ଅନୁଗୋଳ

ଫାଇନ୍‌ରେ ନ ଅଟକୁ ଆଇନ

ଅନୁଗୋଳ ଅଫିସ, ୯ା୧୨ – ରାଜ୍ୟରେ କ୍ରମାଗତ ଭାବେ ବଢ଼ୁଛି ସଡ଼କ ଦୁର୍ଘଟଣା ଓ ତଜ୍ଜନିତ ମୃତ୍ୟୁ ହାର। ୨୦୧୯ ବର୍ଷରେ ମୋଟ୍‌ ୧୧,୦୬୪ଟି ଦୁର୍ଘଟଣା ଘଟିଛି। ୫,୩୩୩ ଜଣ ଏହାର ଶିକାର ହୋଇଥିବାବେଳେ କେବଳ ୨,୩୯୮ ବାଇକ୍‌ ଆରୋହୀଙ୍କ ଜୀବନ…

ସୁରକ୍ଷା ଦିଆ ନ ଗଲେ ସଫା ହୋଇଯିବ

ବଇଣ୍ଡା,୮।୧୨(ଡି.ଏନ.ଏ.): ଅନୁଗୋଳ ଜିଲା କିଶୋରନଗର ବ୍ଲକ ହଣ୍ଡପା ରେଞ୍ଜ ଚାରଖମଣ ଜଙ୍ଗଲରୁ ଚାଲିଛି କାଠ ଚୋରା ଚାଲାଣ। ଗତ ୩ ମାସ ମଧ୍ୟରେ ଚୋରା ବେପାରୀମାନେ ୭୮୦ ଗଛ କାଟି ନେଇଛନ୍ତି। ତେଣୁ ସୁରକ୍ଷା ଦିଆ ନ ଗଲେ ଏହି ୩୦…

ବଢ଼ିବ ସାଧାରଣଙ୍କ ସଙ୍କଟ

ଅନୁଗୋଳ ଅଫିସ, ୮।୧୨ କରୋନା କାୟାରୁ ଲୋକଙ୍କୁ ନିସ୍ତାର ମିଳିନି। ଦୋହଲି ଯାଇଥିବା ସେମାନଙ୍କ ଆର୍ଥିକ ସ୍ଥିତି ଏଯାଏ ମଜଭୁତ ହୋଇନି। ଏପରି ସମୟରେ ଅତ୍ୟାବଶ୍ୟକ ସାମଗ୍ରୀ ସହ ଲଗାତର ତୈଳଦର ବଢ଼ିଚାଲିଛି। ଗତ ୧୮ ଦିନରେ ୧୫ଥର ତେଲ ମୂଲ୍ୟ…

ଜମୁନି ପ୍ରଥମାଷ୍ଟମୀ ପୋଷାକ ବେପାର

ଅନୁଗୋଳ ଅଫିସ, ୭।୧୨: ଦିନଟିଏ ପରେ ପ୍ରଥମାଷ୍ଟମୀ। ପୋଢ଼ୁଆଁ ହେବେ ଘରର ଜ୍ୟେଷ୍ଠ ସନ୍ତାନ। ମାମୁଘରୁ ଆସିଥିବା ନୂଆ ପୋଷାକ ପିନ୍ଧି ଏଣ୍ଡୁରିପିଠା ଖାଇବେ ପିଲାଏ। ଏଥିପାଇଁ ପ୍ରସ୍ତୁତି ପ୍ରାୟତଃ ଶେଷ ହେଲାଣି। ନାନା ପ୍ରକାର ସାମଗ୍ରୀ କିଣା ସରିଲାଣି। ପିଠା…

ଆୟ ବଢ଼ାଇଛି ଅତ୍ୟାଧୁନିକ କୌଶଳ

ଅନୁଗୋଳ ଅଫିସ, ୫।୧୨ ଶିଳ୍ପ ରାଜଧାନୀ ଅନୁଗୋଳରେ ପଥ ହୁଡ଼ିନି ଚାଷ। ଖଣି ଖାଦାନ ଭରା ଏହି ଜିଲାର ଚାଷୀ ଏବେ ବି ଭଲ ଲାଭ କମାଉଛନ୍ତି କୃଷି କ୍ଷେତ୍ରରୁ। ତେବେ ପାରମ୍ପରିକ ପରିବର୍ତ୍ତେ ଅନେକେ ଅତ୍ୟାଧୁନିକ ଜ୍ଞାନକୌଶଳ ଅବଲମ୍ବନ କରୁଛନ୍ତି।…

ସାମିଲ ହେବ ସବୁ ସ୍କୁଲ

ଅନୁଗୋଳ ଅଫିସ, ୪।୧୨ ସରକାରଙ୍କ ‘ମୋ ସ୍କୁଲ ଅଭିଯାନ’ ଯୋଜନା ଉପରେ ଅନୁଗୋଳ ଜିଲା ପ୍ରଶାସନ ପକ୍ଷରୁ ଏବେ ଜୋର୍‌ ଦିଆଯାଉଛି। ଜିଲାର ମୋଟ୍‌ ୧,୬୬୬ ବିଦ୍ୟାଳୟ ମଧ୍ୟରୁ ବର୍ତ୍ତମାନ ସୁଦ୍ଧା ୨ଶହ ଏଥିରେ ଯୋଡ଼ି ହୋଇଥିବା ବେଳେ ବାକି ସ୍କୁଲଗୁଡ଼ିକୁ…

ଆଗରେ ରହିବ ଅନୁଗୋଳ

ଅନୁଗୋଳ ଅଫିସ, ୩।୧୨: ଅନୁଗୋଳକୁ କରାଯିବ ମଡେଲ୍‌ ସିଟି। ରାଜ୍ୟର ପ୍ରଥମ ହେଲ୍‌ଥ କରିଡର ଏଠାରେ ନିର୍ମାଣ ହେବ। ଏଥିସହ ସହରକୁ ଏପରି ନବରୂପ ଦିଆଯିବ ଯେ ଅନ୍ୟମାନେ ଏହାକୁ ଅନୁସରଣ କରିବେ। ଅନୁଗୋଳର ଏପରି ସୌନ୍ଦର୍ଯ୍ୟକରଣ ପାଇଁ ଜିଲା ପ୍ରଶାସନ…

ଚିକିତ୍ସା ଚିନ୍ତାରେ ୧୧ ପଞ୍ଚାୟତବାସୀ

ବଇଣ୍ଡା,୨ା୧୨(ଡି.ଏନ.ଏ.) – ୫୫ନଂ. ଜାତୀୟ ରାଜପଥ ପାର୍ଶ୍ୱରେ ଥିବାରୁ ବଇଣ୍ଡା ଓ ହଣ୍ଡପା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରର ଗୁରୁତ୍ୱ ଯଥେଷ୍ଟ ଅଧିକ। ଅନୁଗୋଳ ଜିଲା କିଶୋରନଗର ବ୍ଲକର ୧୧ଟି ପଞ୍ଚାୟତବାସୀ ଏହା ଉପରେ ନିର୍ଭର କରୁଛନ୍ତି। କିନ୍ତୁ ଏହି ଡାକ୍ତରଖାନାରେ ଖାଲି ପଡ଼ିଥିବା…

୧୭ ବର୍ଷରେ ୨୦୫୦ ସଂକ୍ରମିତ

ଅନୁଗୋଳ ଅଫିସ, ୧ା୧୨ ସଞ୍ଜମ ଓ ସତର୍କତା ଅବଲମ୍ବନ ଦ୍ୱାରା ଏଡ୍‌ସକୁ ରୋକିହେବ। ନିଜେ ସଚେତନ ହୋଇ ଅନ୍ୟମାନଙ୍କୁ ସଚେତନ କରିପାରିଲେ ଜିଲା ଏଡ୍‌ସ ମୁକ୍ତ ହୋଇପାରିବ ବୋଲି ପ୍ରତିବର୍ଷ ବିଶ୍ୱ ଏଡ୍‌ସ ଦିବସରେ ଅନୁଗୋଳ ଜିଲା ପ୍ରଶାସନ ପକ୍ଷରୁ ଲୋକଙ୍କୁ…

ସହାୟତା ଡେସ୍କରୁ ମିଳୁନି ସହଯୋଗ

ଅନୁଗୋଳ ଅଫିସ, ୩୦।୧୧: ମେଡିକାଲ ଆସିଥିବା ରୋଗୀଟିଏ ଉପଯୁକ୍ତ ଚିକିତ୍ସା ସେବା ପାଇପାରୁ ନ ଥିବା ଅନେକ ସମୟରେ ଦେଖାଯାଇଥାଏ। ଏପରି କି ବିଭାଗୀୟ ଡାକ୍ତରଙ୍କ ନିକଟରେ ସେ କିପରି ତୁରନ୍ତ ପହଞ୍ଚିପାରିବ ତାହା ମଧ୍ୟ ଜାଣି ନ ଥାଏ। ଏପରି…

ଭାବ ଲଗାଇଲେନି ଭାବବିନୋଦିଆ

ଅନୁଗୋଳ ଅଫିସ, ୨୮।୧୧ ଦୀର୍ଘ ୨୫ ବର୍ଷ ପରେ ଶୁକ୍ରବାର ଅତି ଦୁର୍ଲଭ ନାଗାର୍ଜୁନ ବେଶରେ ସଜ୍ଜିତ ହୋଇଥିଲେ ଶ୍ରୀଜୀଉ। ଅନୁଗୋଳ ଶୈଳଶ୍ରୀକ୍ଷେତ୍ରରେ ଏହା ଥିଲା ତିନିଠାକୁରଙ୍କ ପ୍ରଥମ ବୀର ବେଶ। ତେଣୁ ଏହି ଦିନକୁ ଅତି ଆତୁର ହୋଇ ଚାହିଁ…

ଅବଗତ ଥାଇ ଅବହେଳା

ଅନୁଗୋଳ ଅଫିସ, ୨୭।୧୧ – କରୋନାକୁ ହରାଇବାକୁ ହେଲେ ରୋଗୀଙ୍କୁ ଉତ୍ତମ ଖାଦ୍ୟ ଲୋଡା। ଏଥିପାଇଁ ଆରମ୍ଭରୁ ହିଁ ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। କୋଭିଡ୍‌ ହସ୍ପିଟାଲ ଓ କେୟାର ସେଣ୍ଟରଗୁଡ଼ିକରେ ଆକ୍ରାନ୍ତଙ୍କୁ ପୁଷ୍ଟିକର ଆହାର ପ୍ରଦାନ ନିମନ୍ତେ ତାଲିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?