ସ୍ବତନ୍ତ୍ରତା ବଜାୟ ରଖିଛି ମେଘନାଦ ମଣ୍ଡପ
ବଅଁରପାଳ,୧୪ା୫ ଭଲ କର୍ମ କଲେ ପୁଣ୍ୟ ମିଳେ। ଏହାଦ୍ୱାରା ଈଶ୍ୱରଙ୍କ ଆଶୀର୍ବାଦ ଲାଭ କରିଥାଏ ମଣିଷ। ଖରାପ କର୍ମକୁ ପାପ ବୋଲି ବିବେଚନା କରାଯାଏ। ହେଲେ ବେଳେ ବେଳେ ଜାଣତରେ କିମ୍ବା ଅଜାଣତରେ ଏପରି କିଛି ଅଘଟଣ ଘଟିଯାଏ, ଯାହାକୁ ପାପବୋଧ…
ସେବାରେ ସନ୍ତୁଷ୍ଟ ନୁହନ୍ତି ସଂକ୍ରମିତ
ଅନୁଗୋଳ ଅଫିସ, ୧୨ା୫ – (ଅମିତ କୁମାର ସାମଲ) ଅନୁଗୋଳ ଜିଲାରେ କରୋନା ସଂକ୍ରମିତଙ୍କ ଚିକିତ୍ସା ପାଇଁ ତାଳଚେରଠାରେ ଖୋଲାଯାଇଛି ସ୍ବତନ୍ତ୍ର କୋଭିଡ୍ ହସ୍ପିଟାଲ। ଜିଲାର ଆକ୍ରାନ୍ତମାନଙ୍କୁ ଏଠାରେ ଉତ୍ତମ ସେବା ଯୋଗାଇ ଦିଆଯିବାର ଲକ୍ଷ୍ୟ ରଖାଯାଇଥିଲେ ମଧ୍ୟ ଏଥିରେ ବ୍ୟତିକ୍ରମ…
ସରକାରୀ ଖାତାରେ ବଢ଼ୁନି ସଂଖ୍ୟା
ଅନୁଗୋଳ ଅଫିସ, ୧୧ା୫ ଅନୁଗୋଳ ଜିଲାରେ କରୋନାକୁ ବର୍ଷେ ପୂରଣ ହୋଇଛି। ୨୦୨୦ ମେ ୧୦ ଅର୍ଥାତ୍ ଠିକ୍ ବର୍ଷକ ତଳେ ଏକାବେଳେ ଜିଲାରୁ ୧୫ଜଣ ସଂକ୍ରମିତ ଚିହ୍ନଟ ହୋଇଥିଲେ। ତେବେ ବର୍ଷକ ମଧ୍ୟରେ ମୋଟ୍ ଚିହ୍ନଟଙ୍କ ସଂଖ୍ୟା ୨୦ ହଜାର…
ଆଳ ଦେଖାଇ ଖସୁଛନ୍ତି ଅମାନିଆ
ଅନୁଗୋଳ ଅଫିସ, ୧୦ା୫: ଅନୁଗୋଳ ଜିଲାରେ କରୋନା ସଂକ୍ରମଣ ରୋକି ହେଉନାହିଁ। କିଛିଦିନ ହେଲା ଲଗାତର ଭାବେ ଜିଲାରୁ ଦୈନିକ ୫ଶହରୁ ଅଧିକ ସଂକ୍ରମିତ ଚିହ୍ନଟ ହେଉଛନ୍ତି। ଏହାକୁ ଦୃଷ୍ଟିରେ ରଖି ଅନୁଗୋଳ ଜିଲା ପ୍ରଶାସନ ପକ୍ଷରୁ କୋଭିଡ୍ କଟକଣାକୁ କଡ଼ାକଡ଼ି କରାଯାଇଛି।…
ପ୍ରଶାସନିକ ଅବହେଳାରୁ ବଢ଼ୁଛି ପଜିଟିଭ୍
ବଇଣ୍ଡା,୧୦ା୫(ଡି.ଏନ.ଏ.) ଅନୁଗୋଳ ଜିଲା କିଶୋରନଗର ବ୍ଲକ ଅଞ୍ଚଳରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। କିଛିଦିନ ହେଲା ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟାରେ ଦ୍ରୁତ ବୃଦ୍ଧି ପରିଲକ୍ଷିତ ହେଉଛି। ଗତ ୬ ତାରିଖରେ ବ୍ଲକ ଅଞ୍ଚଳରୁ ୪୪ଜଣ ନୂଆ ପଜିଟିଭ୍ ଚିହ୍ନଟ ହୋଇଥିବାବେଳେ ୭…
କନ୍ଦାଇଲାଣି କଳାବଜାର
ଖମାର, ୯।୫ – କରୋନା ମହାମାରୀ ଆତଙ୍କ ଭିତରେ ଅତ୍ୟାବଶ୍ୟକ ସାମଗ୍ରୀର ମୂଲ୍ୟବୃଦ୍ଧି ଖାଉଟିଙ୍କୁ କନ୍ଦାଇଲାଣି। ଗତ ସପ୍ତାହକ ଭିତରେ ରାଶନ, ପରିବା ସମେତ ସମସ୍ତ ନିତ୍ୟ ବ୍ୟବହାର୍ଯ୍ୟ ଜିନିଷପତ୍ରର ଦର ବଢ଼ିଛି। ଯୋଗାଣ ବିଭାଗ ପକ୍ଷରୁ ବଜାରରେ ନିୟମିତ ଯାଞ୍ଚ…
୧୫ ଘଣ୍ଟା ପଡ଼ିରହିଲା ବୃଦ୍ଧଙ୍କ ମୃତଦେହ, ଘର ଲୋକ ବି ପାଖ ମାଡ଼ିଲେନି; ପିପିଇ କିଟ୍ ପିନ୍ଧି ଶ୍ମଶାନ ନେଲେ ବିଡିଓ
ଛେଣ୍ଡିପଦା,୮।୫(ଡି.ଏନ୍.ଏ.): ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ମାଝି ଗୋହିରାପଶି ଗାଁରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜଣେ ୬୫ ବର୍ଷୀୟ ବୃଦ୍ଧଙ୍କ ମୃତ୍ୟୁ ଘଟିବା ପରେ କରୋନା ଭୟରେ କେହି ପାଖ ମାଡ଼ିଲେ ନାହିଁ। ଶେଷରେ ନିଜେ ବିଡିଓ ଏବଂ ସରପଞ୍ଚ…
ପ୍ରକଳ୍ପ ଥାଇ ମିଳୁନି ପାଣି
ବଇଣ୍ଡା,୭ା୫(ଡି.ଏନ.ଏ.) ଗ୍ରାମାଞ୍ଚଳର ଲୋକଙ୍କୁ ପାଇପ୍ ପାଣି ଯୋଗାଇ ଦେବାକୁ ରାଜ୍ୟ ସରକାର ବିଭିନ୍ନ ଯୋଜନାରେ ପ୍ରକଳ୍ପମାନ ନିର୍ମାଣ କରୁଛନ୍ତି। ଏଥିପାଇଁ ବହୁ ଲକ୍ଷ ଟଙ୍କା ଖର୍ଚ୍ଚ କରାଯାଉଥିଲେ ମଧ୍ୟ ଆବଶ୍ୟକ ରକ୍ଷାଣାବେକ୍ଷଣ କରାଯାଉ ନାହିଁ। ଫଳରେ କିଛିବର୍ଷ ପରେ ଅନେକ ଅଚଳ…
ବଢ଼ାଇଦେଲେ ବଜାର ଦର
ଅନୁଗୋଳ ଅଫିସ,୫ା୫ – ଲକ୍ଡାଉନ୍ ନେଇ ରାଜ୍ୟ ସରକାରଙ୍କ ଘୋଷଣା ପୂର୍ବରୁ ଅନୁଗୋଳ ବଜାରରେ ଆଳୁ ଦର ଠିକ୍ଠାକ୍ ଥିଲା। ପରିବା ମୂଲ୍ୟ ମଧ୍ୟ ସେପରି ଅଧିକ ନ ଥିଲା। ବଜାର ଅପେକ୍ଷା ବିଭିନ୍ନ ହାଟରେ ଏହା ଶସ୍ତାରେ ଖାଉଟିଙ୍କୁ ମିଳୁଥିଲା।…
ବଜାର କରିଦେଲେ ଜାମ
ଅନୁଗୋଳ ଅଫିସ, ୪ା୫ ନିୟନ୍ତ୍ରଣ ବାହାରକୁ ଚାଲିଯାଉଥିବା କୋଭିଡ୍ ସଂକ୍ରମଣର ଚେନ୍ ଭାଙ୍ଗିବାକୁ ରାଜ୍ୟ ସରକାର ଆସନ୍ତା ୫ରୁ ୧୯ ତାରିଖ ଯାଏ ଲକ୍ଡାଉନ୍ ଘୋଷଣା କରିଛନ୍ତି। ବଜାର ବନ୍ଦ ହେଲେ ଓ ଚଳପ୍ରଚଳ ହ୍ରାସ ପାଇଲେ ପଜିଟିଭ୍ଙ୍କ ସଂଖ୍ୟା ତଳମୁହାଁ…
ଶେଷରେ ଶେଷ ଅସ୍ତ୍ର
ଅନୁଗୋଳ ଅଫିସ, ୩ା୫: କରୋନା ସଂକ୍ରମଣ ରୋକିବାକୁ ସରକାର କଟକଣା କଡ଼ାକଡ଼ି କରିଛନ୍ତି। ମାସ୍କ, ସାମାଜିକ ଦୂରତ୍ୱ ନିୟମ ପାଳନ କରୁ ନ ଥିବା ଲୋକଙ୍କ ଠାରୁ ଜରିମାନା ଆଦାୟ କରୁଛନ୍ତି। ଆବଶ୍ୟକସ୍ଥଳେ ସେମାନଙ୍କ ନାମରେ ମାମଲା ରୁଜୁ କରାଯାଉଛି। ବ୍ୟବସାୟୀମାନେ ଏହାର…
ମାସକରେ ୩୨ଶହ ସଂକ୍ରମିତ
ଅନୁଗୋଳ ଅଫିସ, ୧ା୫ ଅନୁଗୋଳ ଜିଲାରେ ଗମ୍ଭୀର ସ୍ଥିତି ସୃଷ୍ଟି କଲାଣି କରୋନାର ଦ୍ୱିତୀୟ ଲହର। ବିଶେଷକରି ଏପ୍ରିଲ ମାସରେ ୩୨ଶହ ସଂକ୍ରମିତ ଚିହ୍ନଟ ହେବା ଜିଲାବାସୀଙ୍କୁ ଚକିତ କରିଥିବାବେଳେ ପ୍ରଶାସନର ଚିନ୍ତା ବଢ଼ାଇ ଦେଇଛି। ରାଜ୍ୟ ସରକାରଙ୍କ ପକ୍ଷରୁ ଜାରି…
Archives


