ଶ୍ରାବଣରେ ହେଲାନି ସ୍ବାଭାବିକ
ଛେଣ୍ଡିପଦା,୨୦ା୮(ସ୍ବ.ପ୍ର.) ଶ୍ରାବଣ ସରିବା ଉପରେ। ହେଲେ ମୁଷଳ ଧାରାରେ ତ ଦୂରର କଥା ସ୍ବାଭାବିକ ପରିମାଣର ବର୍ଷା ଏଯାଏ ହୋଇନାହିଁ। ଫଳରେ ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ଅଞ୍ଚଳରେ ଚଳିତ ବର୍ଷ ଚାଷ କାର୍ଯ୍ୟ ଆଗେଇପାରୁ ନାହିଁ। ବିଲରେ ପଡ଼ିଥିବା ତଳି…
ସ୍ତ୍ରୀଙ୍କୁ ବଞ୍ଚାଇବାକୁ ଯାଇ ଚାଲିଗଲା ସ୍ବାମୀଙ୍କ ଜୀବନ
ଅନୁଗୋଳ ଅଫିସ, ୧୯।୮- ଲୁଗା ଶୁଖାଇବା ବେଳେ ବିଦ୍ୟୁତ୍ ତାରରେ ଲାଖି ଯାଇଥିବା ସ୍ତ୍ରୀଙ୍କୁ ବଞ୍ଚାଇବାକୁ ଯାଇ ସ୍ବାମୀଙ୍କ ମୃତ୍ୟୁ ହୋଇଛି। ଗୁରୁବାର ଏଭଳି ଘଟଣା ଘଟିଛି ଅନୁଗୋଳ ଜିଲା ବିକ୍ରମପୁର ଥାନା ଏଫ୍ସିଆଇ ମୀନା ବଜାର ଗ୍ରାମରେ। ଉଭୟଙ୍କୁ ପରିବାର…
ହାତୀ ପହଞ୍ଚାଉଛି କ୍ଷତି
ବଇଣ୍ଡା,୧୯ା୮: ଐତିହ୍ୟ ପ୍ରାଣୀ ହାତୀ ପାଇଁ ଅନୁଗୋଳ ଜିଲା କିଶୋରନଗର ବ୍ଲକ ହଣ୍ଡପା ରେଞ୍ଜ ଅଞ୍ଚଳବାସୀ ବର୍ଷ ବର୍ଷ ଧରି କ୍ଷତି ସହୁଛନ୍ତି। ଗତ ୮ ବର୍ଷ ମଧ୍ୟରେ ହାତୀପଲ ୯ ଜଣଙ୍କ ଜୀବନ ନେଇଥିବାବେଳେ ୧୪୨ଟି ଚାଳ ଓ ଆଜବେଷ୍ଟସ…
ପଲିଥିନମୁକ୍ତ ଯୋଜନା ପ୍ରହସନ
ଅନୁଗୋଳ ଅଫିସ, ୧୮ା୮ – ଅନୁଗୋଳ ସହର ପଲିଥିନମୁକ୍ତ ହେବ। କୌଣସି ସ୍ଥାନରେ ପଲିଥିନ କି ପ୍ଲାଷ୍ଟିକ ବ୍ୟବହାର ହେବ ନାହିଁ। ୨ ବର୍ଷ ତଳୁ ପ୍ରଶାସନ ଏପରି ଯୋଜନା ସହ ନିର୍ଦ୍ଦେଶନାମା ଜାରି କରିବା ପରେ କିଛିଦିନ ଧରି ସଚେତନତା…
ପ୍ରି-ବିଡିଂ ବୈଠକ ହୋଇନି
ଅନୁଗୋଳ ଅଫିସ, ୧୭ା୮ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟ ପକ୍ଷରୁ କୋଟିଏରୁ ଊର୍ଦ୍ଧ୍ୱ ଟଙ୍କାର ମାନବ ସମ୍ବଳ କାର୍ଯ୍ୟ ପାଇଁ କରାଯାଇଥିବା ପେପର ଟେଣ୍ଡରରେ କୌଣସି ଅନିୟମିତତା ହୋଇ ନ ଥିବା ସଫେଇ ଦିଆଯାଉଛି। ହେଲେ ଏକ ଠିକା ସଂସ୍ଥାକୁ ଏହି…
ବିପର୍ଯ୍ୟୟ ନେଇଛି ୨୧୬ ପ୍ରାଣ
ଅନୁଗୋଳ ଅଫିସ, ୧୪ା୮ କେତେବେଳେ ପାଣି ତ ଆଉ କେବେ ମାରୁଛି ବଜ୍ରପାତ। ସାପ କାମୁଡ଼ାରେ ମଧ୍ୟ ଯାଉଛି ଅନେକଙ୍କ ଜୀବନ। ଗତ ୬ ବର୍ଷ ମଧ୍ୟରେ ଅନୁଗୋଳ ଜିଲାରେ ୨୧୬ ଜଣଙ୍କ ପ୍ରାଣ ନେଇଛି ଏପରି ପ୍ରାକୃତିକ ବିପର୍ଯ୍ୟୟ। ସରକାରଙ୍କ…
ବଣ୍ଟନ କମ୍, ବିକ୍ରି ବେଶି
ଆଠମଲ୍ଲିକ/ ବଇଣ୍ଡା,୧୩ା୮ (ଡି.ଏନ.ଏ.) ସାଧାରଣ ବଣ୍ଟନ ବ୍ୟବସ୍ଥାରେ ଗରିବ ଲୋକଙ୍କ ପାଇଁ ସରକାର କିରୋସିନ ଯୋଗାଇ ଦେଉଛନ୍ତି। ହେଲେ ଅନେକ ସମୟରେ ଏହି ସରକାରୀ କିରୋସିନରୁ ହଜାର ହଜାର ଲିଟର କଳାବଜାରରେ ବିକ୍ରି କରିଦିଆଯାଉଛି। ଅନୁଗୋଳ ଜିଲା ଆଠମଲ୍ଲିକ ଉପଖଣ୍ଡରେ ଏପରି…
ଅସାମାଜିକ ଜମାଇଲେଣି ଆଡ୍ଡା
ଅନୁଗୋଳ ଅଫିସ, ୧୨ା୮: ସକାଳୁ ସଞ୍ଜ ଯାଏ ଅସାମାଜିକ କରୁଛନ୍ତି ଉତ୍ପାତ। ଡ୍ୟାମ୍ ଆଡ଼େ ବୁଲିଯାଇଥିବା ଲୋକଙ୍କଠାରୁ ଛଡ଼ାଇ ନେଉଛନ୍ତି ଟଙ୍କା ଓ ମୋବାଇଲ। ନିରୋଳା ହେଉଥିବାରୁ ଏଠାରେ ଘଣ୍ଟା ଘଣ୍ଟା ବସି ନିଶା ସେବନ କରୁଛନ୍ତି। ଆପରାଧିକ କାର୍ଯ୍ୟ ପାଇଁ…
ପରଦା ପଛରେ ପୂଜା
ଅନୁଗୋଳ ଅଫିସ, ୧୧ା୮ – ଉତ୍ସବ ନୁହେଁ ଜୀବନ ବଡ଼। ଏହି ବାର୍ତ୍ତା ଦେବାକୁ ଯାଇ ରାଜ୍ୟ ସରକାର ପାର୍ବଣ ଋତୁରେ କୋଭିଡ୍ କଟକଣାକୁ ଆଦୌ କୋହଳ କରିନାହାନ୍ତି। କାରଣ ମହାମାରୀର ଦ୍ୱିତୀୟ ଲହରଠାରୁ ତୃତୀୟ ଲହର ଅଧିକ ମାରାତ୍ମକ ସାବ୍ୟସ୍ତ…
୬ ମାସ ନ ପୂରୁଣୁ ୬ ସ୍ଥାନରେ ଫାଟ
ବଇଣ୍ଡା,୧୦ା୮(ଡି.ଏନ.ଏ.) ରାଜପଥ ସମ୍ପ୍ରସାରଣ କାର୍ଯ୍ୟ ଶେଷ ହୋଇନି। ଏପରି କି ନିର୍ମାଣାଧୀନ ୪୦ କିଲୋମିଟର ରାସ୍ତାକୁ ୬ ମାସ ମଧ୍ୟ ପୂରିନି। ହେଲେ ୬ଟି ସ୍ଥାନରେ ଫାଟ ଦେଖାଦେଲାଣି। ଏହାକୁ ନେଇ ଆଶଙ୍କାରେ ପଡ଼ିଛନ୍ତି ଅନୁଗୋଳ ଜିଲା କିଶୋରନଗର ବ୍ଲକର କେତୋଟି…
‘କଣ୍ଡି’ କହେ ପାଣିପାଗ କଥା
ଛେଣ୍ଡିପଦା,୯ା୮: ପାଣିପାଗ ସହ ଚାଷ ଓ ଚାଷୀଙ୍କ ଭାଗ୍ୟ ବନ୍ଧା। ଅନୁକୂଳ ପାଗ ସୂଚନା ଚାଷୀଙ୍କୁ କର୍ମଚଞ୍ଚଳ କରିଦିଏ। ପ୍ରତିକୂଳର ସାମାନ୍ୟ ଆଶଙ୍କା ମଧ୍ୟ ଚିନ୍ତାରେ ପକାଇଦିଏ। ପ୍ରତିବର୍ଷ ଭାରତୀୟ ପାଣିପାଗ ବିଜ୍ଞାନ ବିଭାଗ (ଆଇଏମ୍ଡି)ର ଏ ସମ୍ପର୍କିତ ଘୋଷଣାକୁ ଚାଷୀମାନେ…
ଉନ୍ନତି ଦିଗକୁ ଉପେକ୍ଷା
ଅନୁଗୋଳ ଅଫିସ, ୮ା୮: ଅନୁଗୋଳ ଜିଲାର ଅନୁଗୋଳ, ତାଳଚେର, ବଅଁରପାଳ, ଛେଣ୍ଡିପଦା ଓ ଢେଙ୍କାନାଳ ଜିଲା ମେରାମଣ୍ଡଳୀ ଅଞ୍ଚଳର ବିଭିନ୍ନ ବିକାଶ କାର୍ଯ୍ୟ ପାଇଁ ଅନୁଗୋଳ-ତାଳଚେର-ମେରାମଣ୍ଡଳୀ ଉନ୍ନୟନ କର୍ତ୍ତୃପକ୍ଷ (ତାମଡା) ଆରମ୍ଭ ହୋଇଥିଲା। ନଗର ଉନ୍ନୟନ ବିଭାଗ ଅଧୀନରେ ଥିବା ତାମଡା…

