ଅନୁଗୋଳ

ସହରର ହେବ ସୌନ୍ଦର୍ଯ୍ୟକରଣ

ଅନୁଗୋଳ ଅଫିସ, ୨୫।୧୧ – ଅନୁଗୋଳ ଜିଲାରେ ବ୍ୟାପକ ସୌନ୍ଦର୍ଯ୍ୟକରଣ କାର୍ଯ୍ୟ କରାଯିବ। ସେଲ୍‌ଫି ପଏଣ୍ଟଠାରୁ ଅତ୍ୟାଧୁନିକ ପାର୍କ, ଫୁଡ୍‌ କୋର୍ଟ ଆଦି ନିର୍ମାଣ ହେବ। ପ୍ରଥମେ ତାଳଚେର-ଅନୁଗୋଳ-ମେରାମୁଣ୍ଡଳି ଉନ୍ନୟନ କର୍ତ୍ତୃପକ୍ଷ(ତାମଡା) ଅଧୀନରେ ଥିବା ଅନୁଗୋଳ, ତାଳଚେର ଓ ବଅଁରପାଳର ସୌନ୍ଦର୍ଯ୍ୟକରଣ…

‘ବ୍ଲାକ୍‌ ଡାଇମଣ୍ଡ’ କହିବ କୋଇଲା କାହାଣୀ

ଅନୁଗୋଳ ଅଫିସ, ୨୪।୧୧ କୋଇଲାକୁ କାହିଁକି କଳାହୀରା କୁହାଯାଏ। ଏହି ପ୍ରାକୃତିକ ସମ୍ପଦର ଉତ୍ପତ୍ତି କେମିତି। ତା’ ଭିତରେ ଥିବା ଶକ୍ତିର ଆଧାର କ’ଣ। ମାଟିତଳେ ଥିବା କୋଇଲାର ଶଯ୍ୟା କିପରି ଜାଣିହେବ। ବିନା ବିସ୍ଫୋରଣରେ ଉତ୍ପାଦନ କେମିତି ସମ୍ଭବ ହେଉଛି…

ସଂଖ୍ୟା ନୁହେଁ, ଶିକ୍ଷା ପରିସର ବଢ଼ାଅ

ଅନୁଗୋଳ ଅଫିସ, ୨୩।୧୧: ୨୦ରୁ କମ୍‌ ପିଲା ଥିବା ସ୍କୁଲକୁ ନିକଟସ୍ଥ ବିଦ୍ୟାଳୟରେ ମିଶ୍ରଣ ପାଇଁ ପୂର୍ବରୁ ନିଆଯାଇଥିବା ନିଷ୍ପତ୍ତିରେ ରବିବାର କିଛିଟା ପରିବର୍ତ୍ତନ କରାଯାଇଛି। ଶିକ୍ଷାର ଗୁଣାତ୍ମକ ମାନ ବୃଦ୍ଧି ପାଇଁ ଏପରି ବ୍ୟବସ୍ଥା ହେଉଥିବା ସରକାରୀ ଭାବେ କୁହାଯାଉଛି। କିନ୍ତୁ…

ଆଶଙ୍କାରେ ଆ-କା-ମା-ବୈ

ଅନୁଗୋଳ ଅଫିସ, ୨୧।୧୧ – କାର୍ତ୍ତିକ ପୂର୍ଣ୍ଣମୀରେ ଡଙ୍ଗା ଭସା ସହ ଦିଅଁ ଦର୍ଶନ କରି ମାସକର ବ୍ରତ ଉଦ୍‌ଯାପନ କରନ୍ତି ବ୍ରତଧାରୀ। କିନ୍ତୁ ମହାମାରୀ କରୋନା ପାଇଁ ଚଳିତବର୍ଷ ଏହି ପରମ୍ପରାରେ ରୋକ ଲାଗିବା ସମ୍ଭାବନା ବଢ଼ିଯାଇଛି। ସେହିପରି ଡଙ୍ଗାଭସା…

ଆବର୍ଜନା ଖତ ପ୍ରତି ବଢ଼ୁଛି ଆଗ୍ରହ

ଅନୁଗୋଳ ଅଫିସ, ୨୦ା୧୧ ସହରୀ ଆବର୍ଜନାରୁ ମାଇକ୍ରୋ କମ୍ପୋଷ୍ଟିଂ ସେଣ୍ଟର (ଏମ୍‌ସିସି) ଜରିଆରେ ଖତ ଉତ୍ପାଦନ କରାଯାଉଛି। ଅନୁଗୋଳର ୩ଟି ଏମ୍‌ସିସିରେ ଏହି ପ୍ରକ୍ରିୟା ଜାରି ରହିଛି। କେଇ ମାସ ମଧ୍ୟରେ ଏଠାରୁ ୧୫ କୁଇଣ୍ଟାଲ ଖତ ଉତ୍ପାଦନ କରାଯାଇଥିବା ବେଳେ…

ଫେବୃୟାରୀରୁ ଫାଟି ଆଁ

ବଇଣ୍ଡା,୧୯ା୧୧(ଡି.ଏନ.ଏ.) ଲୋକଙ୍କ ନିକଟରେ ସ୍ବଚ୍ଛ ପାଣି ପହଞ୍ଚାଇବା ପାଇଁ ୧୪ ବର୍ଷ ତଳେ ନିର୍ମାଣ ହୋଇଥିଲା ଜଳ ଯୋଗାଣ ପ୍ରକଳ୍ପ। ଏହା ଶତପ୍ରତିଶତ ସଫଳ ନ ହେବାରୁ ଦ୍ୱିତୀୟ କୂଅ ଖୋଳାଯାଇଥିଲା। ହେଲେ ଭୂତଳ ଜଳ ହ୍ରାସ କାରଣରୁ ବର୍ଷର ଅଧା ଦିନ…

ପୁରସ୍କାର ପରେ ପରିଷ୍କାର ନାହିଁ

ଅନୁଗୋଳ ଅଫିସ,୧୮ା୧୧ – ସ୍ବଚ୍ଛ ପରିବେଶ ସହ ଅନ୍ୟ ଉନ୍ନତିକର କାର୍ଯ୍ୟ ପାଇଁ ଗତବର୍ଷ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟକୁ ମିଳିଥିଲା କାୟାକଳ୍ପ ପୁରସ୍କାର। ମୋଟ୍‌ ୯୩ ନମ୍ବର ରଖି ରାଜ୍ୟର ଅନ୍ୟ ଜିଲାକୁ ଅନୁଗୋଳ ପଛରେ ପକାଇ ଦେଇଥିଲା। ହେଲେ…

ଅତିଥିଙ୍କୁ ମିଳୁନି ଆତିଥ୍ୟ

ବଇଣ୍ଡା, ୧୭ା୧୧(ପରିକ୍ଷିତ ସାହୁ) ନେତା, ମନ୍ତ୍ରୀ, ସରକାରୀ ଅଧିକାରୀ, ପର୍ଯ୍ୟଟକ ଏବଂ ଅନ୍ୟ ଅତିଥିଙ୍କୁ ସରକାରୀ ଆତିଥ୍ୟ ପ୍ରଦାନ ପାଇଁ ବିଭିନ୍ନ ସ୍ଥାନରେ ପୂର୍ତ୍ତ ବିଭାଗର ବଙ୍ଗଳା ରହିଛି। ହେଲେ ଆବଶ୍ୟକ ଯତ୍ନ ଅଭାବରୁ ସେଥିରୁ ଅନେକ ଜରାଜୀର୍ଣ୍ଣ ହୋଇପଡ଼ୁଛି। ଫଳରେ…

ଉତ୍ସବ ଋତୁ ଉତ୍ସାହ ହୀନ

ଅନୁଗୋଳ ଅଫିସ, ୧୬ା୧୧: ପୂଜା ଆସିଲେ ନବବଧୂଟିଏ ପରି ସଜେଇ ହୋଇଉଠେ ଅନୁଗୋଳ। ରଙ୍ଗବେରଙ୍ଗର ଆଲୋକମାଳାରୁ ବାରି ହୋଇପଡ଼େ ଗଁା ଓ ସହରର ଉତ୍ସାହ ଉଦ୍ଦୀପନା। ମଣ୍ଡପଗୁଡ଼ିକରୁ ଭାସି ଆସୁଥିବା ମନ୍ତ୍ରପାଠ ସହ ଭାରି ଭିଡ଼ର ଦୃଶ୍ୟ ଦୃଶ୍ୟମାନ ହୁଏ ସବୁଠି। ହେଲେ…

ବିଷାକ୍ତ ହୋଇନି ବାୟୁ

ଅମିତ କୁମାର ସାମଲ ଅନୁଗୋଳ ଅଫିସ, ୧୪ା୧୧ – ଅନୁଗୋଳ ଜିଲାରେ ବାୟୁ ପ୍ରଦୂଷଣ ସ୍ଥିତି ସୁଧୁରିଛି। ବିଶେଷକରି କରୋନା ପରଠାରୁ ଲଗାଯାଇଥିବା ଲକ୍‌ଡାଉନ୍‌ ଓ ଶଟ୍‌ଡାଉନ ଏଥିରେ ସହାୟ ହୋଇଛି। ଜିଲାର ତାଳଚେର ଓ ନାଲ୍‌କୋ ଅଞ୍ଚଳରେ କେବେ କେମିତି…

ରାତିରେ ରାସ୍ତା ଭୟ

ବଇଣ୍ଡା,୧୩ା୧୧(ଡି.ଏନ.ଏ.) – କିଛି ବର୍ଷ ହେଲା ଗାଁର ସହରୀକରଣ ଉପରେ ଗୁରୁତ୍ୱ ଦେଉଛନ୍ତି ସରକାର। ସେଥିପାଇଁ ପ୍ରତି ପଞ୍ଚାୟତକୁ ପ୍ରଥମେ ପକ୍କା ରାସ୍ତା ନିର୍ମାଣ କରାଯାଉଛି। ଏଥିସହ ପାଇପ୍‌ ପାଣି, ବିଦ୍ୟୁତ୍‌, ବଜାର ସୁବିଧା ସହ ଇଣ୍ଟରନେଟ୍‌ ସଂଯୋଗର ପ୍ରୟାସ କରାଯାଉଛି। କିନ୍ତୁ…

କଠୋର ନୁହେଁ କୋହଳ କର

ଅନୁଗୋଳ ଅଫିସ, ୧୨ା୧୧: କୋଭିଡ୍‌ କଟକଣା ମଧ୍ୟରେ ରାଜ୍ୟରେ ଉପନିର୍ବାଚନ ହେଲା। ଧାଡ଼ିରେ ଠିଆ ହୋଇ ଲକ୍ଷାଧିକ ଭୋଟର ଭୋଟ ଦେଲେ। ତେଣୁ ପୋଲିସ ଓ ମନ୍ଦିର ପରିଚାଳନା କମିଟି ସହଯୋଗରେ ଏଣିକି ଧର୍ମାନୁଷ୍ଠାନ ଖୋଲାଯାଉ। ଭକ୍ତମାନେ ଧାଡ଼ିରେ ଯାଇ ଦିଅଁ ଦର୍ଶନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri