ଅନୁଗୋଳ

ଆଠମଲ୍ଲିକ ଏନ୍‌ଏସି ଦେଶରେ ଦ୍ୱିତୀୟ

ଅନୁଗୋଳ ଅଫିସ, ୨।୧: ଭାରତ ସରକାରଙ୍କ ଦ୍ୱାରା କାର୍ଯ୍ୟକାରୀ ହେଉଥିବା ପ୍ରଧାନମନ୍ତ୍ରୀ ଆବାସ ଯୋଜନା କାର୍ଯ୍ୟକାରିତାରେ ଅନୁଗୋଳ ଜିଲା ଆଠମଲ୍ଲିକ ଏନ୍‌ଏସି ଦେଶରେ ଦ୍ୱିତୀୟ ସ୍ଥାନ ଅଧିକାର କରିଛି। ଏହି ତାଲିକାରେ ଉତ୍ତରପ୍ରଦେଶର ମଲିହାବାଦ ପ୍ରଥମ ସ୍ଥାନରେ ରହିଛି। ଏ ନେଇ…

ବିଦ୍ୟାଳୟ ଅବସ୍ଥା ବେହାଲ

ଅନୁଗୋଳ ଅଫିସ, ୧।୧: ଦୋହଲିଯାଇଛି ଭିତ୍ତିଭୂମି। କେଉଁଠି ଲଟାବୁଦା ମାଡ଼ି ଜଙ୍ଗଲର ଭ୍ରମ ସୃଷ୍ଟି କରୁଛି ତ ଆଉ କେଉଁଠି ଅତ୍ୟାବଶ୍ୟକ ସରଞ୍ଜାମ ଉଇ ଚରିଲେଣି। କେଉଁଠି ବିଦ୍ୟୁତ୍‌ ତାର ଛିଣ୍ଡି ଝୁଲିଛି ତ ଅନ୍ୟ କେଉଁଠି ପାନୀୟ ଜଳ ପାଇଁ…

ଜମିକୁ ନିଅଣ୍ଟ ଜଳ

ଅନୁଗୋଳ ଅଫିସ, ୨୯।୧୨: ‘ଚାଷ ଅଛି ଯାହାର କେତେ ସୁଖ ତାହାର’। ଏହି ପ୍ରଚଳିତ ଆପ୍ତବାକ୍ୟ ଚାଷୀ-ଚାଷ ଭିତରେ ଥିବା ସମ୍ପର୍କ ସହିତ ଫସଲ ଉତ୍ପାଦନର ମହତ୍ତ୍ୱ ବଖାଣେ। ହେଲେ ଖଣିଖାଦାନ ଭରା ଅନୁଗୋଳ ଜିଲାରେ ଶିଳ୍ପ ପାଣି ଶୋଷୁଥିବାବେଳେ ଜମିକୁ…

ଘର ଭାଙ୍ଗି ଯୁବକଙ୍କୁ ଶୁଣ୍ଢରେ ଟେକି କଚାଡ଼ି ଦେଲା ହାତୀ

ଛେଣ୍ଡିପଦା,୨୭।୧୨(ସ୍ବ.ପ୍ର): ଅନୁଗୋଳ ଜିଲା ଛେଣ୍ତିପଦା ବନାଞ୍ଚଳ କମ୍ପସଲା ଗ୍ରାମ ପଞ୍ଚାୟତର ଗୋଳାଗାଡିଆ ଗ୍ରାମରେ ଦନ୍ତାହାତୀ ଆକ୍ରମଣରେ ପୁଣି ଜଣେ ଯୁବକ ଗୁରୁତର ଆହତ ହୋଇଛନ୍ତି। ଗୁରୁତର ଜଣଙ୍କ ହେଲେ ଗୋଳାଗାଡିଆ ଗ୍ରାମର ବୀର ସାହୁଙ୍କ ପୁଅ ଅଜିତ। ତାଙ୍କୁ ଛେଣ୍ଡିପଦା ଗୋଷ୍ଠୀ…

ବିଦ୍ୟୁତ୍‌ ଖୁଣ୍ଟରେ ବିପଦସଙ୍କୁଳ ଯାତ୍ରା

ବଇଣ୍ଡା, ୨୬।୧୨(ଡି.ଏନ୍‌.ଏ.) ପୋଲଟିଏ ପାଇଁ ଅନେକ ଦାବି, ଆନ୍ଦୋଳନ, ପ୍ରତିବାଦ। ଏହାପରେ ସରକାର ଶୁଣିଲେ ଗୁହାରି। ମଞ୍ଜୁର ହେଲା ଅନୁଦାନ। ଆରମ୍ଭ ହେଲା କାମ। ଇତିମଧ୍ୟରେ ୪ବର୍ଷ ବିତିଗଲାଣି। ହେଲେ ସପୋର୍ଟିଂ ପିଲାରରେ ସୀମିତ ରହିଯାଇଛି କାର୍ଯ୍ୟ। ପ୍ରଶାସନିକ ଅବହେଳା ପାଇଁ ହଜାର…

ହାତୀ ଆକ୍ରମଣରେ ନାବାଳକ ମୃତ: ବନାଞ୍ଚଳ ଅଧିକାରୀଙ୍କ କାର୍ଯ୍ୟାଳୟ ଘେରାଉ

ଛେଣ୍ଡିପଦା,୨୬।୧୨(ସ୍ବ.ପ୍ର): ଅନୁଗୋଳ ଜିଲା ଛେଣ୍ଡିପଦା ବନାଞ୍ଚଳ କମ୍ପସଲା ଗ୍ରାମପଞ୍ଚାୟତର ମଣ୍ଡୁଆ ଗ୍ରାମରେ ହାତୀ ଆକ୍ରମଣରେ ଜଣେ ନାବାଳକଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ଅଛନ୍ତି। ଏହାର ପ୍ରତିବାଦରେ ଶନିବାର ସକାଳେ ମଣ୍ଡୁଆ ଗ୍ରାମର ଶତାଧିକ ଲୋକ ବନାଞ୍ଚଳ ଅଧିକାରୀଙ୍କ…

ପ୍ରାଣୀ ଚିକିତ୍ସାକୁ ଉପେକ୍ଷା

ବଅଁରପାଳ,୨୪।୧୨(ଡି.ଏନ.ଏ.): ଗ୍ରାମାଞ୍ଚଳ ଅର୍ଥନୀତିକୁ ମଜଭୁତ କରେ ପ୍ରାଣୀ ସମ୍ପଦ। ଗୋପାଳନ ସହ ଛେଳି, ମେଣ୍ଢା, କୁକୁଡ଼ା ଆଦିରୁ ଅତିରିକ୍ତ ଆୟ କରନ୍ତି ଲୋକେ। ସେଥିପାଇଁ ସରକାର ଏସବୁ ପାଳନକୁ ଅଗ୍ରାଧିକାର ଦେଉଛନ୍ତି। ଲୋକଙ୍କୁ ବ୍ୟାଙ୍କଗୁଡ଼ିକରୁ ଋଣ ଯୋଗାଇ ଦେଉଛନ୍ତି। ପ୍ରାଣୀ ସମ୍ପଦଙ୍କ ଆବଶ୍ୟକ…

କିନ୍ନରଙ୍କୁ କଲେ ଜୀବନସାଥୀ

ଅନୁଗୋଳ ଅଫିସ,୨୩ା୧୨: ୫ ବର୍ଷ ତଳୁ ଭଲ ପାଉଥିବା କିନ୍ନରଙ୍କୁ ମଙ୍ଗଳବାର ଜୀବନସାଥୀ କରିଛନ୍ତି ଜଣେ ଯୁବକ। ଏହି ଚର୍ଚ୍ଚିତ ବିବାହ ହୋଇଛି ଅନୁଗୋଳ ସହରସ୍ଥିତ ମା’ ବୁଢ଼ୀ ଠାକୁରାଣୀ ମନ୍ଦିରରେ। ଉଭୟଙ୍କ ପରିବାରରୁ କେହି ଉପସ୍ଥିତ ନ ଥିଲେ ମଧ୍ୟ…

