ଅନୁଗୋଳ

ତାଳଚେର ସବୁଠୁ ବଡ଼ କ୍ଷେତ୍ର ହୋଇପାରିବ

ତାଳଚେର,୧୦ା୨(ନି.ପ୍ର.) – ଅନୁଗୋଳ ଜିଲା ତାଳଚେରଠାରେ ଥିବା ମହାନଦୀ କୋଲ୍‌ ଫିଲଡ୍‌ସ ଲିମିଟେଡ (ଏମ୍‌ସିଏଲ୍‌) ବର୍ତ୍ତମାନ ସୁଦ୍ଧା ୧୨୦ ମିଲିୟନ ଟନ୍‌ କୋଇଲା ଉତ୍ତୋଳନ କରିସାରିଛି। ଏହି ଉତ୍ପାଦନ ହାର ବଜାୟ ରହିଲେ ଏମ୍‌ସିଏଲ୍‌ ଆଗାମୀ ଦିନରେ କୋଲ୍‌ ଇଣ୍ଡିଆ (ସିଆଇଏଲ୍‌)ର…

‘ବସୁଧା’ରୁ କୁରୁମଟାପ ବଞ୍ଚିତ

ପରିକ୍ଷିତ ସାହୁ ବଇଣ୍ଡା,୧୦ା୨ – ପ୍ରତି ଘରେ ପହଞ୍ଚିବ ବିଶୁଦ୍ଧ ପାଇପ୍‌ ପାଣି। ଏଥିପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଏକାଧିକ ଯୋଜନା କାର୍ଯ୍ୟକାରୀ ହେଉଛି। ବିଶେଷକରି ‘ବସୁଧା’ ଯୋଜନାରେ ଗ୍ରାମାଞ୍ଚଳରେ ପାନୀୟ ଜଳ ପ୍ରକଳ୍ପମାନ ନିର୍ମାଣ କରାଯାଉଛି। କିନ୍ତୁ ଅନୁଗୋଳ ଜିଲା…

ଜାଗିନି ଜନସ୍ୱାସ୍ଥ୍ୟ ବିଭାଗ

ଅନୁଗୋଳ ଅଫିସ, ୯।୨: ଛତୁ ଫୁଟିଲା ଭଳି ଅନୁଗୋଳ ଜିଲାରେ ଖୋଲିଛି ଖାଦ୍ୟ ସାମଗ୍ରୀ ଦୋକାନ। କେଉଁଠି ରାସ୍ତା କଡ଼ରେ ବିରିୟାନୀ ବିକ୍ରି ହେଉଛି ତ ଆଉ କେଉଁଠି ତେଲଭାଜି ଦୋକାନରେ ଗ୍ରାହକଙ୍କ ଭିଡ଼ ବଢ଼ୁଛି। କେବଳ ଅନୁଗୋଳ ସହରକୁ ଉଦାହରଣ…

ନକଲି ସାମଗ୍ରୀ ହବ୍‌ ଅନୁଗୋଳ

ଅନୁଗୋଳ ଅଫିସ, ୭।୨: ଯେତେ ଖୋଜିଲେ ସେତେ ବାହାରୁଛି। କମ୍ପାନୀ ଖୋଲି ଖାଦ୍ୟ ନାମରେ ଚାଲିଛି ବିଷ ବେପାର। ଭେଜାଲ ସାମଗ୍ରୀର ହବ୍‌ ପାଲଟିଛି ଶିଳ୍ପ ଜିଲା ଅନୁଗୋଳ। ନକଲି ତେଲ, ଅଟା, ହଳଦୀଗୁଣ୍ଡ ପରେ ସହର ଉପକଣ୍ଠ କୁମଣ୍ଡ-ଭଣ୍ଡୁବର ଅଞ୍ଚଳରୁ…

ଜନସାଧାରଣ ନୁହେଁ, ଶିଳ୍ପପତି ପାଇବେ ଲାଭ

ଅନୁଗୋଳ ଅଫିସ, ୬।୨ ଖୁବ୍‌ଶୀଘ୍ର ଦେଶରେ ସ୍କ୍ରାପେଜ୍‌ ନୀତି ଲାଗୁ ହେବ। ଏହାଦ୍ୱାରା ୧୫ ବର୍ଷର ବ୍ୟବସାୟିକ ଓ ୨୦ ବର୍ଷର ଘରୋଇ ଗାଡ଼ିକୁ ରାସ୍ତାରୁ ହଟାଇ ଦିଆଯିବ। ଫଳରେ ପ୍ରଦୂଷଣରୁ ପରିବେଶକୁ ସୁରକ୍ଷା ଦିଆଯିବା ସହ ଇନ୍ଧନ ଶକ୍ତିର ବ୍ୟବହାରକୁ…

ଡିଜେଲ ଚୋରି ରାକେଟ ଉପରେ ଚଢ଼ାଉ: ଦୁଇ ବୋଲେରୋ ଜବତ, ୫ ଗିରଫ

କଣିହାଁ,୫।୨(ଡି.ଏନ୍‌.ଏ.): ଅନୁଗୋଳ ଜିଲା କଣିହାଁ ଥାନା କୁମୁଣ୍ଡା ଗ୍ରାମରେ ଏକ ପଡିଆ ନିକଟରୁ ଶୁକ୍ରବାର ଭୋର୍‌ରୁ ଏକ ଡିଜେଲ ଚୋରି ରାକେଟ ଉପରେ ଜିଲା ପୋଲିସର ସ୍ବତନ୍ତ୍ର ସ୍କ୍ବାଡ ଚଢ଼ାଉ କରି ବିପୁଳ ପରିମାଣର ଡିଜେଲ, ଦୁଇଟି ବୋଲେରୋ, ଦୁଇଟି ବାଇକ,…

୧୭ ମାସ ହେଲା ମିଳୁନି ସ୍ୱାସ୍ଥ୍ୟସେବା

ତାଳଚେର,୫ା୨(ନି.ପ୍ର.): କଳାହୀରାର ସହର ତାଳଚେରରୁ ବାର୍ଷିକ ଶତାଧିକ କୋଟି ଟଙ୍କାର ରାଜସ୍ବ ନେଉଛନ୍ତି ସରକାର। କିନ୍ତୁ ଏଠାକାର ଲୋକଙ୍କୁ ସର୍ବନିମ୍ନ ମୌଳିକ ସୁବିଧା ମିଳିପାରୁ ନାହିଁ। ପାନୀୟ ଜଳଠାରୁ ଆରମ୍ଭ କରି ରାସ୍ତା, ପ୍ରଦୂଷଣକୁ ନେଇ କଷ୍ଟ ବଢ଼ୁଥିବାବେଳେ ଦୀର୍ଘ ୧୭…

ଅବଧି ନ ଥିଲେ ବି ମୂଲ୍ୟ ଅଧିକ

ଅନୁଗୋଳ ଅଫିସ, ୪।୨: ଅନୁଗୋଳ ଜିଲାର କେତୋଟି ମଦ କାଉଣ୍ଟରରେ ବିକ୍ରି ହେଉଛି ଏକ୍ସପାଏରୀ ମଦ। କେଇମାସ ପୂର୍ବରୁ ଅବଧି ଶେଷ ହୋଇଯାଇଥିଲେ ମଧ୍ୟ ବୋତଲରେ ନୂଆ ଷ୍ଟିକର ଲଗାଇ ବିକ୍ରି କରାଯାଉଛି। ଏପରି କି ପ୍ରିଣ୍ଟ ମୂଲ୍ୟଠାରୁ କିଛି ଟଙ୍କା…

ତହସିଲଦାରଙ୍କ ଉପସ୍ଥିତିରେ ଭଙ୍ଗାଗଲା ଇଟା ଭାଟି

ମାଧପୁର,୩।୨(ଡି.ଏନ୍‌.ଏ.): ଅନୁଗୋଳ ଜିଲା ଆଠମଲ୍ଲିକ ତହସିଲ ଅନ୍ତର୍ଗତ ଟୁସର ଆର୍‌ଆଇ ସର୍କଲ ବାସୁଦେବପୁର ପଞ୍ଚାୟତର ସୁବର୍ଣ୍ଣପୁର ଏବଂ ମୁଚ୍ଛପୁରରେ ବେଆଇନ ଭାବରେ ନିିର୍ମାଣ କରାଯାଉଥିବା ମାଟି ଇଟା ଭାଟିକୁ ବୁଧବାର ଆଠମଲ୍ଲିକ ତହସିଲଦାର ଡା. ସ୍ବରୂପାନନ୍ଦ ସାହୁ ଅଚାନକ ଚଢ଼ାଉ କରି…

‘ପୋଷ୍ୟ’ ପାଇଁ ହେଉନି ପ୍ରୟାସ

ଅନୁଗୋଳ ଅଫିସ, ୩।୨ – ବେସରକାରୀ ବିଦ୍ୟାଳୟ ପରି ସରକାରୀ ସ୍କୁଲର ବିକାଶ ଲକ୍ଷ୍ୟ ରଖିଛନ୍ତି ରାଜ୍ୟ ସରକାର। ସେଥିପାଇଁ ‘ମୋ ସ୍କୁଲ’ ଅଭିଯାନକୁ ଅଧିକ ବ୍ୟାପକ କରିବା ଉପରେ ଗୁରୁତ୍ୱାରୋପ କରାଯାଉଛି। ଶିକ୍ଷାନୁଷ୍ଠାନରେ ଗୁଣାତ୍ମକ ଶିକ୍ଷାଠାରୁ ଆରମ୍ଭ କରି ଭିତ୍ତିଭୂମି…

ବ୍ୟବସାୟୀଙ୍କୁ ଯଚାଯାଉଛି ଟଙ୍କା

ଅନୁଗୋଳ ଅଫିସ, ୨।୨ ଅନୁଗୋଳ ସହରର ବିଭିନ୍ନ ବ୍ୟବସାୟୀଙ୍କୁ ଯଚାଯାଉଛି ଟଙ୍କା। ବିଡ଼ା ବିଡ଼ା ଟଙ୍କା ଧରି ଦୋକାନ ଦୋକାନ ବୁଲୁଥିବା ୪ ଯୁବକ ଲୋନ୍‌ କହି ୫ରୁ ୨୫ ହଜାର ବିନା ଗ୍ୟାରେଣ୍ଟିରେ ଧରାଇ ଦେଉଛନ୍ତି। କେବଳ ଆଧାର କାର୍ଡ…

ବିଳମ୍ବ ହେଲାଣି ବର୍ଷେ

ବଅଁରପାଳ,୨ା୨(ଡି.ଏନ.ଏ.) ଅନୁଗୋଳ ଜିଲା ନାଲ୍‌କୋ ସ୍ମେଲଟର ଓ ସିପିପି ପ୍ଲାଣ୍ଟରେ ଶ୍ରମିକ ସଙ୍ଗଠନ ସ୍ବୀକୃତି ନିର୍ବାଚନ ବିଳମ୍ବ ହେଉଛି। ୨୦୧୭ ନିର୍ବାଚନରେ ସ୍ମେଲଟରରେ ଆଲୁମିନିୟମ ମଜଦୁର ସଂଘ (ଏଏମ୍‌ଏସ୍‌) ଓ ସିପିପିରେ ନାଲ୍‌କୋ ଶ୍ରମିକ କଂଗ୍ରେସ ୟୁନିୟନ ବିଜୟୀ ହୋଇଥିଲା। ତେବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?