ଅନୁଗୋଳ

ସଂକ୍ରମଣ ଖସୁଛି, ସଞ୍ଜୀବନୀ ବଢ଼ୁଛି

ଅନୁଗୋଳ ଅଫିସ, ୧୯ା୬ ଅନୁଗୋଳ ଜିଲାରେ ହଠାତ୍‌ ବଢ଼ିଯାଇଥିଲା କରୋନା ସଂକ୍ରମଣ। ପ୍ରଶାସନର ପୂର୍ବ ପ୍ରସ୍ତୁତି ସତ୍ତ୍ୱେ ନିୟନ୍ତ୍ରଣରେ ନ ଥିଲା ପରିସ୍ଥିତି। ଏପରି କି କିଛିଦିନ ଧରି ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ହଜାରେ ପାଖାପାଖି ରହୁଥିଲା। ମୃତ୍ୟୁ ସଂଖ୍ୟାରେ ମଧ୍ୟ…

ପ୍ରାଣୀ ଚିକିତ୍ସା ଦିଗରେ ପଦକ୍ଷେପ ନାହିଁ

ଖମାର,୧୮ା୬ ଚାଷୀଙ୍କ ପକେଟକୁ ଅଧିକ ଅର୍ଥ ଦେବାକୁ ପ୍ରାଣୀଧନ ପାଳନ ନିମନ୍ତେ ପ୍ରୋତ୍ସାହିତ କରୁଛନ୍ତି ସରକାର। ଏଥିପାଇଁ ବିଭିନ୍ନ ଯୋଜନା କରାଯାଇଛି। ବ୍ୟାଙ୍କ ମାଧ୍ୟମରେ କମ୍‌ ସୁଧରେ ଚାଷୀଙ୍କୁ ଋଣ ପ୍ରଦାନ କରାଯାଉଛି। ସବ୍‌ସିଡି ବ୍ୟବସ୍ଥାର ସୁଯୋଗ ନେବାକୁ ପରାମର୍ଶ ଦିଆଯାଉଛି।…

ଦାନା ଚିନ୍ତାରେ ଦୁଗ୍ଧଚାଷୀ

ଛେଣ୍ଡିପଦା,୧୭।୬: ଉତ୍ପାଦିତ ଦୁଗ୍ଧ ନେଉଥିଲା ଓମଫେଡ୍‌। ପ୍ରତି ୧୦ ଦିନରେ ବ୍ୟାଙ୍କ ଖାତାକୁ ଆସୁଥିଲା ଅର୍ଥ। ତେଣୁ ଋଣ ଶୁଝିବା ଓ ଗାଈ ପାଇଁ ଦାନା କିଣିବାରେ ହେଉ ନ ଥିଲା ଅସୁବିଧା। ହେଲେ ପରିଚାଳନାଗତ ଅବ୍ୟବସ୍ଥା ଯୋଗୁ ୮ ମାସ ହେଲା…

ଲିଭିଯିବ ଷ୍ଟ୍ରିଟ୍‌ ଲାଇଟ୍‌

ବଇଣ୍ଡା,୧୬ା୬ (ପରିକ୍ଷିତ ସାହୁ) – ରାତିରେ ଜଳୁଛି ଷ୍ଟ୍ରିଟ୍‌ ଲାଇଟ୍‌। ଆଲୋକିତ ହେଉଛି ପଞ୍ଚାୟତର ଛକ ଓ ବଜାର ଅଞ୍ଚଳ। ସରକାରୀ ଯୋଜନାରେ ଏହି ଆଲୋକୀକରଣ ବ୍ୟବସ୍ଥା ପରେ ଦାୟିତ୍ୱ ହସ୍ତାନ୍ତର କରାଯାଇଛି ପଞ୍ଚାୟତକୁ। ହେଲେ ୧୨ ଲକ୍ଷ ୯୮ ହଜାର…

ମରୁଡ଼ି ହଟାଇପାରିନି ମାନଜୋର

ଆଠମଲ୍ଲିକ,୧୫ା୬ (ଡି.ଏନ.ଏ.) ମରୁଡ଼ି ହଟିଲେ ହସିବ ଆଠମଲ୍ଲିକ। ସବୁଜିମାରେ ଭରିଯିବ କୃଷକଙ୍କ ମନ। ତେଣୁ ଜଳସେଚନ ପ୍ରକଳ୍ପଟିଏ ପାଇଁ ଚାଷୀ ଓହ୍ଲାଇଥିଲେ ରାସ୍ତାକୁ। ଜେଲଭରୋ ଆନ୍ଦୋଳନ ମାଧ୍ୟମରେ କଡ଼ା ବାର୍ତ୍ତା ଦେଇଥିଲେ ରାଜ୍ୟ ସରକାରଙ୍କୁ। ଏହାପରେ ଚଳଚଞ୍ଚଳ ହୋଇଥିଲା ଜଳସମ୍ପଦ ବିଭାଗ।…

ମୁଖ୍ୟ ଚାଷକୁ ଫେରିବ ମାଣ୍ଡିଆ

ଅନୁଗୋଳ ଅଫିସ, ୧୪ା୬: ଅନୁଗୋଳ ଜିଲାର ଖେତକୁ ଫେରିବ ମାଣ୍ଡିଆ। ମୁଖ୍ୟ ଚାଷରେ ପୁଣି ଯୋଡ଼ିହେବ ଏହି ଫସଲ। ଚାଉଳ ପରି ଏହାର ଚାହିଦା ବଢ଼ୁଥିବାରୁ ଆବଶ୍ୟକ ପ୍ରୋତ୍ସାହନ ଦେବ ଜିଲା ପ୍ରଶାସନ। ଓଡ଼ିଶା ସରକାର ଏଥିପାଇଁ ଅନୁମତି ଦେଇ ସାରିଛନ୍ତି। ଚାଷୀଙ୍କ…