ସାକାର ହେଉନି ସେତୁ ସ୍ବପ୍ନ

(ସଚ୍ଚିଦାନନ୍ଦ ପ୍ରଧାନ) କଣିହାଁ ,୨୩।୧୨ – ଟିକିରା ନଦୀରେ ସେତୁଟିଏ ପାଇଁ ବର୍ଷ ବର୍ଷ ଧରି ଲୋକେ ଦାବି କରିଆସୁଥିଲେ। ଜିଲା ଖଣିଜ ପାଣ୍ଠିରୁ ୧୪ କୋଟି ଟଙ୍କା ମଞ୍ଜୁର ହୋଇଥିବା ଜଣାପଡ଼ିବା ପରେ ସେମାନେ ଖୁସି ହୋଇଯାଇଥିଲେ। ପୋଲ ନିର୍ମାଣ…

ସନ୍ତୁଷ୍ଟି ଦେଉନି ସବୁଜିମା ସର୍ଭେ

ଅନୁଗୋଳ ଅଫିସ,୨୨ା୧୨ ପ୍ରତିବର୍ଷ ଅନୁଗୋଳ ଜିଲାରେ ହେଉଛି ବନୀକରଣ। ସହସ୍ରାଧିକ ହେକ୍ଟର ଜମିରେ ଲଗାଯାଉଛି ଲକ୍ଷାଧିକ ଚାରା। ଏଥିରୁ ବନ ବିଭାଗ ନିଜେ କିଛି ରୋପଣ କରୁଥିବାବେଳେ ବଳକା ଚାରା ସରକାରୀ ଓ ବେସରକାରୀ ସଂସ୍ଥା ସହ ସାଧାରଣରେ ବଣ୍ଟନ କରାଯାଉଛି।…

ପୂରଣ ହେଉନି ବସ୍‌ଷ୍ଟାଣ୍ଡ ପ୍ରତିଶ୍ରୁତି

ଛେଣ୍ଡିପଦା,୨୧ା୧୨ (ସ୍ବ.ପ୍ର.) ଅନୁଗୋଳ ଜିଲାର ଛେଣ୍ଡିପଦା ବ୍ଲକରେ ରହିଛି କୋଇଲା ଖଣି। ଦୈନିକ ଶତାଧିକ ଟ୍ରକ୍‌ରେ ଏଠାରୁ କୋଇଲା ବିଭିନ୍ନ କାରଖାନାକୁ ଯାଉଛି। ଆଗାମୀ ଦିନରେ ଆହୁରି ଅଧିକ କୋଇଲା ଖଣି ଖୋଳାଯିବାର ଯୋଜନା ସରକାରଙ୍କ ନିକଟରେ ରହିଛି। ବ୍ଲକ ସଦରମହକୁମାରୁ ମାତ୍ର…

ଶତ୍ରୁତାରୁ ଟାର୍ଗେଟ୍‌ ଶିଶୁ

ଅନୁଗୋଳ/ ଢେଙ୍କାନାଳ ଅଫିସ,୧୯ା୧୨ ରାଜ୍ୟରେ ବଢ଼ୁଛି ଶିଶୁ ନିଖୋଜ ଓ ହତ୍ୟା ଘଟଣା। ଏନ୍‌ସିଆର୍‌ବି ତଥ୍ୟ ଅନୁଯାୟୀ ଓଡ଼ିଶାରୁ ଦୈନିକ ୧୨ ଜଣ ଶିଶୁ ନିଖୋଜ ହେଉଛନ୍ତି। ତେବେ କିଛିଦିନ ହେଲା ଏପରି ମାମଲାରେ ତୀବ୍ରତା ପରିଲକ୍ଷିତ ହେଉଛି। ବିଶେଷକରି କଳି,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri