ସପ୍ତମ ଟାର୍ଗେଟ୍ ସମୁଦ୍ରକୁ ଶଙ୍ଖେ
ଅନୁଗୋଳ ଅଫିସ, ୭।୩: ଅନୁଗୋଳ ଜିଲାର ୯୪ ମଣ୍ଡିରେ ଧାନ ବିକ୍ରି କରିବାକୁ ମୋଟ ୩୪ ହଜାର ୯୨୬ ଜଣ ଚାଷୀ ପଞ୍ଜୀକରଣ କରିଥିଲେ। ପ୍ରଥମ ପର୍ଯ୍ୟାୟରେ ଜିଲାରୁ ୬ଲକ୍ଷ ୪ ହଜାର ୪୧୧ କୁଇଣ୍ଟାଲ ଧାନ କିଣାଯିବାକୁ ସରକାରଙ୍କ ପକ୍ଷରୁ ଧାର୍ଯ୍ୟ…
ନୀରବତା ସନ୍ଦେହ ସୃଷ୍ଟି କରୁଛି
ତାଳଚେର,୬ା୩ (ନି.ପ୍ର.) ମାର୍ଚ୍ଚ ୩୧ ତାରିଖ ପରେ ତାଳଚେର ଥର୍ମାଲ ପାଓ୍ବାର ଷ୍ଟେଶନ (ଟିଟିପିଏସ୍) ଚଳାଇବାକୁ ଏନ୍ଟିପିସି କର୍ତ୍ତୃପକ୍ଷଙ୍କ ନିକଟରେ ଆବଶ୍ୟକ ଅନୁମତି ନାହିଁ। ଏ ଦିଗରେ ଏନ୍ଟିପିସି କର୍ତ୍ତୃପକ୍ଷ ଏଯାଏ ନୀରବ ରହିଥିବାରୁ ଏହି ପ୍ଲାଣ୍ଟ ବନ୍ଦ ହୋଇଯିବା ନେଇ…
ଶେଷ ହେଉନି ‘ପକ୍କା ଘର’ ସଂଘର୍ଷ
ବଇଣ୍ଡା,୬ା୩ – କାହାର ମାଟି କାନ୍ଥ ଭାଙ୍ଗିଯାଇଛି ତ ଆଉ କାହାର ଭଗ୍ନ ଚାଳ ଛପର କେଇଖଣ୍ଡ ବାଉଁଶ ଢିରାରେ ତିଷ୍ଠି ରହିଛି। ଏପରି ବିପଦସଙ୍କୁଳ ଅବସ୍ଥାରେ ପରିବାର ଧରି ରହୁଥିବା ଅନେକ ଅସହାୟ, ଗରିବ ଲୋକ ସରକାରଙ୍କ ପକ୍କା ଘର…
ଛେଣ୍ତିପଦା ବ୍ଲକସଭା ଗୃହରେ ପଞ୍ଚାୟତିରାଜ ଓ ଲୋକ ସେବା ଦିବସ
ଛେଣ୍ଡିପଦା,୫।୩(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ତିପଦା ବ୍ଲକ ସଭାଗୃହ ଠାରେ ଶୁକ୍ରବାର ପଞ୍ଚାୟତି ରାଜ ଓ ଲୋକସେବା ଦିବସ ପାଳିତ ହୋଇଯାଇଛି। ଛେଣ୍ଡିପଦା ବ୍ଲକ ଗୋଷ୍ଠୀ ଉନ୍ନୟନ ଅଧିକାରୀ ବିଶ୍ବନାଥ ସାହୁଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ସଭାରେ ମୁଖ୍ୟଅତିଥି ଭାବେ ଛେଣ୍ଡିପଦା ବିଧାୟକ…
ୟୁପିରେ ଉତ୍ସାହ, ଓଡ଼ିଶାରେ ନିରାଶା
ତାଳଚେର,୫।୩ (ମନୋଜ ନନ୍ଦ): ଅନୁଗୋଳ ଜିଲା ତାଳଚେରଠାରେ ଥିବା ତାଳଚେର ଥର୍ମାଲ ପାଓ୍ବାର ଷ୍ଟେଶନ (ଟିଟିପିଏସ୍)କୁ ଅଧିଗ୍ରହଣ କରିବାର ୫ ବର୍ଷ ପରେ ଏନ୍ଟିପିସି ଉତ୍ତରପ୍ରଦେଶ(ୟୁପି)ର ଟାଣ୍ଡା ଥର୍ମାଲ ପାୱାର ଷ୍ଟେଶନ (ଟିଟିପିଏସ୍)କୁ ଅଧିଗ୍ରହଣ କରିଥିଲା। ଏହି ଦୁଇ ପୁରୁଣା ପାଓ୍ବାର…
ଲାଞ୍ଚ ନେବା ବେଳେ ଧରାପଡିଲେ ଓ୍ବେଲଫେୟାର ଅଧିକାରୀ
ଅନୁଗୋଳ ଅଫିସ,୪।୩: ଅନୁଗୋଳ ଜିଲା ଓ୍ବେଲଫେୟାର ଅଧିକାରୀ ଚାରୁଲତା ମଲ୍ଲୀକଙ୍କୁ ଅନୁଗୋଳ ଭିଜିଲାନ୍ସ ବିଭାଗ ପକ୍ଷରୁ ଗିରଫ କରାଯାଇଛି। ଚାରୁଲତା କର୍ଯ୍ୟାଳୟର ଜଣେ କର୍ମଚାରୀଙ୍କ ଦରମା କରାଇବା ପାଇଁ ୪୯ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଭିଜଲାନ୍ସ ବିଭାଗ ତାଙ୍କୁ ଟ୍ରାପ୍…
ଓଲଟି ପଡ଼ିଲା ଚୋରା କୋଇଲା ବୋଝେଇ ଟ୍ରକ୍, ଚାଳକ ଫେରାର
ମାଧପୁର,୪।୩(ଡି.ଏନ୍.ଏ.): ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଅନ୍ତର୍ଗତ ବଇଣ୍ଡା କିଆକଟା ପୂର୍ତ୍ତ ରାସ୍ତାର ଦେଉଳଝରି ମନ୍ଦିର ନିକଟରେ ଗୁରୁବାର ସକାଳେ ଏକ ଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇ ରାସ୍ତା ତଳକୁ ଓଲଟି ପଡ଼ିଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ଟ୍ରକ୍ଟି କିଆକଟା ପଟରୁ ଆସୁଥିବା ସମୟରେ…
ଜନବସତିକୁ ବିପଦ ଜଙ୍ଗଲ ନିଆଁ
ଖମାର,୪ା୩: ଜଳୁଛି ଏକାଧିକ ଜଙ୍ଗଲ। ପୋଡ଼ି ପାଉଁଶ ହୋଇଯାଉଛି ହଜାର ହଜାର ବୃକ୍ଷଲତା। ଅନେକ ଜୀବଜନ୍ତୁ, ସରୀସୃପଙ୍କ ଜୀବନହାନି ହେଉଥିଲେ ମଧ୍ୟ ବଢ଼ୁଥିବା ନିଆଁକୁ ରୋକିପାରୁନି ବନ ବିଭାଗ। ଗ୍ରୀଷ୍ମଋତୁ ଆରମ୍ଭ ନ ହେଉଣୁ ଦେବଗଡ ବନଖଣ୍ଡ ଅଧୀନ ଅନୁଗୋଳ ଜିଲା…
ଶିକ୍ଷାରେ ସବଳ ହେବେ ଦୁର୍ବଳ ଛାତ୍ରୀଛାତ୍ର
ଅନୁଗୋଳ ଅଫିସ, ୩ା୩ – କରୋନା କାରଣରୁ ଶିକ୍ଷା କ୍ଷେତ୍ରରେ ସୃଷ୍ଟି ହୋଇଥିବା ସଙ୍କଟ ଦୂର ପାଇଁ ସରକାରଙ୍କ ପକ୍ଷରୁ ଯଥାସମ୍ଭବ ଚେଷ୍ଟା କରାଯାଉଛି। ବିଶେଷକରି ଦଶମ ଶ୍ରେଣୀ ଛାତ୍ରୀଛାତ୍ରଙ୍କ ବୋର୍ଡ ପରୀକ୍ଷାକୁ ନେଇ ଅଧିକ ଚିନ୍ତା କରାଯାଉଛି। ମେ ୩…
ଜନବସତି ମୁହାଁ ଜଙ୍ଗଲୀ ଜନ୍ତୁ
ଛେଣ୍ଡିପଦା, ୨୮ା୨: ଶିଳ୍ପ ପାଇଁ ଜଙ୍ଗଲ କଟାଯାଉଛି। ପାହାଡ଼ ଖୋଳି ରାସ୍ତା ନିର୍ମାଣ ହେଉଛି। କାଠ ମାଫିଆ, ଚୋରା ନିଶା ବେପାରୀ ଓ ଜନବସତି ଧୀରେ ଧୀରେ ଜଙ୍ଗଲ ଆଡ଼କୁ ମାଡ଼ି ଚାଲିଥିବାରୁ ବନ୍ୟଜନ୍ତୁଙ୍କ ଜୀବନଶୈଳୀ ପ୍ରଭାବିତ ହେବାରେ ଲାଗିଛି। ସେମାନଙ୍କ ଆବାସସ୍ଥଳୀ…
ଭିନ୍ନ ରହିବେନି ଭିନ୍ନକ୍ଷମ
ଅନୁଗୋଳ ଅଫିସ, ୨୭।୨ ଜନ୍ମରୁ ହେଉ ଅବା ରୋଗ କି ଦୁର୍ଘଟଣା, ବିଭିନ୍ନ କାରଣରୁ ଭିନ୍ନକ୍ଷମ ହୋଇଯାଇଥିବା ବ୍ୟକ୍ତିଙ୍କୁ ଶାରୀରିକ ଭାବେ ସକ୍ଷମ କରାଯିବ। କୃତ୍ରିମ ଅଙ୍ଗପ୍ରତ୍ୟଙ୍ଗ ଲଗାଇ ସେମାନଙ୍କୁ ସାଧାରଣଙ୍କ ପରି ଜୀବନ ଅତିବାହିତ ପାଇଁ ସୁଯୋଗ ଦିଆଯିବ। ଏଥିନିମନ୍ତେ…
ସୁରକ୍ଷିତ କରିପାରୁନି ସିସିଟିଭି
ଅନୁଗୋଳ ଅଫିସ, ୨୬।୨ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟର କଳେବର ବଢ଼ୁଛି। ନୂଆ ନୂଆ ବିଭାଗ ସଂଯୋଗ ହେଉଥିବାବେଳେ ପୂରା ବ୍ୟବସ୍ଥା ଉପରେ ନଜର ରଖିବାକୁ ଶତାଧିକ ସିସିଟିଭି ଲଗାଯାଇଛି। କିନ୍ତୁ ସେଥିରୁ ଅନେକ ଅଚଳ ହୋଇପଡ଼ିଥିବାରୁ ଏହାର ସୁଯୋଗ ନେଉଛନ୍ତି…
Archives


