେ

ଛେଣ୍ଡିପଦା,୧୪।୭(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ପାତ୍ରପଡ଼ା ଗାଁରେ ମଙ୍ଗଳବାର ବିଳମ୍ବିତ ରାତିରେ ଏକ ହତ୍ୟାକାଣ୍ଡ ଘଟିଛି। ପୂର୍ବ ଶତ୍ରୁତାରୁ ଗାଁର ଜଣେ ଯୁବକଙ୍କୁ ଅନ୍ୟ ଜଣେ ଗୋଡ଼ାଇ ଗୋଡ଼ାଇ ହତ୍ୟା କରିଥିବା ଜଣା ପଡ଼ିଛି । ସୂଚନାନୁସାରେ, ଗାଁର ଜିତେନ୍ଦ୍ର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri