ଅନୁଗୋଳ

କଟକଣା ନ ମାନି କାରବାର

ଅନୁଗୋଳ ଅଫିସ, ୨୪।୪ ଅନୁଗୋଳ ଜିଲାରେ କରୋନାର ଦ୍ରୁତ ସଂକ୍ରମଣ ଜାରି ରହିଛି। ବିଶେଷକରି ଅନୁଗୋଳ, ତାଳଚେର ଓ କିଶୋରନଗର ବ୍ଲକରୁ ଦୈନିକ ଅଧିକ ସଂଖ୍ୟକ ପଜିଟିଭ୍‌ ଚିହ୍ନଟ ହେଉଛନ୍ତି। ତେଣୁ ଏଠାରେ କରୋନା ଚେନ୍‌ ଭାଙ୍ଗିବାକୁ ଅନୁଗୋଳ ଓ ତାଳଚେର…

ଶଟ୍‌ଡାଉନ୍‌ରେ ଯୋଡ଼ିହେଲା ଶୁକ୍ରବାର

ତାଳଚେର,୨୩ା୪(ନି.ପ୍ର.) ଅନୁଗୋଳ ଜିଲାରେ ଦୈନିକ କରୋନା ସଂକ୍ରମଣ ଏବେ ଦ୍ୱିଶତକ ମୁହାଁ । ଲଗାତର ୩ ଦିନ ଧରି ଜିଲାରୁ ଶତାଧିକ ପଜିଟିଭ୍‌ ଚିହ୍ନଟ ହେଉଛନ୍ତି। ବିଶେଷକରି ତାଳଚେର ଓ ଅନୁଗୋଳ ପୌରାଞ୍ଚଳରେ ସଂକ୍ରମଣ ବଢ଼ୁଥିବା ଲକ୍ଷ୍ୟ କରାଯାଉଛି। ଏହାକୁ ନେଇ…

ଚକିତ ନୁହେଁ, ଚିନ୍ତିତ

ଅନୁଗୋଳ ଅଫିସ, ୨୨।୪: ରାଜ୍ୟରେ କରୋନା ଯେପରି କାୟା ମେଲାଇ ଚାଲିଛି, ତହିଁରେ ମାଟ୍ରିକ ପରୀକ୍ଷା କରିବା ସମ୍ଭବ ନୁହେଁ। ଏହା ଉପଲବ୍ଧି କରିବା ପରେ ଆସନ୍ତା ମେ’ ୩ ତାରିଖରୁ ହେବାକୁ ଥିବା ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷାକୁ ସରକାର…

କଟକଣା ଲଙ୍ଘି ଦେଲେଣି କୋଟିଏ

ଅମିତ କୁମାର ସାମଲ ଅନୁଗୋଳ ଅଫିସ, ୨୧ା୪ – କରୋନାର ଦ୍ୱିତୀୟ ଲହରକୁ ନେଇ ସବୁଠି ଏବେ ଆତଙ୍କ। ରାଜ୍ୟରେ ଦୈନିକ ସଂକ୍ରମଣ ୫ ହଜାର ମୁହାଁ ହେଲାଣି। ଅନୁଗୋଳରୁ ପ୍ରତିଦିନ ଶହେ ପାଖାପାଖି ପଜିଟିଭ୍‌ ଚିହ୍ନଟ ହେଲେଣି। ତଥାପି ଚେତୁନାହାନ୍ତି…

ମା’ ହିଙ୍ଗୁଳାଙ୍କ ଉଭାସ୍ଥଳୀ ଚିହ୍ନଟ

ତାଳଚେର,୨୦।୪(ନି.ପ୍ର.): ତାଳଚେରର ଅଧିଷ୍ଠାତ୍ରୀ ଦେବୀ ଅଗ୍ନିରୂପା ମା’ ହିଙ୍ଗୁଳାଙ୍କ ଉଭାସ୍ଥଳୀ ରବିବାର ରାତିରେ ଚିହ୍ନଟ ହୋଇଛି। ଗୋପାଳପ୍ରସାଦସ୍ଥିତ ହିଙ୍ଗୁଳା ମନ୍ଦିର ପଶ୍ଚିମ ଦିଗରେ ପ୍ରାୟ ଏକ କିଲୋମିଟର ଦୂର ଉଚ୍ଚ ବିଦ୍ୟାଳୟ ପାଚେରି ନିକଟସ୍ଥ ପଡିଆରେ ମା’ ଅଗ୍ନିରୂପା ଆବିର୍ଭାବ ହୋଇଛନ୍ତି।…

ବେପାର ଚିନ୍ତାରେ ବ୍ୟବସାୟୀ

ବଇଣ୍ଡା,୨୦।୪ ଲକ୍‌ଡାଉନ୍‌ ଯୋଗୁ ବନ୍ଦ ହୋଇଯାଇଥିବା ବଜାର ମାତ୍ର କେଇମାସ ହେଲା ଖୋଲିଥିଲା। ବ୍ୟବସାୟ ହରାଇ ଦୁର୍ଦ୍ଦିନରେ ଥିବା ବ୍ୟବସାୟୀମାନେ ନୂଆ ଉତ୍ସାହର ସହ ଆରମ୍ଭ କରିଥିଲେ କାରବାର। ଜୀବନରେ ଏପରି ଦୁଃସମୟର ସମ୍ମୁଖୀନ ଆଉ ହେବେ ବୋଲି ସେମାନେ ଭାବି…

ସନ୍ଧାନ ପାଉନି ଶୃଙ୍ଖଳା କମିଟି

ଅନୁଗୋଳ ଅଫିସ, ୧୯।୪: ଅନୁଗୋଳରେ ଆରମ୍ଭ ହୋଇଛି ନାଇଟ୍‌ କର୍ଫ୍ୟୁ। ସହରର ବିଭିନ୍ନ ଛକ ଜଗିଛି ପୋଲିସ। ରାତି ୯ଟାରୁ ଭୋର ୫ଟା ମଧ୍ୟରେ ଯାଉଥିବା ଯାତ୍ରୀଙ୍କୁ କଡ଼ାକଡ଼ି ଯାଞ୍ଚ କରାଯାଉଛି। ହେଲେ ମାଲ୍‌ ପରିବହନ କରୁଥିବା ଗାଡ଼ିଗୁଡ଼ିକ କଟକଣାରୁ ବାହାରେ…

ଠିକ୍‌ କରୁନି ଠିକା ସଂସ୍ଥା

ଅନୁଗୋଳ ଅଫିସ, ୧୮।୪: ଅନୁଗୋଳ ସହରକୁ ସ୍ବଚ୍ଛ, ସୁନ୍ଦର କରିବା ଉପରେ ଜିଲା ପ୍ରଶାସନ ଓ ପୌରପାଳିକା ପକ୍ଷରୁ ଗୁରୁତ୍ୱ ଦିଆଯାଉଛି। କିନ୍ତୁ ନୂଆକରି ସଫେଇ ଠିକା ନେଇଥିବା ଏକ ଠିକା ସଂସ୍ଥା ଠିକ୍‌ ଭାବେ କାର୍ଯ୍ୟ କରୁ ନ ଥିବାରୁ…

୫-ଟିରେ ଅନୁଗୋଳର ୫୦ ହାଇସ୍କୁଲ

ଅନୁଗୋଳ ଅଫିସ,୧୭ା୪ ଅନୁଗୋଳ ଜିଲାରେ ବଦଳିବ ହାଇସ୍କୁଲ ଶିକ୍ଷାର ଭିତ୍ତିଭୂମି। ଶୈକ୍ଷିକ ବ୍ୟବସ୍ଥାରେ କରାଯିବ ବଡ଼ ପରିବର୍ତ୍ତନ। ନୂଆ ରୂପରେଖ ସହ ଗୁଣାତ୍ମକ ଶିକ୍ଷା ପାଇଁ ସମସ୍ତ ବାତାବରଣ ଏଠାରେ ପ୍ରସ୍ତୁତ ହେବ। ରାଜ୍ୟ ସରକାରଙ୍କ ୫-ଟି ବିଭାଗ ଅଧୀନରେ ଆରମ୍ଭ…

ମେଧାବୀଙ୍କ ମନ ଊଣା

ଅନୁଗୋଳ ଅଫିସ, ୧୬।୪ ଆସନ୍ତା ମେ ୩ ତାରିଖରୁ ଆରମ୍ଭ ହୋଇଥାନ୍ତା ମାଟ୍ରିକ ପରୀକ୍ଷା। ଏଥିପାଇଁ ଗତ ଜାନୁୟାରୀରୁ ଜୋର ଧରିଥିଲା ପ୍ରସ୍ତୁତି। ସ୍କୁଲରେ ଶହେ ଦିନିଆ ପାଠପଢ଼ା ଟାର୍ଗେଟ୍‌ ସହ ଦଶମ ଶ୍ରେଣୀର ସବୁ ଛାତ୍ରୀଛାତ୍ରଙ୍କୁ ଗଣଶିକ୍ଷା ବିଭାଗ ପକ୍ଷରୁ…

ବର୍ଷକୁ କୋଟିଏ ବଞ୍ଚାନ୍ତା ଗୋଟିଏ କେନ୍ଦ୍ର

ବଇଣ୍ଡା,୧୫ା୪: ଗାଁ ଗିଳିଦେଉଛି ନିଆଁ। ପ୍ରତିବର୍ଷ ପୋଡ଼ି ଛାରଖାର କରିଦେଉଛି କୋଟି କୋଟି ଟଙ୍କାର ସମ୍ପତ୍ତି। ଏହି ବଡ଼ ବିପତ୍ତିରୁ ୨୦ ପଞ୍ଚାୟତବାସୀଙ୍କୁ ବଞ୍ଚାଇବା ପାଇଁ ଦମକଳ କେନ୍ଦ୍ରଟିଏ ଲୋଡ଼ୁଛନ୍ତି ଲୋକେ। ଦୀର୍ଘ ୨୩ ବର୍ଷ ହେଲା ଏଥିପାଇଁ କରୁଛନ୍ତି ଦାବି।…

ମାସ୍କ ପିନ୍ଧି ନ ଥିଲେ ମନ୍ଦିର ମନା

ଅନୁଗୋଳ ଅଫିସ, ୧୪।୪ – ମହା ବିଷୁବ ସଂକ୍ରାନ୍ତି ବା ପଣା ସଂକ୍ରାନ୍ତି ପାଇଁ ଅନୁଗୋଳ ଜିଲାବାସୀଙ୍କ ମଧ୍ୟରେ ବେଶ୍‌ ଉତ୍ସାହ ରହିଛି। ଏହି ଓଡ଼ିଆ ନବବର୍ଷରେ ଈଶ୍ୱରଙ୍କଠାରୁ ଆଶୀର୍ବାଦ ନେବାକୁ ସକାଳୁ ହିଁ ବିଭିନ୍ନ ଦେବଦେବୀ ମନ୍ଦିରରେ ଭକ୍ତଙ୍କ ଧାଡ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?