ଅନୁଗୋଳ

ଶିଶୁକନ୍ୟା ଜନ୍ମଦେଲେ ନାବାଳିକା

ଅନୁଗୋଳ ଅଫିସ, ୭।୮: ନାବାଳିକାଙ୍କ ଗର୍ଭରେ ବଢୁଥିଲା ସନ୍ତାନ। ହେଲେ ଏ କଥା ଜାଣି ନ ଥିଲେ ପରିବାର ସଦସ୍ୟ। ହଠାତ୍‌ ପେଟରେ ଅସହ୍ୟ ଯନ୍ତ୍ରଣା ଅନୁଭବ କରିବାରୁ ଟ୍ୟୁମର ହୋଇଥିବା ସନ୍ଦେହରେ ଘର ଲୋକେ ତାଙ୍କୁ ନେଇ ଯାଉଥିଲେ ଡାକ୍ତରଖାନା।…

ସୁରକ୍ଷିତ ରହିବ ସରକାରୀ ସମ୍ପତ୍ତି

ଅନୁଗୋଳ ଅଫିସ, ୭।୮ ଅନୁଗୋଳ ପୌରାଞ୍ଚଳରେ ଆଉ ଦେଖାଦେବନି ଜବରଦଖଲ ସମସ୍ୟା। ଏଠାରେ ଥିବା ସରକାରୀ ସମ୍ପତ୍ତି ଉନ୍ନୟନ କାର୍ଯ୍ୟ ନିମନ୍ତେ ସମ୍ପୂର୍ଣ୍ଣ ସୁରକ୍ଷିତ ରହିବ। କୌଣସି ସ୍ଥାନକୁ କେହି ଅକ୍ତିଆର କରିବାକୁ ଉଦ୍ୟମ କରିବା ମାତ୍ରେ ତୁରନ୍ତ ଖବର ପହଞ୍ଚତ୍ବ…

ବର୍ଷାଭାବ ବିଗାଡ଼ୁଛି ଚାଷ

ଆଠମଲ୍ଲିକ,୬ା୮(ଡି.ଏନ.ଏ.) ଚାଷ ସମୟ ଗଡ଼ିଯାଉଛି। ହେଲେ ରୁଆ, ବେଉଷଣ ପାଇଁ ଜମିରେ ପାଣି ନାହିଁ। ଚଳିତ ବର୍ଷ ବର୍ଷା ପରିମାଣ କମ୍‌ ରହିଥିବାରୁ ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଅଞ୍ଚଳରେ ଚାଷ କାର୍ଯ୍ୟ ଏପରି ବିଗିଡ଼ି ଯାଇଛି। ୨୪୭୫ ହେକ୍ଟର ସମ୍ପୂର୍ଣ୍ଣ…

ବନ୍ୟା ଜଳ ଛାଡ଼ିଲା ରେଙ୍ଗାଳି

କଣିହାଁ,୫।୮ (ଡି.ଏନ.ଏ.): ଅନୁଗୋଳ ଜିଲା କଣିହାଁ ବ୍ଲକ ରେଙ୍ଗାଳି ଡ୍ୟାମ୍‌ରୁ ବୁଧବାର ଚଳିତବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସନ ଆରମ୍ଭ ହୋଇଛି। ଉପର ମୁଣ୍ଡରେ ଲଗାଣ ବର୍ଷା ଯୋଗୁ ଡ୍ୟାମ୍‌ର ଗୋଟିଏ ଗେଟ୍‌ ଖୋଲାଯାଇଥିବା ସୂଚନା ମିଳିଛି। ଅଧୀକ୍ଷଣ ଯନ୍ତ୍ରୀ ଅଜିତ ଜେନା…

ବ୍ୟବସ୍ଥିତ ନୁହେଁ ବ୍ୟବସ୍ଥା

ଅନୁଗୋଳ ଅଫିସ, ୫ା୮: ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟକୁ ଆସୁଥିବା ରୋଗୀ ଓ ସମ୍ପର୍କୀୟଙ୍କୁ କରାଯାଉଛି ଶୋଷଣ। ଏଠାରେ ବୁଲୁଥିବା ଦଲାଲମାନେ ସହଯୋଗ ଆଳରେ ସେମାନଙ୍କୁ ଠକେଇ କରୁଛନ୍ତି। କେତେବେଳେ ସରକାରୀ ଯୋଜନାରେ ଉପକୃତ କରାଇଦେବାକୁ କହି ଟଙ୍କା ନେଉଛନ୍ତି ତ…

ଜଙ୍ଗଲାଞ୍ଚଳରେ ଅପହଞ୍ଚ ଯୋଜନା

ବଇଣ୍ଡା,୪ା୮(ଡି.ଏନ.ଏ.) – ଯୋଗାଯୋଗର ଉନ୍ନତି ପାଇଁ ଗ୍ରାମାଞ୍ଚଳରେ ପକ୍କା ସଡ଼କ ନିର୍ମାଣ ହେଉଛି। ବିଶୁଦ୍ଧ ପାନୀୟ ଜଳ ଯୋଗାଣ ନିମନ୍ତେ ବସୁଧା ଯୋଜନାରେ ପ୍ରକଳ୍ପମାନ କରାଯାଉଛି। ଗରିବ ପରିବାରକୁ ବିନା ମୂଲ୍ୟରେ ବିଦ୍ୟୁତ୍‌ ସଂଯୋଗ ଦିଆଯାଉଛି। ହେଲେ ରାଜ୍ୟ ସରକାରଙ୍କ ଏସବୁ…

ନିଷ୍ପତ୍ତିରେ ବିଳମ୍ବ ନ ହେଉ

ଅନୁଗୋଳ ଅଫିସ, ୩ା୮ କୋଭିଡ୍‌ ସଂକ୍ରମଣ ସାମାନ୍ୟ ଥମିଛି। ତେଣୁ ଅନଲକ୍‌କୁ ଯାଇଛନ୍ତି ରାଜ୍ୟ ସରକାର। ଦୀର୍ଘଦିନ ଧରି ବନ୍ଦ ରହିଥିବା ଶପିଂ ମଲ, ସିନେମା ହଲ, ପାର୍କ ଆଦିକୁ ଜନସାଧାରଣଙ୍କ ପାଇଁ ଖୋଲାଯାଇଛି। ଅଧା ଦର୍ଶକରେ ଯାତ୍ରାକୁ ଅନୁମତି ଦିଆଯାଇଛି।…

ଗୁଣିଗାରେଡି, ପୂର୍ବ ରାଗରୁ ୩ ଜଣଙ୍କୁ ହତ୍ୟା

ଖମାର,୨ା୮(ଡି.ଏନ୍‌.ଏ.): ଅନୁଗୋଳ ଜିଲା ପାଲଲହଡା ବ୍ଲକ ଖମାର ଥାନା କୁଞ୍ଜାମ ପଞ୍ଚାୟତର ୩ ଜଣଙ୍କୁ ଗୁଣିଗାରେଡି ସନ୍ଦେହ ଓ ପୂର୍ବ ରାଗ ରଖି ହତ୍ୟା କରାଯାଇଛି। ହତ୍ୟାକାଣ୍ଡ ପରେ ମୃତଦେହକୁ ରଶିରେ ବାନ୍ଧି ଘୋଷାରି ନେଇ ସମାକୋଇ ନଦୀରେ ଫିଙ୍ଗାଯାଇଥିବା ସ୍ପଷ୍ଟ…

ମଶା ନେଇଛି ୫୪ ମୁଣ୍ଡ

ଅନୁଗୋଳ ଅଫିସ, ୨ା୮: ମଶାଜନିତ ରୋଗରେ ଯାଉଛି ମଣିଷ ଜୀବନ। କେତେବେଳେ ମଶା ମ୍ୟାଲେରିଆର ବାହାକ ସାଜୁଛି ତ କେବେ ଡେଙ୍ଗୁ ରୋଗରେ ଆକ୍ରାନ୍ତ କରୁଛି। ଗତ ୧୦ ବର୍ଷ ମଧ୍ୟରେ ଅନୁଗୋଳ ଜିଲାରେ ଏହି ଦୁଇ ରୋଗରେ ମୋଟ୍‌ ୫୪…

ନିୟମ ମାନୁନାହାନ୍ତି ବ୍ୟବସାୟୀ

ଅନୁଗୋଳ ଅଫିସ, ୩୧ା୭ ପାଟିକୁ ସୁଆଦିଆ ଲାଗୁଥିଲେ ମଧ୍ୟ ଅନୁଗୋଳ ସହରର ଅନେକ ସ୍ଥାନରେ ବିକ୍ରି ହେଉଥିବା ଖାଦ୍ୟ ଅତ୍ୟନ୍ତ ଅସ୍ବାସ୍ଥ୍ୟକର। ବିଶେଷକରି ବର୍ଷାଦିନେ ଏପରି ଅପମିଶ୍ରିତ ଓ ବାସିଖାଦ୍ୟ ଲୋକଙ୍କୁ ନାନା ରୋଗରେ ପକାଇବ। ଏହାର ପ୍ରସ୍ତୁତି ବେଳେ କେତେଜଣ…

ସଶକ୍ତ ହେଉନି ସଡ଼କ

ବଇଣ୍ଡା,୩୧ା୭ ଗାଁ ରେ ମିଳୁନି ମୌଳିକ ସୁବିଧା। ବିଶେଷକରି ରାସ୍ତାକୁ ନେଇ ଦୂର ହେଉନି ଅସୁବିଧା। ବର୍ଷା ହେଲେ କାଦୁଅ ପଚ ପଚ ପଥ ଦେଇ ଯିବାକୁ ପଡ଼ୁଛି ପଥଚାରୀଙ୍କୁ। ରାତିରେ ଚଳପ୍ରଚଳ କରିବା ଅତ୍ୟନ୍ତ କଷ୍ଟକର। ଅନେକ ସ୍ଥାନ ଏତେ…

ବର୍ଷାକୁ ନାହିଁ ଭରସା

ଅନୁଗୋଳ ଅଫିସ, ୩୦ା୭ କଥାରେ ଅଛି ଆଷାଢ଼-ଶ୍ରାବଣ, ମେଘ ବରଷେ ଘନ ଘନ। ଚାଷ ଓ ଚାଷୀ ପାଇଁ ଏହି ଦୁଇ ମାସ ଅତ୍ୟନ୍ତ ମହତ୍ତ୍ୱପୂର୍ଣ୍ଣ। ହେଲେ ଆଷାଢ଼ ଯାଇ ଶ୍ରାବଣ ଆରମ୍ଭ ହୋଇଥିଲେ ମଧ୍ୟ ଅନୁଗୋଳ ଜିଲାରେ ସ୍ବାଭାବିକ ହୋଇପାରୁନି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?