ଅନୁଗୋଳ

ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ରଙ୍କ ବିୟୋଗରେ ଜିଲା ଭାଜପାର ଶୋକ

ଅନୁଗୋଳ,୧୭।୩(ମାନସ ବିଶ୍ୱାଳ): ନୂଆଦିଲ୍ଲୀଠାରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କ ୮୩ ବର୍ଷ ବୟସରେ ପରଲୋକ ହୋଇଯାଇଛି। ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ଏକାଧାରରେ ଜଣେ ଚିକିତ୍ସକ, କୃଷିବିତ ଏବଂ ସମାଜସେବୀ ଥିଲେ। ୧୯୪୧ ଜୁଲାଇ ୧୬ରେ ସେ ଜନ୍ମ ଗ୍ରହଣ କରିଥିଲେ। କଣିହାଁ…

ରକ୍ତରେ ଖେଳିଲେ ହୋଲି: ଗୋଟିଏ ଦିନରେ ଗଡ଼ିଲା ୬ ମୁଣ୍ଡ

ଭୁବନେଶ୍ୱର,୧୬।୩: ପବିତ୍ର ରଙ୍ଗର ପର୍ବ ହୋଲିରେ ରକ୍ତର ହୋଲି ଖେଳିଲେ ହତ୍ୟାକାରୀ । ରଙ୍ଗ ବଦଳରେ ବୋହିଲା ରକ୍ତ । ରାଜ୍ୟର ୫ ପ୍ରମୁଖ ସହରରେ ଛଅ ଛଅଟି ହତ୍ୟାକାଣ୍ଡ ରଙ୍ଗର ପର୍ବକୁ ରକ୍ତରଞ୍ଜିତ କରିଦେଇଛି। ରାଜ୍ୟର ରାଜଧାନୀ ଭୁବନେଶ୍ୱରଠାରୁ ଆରମ୍ଭ…

ପାଣିଟାଙ୍କିରେ ଗାମୁଛା ଲଗାଇ ଝୁଲି ପଡ଼ିଲେ ଯୁବକ

ସନ୍ତ୍ରୀ ଛକ,୧୫ା୩(ସନ୍ତୋଷ ପରିଡ଼ା): ଅନୁଗୋଳ ଜିଲା ବଅଁରପାଳ ଥାନା ଅନ୍ତର୍ଗତ ଗୋତମରା ଗ୍ରାମରେ ବେକରେ ରଶି ଲଗାଇ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସୂଚନାନୁଯାୟୀ, ଗ୍ରାମବାସୀଙ୍କ କହିବା ଅନୁସାରେ ମୃତକ ଜଣଙ୍କ ହେଲେ ଢେଙ୍କାନାଳ ଜିଲା ନାଉପାଳ ଗ୍ରାମର ରବି ଝାଙ୍କରଙ୍କ…

୫ବର୍ଷ ଶିଶୁ କନ୍ୟାଙ୍କୁ ବଳାତ୍କାର ପରେ ହତ୍ୟା: ଜଣେ ଅଟକ

ଛେଣ୍ଡିପଦା,୧୫।୩(ଅଜିତ ଧଳ): ଅନୁଗୋଳ ଜିଲା ନିଶା ଶିଳ୍ପାଞ୍ଚଳ ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ଜଣେ ୫ବର୍ଷ ଶିଶୁ କନ୍ୟାଙ୍କ ମୃତଦେହ ପୋଲିସ ଶନିବାର ଉଦ୍ଧାର କରିଛି। ଅନ୍ୟପକ୍ଷେ ଶିଶୁ କନ୍ୟାଙ୍କୁ କେହି ଜଣେ ଦୁର୍ବୃତ୍ତ ବଳାତ୍କାର ପରେ…

ତେଜରାତି ଦୋକାନରେ ବିଦେଶୀ ମଦ ରଖି ବିକୁଥିଲେ, ଧରିଲା ପୋଲିସ

ବନ୍ତଳା,୧୫।୩ : ଅନୁଗୋଳ ଜିଲା ବନ୍ତଳା ଥାନା ଅନ୍ତର୍ଗତ ଧୋକୁଟା ପଞ୍ଚାୟତ ଢିପ ସାହିରେ ବିପୁଳ ପରିମାଣର ବିଦେଶୀ ମଦ ଜବତ ହୋଇଥିବା ଜଣାପଡ଼ିଛି। ମିଳିଥିବା ସୂଚନା ଅନୁଯାୟୀ, ଢିପସାହିର ଦୟାନିଧି ମୁଦୁଲିଙ୍କ ପୁଅ ସଞ୍ଜୟ ମୁଦୁଲି ଏକ ତେଜରାତି ଦୋକାନ…

ଡିପୋରେ ଜଳିଗଲା ଲକ୍ଷାଧିକ ଟଙ୍କାର ଜାଳେଣି କାଠ

ବଇଣ୍ଡା,୧୪ା୩(ପରୀକ୍ଷିତ ସାହୁ): ଅନୁଗୋଳ ଜିଲା ହଣ୍ଡପା ଥାନା ଜାମୁନାଳୀଠାରେ ଥିବା ବନ ନିଗମ ଲିମିଟେଡ୍‌ର କାଠ ଡିପୋରେ ଶୁକ୍ରବାର ଅପରାହ୍ନରେ ଅଗ୍ନିକାଣ୍ଡ ଘଟିଛି। ଜଙ୍ଗଲରୁ ନିଆଁ ଆସି କାଠ ଡିପୋରେ ଅଗ୍ନିକାଣ୍ଡ ଘଟିଥିବା ସନ୍ଦେହ କରାଯାଉଛି। ଏହି ଅଗ୍ନିକାଣ୍ଡରେ ଡିପୋରେ ଥିବା…

ବିପୁଳ ମଦ ସହ କାର୍‌ ଜବତ, ଢାବା ମାଲିକଙ୍କ ସମେତ ୨ ଗିରଫ

ବଇଣ୍ଡା,୧୪ା୩(ପରୀକ୍ଷିତ ସାହୁ): ଅନୁଗୋଳ ଜିଲା ଏସ୍‌ପିଙ୍କ ନିର୍ଦ୍ଦେଶ କ୍ରମେ ଗଠନ ହୋଇଥିବା ସ୍ବତନ୍ତ୍ର ପୋଲିସ ସ୍କ୍ବାଡ୍‌ ପକ୍ଷରୁ ଶୁକ୍ରବାର ହଣ୍ଡପା ଥାନା ଲୁହାମୁଣ୍ଡାଠାରେ ଦେଇଥିବା ଢାବା ଉପରେ ଚଢ଼ାଉ କରାଯାଇଛି l ଏହି ସମୟରେ କାର୍‌ରେ ଥିବା ୮୬ ଲିଟର ବିଦେଶୀ…

ଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କଲା କଂଗ୍ରେସ

ଅନୁଗୋଳ ଅଫିସ,୧୦ା୩(ମାନସ ବିଶ୍ୱାଳ): ଅନୁଗୋଳ ଜିଲା କଂଗ୍ରେସ କମିଟି ପକ୍ଷରୁ ସୋମବାର ପୂର୍ବାହ୍ନରେ ମହିଳାମାନଙ୍କ ପ୍ରତି ଅକଥନୀୟ ନିର୍ଯାତନା ବିରୋଧରେ ଏବଂ ମହିଳାମାନଙ୍କ ସୁରକ୍ଷା ଦାବିରେ ଜିଲାପାଳ କାର୍ଯ୍ୟାଳୟ ଘେରାଉ କରାଯାଇଛି। ଏହି ବିକ୍ଷୋଭରେ କଂଗ୍ରେସ ଜିଲା ସଭାପତି ଅମ୍ବିକା ଭୋଟ୍‌…

