ଅନୁଗୋଳ

ବଦଳୁନି ଆପରାଧିକ ମନୋଭାବ

ଅନୁଗୋଳ ଅଫିସ, ୧୧ା୪:  ଅପରାଧରେ ଜଡ଼ିତ ଅଭିଯୋଗରେ ଜେଲ ପଠାଯାଉଛି। ମାସ ମାସ ଧରି କାରାଗାରାରେ ରଖାଯାଇ ଦଣ୍ଡିତ କରାଯାଉଛି। ଆପରାଧିକ କାର୍ଯ୍ୟ ଛାଡ଼ି ସାଧାରଣ ଜୀବନକୁ ଫେରିବା ପାଇଁ ଜେଲ୍‌ ସଂସ୍କାର ପ୍ରକ୍ରିୟାରେ ବହୁ ନୀତିଶିକ୍ଷା ଦିଆଯାଉଛି। ହେଲେ କେତେଜଣ ଅଭ୍ୟାସଗତ…

ଶେଷ ହେଉନି ଶୋଷ ସଂଘର୍ଷ

ଛେଣ୍ଡିପଦା,୧୦ା୪(ସ୍ବ.ପ୍ର.) ନଦୀକୂଳିଆ ଗାଁ । କୂଅ ଅଛି। ନଳକୂଅ ବସାଯାଇଛି। ପାଇପ୍‌ ପାଣି ପାଇଁ ସରକାରଙ୍କ ତରଫରୁ ପ୍ରକଳ୍ପ ମଧ୍ୟ କରାଯାଇଛି। ତଥାପି ଶୋଷ ମେଣ୍ଟାଇବାକୁ ଶେଷ ହେଉନି ଗ୍ରାମବାସୀଙ୍କ ସଂଘର୍ଷ। ନଦୀରେ ଚୁଆ ଖୋଳି ସେମାନେ ସଂଗ୍ରହ କରୁଛନ୍ତି ପାନୀୟ…

ପାଣି ଖୋଜୁଛନ୍ତି ପଥିକ

ଖମାର,୯ା୪ ବଢ଼ୁଛି ଗ୍ରୀଷ୍ମପ୍ରବାହ। ଅସହ୍ୟ ଗରମ ଓ ଗୁଳୁଗୁଳିରେ ଆଉଟୁପାଉଟୁ ହେଉଛନ୍ତି ଲୋକେ। ସ୍ଥିତିକୁ ଦେଖି ସରକାର ସଚେତନ କରାଉଛନ୍ତି। ଅଂଶୁଘାତକୁ ନେଇ ସତର୍କ ରହିବାକୁ ଲୋକଙ୍କୁ ବାରମ୍ବାର ଚେତାଇ ଦେଉଛନ୍ତି। ଜରୁରୀ କାର୍ଯ୍ୟ ନ ଥିଲେ ଟାଣ ଖରାବେଳେ ବାହାରକୁ…

କାର୍ଯ୍ୟରେ ଲାଗୁନି କ୍ରେଚ୍‌

ବଅଁରପାଳ, ୮।୪ : ଅନୁଗୋଳ ଜିଲା ନାଲ୍‌କୋରେ ଶ୍ରମିକ ଭାବେ କାର୍ଯ୍ୟ କରୁଥିବା ମହିଳାମାନେ ଯେପରି ସେମାନଙ୍କ ଶିଶୁଙ୍କ ଠାରୁ ଅଧିକ ସମୟ ଦୂରେଇ ନ ରହିବେ ସେଥିପାଇଁ ପ୍ଲାଣ୍ଟ କର୍ତ୍ତୃପକ୍ଷ ଶିଶୁପାଳନ ଗୃହ (କ୍ରେଚ୍‌) ନିର୍ମାଣ କରିଥିଲେ। ହେଲେ ଯେଉଁ ଉଦ୍ଦେଶ୍ୟରେ…

ହାତୀ ଆକ୍ରମଣରେ ୨ ଜଣଙ୍କ ଜୀବନ ଗଲା

ଛେଣ୍ଡିପଦା,୭।୪(ଡି.ଏନ୍‌.ଏ.): ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ପାଟକ ମୁଣ୍ଡା ପଞ୍ଚାୟତରେ ହାତୀ ଆକ୍ରମଣରେ ବୁଧବାର ୨ ଜଣଙ୍କ ଜୀବନ ଯାଇଛି । ମୃତକଦ୍ୱୟ ହେଲେ ଚନ୍ଦ୍ରପୁର ଗ୍ରାମର କାଠିଆ ପାଣିଗ୍ରାହୀ ଓ ସୁହାଗି ସେଠୀ। ଘଟଣାର ପ୍ରକାଶ ଯେ, ସକାଳେ ସୁହାଗି…

ଆଶା ସଞ୍ଚାର କଲେ ସରକାର

ତାଳଚେର,୭ା୪ (ନି.ପ୍ର.) – ମାର୍ଚ୍ଚ ୩୧ ତାରିଖରୁ ବନ୍ଦ ହୋଇଯାଇଥିବା ଏନ୍‌ଟିପିସି ପରିଚାଳନାଧୀନ ତାଳଚେର ଥର୍ମାଲ ପାଓ୍ବାର ଷ୍ଟେଶନ (ଟିଟିପିଏସ୍‌) ପୁନଃ ଚାଲୁ ନେଇ ସମ୍ଭାବନା ସୃଷ୍ଟି ହୋଇଛି। ଗତ ୫ ତାରିଖରେ ରାଜ୍ୟ ସରକାର ଓ ଏନ୍‌ଟିପିସି କର୍ତ୍ତୃପକ୍ଷଙ୍କ ମଧ୍ୟରେ…

ଲମ୍ବୁଛି ଚୋରା କୋଇଲା ଚେର

ଅନୁଗୋଳ ଅଫିସ, ୬ା୪ ଅନୁଗୋଳ ଜିଲାରେ ଲମ୍ବୁଛି ଚୋରା କୋଇଲା କାରବାର ଚେର। ବିଶେଷକରି ତାଳଚେର ଓ ଛେଣ୍ଡିପଦା ବ୍ଲକରେ ଥିବା ବିଭିନ୍ନ ଖଣିରୁ ଚୋରାରେ କୋଇଲା ଉତ୍ତୋଳନ କରାଯାଇ ଜିଲା ବାହାରକୁ ଚାଲାଣ କରାଯାଉଛି। ପୋଲିସ ଆଖିରୁ ଖସିବା ପାଇଁ…

ବ୍ରିଜ ତଳକୁ ଖସିଲା ଟ୍ରକ୍‌, ହେଲପର ଗୁରୁତର

ମାଧପୁର,୫।୪(ଡି.ଏନ୍‌.ଏ.): ଅନୁଗୋଳ ଜିଲା ଆଠମଲ୍ଲିକ କିଆକଟା ପୂର୍ତ୍ତ ରାସ୍ତାର କନ୍ଧପଡ଼ା ବ୍ରିଜରେ ସୋମବାର ସକାଳେ ଏକ ୧୦ ଚକିଆ ଟ୍ରକ ବ୍ରିଜ ତଳକୁ ଖସିପଡ଼ିଥିବା ଜଣାପଡ଼ିଛି। ଫଳରେ ଟ୍ରକର ହେଲପର ଗୁରୁତର ହେବାରୁ ତାଙ୍କୁ ଆମ୍ବୁଲାନ୍ସ ଯୋଗେ ବୌଦ୍ଧ ଜିଲା ଚିକିତ୍ସାଳୟକୁ…

କଡ଼ାକଡ଼ି ହେବ ଆବର୍ଜନା କଟକଣା

ଅନୁଗୋଳ ଅଫିସ, ୫।୪: ଅନୁଗୋଳ ସହରକୁ ସ୍ବଚ୍ଛ, ସୁନ୍ଦର ସହ ପ୍ରଦୂଷଣମୁକ୍ତ କରିବାକୁ ପୌର ପ୍ରଶାସନ ପକ୍ଷରୁ ବିଭିନ୍ନ ଯୋଜନା ହାତକୁ ନିଆଯାଇଛି। ନୂଆକରି ‘ମୋ ଓ୍ବାର୍ଡ’ ବ୍ୟବସ୍ଥା କାର୍ଯ୍ୟକାରୀ କରାଯାଇଛି। ଘର ଘର ବୁଲି ଆବର୍ଜନା ସଂଗ୍ରହ କରାଯାଇ ସେଥିରୁ ଖତ…

ଚିକିତ୍ସା ପରିବର୍ତ୍ତେ ରୋଗୀଙ୍କୁ ରେଫର

ଅନୁଗୋଳ ଅଫିସ, ୪ା୪: ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଉନ୍ନତ ସ୍ବାସ୍ଥ୍ୟସେବା ପାଇଁ ଭିତ୍ତିଭୂମି ରହିଛି। ସେଥିପାଇଁ ଜିଲାର ବିଭିନ୍ନ ପ୍ରାଥମିକ, ଗୋଷ୍ଠୀ ଓ ଉପଖଣ୍ଡ ସ୍ବାସ୍ଥ୍ୟକେନ୍ଦ୍ରରୁ ରୋଗୀଙ୍କୁ ଏଠାକୁ ପଠାଯାଉଛି। ଏପରି କି ପଡ଼ୋଶୀ ଜିଲାଗୁଡ଼ିକରୁ ମଧ୍ୟ ବହୁ ରୋଗୀ…

ନାଟ କରିବେନି ଦଣ୍ଡ କଳାକାର

ଆଠମଲ୍ଲିକ,୩ା୪(ଡି.ଏନ.ଏ.) ଆଠମଲ୍ଲିକ ଅଞ୍ଚଳରେ ଗଡ଼ଜାତ ଅମଳରୁ ଚାଲିଆସିଥିବା ବହୁ ପୁରାତନ ଲୋକନୃତ୍ୟ ଦଣ୍ଡ ନାଟ ଚଳିତବର୍ଷ କୋଭିଡ୍‌ କଟକଣା ପାଇଁ ହେବନାହିଁ। ସରକାର ଏହି ପାରମ୍ପରିକ ନାଟ ଉପରେ ରୋକ୍‌ ଲଗାଇଛନ୍ତି। ତେବେ କେବଳ ପରମ୍ପରା ଅନୁସାରେ ଦଣ୍ଡନାଟ ନୀତିକାନ୍ତିରେ ହିଁ…

ସାକାର ହେଉନି ଚାଷୀଙ୍କ ସ୍ବପ୍ନ

ବଇଣ୍ଡା,୩ା୪(ପରିକ୍ଷିତ ସାହୁ) ଜଳସେଚନ ପ୍ରକଳ୍ପ ନିର୍ମାଣ ହେଲେ ହସି ଉଠିବ ଜମି। ବର୍ଷ ସାରା ଫଳିବ ସୁନାର ଫସଲ। ଦୂର ହେବ ଚାଷୀଙ୍କ ଦୁରବସ୍ଥା। ଦୀର୍ଘବର୍ଷ ହେଲା ୫ଟି ଜଳସେଚନ ପ୍ରକଳ୍ପକୁ ନେଇ ଏପରି ସ୍ବପ୍ନ ଦେଖି ଆସୁଛନ୍ତି ଅନୁଗୋଳ ଜିଲା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri