ଓଲଟିଲା ବର ଶୋଭାଯାତ୍ରା ଗାଡ଼ି, ୨୦ ଆହତ; ୫ ଗୁରୁତର
ଛେଣ୍ଡିପଦା,୧୦।୩(ଡି.ଏନ୍.ଏ.): ଅନୁଗୋଳ-ଛେଣ୍ଡିପଦା ୬୩ ନଂ ରାଜ୍ୟ ରାଜପଥର ଛେଣ୍ଡିପଦା ଗଉଡୁଣି ନାଳ ପାଖରେ ବୁଧବାର ବିବାହ ନିମନ୍ତେ ଯାଉଥିବା ବର ଶୋଭାଯାତ୍ରା ଗାଡ଼ି ଓଲଟି ୨୦ ଆହତ ହୋଇଥିବା ବେଳେ ୫ ଗୁରୁତର ହୋଇଛନ୍ତି। ଆହତମାନେ ବାରମଞ୍ଚା ଗ୍ରାମର ବୋଲି ଜଣାପଡ଼ିଛି…
ସଫେଇ ଟିକସ ଦେବେ ସହରବାସୀ
ଅନୁଗୋଳ ଅଫିସ, ୧୦ା୩ – ଅନୁଗୋଳ ସହର ପୂର୍ବାପେକ୍ଷା ରହିବ ପରିଷ୍କାର ପରିଚ୍ଛନ୍ନ। ସଫେଇ ପାଇଁ ନୂଆ ନୂଆ ବ୍ୟବସ୍ଥା ଲାଗୁ ହେଉଥିବା ବେଳେ ଆସନ୍ତା ଦିନରେ ପୌରପାଳିକା ପକ୍ଷରୁ ସଫେଇ ଟିକସ ଆଦାୟ କରାଯିବାକୁ ନିଷ୍ପତ୍ତି ହୋଇଛି। ପୌରାଞ୍ଚଳରେ ବସବାସ…
ଉଚ୍ଛେଦ ନେଇ ଅସନ୍ତୁଷ୍ଟ ଉଠାଦୋକାନୀ
ବଇଣ୍ଡା,୯ା୩(ଡି.ଏନ୍.ଏ.) – ରାଜପଥ ସମ୍ପ୍ରସାରଣ ପାଇଁ ୩ ବର୍ଷ ତଳେ ବଜାରରୁ ୫ ଶହ ଉଠା ଦୋକାନୀଙ୍କୁ ଉଚ୍ଛେଦ କରାଯାଇଥିଲା। ସେମାନଙ୍କୁ ଥଇଥାନ କି କ୍ଷତିକପୂରଣ ଦିଆଯାଇ ନ ଥିଲା। ରାସ୍ତା କାର୍ଯ୍ୟ ମଧ୍ୟ ଆରମ୍ଭ ହେଉ ନ ଥିଲା। ଦୀର୍ଘଦିନ…
ଜଙ୍ଗଲ ନିଆଁରେ ଆକ୍ତାମାକ୍ତା
ଅନୁଗୋଳ ଅଫିସ, ୮।୩: ବନାଗ୍ନି କବଳରେ ରାଜ୍ୟର ଅଧିକାଂଶ ଜଙ୍ଗଲ। ହୁ ହୁ ହୋଇ ଜଳୁଛି ଗଛଲତା। ଜଙ୍ଗଲ ନିଆଁ ପରିବେଶ ପ୍ରତି ବିପଦ ସୃଷ୍ଟି କରିଥିବାବେଳେ ଏଥିରୁ ନିର୍ଗତ ଧୂଆଁ ଜନଜୀବନକୁ ଅସ୍ତବ୍ୟସ୍ତ କରିସାରିଲାଣି। ଜଙ୍ଗଲ ନିଆଁ ପାଇଁ ଅନୁଗୋଳ…
ସପ୍ତମ ଟାର୍ଗେଟ୍ ସମୁଦ୍ରକୁ ଶଙ୍ଖେ
ଅନୁଗୋଳ ଅଫିସ, ୭।୩: ଅନୁଗୋଳ ଜିଲାର ୯୪ ମଣ୍ଡିରେ ଧାନ ବିକ୍ରି କରିବାକୁ ମୋଟ ୩୪ ହଜାର ୯୨୬ ଜଣ ଚାଷୀ ପଞ୍ଜୀକରଣ କରିଥିଲେ। ପ୍ରଥମ ପର୍ଯ୍ୟାୟରେ ଜିଲାରୁ ୬ଲକ୍ଷ ୪ ହଜାର ୪୧୧ କୁଇଣ୍ଟାଲ ଧାନ କିଣାଯିବାକୁ ସରକାରଙ୍କ ପକ୍ଷରୁ…
ନୀରବତା ସନ୍ଦେହ ସୃଷ୍ଟି କରୁଛି
ତାଳଚେର,୬ା୩ (ନି.ପ୍ର.) ମାର୍ଚ୍ଚ ୩୧ ତାରିଖ ପରେ ତାଳଚେର ଥର୍ମାଲ ପାଓ୍ବାର ଷ୍ଟେଶନ (ଟିଟିପିଏସ୍) ଚଳାଇବାକୁ ଏନ୍ଟିପିସି କର୍ତ୍ତୃପକ୍ଷଙ୍କ ନିକଟରେ ଆବଶ୍ୟକ ଅନୁମତି ନାହିଁ। ଏ ଦିଗରେ ଏନ୍ଟିପିସି କର୍ତ୍ତୃପକ୍ଷ ଏଯାଏ ନୀରବ ରହିଥିବାରୁ ଏହି ପ୍ଲାଣ୍ଟ ବନ୍ଦ ହୋଇଯିବା ନେଇ…
ଶେଷ ହେଉନି ‘ପକ୍କା ଘର’ ସଂଘର୍ଷ
ବଇଣ୍ଡା,୬ା୩ – କାହାର ମାଟି କାନ୍ଥ ଭାଙ୍ଗିଯାଇଛି ତ ଆଉ କାହାର ଭଗ୍ନ ଚାଳ ଛପର କେଇଖଣ୍ଡ ବାଉଁଶ ଢିରାରେ ତିଷ୍ଠି ରହିଛି। ଏପରି ବିପଦସଙ୍କୁଳ ଅବସ୍ଥାରେ ପରିବାର ଧରି ରହୁଥିବା ଅନେକ ଅସହାୟ, ଗରିବ ଲୋକ ସରକାରଙ୍କ ପକ୍କା ଘର…
ଛେଣ୍ତିପଦା ବ୍ଲକସଭା ଗୃହରେ ପଞ୍ଚାୟତିରାଜ ଓ ଲୋକ ସେବା ଦିବସ
ଛେଣ୍ଡିପଦା,୫।୩(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ତିପଦା ବ୍ଲକ ସଭାଗୃହ ଠାରେ ଶୁକ୍ରବାର ପଞ୍ଚାୟତି ରାଜ ଓ ଲୋକସେବା ଦିବସ ପାଳିତ ହୋଇଯାଇଛି। ଛେଣ୍ଡିପଦା ବ୍ଲକ ଗୋଷ୍ଠୀ ଉନ୍ନୟନ ଅଧିକାରୀ ବିଶ୍ବନାଥ ସାହୁଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ସଭାରେ ମୁଖ୍ୟଅତିଥି ଭାବେ ଛେଣ୍ଡିପଦା ବିଧାୟକ…
ୟୁପିରେ ଉତ୍ସାହ, ଓଡ଼ିଶାରେ ନିରାଶା
ତାଳଚେର,୫।୩ (ମନୋଜ ନନ୍ଦ): ଅନୁଗୋଳ ଜିଲା ତାଳଚେରଠାରେ ଥିବା ତାଳଚେର ଥର୍ମାଲ ପାଓ୍ବାର ଷ୍ଟେଶନ (ଟିଟିପିଏସ୍)କୁ ଅଧିଗ୍ରହଣ କରିବାର ୫ ବର୍ଷ ପରେ ଏନ୍ଟିପିସି ଉତ୍ତରପ୍ରଦେଶ(ୟୁପି)ର ଟାଣ୍ଡା ଥର୍ମାଲ ପାୱାର ଷ୍ଟେଶନ (ଟିଟିପିଏସ୍)କୁ ଅଧିଗ୍ରହଣ କରିଥିଲା। ଏହି ଦୁଇ ପୁରୁଣା ପାଓ୍ବାର…
ଲାଞ୍ଚ ନେବା ବେଳେ ଧରାପଡିଲେ ଓ୍ବେଲଫେୟାର ଅଧିକାରୀ
ଅନୁଗୋଳ ଅଫିସ,୪।୩: ଅନୁଗୋଳ ଜିଲା ଓ୍ବେଲଫେୟାର ଅଧିକାରୀ ଚାରୁଲତା ମଲ୍ଲୀକଙ୍କୁ ଅନୁଗୋଳ ଭିଜିଲାନ୍ସ ବିଭାଗ ପକ୍ଷରୁ ଗିରଫ କରାଯାଇଛି। ଚାରୁଲତା କର୍ଯ୍ୟାଳୟର ଜଣେ କର୍ମଚାରୀଙ୍କ ଦରମା କରାଇବା ପାଇଁ ୪୯ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଭିଜଲାନ୍ସ ବିଭାଗ ତାଙ୍କୁ ଟ୍ରାପ୍…
ଓଲଟି ପଡ଼ିଲା ଚୋରା କୋଇଲା ବୋଝେଇ ଟ୍ରକ୍, ଚାଳକ ଫେରାର
ମାଧପୁର,୪।୩(ଡି.ଏନ୍.ଏ.): ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଅନ୍ତର୍ଗତ ବଇଣ୍ଡା କିଆକଟା ପୂର୍ତ୍ତ ରାସ୍ତାର ଦେଉଳଝରି ମନ୍ଦିର ନିକଟରେ ଗୁରୁବାର ସକାଳେ ଏକ ଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇ ରାସ୍ତା ତଳକୁ ଓଲଟି ପଡ଼ିଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ଟ୍ରକ୍ଟି କିଆକଟା ପଟରୁ ଆସୁଥିବା ସମୟରେ…
ଜନବସତିକୁ ବିପଦ ଜଙ୍ଗଲ ନିଆଁ
ଖମାର,୪ା୩: ଜଳୁଛି ଏକାଧିକ ଜଙ୍ଗଲ। ପୋଡ଼ି ପାଉଁଶ ହୋଇଯାଉଛି ହଜାର ହଜାର ବୃକ୍ଷଲତା। ଅନେକ ଜୀବଜନ୍ତୁ, ସରୀସୃପଙ୍କ ଜୀବନହାନି ହେଉଥିଲେ ମଧ୍ୟ ବଢ଼ୁଥିବା ନିଆଁକୁ ରୋକିପାରୁନି ବନ ବିଭାଗ। ଗ୍ରୀଷ୍ମଋତୁ ଆରମ୍ଭ ନ ହେଉଣୁ ଦେବଗଡ ବନଖଣ୍ଡ ଅଧୀନ ଅନୁଗୋଳ ଜିଲା…

