ପୂଜାକୁ ଫେରିଲା ବାଜା
ବଅଁରପାଳ,୧୮ା୧(ଉପେନ୍ଦ୍ର ରାଉତ): ଆଧ୍ୟାତ୍ମିକ ଆୟୋଜନ ହେଉ କି ସାଂସ୍କୃତିକ ଅବା ମାଙ୍ଗଳିକ, ବାଦ୍ୟ ବିନା ଏହାର କଳ୍ପନା କଷ୍ଟକର। ଶାସ୍ତ୍ରରେ ମଧ୍ୟ ବାଦ୍ୟକୁ ସର୍ବଦା ଶୁଭର ସୂଚନା ବୋଲି ମାନ୍ୟ କରାଯାଇଛି। ସେଥିପାଇଁ ପୂଜା, ବିବାହ, ବ୍ରତ ଆଦିରେ ପ୍ରଥମେ ଖୋଜାପଡ଼େ…
ଲିଙ୍କ୍ ପଠାଇ ଆକାଉଣ୍ଟରୁ ଲୁଟ୍
ଅନୁଗୋଳ ଅଫିସ, ୧୭।୧ (ଅମିତ କୁମାର ସାମଲ): ସମୟ ସହ ବଦଳୁଛି ସାଇବର ଅପରାଧର ପଦ୍ଧତି। ପୂର୍ବରୁ ଫୋନ କରି କୌଶଳରେ ଏଟିଏମ୍ ତଥ୍ୟ ନେଉଥିବା ଅପରାଧୀମାନେ ଏବେ ଇଣ୍ଟରନେଟ୍କୁ ଠକେଇର ଏକ ମାଧ୍ୟମ କରିଛନ୍ତି। ଏହି ଆପ୍ ଡାଉନ୍ଲୋଡ୍ ନ…
ଟିକେଟ ଦେୟକୁ ବଳିଯାଉଛି ଟ୍ରେନ୍ ଧରିବା ଖର୍ଚ୍ଚ
ବଇଣ୍ଡା,୧୬ା୧: ଅନୁଗୋଳ ଜିଲା କିଶୋରନଗର ବ୍ଲକର ବଇଣ୍ଡା ରେଳଷ୍ଟେଶନ ସର୍ବଦା ବ୍ୟସ୍ତବହୁଳ। ଆଠମଲ୍ଲିକ ଉପଖଣ୍ଡର ବଇଣ୍ଡା ଏକ ବ୍ୟବସାୟିକ କେନ୍ଦ୍ର ହୋଇଥିବାବେଳେ ଏହି ଷ୍ଟେଶନ ଉପରେ ୪୧ଟି ପଞ୍ଚାୟତର ଯାତ୍ରୀ ନିର୍ଭର କରନ୍ତି। କିନ୍ତୁ ଜିଲାର ଏହି ପ୍ରମୁଖ ଷ୍ଟେଶନ ଦେଇ…
୮ ବର୍ଷ ହେଲା ଆସୁନି ବିଦ୍ୟୁତ୍
ବନ୍ତଳା,୧୫ା୧: ଜଙ୍ଗଲ ମଧ୍ୟରେ ଗାଁ। ଯୋଗାଯୋଗ ପାଇଁ ରାସ୍ତାଟିଏ ନାହିଁ। ତେଣୁ ମୌଳିକ ସୁବିଧା ପାଇବା ଏହି ଆଦିବାସୀ ମହ୍ଲାର ସମ୍ପ୍ରଦାୟଙ୍କ ପାଇଁ ସାତସପନ ହୋଇଛି। ତଥାପି ୨୦୦୯ରେ ରାଜୀବ ଗାନ୍ଧୀ ବିଦ୍ୟୁତୀକରଣ ଯୋଜନାରେ ୨୫ ପରିବାର ରହୁଥିବା ଅନୁଗୋଳ ବ୍ଲକ…
ବିଜୁ ମଇଦାନରୁ ମୁହଁ ଫେରାଉଛନ୍ତି ବୟସ୍କ
ଅନୁଗୋଳ ଅଫିସ, ୧୪।୧: ଅନୁଗୋଳ ସହର ଭିଆଇପି ରୋଡ୍ରେ ଥିବା ବିଜୁ ମଇଦାନରେ ଏବେ ସୁସ୍ଥ ବାତାବରଣ ନାହିଁ। ବିଶେଷକରି ସନ୍ଧ୍ୟାରେ ଏଠାରେ ଅସାମାଜିକଙ୍କ ଆଡ୍ଡା ଜମୁଛି। ରାତି ଅନ୍ଧାରର ସୁଯୋଗ ନେଇ ବିଭିନ୍ନ ଅପରାଧର ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ କରାଯାଉଛି।…
କମିବ କୋଭିଡ୍ କୋପ
ଅନୁଗୋଳ ଅଫିସ, ୧୩।୧ – ରାଜ୍ୟରେ ପହଞ୍ଚିସାରିଛି କରୋନା ଭାକ୍ସିନ। ଆସନ୍ତା ୧୬ ତାରିଖରୁ ଆରମ୍ଭ ହେବ ଟିକାକରଣ। ଫଳରେ ବର୍ଷେ ହେଲା ମହାସଙ୍କଟ ସୃଷ୍ଟି କରିଥିବା ଏହି ମହାମାରୀର କୋପ ଏଣିକି ହ୍ରାସ ପାଇବ ବୋଲି ସାଧାରଣରେ ଅନୁମାନ କରାଯାଉଛି।…
ପାଇକ କଳାକୁ ନାହିଁ ପ୍ରୋତ୍ସାହନ
ବନ୍ତଳା,୧୨ା୧ ଶତ୍ରୁ ଆକ୍ରମଣ ବେଳେ ରାଜାଙ୍କ ଗଡ଼କୁ ସୁରକ୍ଷା ଦେଉଥିଲେ। ପାରମ୍ପରିକ ଅସ୍ତ୍ରଶସ୍ତ୍ରଧରି ଇଂରେଜମାନଙ୍କ ପଥରୋଧ କରିଥିଲେ। ସ୍ବତନ୍ତ୍ର ସମରକଳାରେ ନିପୁଣ କ୍ଷତ୍ରିୟ ପାଇକମାନେ ସେତେବେଳେ ନିଜ ସାହସ, ବୀରତ୍ୱ ପାଇଁ ବେଶ୍ ପ୍ରଶଂସା ପାଉଥିଲେ। ହେଲେ ଅନୁଗୋଳ ଜିଲା ପ୍ରଶାସନ…
ସଞ୍ଜ ନଇଁଲେ ମାଫିଆ ସକ୍ରିୟ
ଅନୁଗୋଳ ଅଫିସ, ୧୦।୧: ପ୍ରାୟ ବର୍ଷେ ହେଲାଣି କରୋନା ମୁକାବିଲାରେ ପ୍ରଶାସନ ବ୍ୟସ୍ତ ରହିଛି। ଏହାର ସୁଯୋଗ ନେଇ ଅନୁଗୋଳ ଜିଲାରେ ସକ୍ରିୟ ହୋଇପଡ଼ିଛନ୍ତି ଲଘୁ ଖଣିଜ ପଦାର୍ଥ ମାଫିଆ। ସଞ୍ଜ ନଇଁଲେ ଅନାବାଦୀ, ଗୋଚର ଜମିରୁ ମାଟି ତାଡ଼ି ଟ୍ରକ୍,…
୬୬୦ ମିଲିୟନ ଟନ୍ ଉତ୍ତୋଳନ ଲକ୍ଷ୍ୟଧାର୍ଯ୍ୟ
ତାଳଚେର,୯ା୧(ନି.ପ୍ର.): ଦେଶରେ ସର୍ବାଧିକ କୋଇଲା ଉପତ୍ାଦନ କରୁଥିବା କୋଲ୍ ଇଣ୍ଡିଆ ଲିମିଟେଡ (ସିଆଇଏଲ୍) ଚଳିତ ଆର୍ଥିକ ବର୍ଷ ଶେଷସୁଦ୍ଧା ୬୬୦ ମିଲିୟନ ଟନ୍ କୋଇଲା ଉତ୍ତୋଳନ କରିବାକୁ ଲକ୍ଷ୍ୟଧାର୍ଯ୍ୟ କରିଛି। କମ୍ପାନୀ ଗତ ଡିସେମ୍ବର ଶେଷ ସୁଦ୍ଧା ୪୦୫ ମିଲିୟନ ଟନ୍…
ବୃତ୍ତିକୁ ନେଇ ବିବାଦ
ବନ୍ତଳା,୮ା୧(ଡି.ଏନ.ଏ.): ଅନୁଗୋଳ ଜିଲା ସାତକୋଶିଆ ଅଭୟାରଣ୍ୟର ସାତକୋଶିଆ ମହାନଦୀ ଗଣ୍ଡରେ ମାଛ ମାରି ଜୀବିକା ନିର୍ବାହ କରୁଥିବା ୨୦୪ ମତ୍ସ୍ୟଜୀବୀ ପରିବାରର କୌଳିକ ବୃତ୍ତିକୁ ନେଇ ବିବାଦ ଦେଖାଦେଇଛି। ଘଡ଼ିଆଳ ବଂଶବୃଦ୍ଧି ପାଇଁ ଗଣ୍ଡର ୧୦ କିଲୋମିଟର ମଧ୍ୟରେ ମାଛ ମାରିବା…
ସୁଦୃଢ଼ କରିବାକୁ ମିଳୁନି ସହଯୋଗ
ଅନୁଗୋଳ ଅଫିସ,୭ା୧: କ୍ରୀଡ଼ା କ୍ଷେତ୍ରରେ ଅନୁଗୋଳ ଜିଲାକୁ ଆଗୁଆ କରିବାର ଯୋଜନା କରିଛି ଜିଲା ପ୍ରଶାସନ। ଜିଲାସ୍ତରରୁ ଯେପରି ଜାତୀୟ, ଅନ୍ତର୍ଜାତୀୟସ୍ତରର ଖେଳାଳି ସୃଷ୍ଟି ହୋଇପାରିବେ ସେଥିପାଇଁ କ୍ରୀଡ଼ା ଭିତ୍ତିଭୂମି ସୁଦୃଢ଼ କରାଯିବା ଉପରେ ଯଥେଷ୍ଟ ଗୁରୁତ୍ୱ ଦିଆଯାଉଛି। ବ୍ଲକ ଅଞ୍ଚଳରେ…
ବଢ଼ିବ ବିଜ୍ଞାନ ଜ୍ଞାନ
ଅନୁଗୋଳ ଅଫିସ, ୬ା୧ (ଅମିତ କୁମାର ସାମଲ) – ଅନୁଗୋଳ ଜିଲାରେ ନିର୍ମାଣ ହେବ ସାଇନ୍ସ ପାର୍କ। ଏଥିପାଇଁ ଛେଣ୍ଡିପଦା ବ୍ଲକରେ ସ୍ଥାନ ଚିହ୍ନଟ କରାଯାଇଛି। ଗତ ଡିସେମ୍ବର ମାସରେ ରାଜ୍ୟ ସରକାରଙ୍କ ନିକଟକୁ ଏ ସମ୍ପର୍କିତ ପ୍ରସ୍ତାବ ମଧ୍ୟ ପଠାଯାଇ…

