ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ
ଅନୁଗୋଳ ଅଫିସ, ୪।୧୧: ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଅନୁଗୋଳ ଜିଲା ବଇଣ୍ଡା ଗ୍ରାମ୍ୟ ଉନ୍ନୟନ ବିଭାଗର କନିଷ୍ଠ ଯନ୍ତ୍ରୀ ବସନ୍ତ କୁମାର ବସ୍ତିଆଙ୍କ ସରକାରୀ କାର୍ଯ୍ୟାଳୟ ଓ କ୍ୱାର୍ଟର୍ସ ଉପରେ ବୁଧବାର ସକାଳେ ଭିଜିଲାନ୍ସ ପକ୍ଷରୁ ଚଢ଼ାଇ ଚାଲିଛି।…
ଉନ୍ନତୀକରଣ ପାଇଁ ଉଚ୍ଛେଦ
ଅନୁଗୋଳ ଅଫିସ, ୪।୧୧ – ଅନୁଗୋଳ ସହରର ହେବ ଉନ୍ନତୀକରଣ। ଏଥିପାଇଁ ପୂର୍ବରୁ ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ ସରିଥିବା ବେଳେ ମଙ୍ଗଳବାରଠାରୁ ଜବରଦଖଲ ଉଚ୍ଛେଦ କାର୍ଯ୍ୟ ଆରମ୍ଭ ହୋଇଛି। ପ୍ରଥମ ପର୍ଯ୍ୟାୟରେ ଥାନା ଛକ ଠାରୁ ମା’ ବୁଢ଼ୀ ଠାକୁରାଣୀ ମନ୍ଦିର…
ବାଣ ପେଟି ଧରି ଗାଁମୁହାଁ
ଅନୁଗୋଳ ଅଫିସ, ୪।୧୧ – ଦୀପାବଳିରେ ବାଣ ବିକ୍ରି ଓ ଫୁଟାଯିବା ଉପରେ ସରକାର ମଙ୍ଗଳବାର ସମ୍ପୂର୍ଣ୍ଣ କଟକଣା ଲଗାଇବା ପରେ ଅନୁଗୋଳ ଜିଲାର ବାଣ ବ୍ୟବସାୟୀଙ୍କ ମଧ୍ୟରେ ଭାଳେଣି ପଡ଼ିଯାଇଛି। କୋଭିଡ୍ ପାଇଁ ସବୁ ପର୍ବ ମାଡ଼ ଖାଇଯାଉଥିବା ବେଳେ…
କଷ୍ଟ ବୁଝୁନାହାନ୍ତି କର୍ତ୍ତୃପକ୍ଷ
ଅନୁଗୋଳ ଅଫିସ, ୩।୧୧ – ଯନ୍ତ୍ରଣାରେ ଛଟପଟ ହେଉଥିବା ରୋଗୀଟିକୁ ତୁରନ୍ତ ଓ୍ବାର୍ଡରେ ଭର୍ତ୍ତି କରିବାକୁ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟକୁ ମିଳିଥିଲା ଏକ ବ୍ୟାଟେରିଚାଳିତ ଗାଡ଼ି। କିନ୍ତୁ ଦୀର୍ଘଦିନ ହେବ ଉକ୍ତ ଗାଡ଼ି ଅଚଳ ଅବସ୍ଥାରେ ପଡ଼ିରହିଥିଲେ ହେଁ ତାହାର ମରାମତି…
ଇନୋଭା ଉପରେ ଓଲଟିପଡ଼ିଲା ବସ୍: ୨ ମୃତ, ୧୨ ଗୁରୁତର
ମାଧପୁର, ୨।୧୧: ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଅନ୍ତର୍ଗତ କିଆକଟା ଥାନାର କିଆକଟା ବୌଦ୍ଧ ତ୍ରିବେଣୀ ଛକରେ ରବିବାର ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଇନୋଭା ଉପରେ ଯାତ୍ରୀବାହୀ ବସ୍ ଭାରସାମ୍ୟ ହରାଇ ଓଲଟିପଡ଼ିବାରୁ ଘଟଣାସ୍ଥଳରେ…
ବିଜୁ ମଇଦାନରେ ସେଲ୍ଫି କର୍ନର
ଅନୁଗୋଳ ଅଫିସ, ୨ା୧୧: ଅନୁଗୋଳ ସହରର ହେବ ସୌନ୍ଦର୍ଯ୍ୟକରଣ। ଆସନ୍ତା ୧୫ ଦିନ ମଧ୍ୟରେ ଏହି କାର୍ଯ୍ୟ ଆରମ୍ଭ ହେବ। ଏ ନେଇ ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ ସରିଛି। ରବିବାର ଜିଲାପାଳ ଓ ବିଭାଗୀୟ ଅଧିକାରୀ ସହର ପରିଦର୍ଶନ କରି କେଉଁ…
ବାଟ ରୋକିଲା ହାଟ
ଅନୁଗୋଳ ଅଫିସ, ୨।୧୧: ଭିଡ଼ ହେଲେ ସଂକ୍ରମଣ ବଢ଼ିବ। ସେଥିପାଇଁ ନିୟନ୍ତ୍ରିତ ବଜାର କମିଟି (ଆର୍ଏମ୍ସି) ଭିତରେ ହେଉଥିବା ହାଟକୁ ପ୍ରଶାସନ ବନ୍ଦ କରି ଅନୁଗୋଳ-କଟକ ରାସ୍ତାର କଲେଜ ଛକକୁ ସ୍ଥାନାନ୍ତର କଲା। କିନ୍ତୁ ରାସ୍ତା ପାର୍ଶ୍ୱରେ ବସୁଥିବା ଉକ୍ତ ହାଟରେ କିପରି…
ନାଲ୍କୋ ଇଡି ଦାୟିତ୍ୱ ନେଲେ ଅମ୍ବିକା ପ୍ରସାଦ
ବଅଁରପାଳ, ୧ା୧୧(ଡି.ଏନ.ଏ.)- ନାଲ୍କୋ ସ୍ମେଲଟର ଓ ପାଓ୍ବାର ପ୍ଲାଣ୍ଟର ନୂତନ ନିର୍ବାହୀ ନିର୍ଦ୍ଦେଶକ(ଇଡି) ଭାବେ ଅମ୍ବିକା ପ୍ରସାଦ ପଣ୍ଡା ରବିବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ପୂର୍ବରୁ ସିପିପିରେ ମହାପ୍ରବନ୍ଧକ ଭାବେ କାର୍ଯ୍ୟ କରୁଥିଲେ। ସେହିପରି ସିପିପିର ନୂତନ ମହାପ୍ରବନ୍ଧକ ଦାୟିତ୍ୱ…
ହୁଗୁଳା ହେଉଛି ସାତକୋଶିଆ ସୁରକ୍ଷା
ବନ୍ତଳା,୧ା୧୧: ମହାବଳ ବାଘ ମହାବୀରର ମୃତ୍ୟୁ ପରଠାରୁ ଅନୁଗୋଳ ଜିଲା ସାତକୋଶିଆ ବ୍ୟାଘ୍ର ପ୍ରକଳ୍ପର ଭବିଷ୍ୟତ ଅନ୍ଧକାରକୁ ଠେଲି ହୋଇଯାଇଛି। ଏଠାରେ ପ୍ରଥମ କରି ଆରମ୍ଭ କରାଯାଇଥିବା ଦେଶର ଆନ୍ତଃରାଜ୍ୟ ବ୍ୟାଘ୍ର ସ୍ଥାନାନ୍ତର ପ୍ରକଳ୍ପକୁ ଜାତୀୟ ବ୍ୟାଘ୍ର ସଂରକ୍ଷଣ କର୍ତ୍ତୃପକ୍ଷ (ଏନ୍ଟିସିଏ)…
ଖାଁ ଖାଁ ଗୋତମରା ଗାଁ
ବଅଁରପାଳ, ୩୧ା୧୦(ଡି.ଏନ.ଏ.) ପ୍ରତିବର୍ଷ ପରି ବାର୍ଷିକ ପୂଜାରେ ଚଳଚଞ୍ଚଳ ହେବନି ବଅଁରପାଳ ବ୍ଲକ ଗୋତମରା ଗ୍ରାମର ମା’ ବ୍ରହ୍ମାୟଣୀଙ୍କ ପୀଠ। ବସିବନି ଦୋକାନ ବଜାର କି ଜମିବନି ଶ୍ରଦ୍ଧାଳୁଙ୍କ ଭିଡ଼। ସାଂସ୍କୃତିକ କାର୍ଯ୍ୟକ୍ରମ ମଧ୍ୟ ଆୟୋଜନ ହେବନି। ନିରାଡମ୍ବରରେ କେବଳ ବିଧି…
ଭୁଶୁଡ଼ି ପଡ଼ିଛି କ୍ରୀଡ଼ା ଭିତ୍ତିଭୂମି
ଅନୁଗୋଳ ଅଫିସ, ୩୧।୧୦ – ଶିଳ୍ପ ସମୃଦ୍ଧ ଅନୁଗୋଳ ଜିଲାରେ କ୍ରୀଡ଼ା ଭିତ୍ତିଭୂମିର ଉନ୍ନତୀକରଣ ହୋଇପାରୁନାହିଁ। ଅର୍ଥର ଅଭାବ ନ ଥିଲେ ମଧ୍ୟ ପ୍ରଶାସନର ଆନ୍ତରିକତା ଅଭାବରୁ ସହରରେ ଥିବା ଏକମାତ୍ର ଇନ୍ଡୋର ହଲ୍ ଜୀରାଜୀର୍ଣ୍ଣ ଅବସ୍ଥାକୁ ଚାଲିଯାଇଛି। ଏପରି କି…
ହାତୀ ଆକ୍ରମଣରେ ଜଣଙ୍କ ଜୀବନ ଗଲା
କଣିହାଁ,୩୦ା୧୦(ଡି.ଏନ୍.ଏ.): ଅନୁଗୋଳ ଜିଲା କଣିହାଁ ବନାଞ୍ଚଳ ବଜ୍ରକୋଟ ଗ୍ରାମରେ ଶୁକ୍ରବାର ସକାଳେ ହାତୀ ଆକ୍ରମଣରେ ଜଣଙ୍କର ମୃତ୍ୟୁ ହୋଇଛି। ମୃତକ ହେଉଛନ୍ତି ରେଙ୍ଗାଳି ଥାନା ବଜ୍ରକୋଟ ଗ୍ରାମର ମାୟାଧର ବେହେରା(୫୫)। ମାୟାଧର ଆଜି ସକାଳେ ନଦୀକୁ ଶୌଚ ହେବାକୁ ଯାଇଥିବା ବେଳେ…
Archives


