ସାକାର ହେଉନି ସେତୁ ସ୍ବପ୍ନ
(ସଚ୍ଚିଦାନନ୍ଦ ପ୍ରଧାନ) କଣିହାଁ ,୨୩।୧୨ – ଟିକିରା ନଦୀରେ ସେତୁଟିଏ ପାଇଁ ବର୍ଷ ବର୍ଷ ଧରି ଲୋକେ ଦାବି କରିଆସୁଥିଲେ। ଜିଲା ଖଣିଜ ପାଣ୍ଠିରୁ ୧୪ କୋଟି ଟଙ୍କା ମଞ୍ଜୁର ହୋଇଥିବା ଜଣାପଡ଼ିବା ପରେ ସେମାନେ ଖୁସି ହୋଇଯାଇଥିଲେ। ପୋଲ ନିର୍ମାଣ…
ସନ୍ତୁଷ୍ଟି ଦେଉନି ସବୁଜିମା ସର୍ଭେ
ଅନୁଗୋଳ ଅଫିସ,୨୨ା୧୨ ପ୍ରତିବର୍ଷ ଅନୁଗୋଳ ଜିଲାରେ ହେଉଛି ବନୀକରଣ। ସହସ୍ରାଧିକ ହେକ୍ଟର ଜମିରେ ଲଗାଯାଉଛି ଲକ୍ଷାଧିକ ଚାରା। ଏଥିରୁ ବନ ବିଭାଗ ନିଜେ କିଛି ରୋପଣ କରୁଥିବାବେଳେ ବଳକା ଚାରା ସରକାରୀ ଓ ବେସରକାରୀ ସଂସ୍ଥା ସହ ସାଧାରଣରେ ବଣ୍ଟନ କରାଯାଉଛି।…
ପୂରଣ ହେଉନି ବସ୍ଷ୍ଟାଣ୍ଡ ପ୍ରତିଶ୍ରୁତି
ଛେଣ୍ଡିପଦା,୨୧ା୧୨ (ସ୍ବ.ପ୍ର.) ଅନୁଗୋଳ ଜିଲାର ଛେଣ୍ଡିପଦା ବ୍ଲକରେ ରହିଛି କୋଇଲା ଖଣି। ଦୈନିକ ଶତାଧିକ ଟ୍ରକ୍ରେ ଏଠାରୁ କୋଇଲା ବିଭିନ୍ନ କାରଖାନାକୁ ଯାଉଛି। ଆଗାମୀ ଦିନରେ ଆହୁରି ଅଧିକ କୋଇଲା ଖଣି ଖୋଳାଯିବାର ଯୋଜନା ସରକାରଙ୍କ ନିକଟରେ ରହିଛି। ବ୍ଲକ ସଦରମହକୁମାରୁ…
ଶତ୍ରୁତାରୁ ଟାର୍ଗେଟ୍ ଶିଶୁ
ଅନୁଗୋଳ/ ଢେଙ୍କାନାଳ ଅଫିସ,୧୯ା୧୨ ରାଜ୍ୟରେ ବଢ଼ୁଛି ଶିଶୁ ନିଖୋଜ ଓ ହତ୍ୟା ଘଟଣା। ଏନ୍ସିଆର୍ବି ତଥ୍ୟ ଅନୁଯାୟୀ ଓଡ଼ିଶାରୁ ଦୈନିକ ୧୨ ଜଣ ଶିଶୁ ନିଖୋଜ ହେଉଛନ୍ତି। ତେବେ କିଛିଦିନ ହେଲା ଏପରି ମାମଲାରେ ତୀବ୍ରତା ପରିଲକ୍ଷିତ ହେଉଛି। ବିଶେଷକରି କଳି,…
ଲମ୍ବୁଛି ଚୋରା ମଦ ଚେର
ବଇଣ୍ଡା,୧୮ା୧୨(ପରିକ୍ଷିତ ସାହୁ) ଚୋରା ମଦ କାରବାର ରୋକିବାକୁ ସ୍ବତନ୍ତ୍ର ଅବକାରୀ ଥାନା ପ୍ରତିଷ୍ଠା ହୋଇଛି। ଅବକାରୀ ବିଭାଗ ସହ ପୋଲିସ ମିଳିତ ପଦକ୍ଷେପ ନେଉଛି। ନୂତନ କରି ଗଠନ ହୋଇଥିବା ବିବିଧ ଶୃଙ୍ଖଳା ଟିମ୍ ମଧ୍ୟ ଚଢ଼ାଉରେ ସାମିଲ ହେଉଛି। ହେଲେ…
ବିହନ ଯୋଗାଉନି ବିଭାଗ
ବଅଁରପାଳ,୧୭ା୧୨(ଡି.ଏନ.ଏ.) ରବି ଚାଷ ପାଇଁ କୃଷି ସମବାୟ ସମିତିଗୁଡ଼ିକୁ ଆବଶ୍ୟକ ବିହନ ଯୋଗାଇ ଦେଉନି କୃଷି ବିଭାଗ। ଫଳରେ ଅନୁଗୋଳ କୃଷି ଜିଲା ଅଧୀନ ବଅଁରପାଳ ବ୍ଲକ ଅଞ୍ଚଳର ଚାଷୀ ଅଧିକ ଜମିରେ ଫସଲ କରିପାରୁ ନ ଥିବା ଅଭିଯୋଗ ହେଉଛି।…
ପ୍ରକୃତିକୁ ଫେରନ୍ତୁ ପର୍ଯ୍ୟଟକ
ଅନୁଗୋଳ ଅଫିସ, ୧୬।୧୨ – ରାଜ୍ୟ ପର୍ଯ୍ୟଟନରେ ଅନୁଗୋଳ ଜିଲାର ବେଶ୍ ଗୁରୁତ୍ୱ ରହିଛି। ସରକାରୀ ମାନଚିତ୍ରରେ ଏଠାକାର ୧୩ଟି ପର୍ଯ୍ୟଟନସ୍ଥଳୀ ସ୍ଥାନ ପାଇଛି। ସେଥିରୁ ସାତକୋଶିଆର ସୌନ୍ଦର୍ଯ୍ୟ କାହାକୁ ବା ଅଛପା। ସେଥିପାଇଁ ପ୍ରକୃତିର ଗନ୍ତାଘର ଏହି ଅଭୟାରଣ୍ୟକୁ ପ୍ରତିବର୍ଷ…
ସମ୍ପଦ ଦେଉନି ସମୃଦ୍ଧି
ଛେଣ୍ଡିପଦା,୧୫ା୧୨(ସ୍ୱ.ପ୍ର.): ପ୍ରାକୃତିକ ସମ୍ପଦର ସଦ୍ବିନିଯୋଗ ସମୃଦ୍ଧିର ଦ୍ୱାର ଉନ୍ମୁକ୍ତ କରେ। ଲୋକଙ୍କ ଆର୍ଥିକ ଅଭିବୃଦ୍ଧିକୁ ଏହା ବଳ ଯୋଗାଏ। କିନ୍ତୁ ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକର ୬ଟି ପଞ୍ଚାୟତ ବସନ୍ତପୁର, ମାଛକୁଟା, ପାତ୍ରପଡ଼ା, ଶିମିଳିପାଳ, ରାଇଝରଣ ଓ କଙ୍କରେଇବାସୀଙ୍କ କ୍ଷେତ୍ରରେ ଏହାର…
ଜଗା ପାଇଁ ଉଚ୍ଛନ୍ନ ଜନମନ
ଅନୁଗୋଳ ଅଫିସ, ୧୪।୧୨: ଆସନ୍ତା ୨୩ ତାରିଖରେ ଭକ୍ତଙ୍କ ପାଇଁ ବଡ଼ଦେଉଳ ଦ୍ୱାର ଖୋଲିବାକୁ ଛତିଶାନିଯୋଗ ବୈଠକରେ ଆଲୋଚନା ହୋଇଥିବା ଶ୍ରୀମନ୍ଦିର ପ୍ରଶାସନ କହିବା ପରେ ଆଉ ସମ୍ଭାଳି ହେଉନି ଶ୍ରଦ୍ଧାଳୁଙ୍କ ମନ। ଦୀର୍ଘ ୯ ମାସ ହେଲା ଜଗା ଦର୍ଶନରୁ…
ପର ଘର ପ୍ରତିବନ୍ଧକ
ବଇଣ୍ଡା,୧୨ା୧୨: ମା’ ପେଟରେ ଥିବା ପିଲାଟି ଯେପରି ଅପପୁଷ୍ଟିର ଶିକାର ନ ହେବ ଏବଂ ଏକ ସୁରକ୍ଷିତ ଭବିଷ୍ୟତ ଦିଗରେ ଅଗ୍ରସର ହେବ ସେଥିପାଇଁ ଅଙ୍ଗନଓ୍ବାଡି ଉପରେ ଗୁରୁ ଦାୟିତ୍ୱ ନ୍ୟସ୍ତ କରିଛନ୍ତି ସରକାର। କିନ୍ତୁ ଏହି ମହତ୍ ଉଦ୍ଦେଶ୍ୟ ପୂରଣ…
ଶେଷ ହେଉନି ସମ୍ପ୍ରସାରଣ
ଅନୁଗୋଳ ଅଫିସ, ୧୧।୧୨: କେନ୍ଦ୍ରାଞ୍ଚଳ ଦେଇ ପୂର୍ବରୁ ପଶ୍ଚିମ ଓଡ଼ିଶାକୁ ଯୋଡ଼ୁଥିବା ୫୫ ନଂ. ଜାତୀୟ ରାଜପଥ ସମ୍ପ୍ରସାରଣରେ ଅହେତୁକ ବିଳମ୍ବ ହେଉଛି। ଜାତୀୟ ରାଜପଥ ପ୍ରାଧିକରଣ କର୍ତ୍ତୃପକ୍ଷ (ଏନ୍ଏଚ୍ଏଆଇ) ପକ୍ଷରୁ ଏହି କାର୍ଯ୍ୟ ଠିକାସଂସ୍ଥା ଗାୟତ୍ରୀ ପ୍ରୋଜେକ୍ଟକୁ ଦିଆଯାଇଛି। କିନ୍ତୁ…
ପଲିଥିନ ବ୍ୟାନ୍ ପ୍ରହସନ
ଅନୁଗୋଳ ଅଫିସ, ୧୦।୧୨: ଅନୁଗୋଳ ସହରକୁ ପଲିଥିନ ମୁକ୍ତ କରିବାକୁ ଗତବର୍ଷ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଥିଲେ। ୨୦୧୯ ଅକ୍ଟୋବର ୨ରୁ ଏହି ନିୟମକୁ ସହରରେ ଲାଗୁ କରାଯାଇଥିଲା। ବେଆଇନ କାରବାର ହେଲେ ଦୋକାନୀଙ୍କ ଉପରେ ଚଢ଼ାଉ ସହ ଜରିମାନା ଆଦାୟ…

