ଅନୁଗୋଳ

ଆଧିପତ୍ୟ ନେଇ ଅସନ୍ତୋଷ

ଅନୁଗୋଳ ଅଫିସ, ୨୭ା୩ ଅନୁଗୋଳ ସହରରେ ଭିଡ଼ ନିୟନ୍ତ୍ରଣ ଓ ସୌନ୍ଦର୍ଯ୍ୟକରଣ ନିମନ୍ତେ ଜବରଦଖଲ ହଟାଉଛି ପୌର ପ୍ରଶାସନ। ବିଶେଷକରି ରାସ୍ତା ପାର୍ଶ୍ୱକୁ ଜବରଦଖଲ କରି ଦିଆଯାଇଥିବା ଦୋକାନଗୁଡ଼ିକୁ ଉଚ୍ଛେଦ କରି ସେଠାରେ ବାଡ଼ ବୁଲାଯାଉଛି। କିନ୍ତୁ ଏଥିରେ ସମସ୍ୟା ସୃଷ୍ଟି…

ସରିଆସୁଛି ଶହେ ଦିନିଆ ଶ୍ରେଣୀଶିକ୍ଷା

ଅନୁଗୋଳ ଅଫିସ, ୨୫।୩: କରୋନା କଟକଣା ମଧ୍ୟରେ ଆସନ୍ତା ମେ ୩ରେ ହେକବ ମାଟ୍ରିକ ପରୀକ୍ଷା। ଚଳିତବର୍ଷ ଅନୁଗୋଳ ଜିଲାର ୧୮ ହଜାର ୯୯୬ ଛାତ୍ରୀଛାତ୍ର ମାଟ୍ରିକ ପରୀକ୍ଷା ଦେବେ। ତେବେ ୯ ମାସ ଧରି ଅନ୍‌ଲାଇନ୍‌ରେ ପଢ଼ିଥିବା ଏହି ଛାତ୍ରୀଛାତ୍ରମାନେ…

ସନ୍ଦେହରେ ନେତାଙ୍କ ନୀରବତା

ତାଳଚେର,୨୫ା୩ (ନି.ପ୍ର.) ପୁରୁଣା ପ୍ଲାଣ୍ଟ ହେଲେ ମଧ୍ୟ ଏନ୍‌ଟିପିସି ପରିଚାଳନାଧୀନ ତାଳଚେର ଥର୍ମାଲ ପାଓ୍ବାର ଷ୍ଟେଶନ (ଟିଟିପିଏସ୍‌) ଲାଭରେ ଚାଲୁଥିଲା। ଶତ ପ୍ରତିଶତ ବିଦ୍ୟୁତ୍‌ ଉତ୍ପାଦନ କରି ବିଭିନ୍ନ ସମୟରେ ରେକର୍ଡ କରୁଥିଲା। ଟିଟିପିଏସ୍‌ ସଫଳତାର ଶ୍ରେୟ ଏନ୍‌ଟିପିସି ନେବା ସହ…

ମଧ୍ୟପ୍ରଦେଶ ଅଭିମୁଖେ ବାଘୁଣୀ ସୁନ୍ଦରୀ

ବନ୍ତଳା,୨୪ା୩(ଡି.ଏନ.ଏ.): ଅନୁଗୋଳ ଜିଲା ସାତକୋଶିଆ ବ୍ୟାଘ୍ର ପ୍ରକଳ୍ପର ରାଇଗୁଡ଼ା ଏନ୍‌କ୍ଲୋଜର ମଧ୍ୟରେ ୨୦୧୮ ନଭେମ୍ବର ୬ରୁ ବନ୍ଦୀ ଜୀବନ କାଟୁଥିବା ବାଘୁଣୀ ସୁନ୍ଦରୀକୁ ମଙ୍ଗଳବାର ମଧ୍ୟପ୍ରଦେଶର କାହ୍ନା ଅଭୟାରଣ୍ୟକୁ ଫେରାଇ ନିଆଯାଉଛି। ଟ୍ରାଙ୍କୁଲାଇଜ୍‌ ଦ୍ୱାରା ନିସ୍ତେଜ କରାଯିବା ପରେ କାହ୍ନାରୁ ଆସିଥିବା…

ଟିଟିପିଏସ୍‌ ସମସ୍ତ ୟୁନିଟ୍‌ ବନ୍ଦ

ତାଳଚେର,୨୪ା୩ (ନି.ପ୍ର.): ଏନ୍‌ଟିପିସି ପରିଚାଳନାଧୀନ ଅନୁଗୋଳ ଜିଲା ତାଳଚେର ଥର୍ମାଲ ପାୱାର ଷ୍ଟେଶନ (ଟିଟିପିଏସ୍‌)ର ସମସ୍ତ ୟୁନିଟ୍‌କୁ ସୋମବାର ରାତିରୁ ହଠାତ୍‌ ବନ୍ଦ ରଖାଯାଇଛି। ଫଳରେ ମଙ୍ଗଳବାର ପ୍ଲାଣ୍ଟରୁ ବିଦ୍ୟୁତ୍‌ ଉତ୍ପାଦନ ସମ୍ପୂର୍ଣ୍ଣ ଠପ୍‌ ହୋଇଯାଇଛି। ସୋମବାର ଶ୍ରମିକମାନେ କାମକୁ ଆସି…

ଛୋଟ ହେଲେ ବି ଅବହେଳିତ

ବଅଁରପାଳ,୨୪ା୩(ଡି.ଏନ.ଏ.) – ଛୋଟିଆ ରାଜସ୍ବ ଗାଁ। ପରିବାର ସଂଖ୍ୟା ମାତ୍ର ୮। ହେଲେ ୩୦ ଲୋକ ରହୁଥିବା ଏହି ଗାଁରେ ଥିବା ସମସ୍ୟାର ସମାଧାନ କରିପାରୁନି ପ୍ରଶାସନ। ବର୍ଷ ବର୍ଷ ଧରି ଏହି ଗ୍ରାମବାସୀ ପାନୀୟ ଜଳ ପାଇଁ ହଇରାଣ ହରକତ…

ଏନ୍‌ଟିପିସିର ଯୋଜନାବଦ୍ଧ ଚକ୍ରାନ୍ତ

ତାଳଚେର,୨୪ା୩ (ନି.ପ୍ର.) – ଶ୍ରମିକମାନେ କାମକୁ ନ ଆସିବାରୁ ତାଳଚେର ଥର୍ମାଲ ପାଓ୍ବାର ଷ୍ଟେଶନ (ଟିଟିପିଏସ୍‌)ର ସମସ୍ତ ୟୁନିଟ୍‌ ବନ୍ଦ କରାଯିବାକୁ ନେଇ ଶ୍ରମିକ ମହଲରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ଏହା ଏନ୍‌ଟିପିସି କର୍ତ୍ତୃପକ୍ଷଙ୍କ ଯୋଜନାବଦ୍ଧ ଚକ୍ରାନ୍ତ ବୋଲି ଶ୍ରମିକମାନଙ୍କ…

ଅନୁମତି ପୂର୍ବରୁ ଅକ୍ତିଆର

ଅନୁଗୋଳ ଅଫିସ, ୨୩।୩ ସରକାରୀ ଜାଗା କେହି ଜବରଦଖଲ କଲେ ପ୍ରଶାସନ ପୋଲିସ ଲଗାଇ ଉଚ୍ଛେଦ କରେ। ହେଲେ ଖୋଦ୍‌ ପୋଲିସ ଯଦି ଜବରଦଖଲକାରୀ ସାଜେ ତା’ହେଲେ ପ୍ରଶାସନ କି ପଦକ୍ଷେପ ନେବ। ଏପରି ଏକ ପ୍ରଶ୍ନର ଉତ୍ତରକୁ ଗତ ୧୭…

ପୁଅର ଟାଙ୍ଗିଆ ଚୋଟରେ ଚାଲିଗଲା ବାପାଙ୍କ ଜୀବନ: ମା’ ଗୁରୁତର

ଛେଣ୍ଡିପଦା,୨୨।୩(ସ୍ବ.ପ୍ର): ଅନୁଗୋଳ ଜିଲା ଜରପଡା ଥାନା ଦୁର୍ଗାପୁର କୁଡା ସାହିରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ପୁଅର ଟାଙ୍ଗିଆ ଚୋଟରେ ବାପାର ମୃତ ହୋଇଥିବା ବେଳେ ମା’ ଗୁରତର ଆହତ ହୋଇଛନ୍ତି । ମୃତକ ଜଣକ ବଟକୃଷ୍ଣ ବେହେରା…

ସାତକୋଶିଆରେ କାହ୍ନା ଟିମ୍‌

ବନ୍ତଳା,୨୨ା୩(ଡି.ଏନ.ଏ.):ଅନୁଗୋଳ ଜିଲା ସାତକୋଶିଆ ବ୍ୟାଘ୍ର ପ୍ରକଳ୍ପର ଏନ୍‌କ୍ଲୋଜର ମଧ୍ୟରେ ଦୀର୍ଘ ଅଢ଼େଇବର୍ଷ ହେଲା ବନ୍ଦୀ ଜୀବନ କାଟୁଥିବା ବାଘୁଣୀ ସୁନ୍ଦରୀକୁ ମଧ୍ୟପ୍ରଦେଶର କାହ୍ନା ଅଭୟାରଣ୍ୟକୁ ଫେରାଇ ନିଆଯିବ। ରବିବାର କାହ୍ନା ଅଭୟାରଣ୍ୟର ଏକ ଟିମ୍‌ ସାତକୋଶିଆରେ ପହଞ୍ଚିବା ପରେ ଦୀର୍ଘଦିନର କଳ୍ପନା…

ସମୟ ସହ ୧୮ ମିନିଟ୍‌ ସଂଘର୍ଷ

ଅନୁଗୋଳ ଅଫିସ, ୨୨।୩ – ଆମ୍ବୁଲାନ୍ସ ଭିତରେ ଛଟପଟ ହେଉଥିବା ରୋଗୀଟିଏ ପାଇଁ ସମୟର ମୂଲ୍ୟ କାହାକୁ ଅଛପା ନାହିଁ। କେସହିପରି ସମ୍ପୃକ୍ତ ରୋଗୀଙ୍କ ଜୀବନର ଗୁରୁତ୍ୱ ପରିବାର ଓ ସମ୍ପର୍କୀୟଙ୍କ ପାଇଁ କେତେ ମହତ୍ତ୍ୱପୂର୍ଣ୍ଣ ତାହା ବୁଝାଇବାକୁ ପଡ଼ିବ ନାହିଁ।…

ଫେରିଯିବ ସୁନ୍ଦରୀ

ଅନୁଗୋଳ ଅଫିସ,୨୧।୩: ଆଜି ମଧ୍ୟପ୍ରଦେଶ ଫେରିଯିବ ସୁନ୍ଦରୀ। ଏଥିପାଇଁ ୬ ଜଣିଆ ବିଶେଷଜ୍ଞ ଦଳ ସାତକୋଶିଆ ଅଭିମୁଖେ ଆସୁଛନ୍ତି। ଅପରାହ୍ନ ସୁଦ୍ଧା ଏହି ଦଳ ଅନୁଗୋଳରେ ପହଞ୍ଚିବେ। ସାତକୋଶିଆ ବନ ଅଧିକାରୀମାନଙ୍କ ସହ ଆଲୋଚନା ପରେ ଏନ୍‌କ୍ଲୋଜରକୁ ଯାଇ ବାଘୁଣୀର ପରିସ୍ଥିତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?