ବର୍ଷକଠାରୁ ବଳିଗଲା ମାସକ ମୃତ୍ୟୁ
ଅନୁଗୋଳ ଅଫିସ, ୨ା୬ – କୋଭିଡ୍-୧୯ର ଦ୍ୱିତୀୟ ଲହର କେତେ ଭୟଙ୍କର ତାହାର ଚିତ୍ର ମିଳିଛି ଅନୁଗୋଳ ଜିଲାରୁ। ବର୍ଷକ ମଧ୍ୟରେ ଜିଲାରେ ଯେତିକି ସଂଖ୍ୟକ ଲୋକ କରୋନାରେ ପ୍ରାଣ ହରାଇ ନ ଥିଲେ, ଗତ ମେ’ ମାସରେ ତାହାଠାରୁ ଅଧିକ…
ସଂକ୍ରମଣ କମ୍ ଦେଖାଇବାକୁ ଷଡ଼ଯନ୍ତ୍ର
ବଇଣ୍ଡା,୧ା୬ କରୋନାକୁ କାବୁ କରିବାକୁ ହେଲେ ଅଧିକରୁ ଅଧିକ ଟେଷ୍ଟିଂ ଓ କଣ୍ଟାକ୍ଟ ଟ୍ରେସିଂ ନିମନ୍ତେ ବିଶେଷଜ୍ଞମାନେ ପରାମର୍ଶ ଦେଉଛନ୍ତି। ସରକାରଙ୍କ କୋଭିଡ୍ ଗାଇଡ୍ଲାଇନ୍ରେ ମଧ୍ୟ ଏହା ଉପରେ ଗୁରୁତ୍ୱ ଦିଆଯାଇଛି। କିନ୍ତୁ ଗ୍ରାମାଞ୍ଚଳରେ ପ୍ରବେଶ କରିସାରିଥିବା କୋଭିଡ୍ ଭୂତାଣୁକୁ ନିୟନ୍ତ୍ରଣରେ…
ଆର୍ଥିକ ସ୍ଥିତି ଦେଖୁ ନ ଥିବାରୁ ଆପତ୍ତି
ଅନୁଗୋଳ ଅଫିସ, ୩୧ା୫: କରୋନା କାରଣରୁ କିଏ ଚାକିରି ହରାଇଛନ୍ତି ତ ଆଉ କିଏ ମାସ ମାସ ଧରି ବ୍ୟବସାୟରୁ ବଞ୍ଚିତ ରହିଛନ୍ତି। ଖଟିଖିଆ ଦିନମଜୁରିଆଙ୍କ ହାତରେ କାମ ନାହିଁ। ଲୋକଙ୍କ ଆର୍ଥିକ ସ୍ଥିତି ଅତି ଦୁର୍ବଳ ଅବସ୍ଥାରେ। ଏପରି କି…
ଗ୍ରାମାଞ୍ଚଳରେ ମାଡୁଛି ଭୂତାଣୁ
ବଇଣ୍ଡା, ୩୦।୫(ଡି.ଏନ.ଏ.) ଶିଳ୍ପ ଜିଲା ଅନୁଗୋଳରେ କରୋନା ସଂକ୍ରମଣ ରେକର୍ଡ କଲାଣି। ପ୍ରଥମେ ସହର ପରେ ଏବେ ଗ୍ରାମାଞ୍ଚଳ ପାଲଟିଛି ଭୂତାଣୁର ହଟ୍ସ୍ପଟ୍। ପଞ୍ଚାୟତର ଘରେ ଘରେ ଉଭୟ ଲକ୍ଷଣ ଏବଂ ଲକ୍ଷଣ ବିହୀନ ରୋଗୀ ଥିବାବେଳେ ଅଧିକାଂଶ ଭୟରେ ପରୀକ୍ଷା…
କଟକଣା କୋହଳରୁ ବଢ଼ୁଛି କରୋନା
ଅନୁଗୋଳ ଅଫିସ, ୨୯ା୫ କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ ଗତ ୫ ତାରିଖରୁ ସରକାର ରାଜ୍ୟକୁ ଲକ୍ଡାଉନ୍ରେ ରଖିଛନ୍ତି। ଏଥିସହ ସପ୍ତାହାନ୍ତ ଶଟ୍ଡାଉନ୍ ମଧ୍ୟ ଜାରି ରହିଛି। ଶନିବାର ଓ ରବିବାର ବ୍ୟତୀତ ଅନ୍ୟ ୫ ଦିନରେ ରାଶନ, ପରିବା, ଫଳ,…
ଅଗ୍ରଗତି ପୂର୍ବରୁ ଫାଟି ଆଁ
ବଇଣ୍ଡା,୨୮ା୫ (ପରିକ୍ଷିତ ସାହୁ) କଟକ-ସମ୍ବଲପୁର ୫୫ ନମ୍ବର ଜାତୀୟ ରାଜପଥ ୪ ଲେନ୍ କାର୍ଯ୍ୟ ଅନୁଗୋଳ ଜିଲାରେ ଠିକ୍ଠାକ୍ ଚାଲିନି। ୩ ବର୍ଷ ତଳୁ କିଶୋରନଗର ବ୍ଲକ ଅଞ୍ଚଳରେ ସହର ବଜାର ଉଚ୍ଛେଦ କରାଯାଇଥିଲେ ମଧ୍ୟ ଏଯାଏ ନିର୍ମାଣ କାର୍ଯ୍ୟରେ ସେପରି…
ସଂକ୍ରମିତଙ୍କୁ ସହଯୋଗ ମିଳୁନି
ଅନୁଗୋଳ ଅଫିସ, ୨୭ା୫: କୋଭିଡ୍ ସଂକ୍ରମିତଙ୍କ ସ୍ବାବ୍ ଟେଷ୍ଟ ଠାରୁ ଚିକିତ୍ସା ଯାଏ ସବୁକିଛିର ବ୍ୟବସ୍ଥା କରିଛନ୍ତି ରାଜ୍ୟ ସରକାର। ସେମାନଙ୍କୁ ସଙ୍ଗରୋଧରେ ରଖିବା, ନିତ୍ୟ ବ୍ୟବହାର ପାଇଁ କିଟ୍ ଯୋଗାଇଦେବା ଓ ଗୁରୁତର ଥିଲେ ତୁରନ୍ତ ହସ୍ପିଟାଲରେ ଅକ୍ସିଜେନ ଦେବାର…
ଯୁଦ୍ଧ କରିବାକୁ ନାହାନ୍ତି ଯୋଦ୍ଧା
ବଇଣ୍ଡା,୨୪ା୫: କୋଭିଡ୍ ବିରୋଧୀ ଯୁଦ୍ଧରେ ଡାକ୍ତର, ନର୍ସ ଓ ଅନ୍ୟ କର୍ମଚାରୀ ସମ୍ମୁଖ ଯୋଦ୍ଧା ସାଜିଛନ୍ତି। ସେମାନଙ୍କୁ ଉପଯୁକ୍ତ ପରିଚାଳନା ଓ ସହଯୋଗ ହିଁ ଏହି ଲଢ଼େଇରେ ବିଜୟ ଦେଇପାରିବ। ହେଲେ ଏ କ୍ଷେତ୍ରରେ ରାଜ୍ୟ ସରକାରଙ୍କ ଆନ୍ତରିକତା ନେଇ ପ୍ରଶ୍ନ…
ଜନ୍ମନେଲେ ୨୮ ଘଡ଼ିଆଳ ଶାବକ
ବନ୍ତଳା,୨୩ା୫(ଡି.ଏନ.ଏ.): ସାତକୋଶିଆ ଅଭୟାରଣ୍ୟର ଅନୁଗୋଳ ଜିଲା ମହାନଦୀ ଗଣ୍ଡରେ ଶନିବାର ଏକ ବିରଳ ଦୃଶ୍ୟ ଦେଖିବାକୁ ମିଳିଛି। ଗଣ୍ଡର ଉପରମୁଣ୍ଡ ବଳଦମରା ଠାରେ ୨୮ ଘଡ଼ିଆଳ ଶାବକ ଜନ୍ମ ନେବା ସହ ଦୀର୍ଘ ୪୦ ବର୍ଷର ଅଭିଯାନ ସଫଳ ହୋଇଛି। ଫଳରେ…
ଗାଁକୁ ଦିଆଯାଉ ଗୁରୁତ୍ୱ
ଅନୁଗୋଳ ଅଫିସ, ୨୩ା୫: ଅନୁଗୋଳ ଜିଲାରେ କରୋନା ସ୍ଥିତି ଅତି ଗମ୍ଭୀର। ଦୈନିକ ଜିଲାରୁ ହଜାରେ ପାଖାପାଖି ସଂକ୍ରମିତ ଚିହ୍ନଟ ହେଉଛନ୍ତି। ଲକ୍ଡାଉନ୍ ଓ ଶଟଡାଉନ୍ କଟକଣା ସତ୍ତ୍ୱେ ଆକ୍ରାନ୍ତଙ୍କ ସଂଖ୍ୟା ତଳମୁହାଁ ହେଉନାହିଁ। ସହରାଞ୍ଚଳ ପରି ଜିଲାର ଗ୍ରାମାଞ୍ଚଳରୁ ମଧ୍ୟ…
ଉପଖଣ୍ଡରେ ବଢୁଛି ଚୋରା ମଦ କାରବାର
ବଇଣ୍ଡା,୨୧ା୫ ଅନୁଗୋଳ ଜିଲା ଆଠମଲ୍ଲିକ ଉପଖଣ୍ଡରେ ଚୋରା ମହୁଲି ମଦ କାରବାର ବୃଦ୍ଧି ପାଇଛି। ଅବକାରୀ ବିଭାଗ ଓ ପୋଲିସ ପକ୍ଷରୁ ଠିକ୍ ଭାବେ ଚଢ଼ାଉ କରାଯାଉ ନ ଥିବା ଯୋଗୁ ଚୋରା ମଦ ବ୍ୟବସାୟୀମାନେ ଖୋଲାଖୋଲି ଭାବେ ଏହି କାରବାର…
ଆଠମଲ୍ଲିକରେ ହେଉ କୋଭିଡ୍ କେୟାର ସେଣ୍ଟର
ମାଧପୁର,୨୦ା୫: ଅନୁଗୋଳ ଜିଲା ଆଠମଲ୍ଲିକ ଉପଖଣ୍ଡରେ କରୋନା ସଂକ୍ରମଣ ଦ୍ରୁତଗତିରେ ବଢ଼ିବାରେ ଲାଗିଛି। ଗୋଟିଏ ପରେ ଗୋଟିଏ ଗଁା କୋଭିଡ୍ କବଳକୁ ଯାଉଥିବାବେଳେ ସଂକ୍ରମିତଙ୍କୁ ତ୍ୱରିତ ଚିକିତ୍ସା ଯୋଗାଇ ଦିଆଯାଇ ପାରୁନାହିଁ। ଆଠମଲ୍ଲିକ ଓ କିଶୋରନଗର ବ୍ଲକରେ କୋଭିଡ୍ କେୟାର ସେଣ୍ଟର…

