ଅନୁଗୋଳ

ଦୁର୍ଘଟଣାର ଦ୍ରୁତଗତି

ଅମିତ କୁମାର ସାମଲ ଅନୁଗୋଳ ଅଫିସ,୨୬ା୧- କରୋନା ସଂକ୍ରମଣ ରୋକିବାକୁ ଗତବର୍ଷ ଲକ୍‌ଡାଉନ୍‌, ଶଟ୍‌ଡାଉନ୍‌କୁ କଡ଼ାକଡ଼ି କରାଯାଇଥିଲା। ଫଳରେ ୨୦୨୦ରେ ରାଜ୍ୟର ଅନେକ ଜିଲାରେ ସଡ଼କ ଦୁର୍ଘଟଣା ପୂର୍ବାପେକ୍ଷା ହ୍ରାସ ପାଇଛି। କିନ୍ତୁ ଅନୁଗୋଳ ଜିଲାରେ ଏହାର ବ୍ୟତିକ୍ରମ ଦେଖିବାକୁ ମିଳିଛି।…

ନୂତନ ଅଦାଲତରୁ ତ୍ୱରିତ ନ୍ୟାୟ ଆଶା

ବଅଁରପାଳ,୨୪ା୧(ଡି.ଏନ.ଏ.) ସିଭିଲ କେସ୍‌ ହେଉ କି ଚୋରି, ଡକାୟତି, ମାରପିଟ୍‌ ମକଦ୍ଦମା, ତାରିଖ ପଡ଼ିବା ମାତ୍ରେ ଅଦାଲତରେ ହାଜିରା ଦେବା ନିଶ୍ଚିତ। ହେଲେ ବଅଁରପାଳ ବ୍ଲକରେ କୋର୍ଟ ନ ଥିବାରୁ ଏପରି ମକଦ୍ଦମା ଲଢ଼ିବାକୁ ମହକିଲ କିମ୍ବା ତାଙ୍କ ଓକିଲଙ୍କୁ ଅନୁଗୋଳ…

ଛାତ୍ରୀଛାତ୍ରଙ୍କ ଉପରୁ କମିବ ଚାପ

ଅନୁଗୋଳ ଅଫିସ, ୨୩।୧: ମହାମାରୀ କୋଭିଡ୍‌-୧୯ ବଦଳାଇ ଦେଇଛି ପଢ଼ା ସହ ପରୀକ୍ଷା ବ୍ୟବସ୍ଥା। ବିଶେଷକରି ଦଶମ ଶ୍ରେଣୀ ଛାତ୍ରୀଛାତ୍ରଙ୍କ କ୍ଷେତ୍ରରେ ନିଆଯାଇଛି ବହୁ ନୂଆ ପଦକ୍ଷେପ। ଦୀର୍ଘ ୯ ମାସର ଅନ୍‌ଲାଇନ୍‌ କ୍ଲାସ ପରେ ଏବେ ୧୦୦ ଦିନିଆ ଅଫ୍‌ଲାଇନ୍‌ କ୍ଲାସ…

ଟଙ୍କା ଭାଗବଣ୍ଟାକୁ ନେଇ ଭାଇକୁ ହତ୍ୟା କଲା ଭାଇ

ବଇଣ୍ଡା,୨୨।୧(ଡି.ଏନ.ଏ.): ଅନୁଗୋଳ ଜିଲା କିଶୋରନଗର ଥାନା ଅଙ୍ଗପଡା ନିକଟସ୍ଥ ଦଳିତ ସାହିରେ ବୁଧବାର ମଝିଆଁ ଭାଇ ଗୁଣନିଧି ବେହେରା (୨୬)ଙ୍କୁ ତାଙ୍କ ସାନ ଭାଇ ଜେନାମଣି ବେହେରା ଶାବଳରେ ପିଟି ହତ୍ୟା କରିଛନ୍ତି। ଏ ନେଇ ଗୁଣନିଧିଙ୍କ ସ୍ତ୍ରୀ ମମତା ବେହେରା…

ପଢ଼ାରେ ବାଧକ ୨ ଗୁଣ ବସ୍‌ ଭଡ଼ା

ବଇଣ୍ଡା,୨୨।୧(ଡି.ଏନ.ଏ.) କେବେଠୁ ଉଠିଗଲାଣି ଲକ୍‌ଡାଉନ୍‌। କଣ୍ଟେନମେଣ୍ଟ ଜୋନ୍‌ ବ୍ୟତୀତ ସବୁଠି କୋହଳ ହୋଇସାରିଛି କୋଭିଡ୍‌ କଟକଣା। ସହର, ବଜାର ସ୍ଥିତି ସ୍ବାଭାବିକ ହୋଇସାରିଥିବା ବେଳେ ସରକାରୀ, ବେସରକାରୀ ଅଫିସ ସହ କୋର୍ଟ କାର୍ଯ୍ୟ ମଧ୍ୟ ପୂର୍ବପରି ଚାଲିଛି। ଧର୍ମାନୁଷ୍ଠାନ ପରେ ଶିକ୍ଷାନୁଷ୍ଠାନକୁ…

ପାର୍କିଂ ବ୍ୟବସ୍ଥା ଭୁଲିଛି ପୌରପାଳିକା

ଅନୁଗୋଳ ଅଫିସ, ୨୧।୧: ବଢ଼ୁଛି ଅନୁଗୋଳ ସହର, ବଜାର। ଲୋକ ସଂଖ୍ୟାରେ ମଧ୍ୟ ଦ୍ରୁତ ଅଭିବୃଦ୍ଧି ପରିଲକ୍ଷିତ ହେଉଛି। ତଦନୁଯାୟୀ ସହରରେ ବାଇକ୍‌ ଓ ଚାରି ଚକିଆ ଗାଡ଼ି ବୃଦ୍ଧି ପାଉଥିଲେ ମଧ୍ୟ ପାର୍କିଂ ପାଇଁ ଆବଶ୍ୟକ ସ୍ଥାନ ନାହିଁ। ବିଶେଷକରି…

ନୋଟ୍‌ ଦେଲେ ନେଗେଟିଭ୍‌

ଅନୁଗୋଳ ଅଫିସ, ୨୦।୧ – ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ବିନା ପରୀକ୍ଷାରେ ଲୋକଙ୍କୁ କୋଭିଡ୍‌ ନେଗେଟିଭ୍‌ ରିପୋର୍ଟ ପ୍ରଦାନ କରାଯାଉଥିବା ନେଇ ସାଂଘାତିକ ଅଭିଯୋଗ ହେଉଛି। କେତେଜଣ ଦଲାଲ କରୋନା ଟେଷ୍ଟ ପାଇଁ ଆସୁଥିବା ଲୋକଙ୍କଠାରୁ ଟଙ୍କା ଆଦାୟ କରି…

ଯୋଜନାରେ ପଞ୍ଚାୟତସ୍ତରୀୟ ଶିଶୁ ସୁରକ୍ଷା ଯୋଜନା

ଅନୁଗୋଳ ଅଫିସ, ୧୯।୧ – ରାଜ୍ୟରେ ବଢ଼ୁଛି ଶିଶୁ ନିର୍ଯାତନା ଓ ନିଖୋଜ ଘଟଣା। ପ୍ରତିବର୍ଷ ପାଖାପାଖି ୪ ହଜାର ଶିଶୁଙ୍କ ପତ୍ତା ମିଳୁନାହିଁ। ଅବହେଳିତ, ଅସୁରକ୍ଷିତ ଅବସ୍ଥାରେ ଥିବା ପିଲାଙ୍କ ସଂଖ୍ୟା ମଧ୍ୟ କିଛି କମ୍‌ ନୁହେଁ। କିନ୍ତୁ ଏପରି…

ପୂଜାକୁ ଫେରିଲା ବାଜା

ବଅଁରପାଳ,୧୮ା୧(ଉପେନ୍ଦ୍ର ରାଉତ): ଆଧ୍ୟାତ୍ମିକ ଆୟୋଜନ ହେଉ କି ସାଂସ୍କୃତିକ ଅବା ମାଙ୍ଗଳିକ, ବାଦ୍ୟ ବିନା ଏହାର କଳ୍ପନା କଷ୍ଟକର। ଶାସ୍ତ୍ରରେ ମଧ୍ୟ ବାଦ୍ୟକୁ ସର୍ବଦା ଶୁଭର ସୂଚନା ବୋଲି ମାନ୍ୟ କରାଯାଇଛି। ସେଥିପାଇଁ ପୂଜା, ବିବାହ, ବ୍ରତ ଆଦିରେ ପ୍ରଥମେ ଖୋଜାପଡ଼େ…

ଲିଙ୍କ୍‌ ପଠାଇ ଆକାଉଣ୍ଟରୁ ଲୁଟ୍‌

ଅନୁଗୋଳ ଅଫିସ, ୧୭।୧ (ଅମିତ କୁମାର ସାମଲ): ସମୟ ସହ ବଦଳୁଛି ସାଇବର ଅପରାଧର ପଦ୍ଧତି। ପୂର୍ବରୁ ଫୋନ କରି କୌଶଳରେ ଏଟିଏମ୍‌ ତଥ୍ୟ ନେଉଥିବା ଅପରାଧୀମାନେ ଏବେ ଇଣ୍ଟରନେଟ୍‌କୁ ଠକେଇର ଏକ ମାଧ୍ୟମ କରିଛନ୍ତି। ଏହି ଆପ୍‌ ଡାଉନ୍‌ଲୋଡ୍‌ ନ କଲେ…

ଟିକେଟ ଦେୟକୁ ବଳିଯାଉଛି ଟ୍ରେନ୍‌ ଧରିବା ଖର୍ଚ୍ଚ

ବଇଣ୍ଡା,୧୬ା୧: ଅନୁଗୋଳ ଜିଲା କିଶୋରନଗର ବ୍ଲକର ବଇଣ୍ଡା ରେଳଷ୍ଟେଶନ ସର୍ବଦା ବ୍ୟସ୍ତବହୁଳ। ଆଠମଲ୍ଲିକ ଉପଖଣ୍ଡର ବଇଣ୍ଡା ଏକ ବ୍ୟବସାୟିକ କେନ୍ଦ୍ର ହୋଇଥିବାବେଳେ ଏହି ଷ୍ଟେଶନ ଉପରେ ୪୧ଟି ପଞ୍ଚାୟତର ଯାତ୍ରୀ ନିର୍ଭର କରନ୍ତି। କିନ୍ତୁ ଜିଲାର ଏହି ପ୍ରମୁଖ ଷ୍ଟେଶନ ଦେଇ…

୮ ବର୍ଷ ହେଲା ଆସୁନି ବିଦ୍ୟୁତ୍‌

ବନ୍ତଳା,୧୫ା୧: ଜଙ୍ଗଲ ମଧ୍ୟରେ ଗାଁ। ଯୋଗାଯୋଗ ପାଇଁ ରାସ୍ତାଟିଏ ନାହିଁ। ତେଣୁ ମୌଳିକ ସୁବିଧା ପାଇବା ଏହି ଆଦିବାସୀ ମହ୍ଲାର ସମ୍ପ୍ରଦାୟଙ୍କ ପାଇଁ ସାତସପନ ହୋଇଛି। ତଥାପି ୨୦୦୯ରେ ରାଜୀବ ଗାନ୍ଧୀ ବିଦ୍ୟୁତୀକରଣ ଯୋଜନାରେ ୨୫ ପରିବାର ରହୁଥିବା ଅନୁଗୋଳ ବ୍ଲକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri