ଅନୁଗୋଳ

୩ରୁ ଓଳିକିଆ ବେପାର

ଅନୁଗୋଳ ଅଫିସ, ୩୦।୪ ଅନୁଗୋଳ ଜିଲାରେ କରୋନା ସଂକ୍ରମଣକୁ କିପରି ହ୍ରାସ କରାଯାଇ ପାରିବ ତାହା ଉପରେ ପ୍ରଶାସନ ଗୁରୁତ୍ୱ ଦେଉଥିବା ବେଳେ ଏବେ ଆଗକୁ ଆସିଛି ଜିଲା ବଣିକ ସଂଘ। କରୋନା ଚେନ୍‌ ଭାଙ୍ଗିବାକୁ ବଜାର ଉପରେ ନିୟନ୍ତ୍ରଣ ଜରୁରୀ…

ସଙ୍ଗିନ ହେଉଛି ସ୍ଥିତି

ଅନୁଗୋଳ ଅଫିସ, ୨୯।୪:  ଅନୁଗୋଳ ଜିଲାରେ କରୋନା ସ୍ଥିତି ସଙ୍ଗିନ ହେବାରେ ଲାଗିଛି। ଗତ ଦୁଇଦିନ ଭିତରେ ସଂକ୍ରମଣ ୭୦୦ ପାର୍‌ କରିଛି। ମଙ୍ଗଳବାର ୨ୟ ଲହରରେ ରେକର୍ଡ ସଂଖ୍ୟକ ସଂକ୍ରମିତ (୩୯୩) ଚିହ୍ନଟ ହୋଇଥିବାବେଳେ ବୁଧବାର ୩୩୬ ଜଣ ପଜିଟିଭ୍‌ ବାହାରିଛନ୍ତି।…

ବ୍ୟଥା ବଢ଼ାଉଛି ବିଜୁଳି ବିଚ୍ଛିନ୍ନ

ଅମିତ କୁମାର ସାମଲ ଅନୁଗୋଳ ଅଫିସ, ୨୮।୪ – ତତଲା କଡ଼େଇରେ ପରିଣତ ହୋଇଛି ଅନୁଗୋଳ। ପାରଦ ୪୦ ଡିଗ୍ରୀ ପାର୍‌କଲାଣି। ଅସହ୍ୟ ଗ୍ରୀଷ୍ମପ୍ରବାହ କଲବଲ କରୁଥିବାବେଳେ କରୋନା ଆତଙ୍କରେ ଲୋକେ ଘରେ ଅଧିକ ସମୟ ବିତାଇବାକୁ ପସନ୍ଦ କରୁଛନ୍ତି। ଏଭଳି…

ଡଙ୍ଗାପାଳ ଗାଁକୁ କଣ୍ଟେନମେଣ୍ଟ ଜୋନ ଘୋଷଣା

ଛେଣ୍ଡିପଦା,୨୭।୪(ସ୍ବ.ପ୍ର): ସାମ୍ପ୍ରତିକ ପରିସ୍ଥିତିକୁ ଦୃଷ୍ଟିରେ ରଖି ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକର ନୂଆଗାଁ ଗ୍ରାମ ପଞ୍ଚାୟତର ଡଙ୍ଗାପାଳ ଗାଁକୁ ପ୍ରଶାସନ ପକ୍ଷରୁ କଣ୍ଟେନମେଣ୍ଟ ଜୋନ ଭାବେ ଘୋଷଣା କରାଯାଇଛି । ଛେଣ୍ଡିପଦା ବ୍ଲକର ପ୍ରଥମ ଗାଁ ଭାବେ କରୋନା ସଂକ୍ରମିତଙ୍କ ସଂଖ୍ୟା…

ପହଞ୍ଚୁନି ପ୍ରକଳ୍ପ ପାଣି

ବଇଣ୍ଡା,୨୭ା୪(ପରିକ୍ଷିତ ସାହୁ) ଗ୍ରାମାଞ୍ଚଳକୁ ପାନୀୟ ଜଳ ଯୋଗାଣ ପାଇଁ ସରକାରଙ୍କ ମାଳମାଳ ଯୋଜନା ରହିଛି। ହେଲେ ପ୍ରଶାସନିକ ଇଚ୍ଛାଶକ୍ତି ଅଭାବ ଏ କ୍ଷେତ୍ରରେ ପ୍ରତିବନ୍ଧକ ସାଜୁଛି। ଏହି କାରଣରୁ ଅନୁଗୋଳ ଜିଲା କିଶୋରନଗର ବ୍ଲକରେ ପାନୀୟ ଜଳ ସମସ୍ୟାର ସମାଧାନ ହୋଇପାରୁ…

ଶ୍ରଦ୍ଧାଳୁଙ୍କୁ ମିଳିବନି ସୁଯୋଗ

ତାଳଚେର,୨୬ା୪(ନି.ପ୍ର.):  ମା’ ହିଙ୍ଗୁଳାଙ୍କ ବାର ମାସରେ ତେର ଯାତ୍ରା। ସେଥିରୁ ଚୈତ୍ରମାସ ଶୁକ୍ଳପକ୍ଷ ବିଷ୍ଣୁ ଦମନକ ଚତୁର୍ଦ୍ଦଶୀରେ ମା’ଙ୍କ ସ୍ବତନ୍ତ୍ର ପୂଜା କରାଯାଏ, ଯାହାକୁ ହିଙ୍ଗୁଳା ଯାତ୍ରା କୁହାଯାଏ। ତାଳଚେରର ଇଷ୍ଟଦେବୀ ଗୋପାଳପ୍ରସାଦର ମା’ ହିଙ୍ଗୁଳା ବର୍ଷର ଅନ୍ୟ ସମୟରେ ନିରାକାର…

