ଅନୁଗୋଳ

ଟିଟିପିଏସ୍‌ ସମସ୍ତ ୟୁନିଟ୍‌ ବନ୍ଦ

ତାଳଚେର,୨୪ା୩ (ନି.ପ୍ର.): ଏନ୍‌ଟିପିସି ପରିଚାଳନାଧୀନ ଅନୁଗୋଳ ଜିଲା ତାଳଚେର ଥର୍ମାଲ ପାୱାର ଷ୍ଟେଶନ (ଟିଟିପିଏସ୍‌)ର ସମସ୍ତ ୟୁନିଟ୍‌କୁ ସୋମବାର ରାତିରୁ ହଠାତ୍‌ ବନ୍ଦ ରଖାଯାଇଛି। ଫଳରେ ମଙ୍ଗଳବାର ପ୍ଲାଣ୍ଟରୁ ବିଦ୍ୟୁତ୍‌ ଉତ୍ପାଦନ ସମ୍ପୂର୍ଣ୍ଣ ଠପ୍‌ ହୋଇଯାଇଛି। ସୋମବାର ଶ୍ରମିକମାନେ କାମକୁ ଆସି…

ଛୋଟ ହେଲେ ବି ଅବହେଳିତ

ବଅଁରପାଳ,୨୪ା୩(ଡି.ଏନ.ଏ.) – ଛୋଟିଆ ରାଜସ୍ବ ଗାଁ। ପରିବାର ସଂଖ୍ୟା ମାତ୍ର ୮। ହେଲେ ୩୦ ଲୋକ ରହୁଥିବା ଏହି ଗାଁରେ ଥିବା ସମସ୍ୟାର ସମାଧାନ କରିପାରୁନି ପ୍ରଶାସନ। ବର୍ଷ ବର୍ଷ ଧରି ଏହି ଗ୍ରାମବାସୀ ପାନୀୟ ଜଳ ପାଇଁ ହଇରାଣ ହରକତ…

ଏନ୍‌ଟିପିସିର ଯୋଜନାବଦ୍ଧ ଚକ୍ରାନ୍ତ

ତାଳଚେର,୨୪ା୩ (ନି.ପ୍ର.) – ଶ୍ରମିକମାନେ କାମକୁ ନ ଆସିବାରୁ ତାଳଚେର ଥର୍ମାଲ ପାଓ୍ବାର ଷ୍ଟେଶନ (ଟିଟିପିଏସ୍‌)ର ସମସ୍ତ ୟୁନିଟ୍‌ ବନ୍ଦ କରାଯିବାକୁ ନେଇ ଶ୍ରମିକ ମହଲରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ଏହା ଏନ୍‌ଟିପିସି କର୍ତ୍ତୃପକ୍ଷଙ୍କ ଯୋଜନାବଦ୍ଧ ଚକ୍ରାନ୍ତ ବୋଲି ଶ୍ରମିକମାନଙ୍କ…

ଅନୁମତି ପୂର୍ବରୁ ଅକ୍ତିଆର

ଅନୁଗୋଳ ଅଫିସ, ୨୩।୩ ସରକାରୀ ଜାଗା କେହି ଜବରଦଖଲ କଲେ ପ୍ରଶାସନ ପୋଲିସ ଲଗାଇ ଉଚ୍ଛେଦ କରେ। ହେଲେ ଖୋଦ୍‌ ପୋଲିସ ଯଦି ଜବରଦଖଲକାରୀ ସାଜେ ତା’ହେଲେ ପ୍ରଶାସନ କି ପଦକ୍ଷେପ ନେବ। ଏପରି ଏକ ପ୍ରଶ୍ନର ଉତ୍ତରକୁ ଗତ ୧୭…

ପୁଅର ଟାଙ୍ଗିଆ ଚୋଟରେ ଚାଲିଗଲା ବାପାଙ୍କ ଜୀବନ: ମା’ ଗୁରୁତର

ଛେଣ୍ଡିପଦା,୨୨।୩(ସ୍ବ.ପ୍ର): ଅନୁଗୋଳ ଜିଲା ଜରପଡା ଥାନା ଦୁର୍ଗାପୁର କୁଡା ସାହିରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ପୁଅର ଟାଙ୍ଗିଆ ଚୋଟରେ ବାପାର ମୃତ ହୋଇଥିବା ବେଳେ ମା’ ଗୁରତର ଆହତ ହୋଇଛନ୍ତି । ମୃତକ ଜଣକ ବଟକୃଷ୍ଣ ବେହେରା…

ସାତକୋଶିଆରେ କାହ୍ନା ଟିମ୍‌

ବନ୍ତଳା,୨୨ା୩(ଡି.ଏନ.ଏ.):ଅନୁଗୋଳ ଜିଲା ସାତକୋଶିଆ ବ୍ୟାଘ୍ର ପ୍ରକଳ୍ପର ଏନ୍‌କ୍ଲୋଜର ମଧ୍ୟରେ ଦୀର୍ଘ ଅଢ଼େଇବର୍ଷ ହେଲା ବନ୍ଦୀ ଜୀବନ କାଟୁଥିବା ବାଘୁଣୀ ସୁନ୍ଦରୀକୁ ମଧ୍ୟପ୍ରଦେଶର କାହ୍ନା ଅଭୟାରଣ୍ୟକୁ ଫେରାଇ ନିଆଯିବ। ରବିବାର କାହ୍ନା ଅଭୟାରଣ୍ୟର ଏକ ଟିମ୍‌ ସାତକୋଶିଆରେ ପହଞ୍ଚିବା ପରେ ଦୀର୍ଘଦିନର କଳ୍ପନା…

ସମୟ ସହ ୧୮ ମିନିଟ୍‌ ସଂଘର୍ଷ

ଅନୁଗୋଳ ଅଫିସ, ୨୨।୩ – ଆମ୍ବୁଲାନ୍ସ ଭିତରେ ଛଟପଟ ହେଉଥିବା ରୋଗୀଟିଏ ପାଇଁ ସମୟର ମୂଲ୍ୟ କାହାକୁ ଅଛପା ନାହିଁ। କେସହିପରି ସମ୍ପୃକ୍ତ ରୋଗୀଙ୍କ ଜୀବନର ଗୁରୁତ୍ୱ ପରିବାର ଓ ସମ୍ପର୍କୀୟଙ୍କ ପାଇଁ କେତେ ମହତ୍ତ୍ୱପୂର୍ଣ୍ଣ ତାହା ବୁଝାଇବାକୁ ପଡ଼ିବ ନାହିଁ।…

ଫେରିଯିବ ସୁନ୍ଦରୀ

ଅନୁଗୋଳ ଅଫିସ,୨୧।୩: ଆଜି ମଧ୍ୟପ୍ରଦେଶ ଫେରିଯିବ ସୁନ୍ଦରୀ। ଏଥିପାଇଁ ୬ ଜଣିଆ ବିଶେଷଜ୍ଞ ଦଳ ସାତକୋଶିଆ ଅଭିମୁଖେ ଆସୁଛନ୍ତି। ଅପରାହ୍ନ ସୁଦ୍ଧା ଏହି ଦଳ ଅନୁଗୋଳରେ ପହଞ୍ଚିବେ। ସାତକୋଶିଆ ବନ ଅଧିକାରୀମାନଙ୍କ ସହ ଆଲୋଚନା ପରେ ଏନ୍‌କ୍ଲୋଜରକୁ ଯାଇ ବାଘୁଣୀର ପରିସ୍ଥିତି…

ଗ୍ୟାସ୍‌ ଟ୍ୟାଙ୍କର-ଆମ୍ବୁଲାନ୍ସ ମୁହାଁମୁହିଁ ଧକ୍କା: ୪ ଜଣଙ୍କ ଜୀବନ ଗଲା, ୩ ଗୁରୁତର

ଅନୁଗୋଳ ଅଫିସ/ଛେଣ୍ଡିପଦା,୨୧।୩(ଡି.ଏନ୍‌.ଏ.): ଅନୁଗୋଳ ଜିଲା ଦେଇ ଯାଇଥିବା ଜାତୀୟ ରାଜପଥ ୫୫ର ଜରପଡ଼ାଠାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି। ରବିବାର ସକାଳେ ଜରପଡ଼ା ବସ୍‌ଷ୍ଟାଣ୍ଡ ନିକଟରେ ଏକ ଆମ୍ବୁଲାନ୍ସ ଏବଂ ଗ୍ୟାସ ଟ୍ୟାଙ୍କର୍‌ ସହ ସାମ୍ନାସାମ୍ନି ଧକ୍କା ହେବାରୁ ୪ଜଙ୍କେ…

ପୋଲିସ-ଜନତା ଦୂରତ୍ୱ କମିବ

ଅନୁଗୋଳ ଅଫିସ, ୨୦।୩ କଟକ-ଭୁବନେଶ୍ୱର ପରି ଏଣିକି ଅନୁଗୋଳ ଜିଲା ସଦର ମହକୁମାରେ ମିଳିବ ତ୍ୱରିତ ପୋଲିସ ସେବା। କୌଣସି ଅସୁବିଧାଜନକ ସ୍ଥିତିରେ କେହି ୧୧୨କୁ ଡାଏଲ କରିବା ମାତ୍ରେ ଜିପିଏସ୍‌ ପଦ୍ଧତିରେ ଠିକଣା ଠାବ କରି ପୋଲିସ ପହଞ୍ଚିବା ସହ…

ଡାକ୍ତରଶୂନ୍ୟ ଡାକ୍ତରଖାନା

ବଇଣ୍ଡା,୧୯ା୩(ଡି.ଏନ.ଏ.) ରାଜପଥ ପାର୍ଶ୍ୱରେ ଡାକ୍ତରଖାନା। ପ୍ରତିଦିନ ଏକାଧିକ ଦୁର୍ଘଟଣାଗ୍ରସ୍ତଙ୍କୁ ପ୍ରାଥମିକ ଚିକିତ୍ସା ପାଇଁ ଅଣାଯାଉଛି ଏଠାକୁ। ଆଖପାଖ ୭ଟି ପଞ୍ଚାୟତରୁ ବହୁ ରୋଗୀ ମଧ୍ୟ ଆସୁଛନ୍ତି। ହେଲେ ସେବା ଯୋଗାଇବାକୁ ଏଠାରେ ଡାକ୍ତର, ଷ୍ଟାଫ୍‌ନର୍ସ ଓ ଡ୍ରେସର, ସୁଇପର କେହି ନାହାନ୍ତି।…

ବିଧାୟକଙ୍କ ବିରୋଧରେ ଏମ୍‌ପି କରୁଛନ୍ତି ଷଡ଼ଯନ୍ତ୍ର

ପାଲଲହଡା,୧୯ା୩(ଡି.ଏନ.ଏ.) ଅନୁଗୋଳ ଜିଲା ପାଲଲହଡ଼ା ବିଧାୟକ ମୁକେଶ କୁମାର ପାଲଙ୍କ ବିରୋଧରେ ଢେଙ୍କାନାଳ ଏମ୍‌ପି ମହେଶ ସାହୁ ଷଡ଼ଯନ୍ତ୍ର କରୁଥିବା ପାଲଲହଡ଼ା ବ୍ଲକ ବିଜେଡି ସଭାପତି ଗଙ୍ଗାଧର ଜିତ୍‌ ଗୁରୁବାର ଅଭିଯୋଗ କରିଛନ୍ତି। ଏମ୍‌ପିଙ୍କ ଏପରି କାର୍ଯ୍ୟକୁ ବ୍ଲକ ବିଜେଡି ପକ୍ଷରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri