କଟକଣା କୋହଳରୁ ବଢ଼ୁଛି କରୋନା
ଅନୁଗୋଳ ଅଫିସ, ୨୯ା୫ କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ ଗତ ୫ ତାରିଖରୁ ସରକାର ରାଜ୍ୟକୁ ଲକ୍ଡାଉନ୍ରେ ରଖିଛନ୍ତି। ଏଥିସହ ସପ୍ତାହାନ୍ତ ଶଟ୍ଡାଉନ୍ ମଧ୍ୟ ଜାରି ରହିଛି। ଶନିବାର ଓ ରବିବାର ବ୍ୟତୀତ ଅନ୍ୟ ୫ ଦିନରେ ରାଶନ, ପରିବା, ଫଳ,…
ଅଗ୍ରଗତି ପୂର୍ବରୁ ଫାଟି ଆଁ
ବଇଣ୍ଡା,୨୮ା୫ (ପରିକ୍ଷିତ ସାହୁ) କଟକ-ସମ୍ବଲପୁର ୫୫ ନମ୍ବର ଜାତୀୟ ରାଜପଥ ୪ ଲେନ୍ କାର୍ଯ୍ୟ ଅନୁଗୋଳ ଜିଲାରେ ଠିକ୍ଠାକ୍ ଚାଲିନି। ୩ ବର୍ଷ ତଳୁ କିଶୋରନଗର ବ୍ଲକ ଅଞ୍ଚଳରେ ସହର ବଜାର ଉଚ୍ଛେଦ କରାଯାଇଥିଲେ ମଧ୍ୟ ଏଯାଏ ନିର୍ମାଣ କାର୍ଯ୍ୟରେ ସେପରି…
ସଂକ୍ରମିତଙ୍କୁ ସହଯୋଗ ମିଳୁନି
ଅନୁଗୋଳ ଅଫିସ, ୨୭ା୫: କୋଭିଡ୍ ସଂକ୍ରମିତଙ୍କ ସ୍ବାବ୍ ଟେଷ୍ଟ ଠାରୁ ଚିକିତ୍ସା ଯାଏ ସବୁକିଛିର ବ୍ୟବସ୍ଥା କରିଛନ୍ତି ରାଜ୍ୟ ସରକାର। ସେମାନଙ୍କୁ ସଙ୍ଗରୋଧରେ ରଖିବା, ନିତ୍ୟ ବ୍ୟବହାର ପାଇଁ କିଟ୍ ଯୋଗାଇଦେବା ଓ ଗୁରୁତର ଥିଲେ ତୁରନ୍ତ ହସ୍ପିଟାଲରେ ଅକ୍ସିଜେନ ଦେବାର ସୁବିଧା…
ଯୁଦ୍ଧ କରିବାକୁ ନାହାନ୍ତି ଯୋଦ୍ଧା
ବଇଣ୍ଡା,୨୪ା୫: କୋଭିଡ୍ ବିରୋଧୀ ଯୁଦ୍ଧରେ ଡାକ୍ତର, ନର୍ସ ଓ ଅନ୍ୟ କର୍ମଚାରୀ ସମ୍ମୁଖ ଯୋଦ୍ଧା ସାଜିଛନ୍ତି। ସେମାନଙ୍କୁ ଉପଯୁକ୍ତ ପରିଚାଳନା ଓ ସହଯୋଗ ହିଁ ଏହି ଲଢ଼େଇରେ ବିଜୟ ଦେଇପାରିବ। ହେଲେ ଏ କ୍ଷେତ୍ରରେ ରାଜ୍ୟ ସରକାରଙ୍କ ଆନ୍ତରିକତା ନେଇ ପ୍ରଶ୍ନ ଉଠାଇଛନ୍ତି…
ଜନ୍ମନେଲେ ୨୮ ଘଡ଼ିଆଳ ଶାବକ
ବନ୍ତଳା,୨୩ା୫(ଡି.ଏନ.ଏ.): ସାତକୋଶିଆ ଅଭୟାରଣ୍ୟର ଅନୁଗୋଳ ଜିଲା ମହାନଦୀ ଗଣ୍ଡରେ ଶନିବାର ଏକ ବିରଳ ଦୃଶ୍ୟ ଦେଖିବାକୁ ମିଳିଛି। ଗଣ୍ଡର ଉପରମୁଣ୍ଡ ବଳଦମରା ଠାରେ ୨୮ ଘଡ଼ିଆଳ ଶାବକ ଜନ୍ମ ନେବା ସହ ଦୀର୍ଘ ୪୦ ବର୍ଷର ଅଭିଯାନ ସଫଳ ହୋଇଛି। ଫଳରେ…
ଗାଁକୁ ଦିଆଯାଉ ଗୁରୁତ୍ୱ
ଅନୁଗୋଳ ଅଫିସ, ୨୩ା୫: ଅନୁଗୋଳ ଜିଲାରେ କରୋନା ସ୍ଥିତି ଅତି ଗମ୍ଭୀର। ଦୈନିକ ଜିଲାରୁ ହଜାରେ ପାଖାପାଖି ସଂକ୍ରମିତ ଚିହ୍ନଟ ହେଉଛନ୍ତି। ଲକ୍ଡାଉନ୍ ଓ ଶଟଡାଉନ୍ କଟକଣା ସତ୍ତ୍ୱେ ଆକ୍ରାନ୍ତଙ୍କ ସଂଖ୍ୟା ତଳମୁହାଁ ହେଉନାହିଁ। ସହରାଞ୍ଚଳ ପରି ଜିଲାର ଗ୍ରାମାଞ୍ଚଳରୁ ମଧ୍ୟ ପଜିଟିଭ୍…
ଉପଖଣ୍ଡରେ ବଢୁଛି ଚୋରା ମଦ କାରବାର
ବଇଣ୍ଡା,୨୧ା୫ ଅନୁଗୋଳ ଜିଲା ଆଠମଲ୍ଲିକ ଉପଖଣ୍ଡରେ ଚୋରା ମହୁଲି ମଦ କାରବାର ବୃଦ୍ଧି ପାଇଛି। ଅବକାରୀ ବିଭାଗ ଓ ପୋଲିସ ପକ୍ଷରୁ ଠିକ୍ ଭାବେ ଚଢ଼ାଉ କରାଯାଉ ନ ଥିବା ଯୋଗୁ ଚୋରା ମଦ ବ୍ୟବସାୟୀମାନେ ଖୋଲାଖୋଲି ଭାବେ ଏହି କାରବାର…
ଆଠମଲ୍ଲିକରେ ହେଉ କୋଭିଡ୍ କେୟାର ସେଣ୍ଟର
ମାଧପୁର,୨୦ା୫: ଅନୁଗୋଳ ଜିଲା ଆଠମଲ୍ଲିକ ଉପଖଣ୍ଡରେ କରୋନା ସଂକ୍ରମଣ ଦ୍ରୁତଗତିରେ ବଢ଼ିବାରେ ଲାଗିଛି। ଗୋଟିଏ ପରେ ଗୋଟିଏ ଗଁା କୋଭିଡ୍ କବଳକୁ ଯାଉଥିବାବେଳେ ସଂକ୍ରମିତଙ୍କୁ ତ୍ୱରିତ ଚିକିତ୍ସା ଯୋଗାଇ ଦିଆଯାଇ ପାରୁନାହିଁ। ଆଠମଲ୍ଲିକ ଓ କିଶୋରନଗର ବ୍ଲକରେ କୋଭିଡ୍ କେୟାର ସେଣ୍ଟର…
ମନ ଛୁଉଁଛି ମେଗା ଟିକାକରଣ
ଅନୁଗୋଳ ଅଫିସ, ୧୯ା୫ – ଅନୁଗୋଳ ଜିଲାର ବିଭିନ୍ନ ସରକାରୀ ସ୍ବାସ୍ଥ୍ୟକେନ୍ଦ୍ରରେ କୋଭିଡ୍ ଟିକା ପ୍ରଦାନ କରାଯାଉଥିଲେ ମଧ୍ୟ ଜିଲା ପ୍ରଶାସନ ପକ୍ଷରୁ ଅନୁଗୋଳ ଷ୍ଟାଡିୟମ୍ଠାରେ ମେଗା ଟିକାକରଣ କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି। ଟିକା ନେବାକୁ ଆସୁଥିବା ଜିଲାବାସୀଙ୍କୁ ସରକାରଙ୍କ ବିଭିନ୍ନ…
ଧାଡ଼ି ଲାଗିଲେ ବଢ଼ୁଛି ଧଡ଼ା ଦର
ଅନୁଗୋଳ ଅଫିସ, ୧୭ା୫: ଅତ୍ୟାବଶ୍ୟକ ସାମଗ୍ରୀ କ୍ରୟ-ବିକ୍ରୟ ପାଇଁ ଲକ୍ଡାଉନ୍ କଟକଣାରେ ସାମାନ୍ୟ କୋହଳ ଦିଆଯାଇଛି। ସପ୍ତାହାନ୍ତ ଶଟ୍ଡାଉନ୍କୁ ବାଦ ଦେଇ ସୋମବାରରୁ ଶୁକ୍ରବାର ସକାଳ ୬ରୁ ମଧ୍ୟାହ୍ନ ୧୨ଟା ଯାଏ ପରିବା ଓ ରାଶନ ଦୋକାନ ଖୋଲାଯାଉଛି। ହେଲେ କରୋନାକୁ ଭୟ…
ଗରାଏ ପାଣି ପାଇଁ ଘଣ୍ଟାଏ
ବଇଣ୍ଡା, ୧୬।୫: ଗ୍ରାମାଞ୍ଚଳବାସୀଙ୍କୁ ହାତପାହାନ୍ତାରେ ବିଶୁଦ୍ଧ ପାଣି ଯୋଗାଇ ଦେବାକୁ ଅନେକ ଯୋଜନା କରିଛନ୍ତି ସରକାର। ପାନୀୟ ଜଳ ସମସ୍ୟାର ସ୍ଥାୟୀ ସମାଧାନ ଲାଗି ‘ବସୁଧା’ ଯୋଜନାରେ ପ୍ରକଳ୍ପ ନିର୍ମାଣ କରାଯାଉଛି। ପାଇପ୍ ପାଣି ଯୋଗାଣ ବ୍ୟବସ୍ଥାକୁ ସୁନିଶ୍ଚିତ କରିବାକୁ ଅଗ୍ରାଧିକାର ଦିଆଯାଉଛି।…
ସଞ୍ଜୀବନୀ ପାଇଁ ମିଳୁନି ସ୍ଲଟ୍
ଅନୁଗୋଳ ଅଫିସ, ୧୫ା୫ କରୋନାର ଦ୍ୱିତୀୟ ଲହରକୁ ନେଇ ସଭିଏଁ ଚିନ୍ତିତ। କେବେ ଏହା କବଳରୁ ମୁକ୍ତି ମିଳିବ ତାହା ଜଣାପଡ଼ୁ ନ ଥିବାବେଳେ ବର୍ଷାଧିକ ଧରି କୋଭିଡ୍ ବିରୋଧୀ ଯୁଦ୍ଧରେ ମାସ୍କ ଓ ସାମାଜିକ ଦୂରତ୍ୱ ହିଁ ମୁଖ୍ୟ ଅସ୍ତ୍ର…
Archives