ନାଲ୍‌କୋ କଲୋନିରେ ଜବରଦଖଲ

ବଅଁରପାଳ,୨୫ା୪(ଡି.ଏନ.ଏ.):  ନବରତ୍ନପ୍ରାପ୍ତ ଅନୁଗୋଳ ଜିଲା ନାଲ୍‌କୋ ପ୍ଲାଣ୍ଟର କାର୍ଯ୍ୟରତ କର୍ମଚାରୀମାନଙ୍କ ରହିବା ନିମନ୍ତେ ଟାଉନଶିପ୍‌ରେ ରହିଛି ନାଲ୍‌କୋ କଲୋନି। ଏଠାରେ ୫ ହଜାରରୁ ଅଧିକ କର୍ମଚାରୀ ରହୁଛନ୍ତି। ସେହିପରି ବହୁ ସରକାରୀ ଅଧିକାରୀଙ୍କୁ ନାଲ୍‌କୋ କ୍ୱାର୍ଟର୍ସ ଯୋଗାଇ ଦେଇଛି। କଲୋନିରେ ରହୁଥିବା କର୍ମଚାରୀଙ୍କଠାରୁ…

ଟଙ୍କା ଦେଇ ଟିକାକୁ ନା’

ଅନୁଗୋଳ ଅଫିସ, ୨୫।୪:  କୋଭିଡ୍‌ରୁ ବର୍ତ୍ତିବା ପାଇଁ ଟିକା ନେବା ଜରୁରୀ। ଏ ନେଇ ସରକାରଙ୍କ ପକ୍ଷରୁ ଜନସାଧାରଣଙ୍କୁ ସଚେତନ କରାଯାଉଛି। କିପରି ଅଧିକରୁ ଅଧିକ ଲୋକଙ୍କୁ ଶୀଘ୍ର ଟିକାକରଣ କରାଯିବ ତାହା ଉପରେ ସର୍ବାଧିକ ଗୁରୁତ୍ୱ ଦିଆଯାଉଛି। ଏଥିପାଇଁ ସରକାରୀ ଓ…

କଟକଣା ନ ମାନି କାରବାର

ଅନୁଗୋଳ ଅଫିସ, ୨୪।୪ ଅନୁଗୋଳ ଜିଲାରେ କରୋନାର ଦ୍ରୁତ ସଂକ୍ରମଣ ଜାରି ରହିଛି। ବିଶେଷକରି ଅନୁଗୋଳ, ତାଳଚେର ଓ କିଶୋରନଗର ବ୍ଲକରୁ ଦୈନିକ ଅଧିକ ସଂଖ୍ୟକ ପଜିଟିଭ୍‌ ଚିହ୍ନଟ ହେଉଛନ୍ତି। ତେଣୁ ଏଠାରେ କରୋନା ଚେନ୍‌ ଭାଙ୍ଗିବାକୁ ଅନୁଗୋଳ ଓ ତାଳଚେର…

ଶଟ୍‌ଡାଉନ୍‌ରେ ଯୋଡ଼ିହେଲା ଶୁକ୍ରବାର

ତାଳଚେର,୨୩ା୪(ନି.ପ୍ର.) ଅନୁଗୋଳ ଜିଲାରେ ଦୈନିକ କରୋନା ସଂକ୍ରମଣ ଏବେ ଦ୍ୱିଶତକ ମୁହାଁ । ଲଗାତର ୩ ଦିନ ଧରି ଜିଲାରୁ ଶତାଧିକ ପଜିଟିଭ୍‌ ଚିହ୍ନଟ ହେଉଛନ୍ତି। ବିଶେଷକରି ତାଳଚେର ଓ ଅନୁଗୋଳ ପୌରାଞ୍ଚଳରେ ସଂକ୍ରମଣ ବଢ଼ୁଥିବା ଲକ୍ଷ୍ୟ କରାଯାଉଛି। ଏହାକୁ ନେଇ…

ଚକିତ ନୁହେଁ, ଚିନ୍ତିତ

ଅନୁଗୋଳ ଅଫିସ, ୨୨।୪:  ରାଜ୍ୟରେ କରୋନା ଯେପରି କାୟା ମେଲାଇ ଚାଲିଛି, ତହିଁରେ ମାଟ୍ରିକ ପରୀକ୍ଷା କରିବା ସମ୍ଭବ ନୁହେଁ। ଏହା ଉପଲବ୍ଧି କରିବା ପରେ ଆସନ୍ତା ମେ’ ୩ ତାରିଖରୁ ହେବାକୁ ଥିବା ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷାକୁ ସରକାର…

କଟକଣା ଲଙ୍ଘି ଦେଲେଣି କୋଟିଏ

ଅମିତ କୁମାର ସାମଲ ଅନୁଗୋଳ ଅଫିସ, ୨୧ା୪ – କରୋନାର ଦ୍ୱିତୀୟ ଲହରକୁ ନେଇ ସବୁଠି ଏବେ ଆତଙ୍କ। ରାଜ୍ୟରେ ଦୈନିକ ସଂକ୍ରମଣ ୫ ହଜାର ମୁହାଁ ହେଲାଣି। ଅନୁଗୋଳରୁ ପ୍ରତିଦିନ ଶହେ ପାଖାପାଖି ପଜିଟିଭ୍‌ ଚିହ୍ନଟ ହେଲେଣି। ତଥାପି ଚେତୁନାହାନ୍ତି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri