ଅନୁଗୋଳ

ଫେବୃୟାରୀରୁ ଫାଟି ଆଁ

ବଇଣ୍ଡା,୧୯ା୧୧(ଡି.ଏନ.ଏ.) ଲୋକଙ୍କ ନିକଟରେ ସ୍ବଚ୍ଛ ପାଣି ପହଞ୍ଚାଇବା ପାଇଁ ୧୪ ବର୍ଷ ତଳେ ନିର୍ମାଣ ହୋଇଥିଲା ଜଳ ଯୋଗାଣ ପ୍ରକଳ୍ପ। ଏହା ଶତପ୍ରତିଶତ ସଫଳ ନ ହେବାରୁ ଦ୍ୱିତୀୟ କୂଅ ଖୋଳାଯାଇଥିଲା। ହେଲେ ଭୂତଳ ଜଳ ହ୍ରାସ କାରଣରୁ ବର୍ଷର ଅଧା...

ପୁରସ୍କାର ପରେ ପରିଷ୍କାର ନାହିଁ

ଅନୁଗୋଳ ଅଫିସ,୧୮ା୧୧ – ସ୍ବଚ୍ଛ ପରିବେଶ ସହ ଅନ୍ୟ ଉନ୍ନତିକର କାର୍ଯ୍ୟ ପାଇଁ ଗତବର୍ଷ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟକୁ ମିଳିଥିଲା କାୟାକଳ୍ପ ପୁରସ୍କାର। ମୋଟ୍‌ ୯୩ ନମ୍ବର ରଖି ରାଜ୍ୟର ଅନ୍ୟ ଜିଲାକୁ ଅନୁଗୋଳ ପଛରେ ପକାଇ ଦେଇଥିଲା।...

ଅତିଥିଙ୍କୁ ମିଳୁନି ଆତିଥ୍ୟ

ବଇଣ୍ଡା, ୧୭ା୧୧(ପରିକ୍ଷିତ ସାହୁ) ନେତା, ମନ୍ତ୍ରୀ, ସରକାରୀ ଅଧିକାରୀ, ପର୍ଯ୍ୟଟକ ଏବଂ ଅନ୍ୟ ଅତିଥିଙ୍କୁ ସରକାରୀ ଆତିଥ୍ୟ ପ୍ରଦାନ ପାଇଁ ବିଭିନ୍ନ ସ୍ଥାନରେ ପୂର୍ତ୍ତ ବିଭାଗର ବଙ୍ଗଳା ରହିଛି। ହେଲେ ଆବଶ୍ୟକ ଯତ୍ନ ଅଭାବରୁ ସେଥିରୁ ଅନେକ ଜରାଜୀର୍ଣ୍ଣ ହୋଇପଡ଼ୁଛି।...

ଉତ୍ସବ ଋତୁ ଉତ୍ସାହ ହୀନ

ଅନୁଗୋଳ ଅଫିସ, ୧୬ା୧୧: ପୂଜା ଆସିଲେ ନବବଧୂଟିଏ ପରି ସଜେଇ ହୋଇଉଠେ ଅନୁଗୋଳ। ରଙ୍ଗବେରଙ୍ଗର ଆଲୋକମାଳାରୁ ବାରି ହୋଇପଡ଼େ ଗଁା ଓ ସହରର ଉତ୍ସାହ ଉଦ୍ଦୀପନା। ମଣ୍ଡପଗୁଡ଼ିକରୁ ଭାସି ଆସୁଥିବା ମନ୍ତ୍ରପାଠ ସହ ଭାରି ଭିଡ଼ର ଦୃଶ୍ୟ ଦୃଶ୍ୟମାନ ହୁଏ ସବୁଠି।...

ବିଷାକ୍ତ ହୋଇନି ବାୟୁ

ଅମିତ କୁମାର ସାମଲ ଅନୁଗୋଳ ଅଫିସ, ୧୪ା୧୧ – ଅନୁଗୋଳ ଜିଲାରେ ବାୟୁ ପ୍ରଦୂଷଣ ସ୍ଥିତି ସୁଧୁରିଛି। ବିଶେଷକରି କରୋନା ପରଠାରୁ ଲଗାଯାଇଥିବା ଲକ୍‌ଡାଉନ୍‌ ଓ ଶଟ୍‌ଡାଉନ ଏଥିରେ ସହାୟ ହୋଇଛି। ଜିଲାର ତାଳଚେର ଓ ନାଲ୍‌କୋ ଅଞ୍ଚଳରେ କେବେ...

ରାତିରେ ରାସ୍ତା ଭୟ

ବଇଣ୍ଡା,୧୩ା୧୧(ଡି.ଏନ.ଏ.) – କିଛି ବର୍ଷ ହେଲା ଗାଁର ସହରୀକରଣ ଉପରେ ଗୁରୁତ୍ୱ ଦେଉଛନ୍ତି ସରକାର। ସେଥିପାଇଁ ପ୍ରତି ପଞ୍ଚାୟତକୁ ପ୍ରଥମେ ପକ୍କା ରାସ୍ତା ନିର୍ମାଣ କରାଯାଉଛି। ଏଥିସହ ପାଇପ୍‌ ପାଣି, ବିଦ୍ୟୁତ୍‌, ବଜାର ସୁବିଧା ସହ ଇଣ୍ଟରନେଟ୍‌ ସଂଯୋଗର ପ୍ରୟାସ କରାଯାଉଛି।...

କଠୋର ନୁହେଁ କୋହଳ କର

ଅନୁଗୋଳ ଅଫିସ, ୧୨ା୧୧: କୋଭିଡ୍‌ କଟକଣା ମଧ୍ୟରେ ରାଜ୍ୟରେ ଉପନିର୍ବାଚନ ହେଲା। ଧାଡ଼ିରେ ଠିଆ ହୋଇ ଲକ୍ଷାଧିକ ଭୋଟର ଭୋଟ ଦେଲେ। ତେଣୁ ପୋଲିସ ଓ ମନ୍ଦିର ପରିଚାଳନା କମିଟି ସହଯୋଗରେ ଏଣିକି ଧର୍ମାନୁଷ୍ଠାନ ଖୋଲାଯାଉ। ଭକ୍ତମାନେ ଧାଡ଼ିରେ ଯାଇ ଦିଅଁ...

କନ୍ଦାଉଛି ରାସ୍ତା ପାର୍ଶ୍ୱ କଟକଣା

ଅନୁଗୋଳ ଅଫିସ, ୧୧।୧୧ – ମାତ୍ର ତିନିଦିନ ପରେ ଦୀପାବଳି। କରୋନା କାଳ ହୋଇ ନ ଥିଲେ ଏତେବେଳକୁ ଦୀପ ଓ ବାଣ ବ୍ୟବସାୟ ଶିଖର ଛୁଉଁଥାଆନ୍ତା। ରାସ୍ତା ପାର୍ଶ୍ୱରେ ଭଳିକି ଭଳି ଦୋକାନ ଚମକୁଥାନ୍ତା। ସକାଳୁ ସନ୍ଧ୍ୟା ଯାଏ...

ସ୍ବପ୍ନ ହେବ ସାକାର

ଅନୁଗୋଳ ଅଫିସ, ୧୦।୧୧ ଜରିପାଲ ତଳେ କି ଝାଟିମାଟି ଘରେ ଆଉ ମୁଣ୍ଡ ଗୁଞ୍ଜିବାକୁ ପଡ଼ିବନି। ପିଇବା ପାଣି ପାଇଁ ଘଣ୍ଟା ଘଣ୍ଟା ନଳ ନିକଟରେ ଅପେକ୍ଷା କରିବାକୁ ହେବନି। ଡିବିରି ଆଲୁଅ ଓ ଅପନ୍ତରା ରାସ୍ତାର କଷ୍ଟ ମଧ୍ୟ...

ଫସଲ ବଞ୍ଚାଇବାକୁ ସଂଘର୍ଷ

ବଇଣ୍ଡା, ୧୦ା୧୧(ଡି.ଏନ.ଏ.) ଅନୁଗୋଳ ଜିଲା କିଶୋରନଗର ବ୍ଲକ ହଣ୍ଡପା ରେଞ୍ଜ ଅଞ୍ଚଳରେ ହାତୀ ଉପଦ୍ରବ ବଢ଼ିଚାଲିଛି। ପ୍ରାୟ ମାସେ ହେଲା ୭ଟି ହାତୀ ନିୟମିତ ଭାବେ ଧାନଚାଷ ଖାଇ ନଷ୍ଟ କରୁଥିବାରୁ ଫସଲ ବଞ୍ଚାଇବାକୁ ଏଠାକାର ଚାଷୀଙ୍କୁ ସଂଘର୍ଷ କରିବାକୁ...

ସାଧାରଣଙ୍କୁ ବାରଣ, ମଦ୍ୟପଙ୍କୁ ଶରଣ

ଅନୁଗୋଳ ଅଫିସ, ୯।୧୧- କରୋନା ପାଇଁ କଟକଣା ମଧ୍ୟରେ ରହିଛି ଅନୁଗୋଳ ସହର। କେବଳ ହାଟ, ବଜାରକୁ ଛାଡ଼ିଦେଲେ ମନ୍ଦିର, ମଞ୍ଚ, ସିନେମାହଲ୍‌ ଆଦିକୁ ଏବେ ବି ବନ୍ଦ ରଖାଯାଇଛି। ଏପରି କି ଆମୋଦପ୍ରମୋଦ ପାଇଁ ଥିବା ପାର୍କଗୁଡ଼ିକରେ ମଧ୍ୟ...

ମାସ୍କ ପିନ୍ଧି ନ ଥିବାରୁ ଉଠ୍‌ବସ୍‌ ଘଟଣା: ଭିଡିଓ ଭାଇରାଲ ପରେ ତଦନ୍ତ ନିର୍ଦ୍ଦେଶ

ବଇଣ୍ଡା, ୮ା୧୧(ଡି.ଏନ.ଏ.)- ଅନୁଗୋଳ ଜିଲା କିଶୋରନଗର ବ୍ଲକ କଲେଜ ଛକରେ ଶନିବାର ପ୍ରଶାସନ ପକ୍ଷରୁ ଯାଞ୍ଚ ବେଳେ ମାସ୍କ ପିନ୍ଧି ନ ଥିବା ଦୁଇଜଣ ବ୍ୟକ୍ତି ଉଠ୍‌ବସ୍‌ ହେଉଥିବାର ଏକ ଭିଡିଓ ଭାଇରାଲ ହୋଇଛି। ଘଟଣା ଜିଲା ପ୍ରଶାସନ ନଜରକୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri