ଆୟ ବଢ଼ାଇଛି ଅତ୍ୟାଧୁନିକ କୌଶଳ
ଅନୁଗୋଳ ଅଫିସ, ୫।୧୨ ଶିଳ୍ପ ରାଜଧାନୀ ଅନୁଗୋଳରେ ପଥ ହୁଡ଼ିନି ଚାଷ। ଖଣି ଖାଦାନ ଭରା ଏହି ଜିଲାର ଚାଷୀ ଏବେ ବି ଭଲ ଲାଭ କମାଉଛନ୍ତି କୃଷି କ୍ଷେତ୍ରରୁ। ତେବେ ପାରମ୍ପରିକ ପରିବର୍ତ୍ତେ ଅନେକେ ଅତ୍ୟାଧୁନିକ ଜ୍ଞାନକୌଶଳ ଅବଲମ୍ବନ କରୁଛନ୍ତି।…
ସାମିଲ ହେବ ସବୁ ସ୍କୁଲ
ଅନୁଗୋଳ ଅଫିସ, ୪।୧୨ ସରକାରଙ୍କ ‘ମୋ ସ୍କୁଲ ଅଭିଯାନ’ ଯୋଜନା ଉପରେ ଅନୁଗୋଳ ଜିଲା ପ୍ରଶାସନ ପକ୍ଷରୁ ଏବେ ଜୋର୍ ଦିଆଯାଉଛି। ଜିଲାର ମୋଟ୍ ୧,୬୬୬ ବିଦ୍ୟାଳୟ ମଧ୍ୟରୁ ବର୍ତ୍ତମାନ ସୁଦ୍ଧା ୨ଶହ ଏଥିରେ ଯୋଡ଼ି ହୋଇଥିବା ବେଳେ ବାକି ସ୍କୁଲଗୁଡ଼ିକୁ…
ଆଗରେ ରହିବ ଅନୁଗୋଳ
ଅନୁଗୋଳ ଅଫିସ, ୩।୧୨: ଅନୁଗୋଳକୁ କରାଯିବ ମଡେଲ୍ ସିଟି। ରାଜ୍ୟର ପ୍ରଥମ ହେଲ୍ଥ କରିଡର ଏଠାରେ ନିର୍ମାଣ ହେବ। ଏଥିସହ ସହରକୁ ଏପରି ନବରୂପ ଦିଆଯିବ ଯେ ଅନ୍ୟମାନେ ଏହାକୁ ଅନୁସରଣ କରିବେ। ଅନୁଗୋଳର ଏପରି ସୌନ୍ଦର୍ଯ୍ୟକରଣ ପାଇଁ ଜିଲା ପ୍ରଶାସନ ପକ୍ଷରୁ…
ଚିକିତ୍ସା ଚିନ୍ତାରେ ୧୧ ପଞ୍ଚାୟତବାସୀ
ବଇଣ୍ଡା,୨ା୧୨(ଡି.ଏନ.ଏ.) – ୫୫ନଂ. ଜାତୀୟ ରାଜପଥ ପାର୍ଶ୍ୱରେ ଥିବାରୁ ବଇଣ୍ଡା ଓ ହଣ୍ଡପା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରର ଗୁରୁତ୍ୱ ଯଥେଷ୍ଟ ଅଧିକ। ଅନୁଗୋଳ ଜିଲା କିଶୋରନଗର ବ୍ଲକର ୧୧ଟି ପଞ୍ଚାୟତବାସୀ ଏହା ଉପରେ ନିର୍ଭର କରୁଛନ୍ତି। କିନ୍ତୁ ଏହି ଡାକ୍ତରଖାନାରେ ଖାଲି ପଡ଼ିଥିବା…
୧୭ ବର୍ଷରେ ୨୦୫୦ ସଂକ୍ରମିତ
ଅନୁଗୋଳ ଅଫିସ, ୧ା୧୨ ସଞ୍ଜମ ଓ ସତର୍କତା ଅବଲମ୍ବନ ଦ୍ୱାରା ଏଡ୍ସକୁ ରୋକିହେବ। ନିଜେ ସଚେତନ ହୋଇ ଅନ୍ୟମାନଙ୍କୁ ସଚେତନ କରିପାରିଲେ ଜିଲା ଏଡ୍ସ ମୁକ୍ତ ହୋଇପାରିବ ବୋଲି ପ୍ରତିବର୍ଷ ବିଶ୍ୱ ଏଡ୍ସ ଦିବସରେ ଅନୁଗୋଳ ଜିଲା ପ୍ରଶାସନ ପକ୍ଷରୁ ଲୋକଙ୍କୁ…
ସହାୟତା ଡେସ୍କରୁ ମିଳୁନି ସହଯୋଗ
ଅନୁଗୋଳ ଅଫିସ, ୩୦।୧୧: ମେଡିକାଲ ଆସିଥିବା ରୋଗୀଟିଏ ଉପଯୁକ୍ତ ଚିକିତ୍ସା ସେବା ପାଇପାରୁ ନ ଥିବା ଅନେକ ସମୟରେ ଦେଖାଯାଇଥାଏ। ଏପରି କି ବିଭାଗୀୟ ଡାକ୍ତରଙ୍କ ନିକଟରେ ସେ କିପରି ତୁରନ୍ତ ପହଞ୍ଚିପାରିବ ତାହା ମଧ୍ୟ ଜାଣି ନ ଥାଏ। ଏପରି ରୋଗୀଙ୍କୁ…
ଭାବ ଲଗାଇଲେନି ଭାବବିନୋଦିଆ
ଅନୁଗୋଳ ଅଫିସ, ୨୮।୧୧ ଦୀର୍ଘ ୨୫ ବର୍ଷ ପରେ ଶୁକ୍ରବାର ଅତି ଦୁର୍ଲଭ ନାଗାର୍ଜୁନ ବେଶରେ ସଜ୍ଜିତ ହୋଇଥିଲେ ଶ୍ରୀଜୀଉ। ଅନୁଗୋଳ ଶୈଳଶ୍ରୀକ୍ଷେତ୍ରରେ ଏହା ଥିଲା ତିନିଠାକୁରଙ୍କ ପ୍ରଥମ ବୀର ବେଶ। ତେଣୁ ଏହି ଦିନକୁ ଅତି ଆତୁର ହୋଇ ଚାହିଁ…
ଅବଗତ ଥାଇ ଅବହେଳା
ଅନୁଗୋଳ ଅଫିସ, ୨୭।୧୧ – କରୋନାକୁ ହରାଇବାକୁ ହେଲେ ରୋଗୀଙ୍କୁ ଉତ୍ତମ ଖାଦ୍ୟ ଲୋଡା। ଏଥିପାଇଁ ଆରମ୍ଭରୁ ହିଁ ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। କୋଭିଡ୍ ହସ୍ପିଟାଲ ଓ କେୟାର ସେଣ୍ଟରଗୁଡ଼ିକରେ ଆକ୍ରାନ୍ତଙ୍କୁ ପୁଷ୍ଟିକର ଆହାର ପ୍ରଦାନ ନିମନ୍ତେ ତାଲିକା…
ପାରିବାରିକ କଳହକୁ କେନ୍ଦ୍ର କରି ତଣ୍ଟି କାଟିଦେଲେ ଯୁବକ
ଛେଣ୍ଡିପଦା,୨୬ା୧୧(ଡି.ଏନ.ଏ.)- ଛେଣ୍ଡିପଦା ଥାନା ବରସାହି ପଞ୍ଚାୟତ ରଙ୍ଗମାଟିଆ ସାହିର ଖକନ ବେହେରା(୪୭) ଗୁରୁବାର ନିଜ ଘର ପୋଡ଼ିଦେବା ସହ ତଣ୍ଟି କାଟି ଗୁରୁତର ହେବା ଚର୍ଚ୍ଚାର ବିଷୟ ହୋଇଛି। ପାରିବାରିକ କଳହକୁ କେନ୍ଦ୍ରକରି ଖକନ ଏପରି କରିଥିବା ପୋଲିସ ସୂଚନା ଦେଇଛି।…
ନାଲ୍କୋରେ ଧର୍ମଘଟର ପ୍ରଭାବ
ବଅଁରପାଳ,୨୬ା୧୧(ଡି.ଏନ.ଏ.)- କେନ୍ଦ୍ର ସରକାରଙ୍କ ବିଭିନ୍ନ ଜନ ବିରୋଧୀ ନୀତି ବିରୋଧରେ କେନ୍ଦ୍ରୀୟ ଶ୍ରମିକ ସଙ୍ଗଠନଗୁଡ଼ିକ ପକ୍ଷରୁ ଗୁରୁବାର ଦିଆଯାଇଥିବା ଦେଶବ୍ୟାପୀ ଧର୍ମଘଟର ପ୍ରଭାବ ଅନୁଗୋଳ ଜିଲାରେ ଦେଖିବାକୁ ମିଳିଛି। ବିଶେଷକରି ନାଲ୍କୋର ସିପିପି ଓ ସ୍ମେଲଟର ପ୍ଲାଣ୍ଟ ସମ୍ମୁଖରେ ସକାଳୁ ଏନ୍ଏସ୍ସିୟୁ,…
ଗଛ ଜଗିଛନ୍ତି ଗଞ୍ଜେଇ ଚାଷୀ
ବଇଣ୍ଡା,୨୬ା୧୧(ପରିକ୍ଷିତ ସାହୁ): ପ୍ରତିବର୍ଷ ଚଢ଼ାଉ ହେଉଛି। ଲକ୍ଷ ଲକ୍ଷ ଗଞ୍ଜେଇ ଗଛ ପୋଡ଼ି ନଷ୍ଟ କରାଯାଉଛି। ଶତାଧିକ ମାମଲା ସହ ବେଆଇନ ଚାଷୀଙ୍କୁ ଗିରଫ କରାଯାଉଛି। କିନ୍ତୁ ଅନୁଗୋଳ ଜିଲା ହଣ୍ଡପା ଓ ଠାକୁରଗଡ଼ ଥାନା ଅଞ୍ଚଳରେ ଗଞ୍ଜେଇ ଚାଷକୁ ରୋକାଯାଇପାରୁ ନାହିଁ।…
ଝଲସିବନି ଲୋଭୀଙ୍କ ପୀଠ
ବଅଁରପାଳ, ୨୬ା୧୧(ଉପେନ୍ଦ୍ର ରାଉତ): ପ୍ରତିବର୍ଷ ଧୁମଧାମରେ ଅନୁଷ୍ଠିତ ହେଉଥିବା ଅନୁଗୋଳ ଜିଲା ବଅଁରପାଳ ବ୍ଲକ ଗଡସନ୍ତ୍ରୀ ଓ ତୁଳସୀପାଳ ଗ୍ରାମର ଅଧିଷ୍ଠାତ୍ରୀ ଦେବୀ ମା’ ଲୋଭୀଙ୍କ ଯାତ୍ରା ଚଳିତ ବଷର୍ର୍ ଆୟୋଜନ ହେବନି। ୪ ଦିନ ଧରି ଯାତ୍ରା ଯୋଗୁ ଉତ୍ସବମୁଖର ରହୁଥିବା…
Archives