ପାଲଲହଡ଼ାକୁ ଅଣଦେଖା

ପାଲଲହଡ଼ା,୧୩।୬(ଡି.ଏନ୍‌.ଏ.)  ଅନୁଗୋଳ ଜିଲାର ସମସ୍ତ ପେଟ୍ରୋଲ ପମ୍ପରେ କରୋନା ସଂକ୍ରମିତଙ୍କ ଲାଗି ନିଃଶୁଳ୍କ ଅକ୍ସିଜେନ ବ୍ୟବସ୍ଥା କରାଯାଇଥିବା ପ୍ରଶାସନ ପକ୍ଷରୁ ସ୍ପଷ୍ଟ କରାଯାଇଛି। ହେଲେ ଏଥିରେ ପାଲଲହଡ଼ା ଉପଖଣ୍ଡକୁ ଅଣଦେଖା କରାଯାଇଥିବା ଅଭିଯୋଗ ହୋଇଛି। ଉପଖଣ୍ଡରେ ୯ ପେଟ୍ରୋଲ ପମ୍ପ ଥିବାବେଳେ ମାତ୍ର…

ଟିକା ନେବାର ଘଣ୍ଟାକ ପରେ ମୃତ୍ୟୁ ଅଭିଯୋଗ

ଛେଣ୍ଡିପଦା,୧୨ା୬(ସ୍ବ.ପ୍ର.): କୋଭିଡ୍‌ ଟିକା ନେବାର ଘଣ୍ଟାକ ପରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା ଶୁକ୍ରବାର ପରିବାର ପକ୍ଷରୁ ଅଭିଯୋଗ ହୋଇଛି। ମୃତକ ହେଲେ ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ଖମାର ଗ୍ରାମର ଶରତ ଚନ୍ଦ୍ର ସେନାପତି (୫୮)। ଅଭିଯୋଗ ପାଇ ଛେଣ୍ଡିପଦା ଗୋଷ୍ଠୀ…

କୋଭିଡ୍‌ ପରିଚାଳନାରେ ପ୍ରମୁଖ ଅସ୍ତ୍ର ସିଏମ୍‌ଏସ୍‌

ଅନୁଗୋଳ ଅଫିସ, ୧୨ା୬ କରୋନାର ଦ୍ୱିତୀୟ ଲହର ଭୟାନକ ସାବ୍ୟସ୍ତ ହୋଇଛି। ଏଥିରେ ଦ୍ରୁତ ସଂକ୍ରମଣ ସହ ଅଧିକ ମୃତ୍ୟୁ ଦେଖିବାକୁ ମିଳିଛି। କେବଳ ମେ’ ମାସରେ ଅନୁଗୋଳ ଜିଲାରେ ୧୮ ହଜାର ୪୯୫ଜଣ ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ୬୬ ଜଣଙ୍କ…

ଆବର୍ଜନାକୁ ନେଇ ବଢ଼ୁଛି ଆପତ୍ତି

ଅନୁଗୋଳ ଅଫିସ, ୧୧ା୬ ନୂଆ ଠିକା ସଂସ୍ଥା ସଫେଇ ଦାୟିତ୍ୱ ନେବା ପରେ ଅନୁଗୋଳ ସହରର ଆବର୍ଜନା ସମସ୍ୟା ଦୂର ହୋଇଯିବ ବୋଲି ଅନେକେ ଆଶା କରୁଥିଲେ। କିନ୍ତୁ ସହର ପରିବେଶ ପରିଷ୍କାର ପରିବର୍ତ୍ତେ ଅପରିଷ୍କାର ହେଉଥିବା ନେଇ ଆପତ୍ତି ଅଭିଯୋଗ…

ନଳକୂଅ ଧରାଇ ନୀରବ

ବଇଣ୍ଡା,୧୦ା୬:  ବସୁଧା ଯୋଜନାରେ ପ୍ରଚୁର ଅର୍ଥ ବ୍ୟୟ ହେଉଛି। ଏକାଧିକ ପାଣି ଟାଙ୍କି ଗ୍ରାମାଞ୍ଚଳ ଆକାଶ ଛୁଉଁଛି। ଘର ଟ୍ୟାପ୍‌ ଖୋଲିଲେ ଲୋକଙ୍କୁ ବିଶୁଦ୍ଧ ପାଇପ୍‌ ପାଣି ମିଳିପାରୁଛି। ହେଲେ ଅନୁଗୋଳ ଜିଲା କିଶୋରନଗର ବ୍ଲକର ୧୬ ଗ୍ରାମବାସୀ ଏଥିରୁ ବଞ୍ଚିତ।…

ନୂଆ ରୂପ ନେବ କୋଇଲା ନଗରୀ

ଅନୁଗୋଳ ଅଫିସ, ୯ା୬ ଅମିତ କୁମାର ସାମଲ  – କଳାହୀରାର ସହର ତାଳଚେରର ହେବ ନବକଳେବର। ନୂଆରୂପ ପାଇବ କୋଇଲା ନଗରୀ। ଆଖି ଝଲସାଇଦେଲା ଭଳି କରାଯିବ ସୌନ୍ଦର୍ଯ୍ୟକରଣ କାର୍ଯ୍ୟ। ହେଲ୍‌ଥ ସହ ହେରିଟେଜ୍‌ କରିଡର, ଅତ୍ୟାଧୁନିକ ଷ୍ଟାଡିୟମ, ପ୍ରଜାମଣ୍ଡଳ ଭବନର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri