ଅନୁଗୋଳ

କଡ଼ାକଡ଼ି ହେବ ଆବର୍ଜନା କଟକଣା

ଅନୁଗୋଳ ଅଫିସ, ୫।୪: ଅନୁଗୋଳ ସହରକୁ ସ୍ବଚ୍ଛ, ସୁନ୍ଦର ସହ ପ୍ରଦୂଷଣମୁକ୍ତ କରିବାକୁ ପୌର ପ୍ରଶାସନ ପକ୍ଷରୁ ବିଭିନ୍ନ ଯୋଜନା ହାତକୁ ନିଆଯାଇଛି। ନୂଆକରି ‘ମୋ ଓ୍ବାର୍ଡ’ ବ୍ୟବସ୍ଥା କାର୍ଯ୍ୟକାରୀ କରାଯାଇଛି। ଘର ଘର ବୁଲି ଆବର୍ଜନା ସଂଗ୍ରହ କରାଯାଇ ସେଥିରୁ…

ଚିକିତ୍ସା ପରିବର୍ତ୍ତେ ରୋଗୀଙ୍କୁ ରେଫର

ଅନୁଗୋଳ ଅଫିସ, ୪ା୪: ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଉନ୍ନତ ସ୍ବାସ୍ଥ୍ୟସେବା ପାଇଁ ଭିତ୍ତିଭୂମି ରହିଛି। ସେଥିପାଇଁ ଜିଲାର ବିଭିନ୍ନ ପ୍ରାଥମିକ, ଗୋଷ୍ଠୀ ଓ ଉପଖଣ୍ଡ ସ୍ବାସ୍ଥ୍ୟକେନ୍ଦ୍ରରୁ ରୋଗୀଙ୍କୁ ଏଠାକୁ ପଠାଯାଉଛି। ଏପରି କି ପଡ଼ୋଶୀ ଜିଲାଗୁଡ଼ିକରୁ ମଧ୍ୟ ବହୁ ରୋଗୀ…

ନାଟ କରିବେନି ଦଣ୍ଡ କଳାକାର

ଆଠମଲ୍ଲିକ,୩ା୪(ଡି.ଏନ.ଏ.) ଆଠମଲ୍ଲିକ ଅଞ୍ଚଳରେ ଗଡ଼ଜାତ ଅମଳରୁ ଚାଲିଆସିଥିବା ବହୁ ପୁରାତନ ଲୋକନୃତ୍ୟ ଦଣ୍ଡ ନାଟ ଚଳିତବର୍ଷ କୋଭିଡ୍‌ କଟକଣା ପାଇଁ ହେବନାହିଁ। ସରକାର ଏହି ପାରମ୍ପରିକ ନାଟ ଉପରେ ରୋକ୍‌ ଲଗାଇଛନ୍ତି। ତେବେ କେବଳ ପରମ୍ପରା ଅନୁସାରେ ଦଣ୍ଡନାଟ ନୀତିକାନ୍ତିରେ ହିଁ…

ସାକାର ହେଉନି ଚାଷୀଙ୍କ ସ୍ବପ୍ନ

ବଇଣ୍ଡା,୩ା୪(ପରିକ୍ଷିତ ସାହୁ) ଜଳସେଚନ ପ୍ରକଳ୍ପ ନିର୍ମାଣ ହେଲେ ହସି ଉଠିବ ଜମି। ବର୍ଷ ସାରା ଫଳିବ ସୁନାର ଫସଲ। ଦୂର ହେବ ଚାଷୀଙ୍କ ଦୁରବସ୍ଥା। ଦୀର୍ଘବର୍ଷ ହେଲା ୫ଟି ଜଳସେଚନ ପ୍ରକଳ୍ପକୁ ନେଇ ଏପରି ସ୍ବପ୍ନ ଦେଖି ଆସୁଛନ୍ତି ଅନୁଗୋଳ ଜିଲା…

ସରକାର ହିଁ ଶେଷ ଆଶା

ତାଳଚେର,୨ା୪ (ନି.ପ୍ର.) ମାର୍ଚ୍ଚ ୩୧ରେ ସମସ୍ତ ଚର୍ଚ୍ଚାରେ ପଡ଼ିଛି ପୂର୍ଣ୍ଣଚ୍ଛେଦ। ବନ୍ଦ ହୋଇଯାଇଛି ଏନ୍‌ଟିପିସି ପରିଚାଳନାଧୀନ ତାଳଚେର ଥର୍ମାଲ ପାୱାର ଷ୍ଟେଶନ (ଟିଟିପିଏସ୍‌)। ଫଳରେ ଓଡ଼ିଶାକୁ ଦୈନିକ ୪୬୦ ମେଗାଓ୍ବାଟ୍‌ ବିଦ୍ୟୁତ୍‌ କ୍ଷତି ସହିବାକୁ ପଡ଼ୁଥିବାବେଳେ ଜୀବିକା ହରାଇଛନ୍ତି ସହସ୍ରାଧିକ ଶ୍ରମିକ।…

ଅଠେଇଶରେ ଅଧୁରା ଅନୁଗୋଳ

ଅନୁଗୋଳ ଅଫିସ,୧ା୪: ୧୯୯୩ ଏପ୍ରିଲ ୧ରେ ଅନୁଗୋଳକୁ ମିଳିଥିଲା ଜିଲା ମାନ୍ୟତା। ପ୍ରକୃତି ଓ ପ୍ରାକୃତିକ ସମ୍ପଦରେ ଭରପୂର ଏହି ଜିଲା ଦୀର୍ଘ ୨୭ ବର୍ଷ ମଧ୍ୟରେ ଅନେକ କ୍ଷେତ୍ରରେ ନିଜ ସ୍ବତନ୍ତ୍ରତା ପ୍ରତିପାଦନ କରିପାରିଛି। ବିଶେଷକରି ଶିଳ୍ପାୟନରେ ଅନୁଗୋଳ ଜାତୀୟ…

ଟିଟିପିଏସ୍‌ ଆଜିଠୁ ବନ୍ଦ: ଏନ୍‌ଟିପିସି

ତାଳଚେର,୩୧ା୩(ନି.ପ୍ର.): ଏନ୍‌ଟିପିସି ପରିଚାଳନାଧୀନ ଅନୁଗୋଳ ଜିଲା ତାଳଚେର ଥର୍ମାଲ ପାୱାର ଷ୍ଟେଶନ(ଟିଟିପିଏସ୍‌)କୁ ନେଇ ଲାଗି ରହିଥିବା ନାନା କଳ୍ପନାଜଳ୍ପନାର ମଙ୍ଗଳବାର ଅନ୍ତଃ ଘଟାଇଛନ୍ତି ଏନ୍‌ଟିପିସି କର୍ତ୍ତୃପକ୍ଷ। ପୂର୍ବ ନିର୍ଦ୍ଧାରିତ ତାରିଖ ତଥା ଆସନ୍ତା ୩୧(ବୁଧବାର)ରୁ ୫୪ ବର୍ଷର ଏହି ପୁରୁଣା ତାପଜ…

ସ୍ବଚ୍ଛତା ଆଣିବ ସମନ୍ବୟ

ଅନୁଗୋଳ ଅଫିସ, ୩୧। ୩ – ଅନୁଗୋଳ ସହରର ଦୀର୍ଘଦିନର ଅଳିଆ ସମସ୍ୟା ଦୂର ହେବ। ପ୍ରଶାସନ ଓ ଲୋକଙ୍କ ମଧ୍ୟରେ ଉତ୍ତମ ସମନ୍ବୟ ଦ୍ୱାରା ପୌରାଞ୍ଚଳର ପ୍ରତିଟି ଓ୍ବାର୍ଡକୁ ସ୍ବଚ୍ଛ କରାଯିବ। ଏଥିପାଇଁ ୨୩ଟି ଓ୍ବାର୍ଡରେ ନୂଆ କରି ‘ମୋ…

ଶର୍ଟସର୍କିଟରୁ ଜଳିଗଲା ୩ ବଖରା

ବଇଣ୍ଡା, ୨୯।୩(ଡି.ଏନ.ଏ.)- ଅନୁଗୋଳ ଜିଲା କିଶୋରନଗର ବ୍ଲକ ଅଏଡା ଗ୍ରାମରେ ରବିବାର ରାତିରେ ଅଗ୍ନିକାଣ୍ଡ ଘଟି ଶାନ୍ତନୁ ମୁଣ୍ଡାଙ୍କ ୩ ବଖରା ଚାଳ ଘର ଜଳିଯାଇଛି। ବିଦ୍ୟୁତ୍‌ ଶର୍ଟସର୍କିଟରୁ ଅଗ୍ନିକାଣ୍ଡ ଘଟିଥିବା ଜଣାପଡ଼ିଛି। ଏଥିରେ ନଗଦ ୧୭,୦୦୦ ଟଙ୍କା ଓ ଘରେ…

ମାନିଲେନି କଟକଣା, ଗଣିଲେ ଜରିମାନା

ବଇଣ୍ଡା, ୨୯।୩(ଡି.ଏନ.ଏ.)- ବଢୁଥିବା କରୋନା ସଂକ୍ରମଣ ଦୃଷ୍ଟିରୁ ରାଜ୍ୟ ସରକାର ସର୍ବସାଧାରଣରେ ହୋଲିଖେଳ ଉପରେ ଲଗାଇଥିଲେ କଟକଣା। ତେବେ ଅନୁଗୋଳ ଜିଲାର ବିଭିନ୍ନ ସ୍ଥାନରେ ଅମାନିଆମାନେ କଟକଣାକୁ ଫୁ’ କରିଦେଇଛନ୍ତି। ସର୍ବସାଧାରଣରେ ଦଳବଦ୍ଧ ହୋଇ ହୋଲି ଖେଳି କଟକଣା ଭଙ୍ଗ କରିଥିବା…

ଦୋଳଯାତ୍ରାରେ ବୁଲିଲା ଖଣ୍ଡା: ୨ ଆହତ

ଅନୁଗୋଳ, ୨୯।୩: ଅନୁଗୋଳ ଜିଲା ସଦର ଥାନା କୁଶାସିଂହା ଗାଁରେ ରବିବାର ଦୋଳଯାତ୍ରା ଚାଲିଥିବା ବେଳେ କିଛି ଦୁର୍ବୃତ୍ତଙ୍କ ଖଣ୍ଡା ଆକ୍ରମଣରେ ୨ ଜଣ ଆହତ ହୋଇଛନ୍ତି । ଆହତ ଦ୍ୱୟଙ୍କ ମଧ୍ୟରେ ଜଣେ କୁଶାସିଂହା ଗାଁର ସାଗର ଦାସ ଓ…

କୁକୁଡ଼ା ଫାର୍ମ ତଳେ ଅଣ୍ଡରଗ୍ରାଉଣ୍ଡ ଡିପୋ: ବିପୁଳ ପରିମାଣର ମଦ ଜବତ, ଜଣେ ଅଟକ

ଅନୁଗୋଳ ଅଫିସ, ୨୯।୩: ଅନୁଗୋଳ ଜିଲା ଜରାସିଂହା ଗ୍ରାମରେ ରବିବାର ସନ୍ଧ୍ୟାରେ ସ୍ପେଶାଲ ସ୍କାର୍ଡ ପୋଲିସ ଚଢ଼ାଉକରି ବିପୁଳ ପରିମାଣର ଦେଶୀ ଓ ବିଦେଶୀ ମଦ ଜବତ କରିଛି । ସୂଚନାନୁସାରେ, ଜରାସିଂହା ଗ୍ରାମର ଜିତେନ୍ଦ୍ର କୁମାର ସାହୁ ନାମକ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?