ବରଯାତ୍ରୀଙ୍କ ରୋଷଣୀ ବାଣରେ ଜଳିଗଲା ୧୦ ବଖରା

ଅନୁଗୋଳ,୬।୩: ଅନୁଗୋଳ ଜିଲା ଆଠମଲ୍ଲିକ ଲୁହାପଙ୍କ ପଞ୍ଚାୟତ ତେନ୍ତୁଳିପଦର ଗାଁରେ ଗୁରୁବାର ରାତିରେ ଏକ ଅଘଟଣ ଘଟିଛି। ବରଯାତ୍ରୀଙ୍କ ରୋଷଣୀ ବାଣରେ ୧୦ ବଖରା ଘର ଜଳି ଯାଇଥିବା ଜଣାପଡିଛି। ବରଯାତ୍ରୀ ଅସାବଧାନତା ହୋଇ ବାଣ ଫୁଟାଇବା ବେଳେ ଏହି ଅଗ୍ନିକାଣ୍ଡ…

ବିପୁଳ ପରିମାଣ ବିଦେଶୀ ମଦ ସହ ଲକ୍ଷାଧିକ ଟଙ୍କା ଜବତ: ୨ ଗିରିଫ

ବନ୍ତଳା,୫।୩: ଅନୁଗୋଳ ସ୍ପେଶାଲ ସ୍କ୍ବାଡ୍‌ ପକ୍ଷରୁ ଚଢ଼ାଉ କରି ୪୬.୮ ଲିଟର ବିଦେଶୀ ମଦ ସହ ୧ଲକ୍ଷ ୧୦ହଜାର ୭୨୫ଟଙ୍କା ଜବତ କରାଯାଇଛି। ମିଳିଥିବା ସୂଚନା ଅନୁସାରେ, ଅନୁଗୋଳ ଜିଲା ସ୍ପେଶାଲ ସ୍କ୍ବାଡ୍‌ ପେଟ୍ରୋଲିଂ କରୁଥିଲା ବେଳେ ବନ୍ତଳା ଥାନା ଅନ୍ତର୍ଗତ…

ଅନ୍ୟ ଜାତିରେ ବିବାହ: ମୃତଦେହକୁ ମିଳିଲାନି କାନ୍ଧ

ବଇଣ୍ଡା, ୨୮ା୨(ପରିକ୍ଷିତ ସାହୁ):ରକ୍ତ ସମ୍ପର୍କ ଉପରେ ଭାରିପଡ଼ିଗଲା ଜାତିପ୍ରଥା। ସମାଜରୁ ବାସନ୍ଦ ଓ ଜରିମାନା ଭୟରେ ପାଖ ମାଡ଼ିଲେନି କେହି। ମୃତଦେହକୁ କାନ୍ଧ ଦେବା ତ ଦୂରର କଥା ଛୁଇଁବାକୁ ଆଗେଇ ଆସିଲେନି ପରିବାର ସଦସ୍ୟ। ସମ୍ପର୍କୀୟ, ବନ୍ଧୁବାନ୍ଧବ ଓ ସାହିଭାଇ…

ଅନୁଗୋଳରେ ହାତୀ ଆକ୍ରମଣରେ ଯୁବକ ମୃତ, ଆଠଗଡ଼ରେ ବିଦ୍ୟୁତ ଝଟକାରେ ଗଲା ଦନ୍ତା ଜୀବନ

ଭୁବନେଶ୍ୱର,୨୭।୨: ରାଜ୍ୟରେ ମଣିଷ ଏବଂ ବନ୍ୟପ୍ରାଣୀଙ୍କ ମଧ୍ୟରେ ଆକ୍ରୋଶ ବଢ଼ିବାରେ ଲାଗିଛି। କ୍ରମାଗତ ଭାବେ ମଣିଷମାନେ ଜଙ୍ଗଲ ନଷ୍ଟ କରି ଚାଲୁଥିବାରୁ ଫଳସ୍ୱରୂପ ଭୋକିଲା ହାତୀମାନେ ଜନବସତି ମୁହଁ ହେଉଛନ୍ତି। ଯେଉଁଥିରେ ଉଭୟ ପକ୍ଷ ଜୀବନ ହରାଉଛନ୍ତି। ଏହିପରି ଭାବେ ଅନୁଗୁଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?