ଅନୁଗୋଳ

ବଢ଼ାଇଦେଲେ ବଜାର ଦର

ଅନୁଗୋଳ ଅଫିସ,୫ା୫ – ଲକ୍‌ଡାଉନ୍‌ ନେଇ ରାଜ୍ୟ ସରକାରଙ୍କ ଘୋଷଣା ପୂର୍ବରୁ ଅନୁଗୋଳ ବଜାରରେ ଆଳୁ ଦର ଠିକ୍‌ଠାକ୍‌ ଥିଲା। ପରିବା ମୂଲ୍ୟ ମଧ୍ୟ ସେପରି ଅଧିକ ନ ଥିଲା। ବଜାର ଅପେକ୍ଷା ବିଭିନ୍ନ ହାଟରେ ଏହା ଶସ୍ତାରେ ଖାଉଟିଙ୍କୁ ମିଳୁଥିଲା।…

ବଜାର କରିଦେଲେ ଜାମ

ଅନୁଗୋଳ ଅଫିସ, ୪ା୫ ନିୟନ୍ତ୍ରଣ ବାହାରକୁ ଚାଲିଯାଉଥିବା କୋଭିଡ୍‌ ସଂକ୍ରମଣର ଚେନ୍‌ ଭାଙ୍ଗିବାକୁ ରାଜ୍ୟ ସରକାର ଆସନ୍ତା ୫ରୁ ୧୯ ତାରିଖ ଯାଏ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ବଜାର ବନ୍ଦ ହେଲେ ଓ ଚଳପ୍ରଚଳ ହ୍ରାସ ପାଇଲେ ପଜିଟିଭ୍‌ଙ୍କ ସଂଖ୍ୟା ତଳମୁହାଁ…

ଶେଷରେ ଶେଷ ଅସ୍ତ୍ର

ଅନୁଗୋଳ ଅଫିସ, ୩ା୫: କରୋନା ସଂକ୍ରମଣ ରୋକିବାକୁ ସରକାର କଟକଣା କଡ଼ାକଡ଼ି କରିଛନ୍ତି। ମାସ୍କ, ସାମାଜିକ ଦୂରତ୍ୱ ନିୟମ ପାଳନ କରୁ ନ ଥିବା ଲୋକଙ୍କ ଠାରୁ ଜରିମାନା ଆଦାୟ କରୁଛନ୍ତି। ଆବଶ୍ୟକସ୍ଥଳେ ସେମାନଙ୍କ ନାମରେ ମାମଲା ରୁଜୁ କରାଯାଉଛି। ବ୍ୟବସାୟୀମାନେ…

ମାସକରେ ୩୨ଶହ ସଂକ୍ରମିତ

ଅନୁଗୋଳ ଅଫିସ, ୧ା୫ ଅନୁଗୋଳ ଜିଲାରେ ଗମ୍ଭୀର ସ୍ଥିତି ସୃଷ୍ଟି କଲାଣି କରୋନାର ଦ୍ୱିତୀୟ ଲହର। ବିଶେଷକରି ଏପ୍ରିଲ ମାସରେ ୩୨ଶହ ସଂକ୍ରମିତ ଚିହ୍ନଟ ହେବା ଜିଲାବାସୀଙ୍କୁ ଚକିତ କରିଥିବାବେଳେ ପ୍ରଶାସନର ଚିନ୍ତା ବଢ଼ାଇ ଦେଇଛି। ରାଜ୍ୟ ସରକାରଙ୍କ ପକ୍ଷରୁ ଜାରି…

୩ରୁ ଓଳିକିଆ ବେପାର

ଅନୁଗୋଳ ଅଫିସ, ୩୦।୪ ଅନୁଗୋଳ ଜିଲାରେ କରୋନା ସଂକ୍ରମଣକୁ କିପରି ହ୍ରାସ କରାଯାଇ ପାରିବ ତାହା ଉପରେ ପ୍ରଶାସନ ଗୁରୁତ୍ୱ ଦେଉଥିବା ବେଳେ ଏବେ ଆଗକୁ ଆସିଛି ଜିଲା ବଣିକ ସଂଘ। କରୋନା ଚେନ୍‌ ଭାଙ୍ଗିବାକୁ ବଜାର ଉପରେ ନିୟନ୍ତ୍ରଣ ଜରୁରୀ…

ସଙ୍ଗିନ ହେଉଛି ସ୍ଥିତି

ଅନୁଗୋଳ ଅଫିସ, ୨୯।୪: ଅନୁଗୋଳ ଜିଲାରେ କରୋନା ସ୍ଥିତି ସଙ୍ଗିନ ହେବାରେ ଲାଗିଛି। ଗତ ଦୁଇଦିନ ଭିତରେ ସଂକ୍ରମଣ ୭୦୦ ପାର୍‌ କରିଛି। ମଙ୍ଗଳବାର ୨ୟ ଲହରରେ ରେକର୍ଡ ସଂଖ୍ୟକ ସଂକ୍ରମିତ (୩୯୩) ଚିହ୍ନଟ ହୋଇଥିବାବେଳେ ବୁଧବାର ୩୩୬ ଜଣ ପଜିଟିଭ୍‌…

ବ୍ୟଥା ବଢ଼ାଉଛି ବିଜୁଳି ବିଚ୍ଛିନ୍ନ

ଅମିତ କୁମାର ସାମଲ ଅନୁଗୋଳ ଅଫିସ, ୨୮।୪ – ତତଲା କଡ଼େଇରେ ପରିଣତ ହୋଇଛି ଅନୁଗୋଳ। ପାରଦ ୪୦ ଡିଗ୍ରୀ ପାର୍‌କଲାଣି। ଅସହ୍ୟ ଗ୍ରୀଷ୍ମପ୍ରବାହ କଲବଲ କରୁଥିବାବେଳେ କରୋନା ଆତଙ୍କରେ ଲୋକେ ଘରେ ଅଧିକ ସମୟ ବିତାଇବାକୁ ପସନ୍ଦ କରୁଛନ୍ତି। ଏଭଳି…

ଡଙ୍ଗାପାଳ ଗାଁକୁ କଣ୍ଟେନମେଣ୍ଟ ଜୋନ ଘୋଷଣା

ଛେଣ୍ଡିପଦା,୨୭।୪(ସ୍ବ.ପ୍ର): ସାମ୍ପ୍ରତିକ ପରିସ୍ଥିତିକୁ ଦୃଷ୍ଟିରେ ରଖି ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକର ନୂଆଗାଁ ଗ୍ରାମ ପଞ୍ଚାୟତର ଡଙ୍ଗାପାଳ ଗାଁକୁ ପ୍ରଶାସନ ପକ୍ଷରୁ କଣ୍ଟେନମେଣ୍ଟ ଜୋନ ଭାବେ ଘୋଷଣା କରାଯାଇଛି । ଛେଣ୍ଡିପଦା ବ୍ଲକର ପ୍ରଥମ ଗାଁ ଭାବେ କରୋନା ସଂକ୍ରମିତଙ୍କ ସଂଖ୍ୟା…

ପହଞ୍ଚୁନି ପ୍ରକଳ୍ପ ପାଣି

ବଇଣ୍ଡା,୨୭ା୪(ପରିକ୍ଷିତ ସାହୁ) ଗ୍ରାମାଞ୍ଚଳକୁ ପାନୀୟ ଜଳ ଯୋଗାଣ ପାଇଁ ସରକାରଙ୍କ ମାଳମାଳ ଯୋଜନା ରହିଛି। ହେଲେ ପ୍ରଶାସନିକ ଇଚ୍ଛାଶକ୍ତି ଅଭାବ ଏ କ୍ଷେତ୍ରରେ ପ୍ରତିବନ୍ଧକ ସାଜୁଛି। ଏହି କାରଣରୁ ଅନୁଗୋଳ ଜିଲା କିଶୋରନଗର ବ୍ଲକରେ ପାନୀୟ ଜଳ ସମସ୍ୟାର ସମାଧାନ ହୋଇପାରୁ…

ଶ୍ରଦ୍ଧାଳୁଙ୍କୁ ମିଳିବନି ସୁଯୋଗ

ତାଳଚେର,୨୬ା୪(ନି.ପ୍ର.): ମା’ ହିଙ୍ଗୁଳାଙ୍କ ବାର ମାସରେ ତେର ଯାତ୍ରା। ସେଥିରୁ ଚୈତ୍ରମାସ ଶୁକ୍ଳପକ୍ଷ ବିଷ୍ଣୁ ଦମନକ ଚତୁର୍ଦ୍ଦଶୀରେ ମା’ଙ୍କ ସ୍ବତନ୍ତ୍ର ପୂଜା କରାଯାଏ, ଯାହାକୁ ହିଙ୍ଗୁଳା ଯାତ୍ରା କୁହାଯାଏ। ତାଳଚେରର ଇଷ୍ଟଦେବୀ ଗୋପାଳପ୍ରସାଦର ମା’ ହିଙ୍ଗୁଳା ବର୍ଷର ଅନ୍ୟ ସମୟରେ ନିରାକାର…

ନାଲ୍‌କୋ କଲୋନିରେ ଜବରଦଖଲ

ବଅଁରପାଳ,୨୫ା୪(ଡି.ଏନ.ଏ.): ନବରତ୍ନପ୍ରାପ୍ତ ଅନୁଗୋଳ ଜିଲା ନାଲ୍‌କୋ ପ୍ଲାଣ୍ଟର କାର୍ଯ୍ୟରତ କର୍ମଚାରୀମାନଙ୍କ ରହିବା ନିମନ୍ତେ ଟାଉନଶିପ୍‌ରେ ରହିଛି ନାଲ୍‌କୋ କଲୋନି। ଏଠାରେ ୫ ହଜାରରୁ ଅଧିକ କର୍ମଚାରୀ ରହୁଛନ୍ତି। ସେହିପରି ବହୁ ସରକାରୀ ଅଧିକାରୀଙ୍କୁ ନାଲ୍‌କୋ କ୍ୱାର୍ଟର୍ସ ଯୋଗାଇ ଦେଇଛି। କଲୋନିରେ ରହୁଥିବା…

ଟଙ୍କା ଦେଇ ଟିକାକୁ ନା’

ଅନୁଗୋଳ ଅଫିସ, ୨୫।୪: କୋଭିଡ୍‌ରୁ ବର୍ତ୍ତିବା ପାଇଁ ଟିକା ନେବା ଜରୁରୀ। ଏ ନେଇ ସରକାରଙ୍କ ପକ୍ଷରୁ ଜନସାଧାରଣଙ୍କୁ ସଚେତନ କରାଯାଉଛି। କିପରି ଅଧିକରୁ ଅଧିକ ଲୋକଙ୍କୁ ଶୀଘ୍ର ଟିକାକରଣ କରାଯିବ ତାହା ଉପରେ ସର୍ବାଧିକ ଗୁରୁତ୍ୱ ଦିଆଯାଉଛି। ଏଥିପାଇଁ ସରକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?