ତ୍ୱରାନ୍ବିତ ହେବ ଉପଖଣ୍ଡ ଉନ୍ନୟନ
ମାଧପୁର/ ଆଠମଲ୍ଲିକ,୧୭ା୨ – ପଶ୍ଚିମ ଓଡ଼ିଶା ବିକାଶ ପରିଷଦ (ଡବ୍ଲ୍ୟୁଓଡିସି)ର ବାର୍ଷିକ ଅନୁଦାନକୁ ରାଜ୍ୟ ସରକାର ଦ୍ୱିଗୁଣିତ କରିଛନ୍ତି। ଏଥିସହ ପରିଷଦ ଅଧୀନରେ ଆସୁଥିବା ୧୦ ଜିଲା ଓ ଅନୁଗୋଳ ଜିଲାର ଆଠମଲ୍ଲିକ ଉପଖଣ୍ଡରେ ଡବ୍ଲ୍ୟୁଓଡିସିର ଆଞ୍ଚଳିକ କାର୍ଯ୍ୟାଳୟ ଖୋଲାଯିବ ବୋଲି…
ପୈଠକରୁ ପଞ୍ଚାୟତ
ବଇଣ୍ଡା,୧୬ା୨: ପଞ୍ଚାୟତକୁ ପାଇପ୍ ପାଣି ଯୋଗାଣ ଉପରେ ସରକାର ଗୁରୁତ୍ୱ ଦେଉଛନ୍ତି। ସେଥିପାଇଁ ଗାଁଗୁଡ଼ିକରେ ଜଳଯୋଗାଣ ପ୍ରକଳ୍ପମାନ ନିର୍ମାଣ କରାଯାଉଛି। ହେଲେ କେଉଁଠି ଏହାର ରକ୍ଷଣାବେକ୍ଷଣ କରାଯାଉ ନାହିଁ ତ ଆଉ କେଉଁଠି ଆବଶ୍ୟକ ବିଦ୍ୟୁତ୍ ବିଲ୍ ପଞ୍ଚାୟତ ପକ୍ଷରୁ ଭରଣା…
ଶିଳ୍ପଜିଲା ହେବ ସୌନ୍ଦର୍ଯ୍ୟମୟ
ଅନୁଗୋଳ ଅଫିସ, ୧୫।୨( ଅମିତ କୁମାର ସାମଲ): ପ୍ରକୃତିକୁ ଉପଭୋଗ କରିବାକୁ ଅନୁଗୋଳ ଆସୁଥିବା ପର୍ଯ୍ୟଟକ କେବଳ ସାତକୋଶିଆ ବୁଲି ଫେରିବେ ନାହିଁ। ଡେରଜାଙ୍ଗ ଡ୍ୟାମ୍ର ଆକର୍ଷଣ ସେମାନଙ୍କୁ ସେଠାକୁ ଟାଣିନେବ। ବନ୍ଧ ଉପର ବେଞ୍ଚ ମନକୁ ଶୀତଳ କରିଦେବ। ରାଣୀଗୁଡ଼ା…
ବଳ ଯାହାର ବୁଢ଼ାପଙ୍କ ତାହାର
ବଅଁରପାଳ,୧୫ା୨: ଅନୁଗୋଳ ଇତିହାସରେ ଗଡ଼ ବୁଢ଼ାପଙ୍କର ସ୍ବତନ୍ତ୍ର ପରିଚୟ ରହିଛି। ଏହା ଥିଲା ରାଜା ସୋମନାଥ ସିଂହ ଜଗଦ୍ଦେବଙ୍କ ଅଭେଦ୍ୟ ଦୁର୍ଗ। କିନ୍ତୁ ବ୍ରିଟିଶ୍ ଶାସନ ସମୟରେ ଏହାକୁ ଦଖଲ କରିବାକୁ ଚେଷ୍ଟା କରି ବିଫଳ ହୋଇଥିଲେ ଢେଙ୍କାନାଳ ରାଜା ସୁର…
ବାଉଁଶ ବିନ୍ଧାଣି ‘ଭାଗୀରଥି ସାର୍’
କାମାକ୍ଷାନଗର, ୧୫।୨(ସୁଧୀର କୁମାର ପରିଡ଼ା): ବାଉଁଶରୁ କାରିଗରି। ଡ୍ରେସିଂ ଟେବୁଲ, ଫୁଲଦାନି, ପେନ୍ଷ୍ଟାଣ୍ଡଠାରୁ ଆରମ୍ଭ କରି ବିଭିନ୍ନ ଘରସଜ୍ଜା ଉପକରଣ। ଦେଖିଲେ ଆଖି ଲାଖିଯିବ। ନିର୍ଜୀବ ବାଉଁଶରୁ ଏଭଳି କଳାକୃତି ତିଆରି କରି ପ୍ରଶଂସା ସାଉଁଟୁଛନ୍ତି ଭାଗୀରଥି ସାର୍। ଶିକ୍ଷକତା ବୃତ୍ତିରେ…
କ୍ଷତି ସହୁଛନ୍ତି ବିସ୍ଥାପିତ
ବନ୍ତଳା,୧୫ା୨: ଡେରଜାଙ୍ଗ ଡ୍ୟାମ୍ବୁଡ଼ି ଅଞ୍ଚଳର ୩୦ କ୍ଷତିଗ୍ରସ୍ତ ପରିବାରଙ୍କୁ ସରକାର ବନ୍ତଳା ଥାନା ବଡ଼କେରା ପଞ୍ଚାୟତ ଗୁରଙ୍ଗ କରଡ଼ାବଣିରେ ଥଇଥାନ କରିଥିଲେ। ଘର ପାଇଁ ଜାଗା ସହ ଜୀବିକା ନିର୍ବାହ ନିମନ୍ତେ ଜମି ଦେଇଥିଲେ। ନିକଟସ୍ଥ ଗୁରଙ୍ଗ ଡ୍ୟାମ୍ରୁ ଜଳସେଚନ ସୁବିଧା…
ବାହାଘର ପ୍ରସେଶନ ବେଳେ ଲାଗିଲା ନିଆଁ
ଛେଣ୍ଡିପଦା,୧୪ା୨: ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ କୋଶଳା ଚନ୍ଦନ ନଗରଠାରେ ରବିବାର ବାଣରୁ ନିଆଁ ଲାଗି ଏକ ପାଳଭାଡି ଜଳିଯାଇଛି। ଢେଙ୍କାନାଳ ଅଞ୍ଚଳର ଏକ ବାହାଘର ପ୍ରସେଶନ ଚାଲିଥିବା ବେଳେ ବରଯାତ୍ରୀ ଫୁଟାଉ ଥିବା ବାଣର ନିଆଁ ରୁଦ୍ର ବେହେରାଙ୍କ ପାଳଭାଡି…
ଡଙ୍ଗାରେ ନଦୀ ପାର ହେଉଥିବା ସମୟରେ ଭାସିଗଲେ
କଣିହାଁ,୧୪।୨(ଡି.ଏନ୍.ଏ.): ଅନୁଗୋଳ ଜିଲା କଣିହାଁ ବ୍ଲକ ଟିକିରା ନଦୀରେ କରଡେଇ ଘାଟରେ ଡଙ୍ଗାରେ ପାର ହେଉଥିବାବେଳେ ଜଣେ ବ୍ୟକ୍ତି ଭାସିଯାଇ ନିଖୋଜ ଥିବା ଜଣାପଡ଼ିଛି। ତାଙ୍କ ନାମ ପବିତ୍ର ପ୍ରଧାନ (୫୦) ହୋଇଥିବା ବେଳେ ଘର କଣିହାଁ ଥାନା ଚିନ୍ତାମଣିପୂର ବୋଲି…
କାର୍ଯ୍ୟକ୍ଷମ ହେଉନି ବାଣିଜ୍ୟକର କାର୍ଯ୍ୟାଳୟ
ତାଳଚେର, ୧୪ା୨ (ନି.ପ୍ର.) ତାଳଚେରଠାରେ ରାଜ୍ୟ ସରକାରଙ୍କ ବାଣିଜ୍ୟକର ଅଧିକାରୀଙ୍କ କାର୍ଯ୍ୟାଳୟ ଅଛି। କର୍ମଚାରୀ ମଧ୍ୟ ଅଛନ୍ତି। କିନ୍ତୁ ଏହାକୁ କାର୍ଯ୍ୟକ୍ଷମ କରାଯାଉ ନାହିଁ। ଗତ ଅଢେଇ ବର୍ଷରୁ ଊଦ୍ଧ୍ୱର୍ର୍ ହେଲା ଏହି କାର୍ଯ୍ୟାଳୟର କାଗଜପତ୍ର ଓ ଆସବାବପତ୍ର ଉପଜିଲାପାଳଙ୍କ ଅଫିସ…
ପ୍ରଭାବିତ ହୋଇନି ସାତକୋଶିଆ ପର୍ଯ୍ୟଟନ
ବନ୍ତଳା,୧୩ା୨: ମହାମାରୀ କୋଭିଡ୍-୧୯ ପ୍ରଭାବ ଅନୁଗୋଳ ଜିଲା ସାତକୋଶିଆ ପର୍ଯ୍ୟଟନ ଉପରେ ପଡ଼ିନାହିଁ। କଟକଣା ସତ୍ତ୍ୱେ ଗତ ଅକ୍ଟୋବର ମାସରେ ଅଭୟାରଣ୍ୟ ଖୋଲାଯିବା ପରଠାରୁ ଏଠାରେ ପର୍ଯ୍ୟଟକଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ସାତକୋଶିଆର ଅପରୂପ ପ୍ରାକୃତିକ ଶୋଭା ଦେଖିବାକୁ ରାଜ୍ୟ…
ଗାଁ ସ୍ୱଚ୍ଛ, ସହର ଅସ୍ୱଚ୍ଛ
ଛେଣ୍ଡିପଦା,୧୨ା୨(ସ୍ବ.ପ୍ର.): ସ୍ବଚ୍ଛ ଭାରତ ଯୋଜନାରେ ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକକୁ ସଫଳତା ମିଳିଛି। ବ୍ଲକ ଅଞ୍ଚଳର ଗାଁଗୁଡ଼ିକ ବାହ୍ୟମଳମୁକ୍ତ ହୋଇପାରିଥିବା ଦାବି କରାଯାଉଛି। ଏଥିପାଇଁ ପ୍ରଶାସନ ପ୍ରଶଂସା ମଧ୍ୟ ସାଉଣ୍ଟିଛି। ହେଲେ ସହର କିପରି ସ୍ବଚ୍ଛ ହେବ ସେକଥା ବ୍ଲକ ପ୍ରଶାସନ…
ଭୟାବହ ଅଗ୍ନିକାଣ୍ଡ: ୨୦ ମେଣ୍ଢା ଜୀବନ୍ତ ଦଗ୍ଧ
ଅନୁଗୋଳ ଅଫିସ୍/ବନ୍ତଳା,୧୧।୨(ଡି.ଏନ୍ଏ):ଅନୁଗୋଳ ଜିଲା ବନ୍ତଳା ଥାନା ସଙ୍ଖପୁର ପଞ୍ଚାୟତ ଖାଲଙ୍ଗାରେ ବୁଧବାର ମଧ୍ୟରାତ୍ରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ଖବର ପାଇ ଅନୁଗୋଳର ଦୁଇଟି ଅଗ୍ନିଶମ ବିଭାଗ ପହଞ୍ଚି ନିଆଁକୁ ଆୟତ କରିଛନ୍ତି। ତେବେ ନିଆଁରେ ସବୁକିଛି…

