ଅନୁଗୋଳ

ଜୀବନ ପରେ ଜୀବିକାକୁ ପ୍ରାଧାନ୍ୟ

ଅନୁଗୋଳ/ ଢେଙ୍କାନାଳ ଅଫିସ, ୧ା୭:  ଦୀର୍ଘ ୨ ମାସ ପରେ ଢେଙ୍କାନାଳ ଓ ଅନୁଗୋଳ ଜିଲାରେ ତଳମୁହଁା ହୋଇଛି କରୋନା ସଂକ୍ରମଣ। ଟେଷ୍ଟ ପଜିଟିଭ୍‌ିଟି ରେଟ୍‌ (ଟିପିଆର୍‌) ୫ ପ୍ରତିଶତ ତଳେ ଥିବାରୁ ଏହି ଦୁଇ ଜିଲାକୁ ଗ୍ରେଡ୍‌-ଏ ତାଲିକାଭୁକ୍ତ କରିଛନ୍ତି…

ଆଗ୍ରହ ବେଳେ ଅଭାବ

ଅନୁଗୋଳ ଅଫିସ, ୩୦ା୬ – ମହାମାରୀ କରୋନାରୁ ସୁରକ୍ଷା ଦେଉଛି ସଞ୍ଜୀବନୀ। ତେଣୁ ନିଶ୍ଚିତ ଟିକା ଲଗାଇବାକୁ ସରକାରଙ୍କ ପକ୍ଷରୁ ବାରମ୍ବାର ସଚେତନ କରାଯାଉଛି। ଏପରି କି କେଉଁ ଟିକା କେତେ ପ୍ରତିଶତ ଆଣ୍ଟିବଡି ସୃଷ୍ଟି କରୁଛି ସେ ନେଇ ବିଶେଷଜ୍ଞମାନଙ୍କ…

ସରକାରୀ ଜାଗାରେ ସମ୍ପ୍ରସାରଣ

ଅନୁଗୋଳ ଅଫିସ, ୨୯ା୬ ବଢ଼ୁଛି ଅନୁଗୋଳ ସହର। ବଜାରରେ ବୃଦ୍ଧି ପାଉଛି ବ୍ୟବସାୟିକ ପ୍ରତିଷ୍ଠାନ। ପୌରାଞ୍ଚଳ ହୋଇଥିଲେ ବି ଏହା ଉପରେ ପୌରପାଳିକାର ସେପରି କର୍ତ୍ତୃତ୍ୱ ଥିବା ଭଳି ଲାଗୁନାହିଁ। କାରଣ ଡ୍ରେନ୍‌, ରାସ୍ତା ଆଦି ସରକାରୀ ଜାଗାକୁ ମଡ଼ାଇ ଅନେକ…

ପୁରୁଣା ଲୋକଙ୍କୁ ପୁଣି ଠିକା ଚକ୍ରାନ୍ତ

ଅନୁଗୋଳ ଅଫିସ,୨୮ା୬:  ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍‌)ରେ ଚାଉଳ ଓ ଗହମ ପହଞ୍ଚାଇବାକୁ ଜିଲା ଯୋଗାଣ ବିଭାଗ ପକ୍ଷରୁ ଠିକାଦାର (ଏଲ୍‌-୨ କଣ୍ଟ୍ରାକ୍ଟର) ନିଯୁକ୍ତି ନିମନ୍ତେ ହୋଇଥିବା ଟେଣ୍ଡରକୁ ନେଇ ଉଠିଛି…

କୁମ୍ଭକର୍ଣ୍ଣ ନିଦ୍ରାରେ କେନ୍ଦ୍ର

ବଇଣ୍ଡା,୨୬ା୬ କରୋନାକୁ ନେଇ ସବୁଠି ହାହାକାର। କିଏ ଜୀବନ ତ କିଏ ଜୀବିକା ବଞ୍ଚାଇବାକୁ କରୁଛନ୍ତି ସଂଘର୍ଷ। ଭୋକ, ରୋଗ ଓ ଶୋକକୁ ନେଇ ବଢ଼ିଚାଲିଛି ଲୋକଙ୍କ ଦୁଃଖ। ଏପରି ଅବସ୍ଥାରେ ସରକାର ଦୁର୍ବଳଙ୍କ ବଳ ସାଜିବା କଥା। ଜନତାଙ୍କ ପରିବାର…

ଗୋଟିଏ କୋଠରିରେ ୧୫୦ କର୍ମଚାରୀ

ପାଲଲହଡା,୨୫ା୬(ଡି.ଏନ.ଏ.) ଅନୁଗୋଳରେ କାବୁକୁ ଆସିନି କରୋନା ସଂକ୍ରମଣ। ସେଥିପାଇଁ ଏହି ଜିଲାକୁ ରାଜ୍ୟ ସରକାର କାଟାଗୋରି-ବି’ରେ ରଖିଛନ୍ତି। ଅର୍ଥାତ୍‌ ପୂର୍ବପରି ଲଗାଯାଇଥିବା କଡ଼ା କଟକଣା ଏଠାରେ ବଳବତ୍ତର ରହିଛି। ଏପରି କି ବିବାହ ଉତ୍ସବରେ ମଧ୍ୟ ୨୫ରୁ ଅଧିକ ଲୋକଙ୍କୁ ସାମିଲ…

ଅନୁକୂଳ ପାଗ ବଢ଼ାଇଛି ଅଭିବୃଦ୍ଧି ଆଶା

ଅନୁଗୋଳ ଅଫିସ, ୨୪ା୬:  ବାତ୍ୟା ୟାସ୍‌ ଯୋଗୁ ପୂର୍ବରୁ ଜମି ଭିଜିଯାଇଥିଲା। ମୌସୁମୀ ମଧ୍ୟ ନିର୍ଦ୍ଧାରିତ ସମୟରେ ଆସିଲା। କିଛିଦିନ ଧରି ଜିଲାରେ ବର୍ଷା ଲାଗିରହିଥିବାରୁ ଚଳିତବର୍ଷ ପାଣିପାଗ ଚାଷ ଅନୁକୂଳ ରହିଛି। ତେଣୁ କୃଷି କ୍ଷେତ୍ରରେ ଏଥର ଅଭିବୃଦ୍ଧି ଦେଖିବାକୁ ମିଳିବ…

ସୌଭାଗ୍ୟରୁ ବଞ୍ଚିତ କରିଦେଲେ ସାଆନ୍ତେ

ଅନୁଗୋଳ ଅଫିସ, ୨୩ା୬ – କିଛିଟା କାବୁ ହୋଇଛି କରୋନା ସଂକ୍ରମଣ। ତଳମୁହାଁ ଧରିଛି ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା। ସ୍ଥିତିକୁ ଦେଖି ପୂର୍ବ କଟକଣାରେ ସାମାନ୍ୟ କୋହଳ କରାଯାଇଥିଲେ ମଧ୍ୟ ଧର୍ମାନୁଷ୍ଠାନରୁ ତାଲା ଖୋଲିବା ସପକ୍ଷରେ ନାହାନ୍ତି ସରକାର। ତେଣୁ ଦିନକ…

ଅଳିଆ ଉଠାରେ ଅସହଯୋଗ

ଅନୁଗୋଳ ଅଫିସ, ୨୨ା୬- ଅନୁଗୋଳ ସହର ସଫେଇ ନେଇ ଦେଖାଦେଇଥିବା ବିବାଦର ସମାଧାନ ଏଯାଏ ହୋଇପାରି ନାହିଁ। ସଫେଇ କର୍ମଚାରୀ ସଂଘ ସମ୍ପାଦକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପରେ କେତେଜଣ କର୍ମଚାରୀ ପୌର କର୍ତ୍ତୃପକ୍ଷଙ୍କୁ ଅସହଯୋଗ କରୁଛନ୍ତି। ବାରମ୍ବାର କାର୍ଯ୍ୟବନ୍ଦ କରି ନାଲିଆଖି…

ଶ୍ୱାସ ନେବାକୁ ସଂଘର୍ଷ

ତାଳଚେର,୨୨ା୬(ନି.ପ୍ର.) ଘରୁ ବାହାରିଲେ ମାସ୍କ ବାଧ୍ୟତାମୂଳକ। କୋଭିଡ୍‌ ସଂକ୍ରମିତ କିମ୍ବା ସନ୍ଦିଗ୍ଧ ହୋଇଥିଲେ, ଘରେ ମାସ୍କ ପିନ୍ଧିବାକୁ ବାଧ୍ୟ। କରୋନାକୁ କାବୁ କରିବାକୁ ମହାମାରୀ ପରିଚାଳନା ଆଇନରେ ଏପରି ନିୟମ କରିଛନ୍ତି ସରକାର। କିନ୍ତୁ ସୁସ୍ଥ ଲୋକଙ୍କ ପାଇଁ ଘରେ ମାସ୍କ…

କୂଅରେ ପଡ଼ିଥିବା ଶିଶୁକୁ ଉଦ୍ଧାର କରିବାକୁ ଯାଇ ଯୁବକଙ୍କ ଜୀବନ ଗଲା

ଛେଣ୍ଡିପଦା,୨୧ା୬(ଡି.ଏନ୍‌.ଏ.): ଅନୁଗୋଳ ଜିଲା ଛେଣ୍ତିପଦା ଥାନା ଅନ୍ତର୍ଗତ ଶିମିଳିପାଳ ଗ୍ରାମ ପୁରିହାପାଟ ଠାକୁରାଣୀ ପୀଠ ନିକଟରେ ଥିବା କୂଅରେ ପଡ଼ିଯାଇଥିବା ୩ ବର୍ଷର ଶିଶୁକୁ ଉଦ୍ଧାର କରିବାକୁ ଯାଇ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି। ମୃତ ଯୁବକ ଜଣକ ହେଲେ ଶିମିଳିପାଳ…

ନେଟ୍‌ଓ୍ବର୍କ ପାଇବାକୁ ନୟାନ୍ତ

ବଇଣ୍ଡା,୨୧ା୬: ପୂର୍ବରୁ କେବଳ ଯୋଗାଯୋଗର ମାଧ୍ୟମ ଥିବା ମୋବାଇଲ ଏବେ ଏକ ଜରୁରୀ ଆବଶ୍ୟକତା ହୋଇଯାଇଛି। ସ୍ମାର୍ଟ ତଥା ବ୍ୟସ୍ତ ଜୀବନର ତ ଏହା ଗୁରୁତ୍ୱପୂର୍ଣ୍ଣ ଅଙ୍ଗ ପାଲଟିଯାଇଛି। ବିମାନ ଟିକେଟ୍‌ ହେଉ କି ବ୍ୟାଙ୍କ ସେବା, ବହୁ କଷ୍ଟକର କାର୍ଯ୍ୟ ମଧ୍ୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri