ଅନୁଗୋଳ

ଶିକ୍ଷାରେ ସବଳ ହେବେ ଦୁର୍ବଳ ଛାତ୍ରୀଛାତ୍ର

ଅନୁଗୋଳ ଅଫିସ, ୩ା୩ – କରୋନା କାରଣରୁ ଶିକ୍ଷା କ୍ଷେତ୍ରରେ ସୃଷ୍ଟି ହୋଇଥିବା ସଙ୍କଟ ଦୂର ପାଇଁ ସରକାରଙ୍କ ପକ୍ଷରୁ ଯଥାସମ୍ଭବ ଚେଷ୍ଟା କରାଯାଉଛି। ବିଶେଷକରି ଦଶମ ଶ୍ରେଣୀ ଛାତ୍ରୀଛାତ୍ରଙ୍କ ବୋର୍ଡ ପରୀକ୍ଷାକୁ ନେଇ ଅଧିକ ଚିନ୍ତା କରାଯାଉଛି। ମେ ୩…

ଜନବସତି ମୁହାଁ ଜଙ୍ଗଲୀ ଜନ୍ତୁ

ଛେଣ୍ଡିପଦା, ୨୮ା୨: ଶିଳ୍ପ ପାଇଁ ଜଙ୍ଗଲ କଟାଯାଉଛି। ପାହାଡ଼ ଖୋଳି ରାସ୍ତା ନିର୍ମାଣ ହେଉଛି। କାଠ ମାଫିଆ, ଚୋରା ନିଶା ବେପାରୀ ଓ ଜନବସତି ଧୀରେ ଧୀରେ ଜଙ୍ଗଲ ଆଡ଼କୁ ମାଡ଼ି ଚାଲିଥିବାରୁ ବନ୍ୟଜନ୍ତୁଙ୍କ ଜୀବନଶୈଳୀ ପ୍ରଭାବିତ ହେବାରେ ଲାଗିଛି। ସେମାନଙ୍କ…

ଭିନ୍ନ ରହିବେନି ଭିନ୍ନକ୍ଷମ

ଅନୁଗୋଳ ଅଫିସ, ୨୭।୨ ଜନ୍ମରୁ ହେଉ ଅବା ରୋଗ କି ଦୁର୍ଘଟଣା, ବିଭିନ୍ନ କାରଣରୁ ଭିନ୍ନକ୍ଷମ ହୋଇଯାଇଥିବା ବ୍ୟକ୍ତିଙ୍କୁ ଶାରୀରିକ ଭାବେ ସକ୍ଷମ କରାଯିବ। କୃତ୍ରିମ ଅଙ୍ଗପ୍ରତ୍ୟଙ୍ଗ ଲଗାଇ ସେମାନଙ୍କୁ ସାଧାରଣଙ୍କ ପରି ଜୀବନ ଅତିବାହିତ ପାଇଁ ସୁଯୋଗ ଦିଆଯିବ। ଏଥିନିମନ୍ତେ…

ସୁରକ୍ଷିତ କରିପାରୁନି ସିସିଟିଭି

ଅନୁଗୋଳ ଅଫିସ, ୨୬।୨ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟର କଳେବର ବଢ଼ୁଛି। ନୂଆ ନୂଆ ବିଭାଗ ସଂଯୋଗ ହେଉଥିବାବେଳେ ପୂରା ବ୍ୟବସ୍ଥା ଉପରେ ନଜର ରଖିବାକୁ ଶତାଧିକ ସିସିଟିଭି ଲଗାଯାଇଛି। କିନ୍ତୁ ସେଥିରୁ ଅନେକ ଅଚଳ ହୋଇପଡ଼ିଥିବାରୁ ଏହାର ସୁଯୋଗ ନେଉଛନ୍ତି…

ସ୍ବୀକୃତି ମିଳିଛି, ସୁବିଧା ମିଳୁନି

ଅନୁଗୋଳ ଅଫିସ, ୨୫।୨: ଶିଳ୍ପ ପାଇଁ ସମୃଦ୍ଧ ଅନୁଗୋଳ ସହରରେ ଥିବା ୨୭ ବସ୍ତି ମଧ୍ୟରୁ ୧୩ଟିକୁ ମିଳିଛି ସରକାରୀ ସ୍ବୀକୃତି। ଏସବୁ ବସ୍ତିରେ ରହିଛି ୨,୬୬୨ ଘର। ଅନୁଗୋଳ ପୌରପାଳିକା ପକ୍ଷରୁ ସ୍ବୀକୃତିପ୍ରାପ୍ତ ବସ୍ତିଗୁଡ଼ିକୁ ସମସ୍ତ ଆନୁଷଙ୍ଗିକ ସୁବିଧା ସୁଯୋଗ…

ହାତୀ ସୁରକ୍ଷା ପ୍ରତି ହତାଦର

ପରିକ୍ଷିତ ସାହୁ ବଇଣ୍ଡା, ୨୪।୨: ୨୦୧୮ ଅକ୍ଟୋବର ୨୭ରେ ଢେଙ୍କାନାଳ ଜିଲା କମଳାଙ୍ଗଠାରେ ଓହଳି ରହିଥିବା ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ୭ ହାତୀଙ୍କ ଜୀବନହାନି ପରେ ହାତୀଙ୍କ ସୁରକ୍ଷାକୁ ନେଇ ବଡ଼ ପ୍ରଶ୍ନବାଚୀ ସୃଷ୍ଟି ହୋଇଥିଲା। କାର୍ଯ୍ୟାନୁଷ୍ଠାନ ସ୍ବରୂପ ବିଦ୍ୟୁତ୍‌…

ସୁବିଧା ଥାଇ ରୋଗୀଙ୍କୁ ଶୋଷଣ

ଅନୁଗୋଳ ଅଫିସ, ୨୩।୨ଉତ୍ତମ ସ୍ବାସ୍ଥ୍ୟସେବା ଉପରେ ସରକାରଙ୍କ ପକ୍ଷରୁ ଗୁରୁତ୍ୱ ଦିଆଯାଉଛି। ସରକାରୀ ଚିକିତ୍ସାଳୟରେ ରୋଗୀଙ୍କୁ ସମସ୍ତ ସେବା ଯେପରି ନିଃଶୁଳ୍କ ମିଳିପାରିବ ସେ ନେଇ ନାନା ବ୍ୟବସ୍ଥା କରାଯାଉଛି। କିନ୍ତୁ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଅନେକ ସମୟରେ ରୋଗୀଙ୍କୁ…

ଟାର୍ଗେଟକୁ ନେଇ ଟୋକନଧାରୀ ଅସନ୍ତୁଷ୍ଟ

ଅନୁଗୋଳ ଅଫିସ, ୨୨।୨: ଚାଷୀଙ୍କଠାରୁ ଧାନ କିଣିବାକୁ ସରକାରଙ୍କ ପକ୍ଷରୁ ମଣ୍ଡି ବ୍ୟବସ୍ଥା ହୋଇଛି। କେତେ ଅନ୍ନଦାତା କେତେ ଜମିରେ କରିଥିବା ଫସଲ ବିକ୍ରି କରିବେ ସେ ନେଇ ସରକାରଙ୍କୁ ତଥ୍ୟ ପ୍ରଦାନ କରାଯାଉଛି। ପଞ୍ଜୀକୃତ କୃଷକଙ୍କ ତାଲିକାକୁ ଦେଖି ସରକାରଙ୍କ…

ଆୟ କମାଇଛି ଆଖୁ

ଛେଣ୍ଡିପଦା,୨୧ା୨ : ଆଖୁ ହେଉଛି ଅର୍ଥକରୀ ଫସଲ। ସେଥିପାଇଁ ଧାନ ଅପେକ୍ଷା ଏହି ଚାଷକୁ ଅଧିକ ଗୁରୁତ୍ୱ ଦେଇଥା’ନ୍ତି ଚାଷୀ। କିନ୍ତୁ ଆଖୁଚାଷ ଓ ଚାଷୀଙ୍କ ପ୍ରତି ସରକାରୀ ଅବହେଳା ଦିନକୁ ଦିନ ବଢ଼ୁଛି। ଧାନ ପରି ଏହାକୁ ପ୍ରୋତ୍ସାହନ ଦିଆଯାଉ…

ସେବା ନୁହେଁ ସନ୍ତୋଷଜନକ

ବଇଣ୍ଡା,୨୦।୨: ଜମା ହେଉ କି ଉଠାଣ, ବ୍ୟାଙ୍କକୁ ଗଲେ ଘଣ୍ଟା ଘଣ୍ଟା ସମୟ ଯାଉଛି। ଉପଭୋକ୍ତାମାନଙ୍କ ଆପତ୍ତି ଅଭିଯୋଗ ଶୁଣିବାକୁ କର୍ମଚାରୀଙ୍କ ମଧ୍ୟରେ ଆଗ୍ରହ ରହୁନି। ଏପରି କି ବରିଷ୍ଠ ନାଗରିକଙ୍କୁ ମଧ୍ୟ ଅଗ୍ରାଧିକାର ଦିଆଯାଉନି। ଅନୁଗୋଳ ଜିଲା କିଶୋରନଗର ବ୍ଲକ…

ଜନସାଧାରଣଙ୍କ ସହ ରହୁନି ସୁସମ୍ପର୍କ

ବଅଁରପାଳ,୧୯ା୨(ଡି.ଏନ.ଏ.) ଜନସାଧାରଣଙ୍କ ପ୍ରତି ଉତ୍ତମ ବ୍ୟବହାର ହିଁ ପୋଲିସକୁ ଲୋକଙ୍କ ପୋଲିସ କରିଦେବ। ଭୟମୁକ୍ତ ହୋଇ ସେମାନେ ଥାନା ସହ ସମ୍ପର୍କ ରକ୍ଷାକରିବେ। ଏହା ଅପରାଧ ହ୍ରାସ ଦିଗରେ ସହାୟକ ହେବ ଓ ଆଇନଶୃଙ୍ଖଳା ବିଗାଡ଼ିବାକୁ ଦେବନାହିଁ। ରାଜ୍ୟ ପୋଲିସ ମୁଖ୍ୟାଳୟ…

ପ୍ରାଣୀ ଚିକିତ୍ସାକୁ ଦିଆଯାଉନି ପ୍ରାଧାନ୍ୟ

ଖମାର,୧୮ା୨: ଗ୍ରାମାଞ୍ଚଳର ଅର୍ଥନୀତିକୁ ଆଗକୁ ନେବାରେ ପ୍ରାଣୀଧନଙ୍କ ପ୍ରମୁଖ ଭୂମିକା ରହିଛି। ସେଥିପାଇଁ ସରକାରଙ୍କ ପକ୍ଷରୁ ପ୍ରାଣୀଧନ ପାଳନ ନିମନ୍ତେ ବିଭିନ୍ନ ଯୋଜନାରେ ଯୁବତୀ ଯୁବକମାନଙ୍କୁ ପ୍ରୋତ୍ସାହନ ଯୋଗାଇ ଦିଆଯାଉଛି। ଅଳ୍ପ ସୁଧରେ ବ୍ୟାଙ୍କରୁ ଋଣ ପ୍ରଦାନ ସହ ସ୍ବାବଲମ୍ବୀ କରିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?