ପାରିବାରିକ କଳହକୁ କେନ୍ଦ୍ର କରି ତଣ୍ଟି କାଟିଦେଲେ ଯୁବକ
ଛେଣ୍ଡିପଦା,୨୬ା୧୧(ଡି.ଏନ.ଏ.)- ଛେଣ୍ଡିପଦା ଥାନା ବରସାହି ପଞ୍ଚାୟତ ରଙ୍ଗମାଟିଆ ସାହିର ଖକନ ବେହେରା(୪୭) ଗୁରୁବାର ନିଜ ଘର ପୋଡ଼ିଦେବା ସହ ତଣ୍ଟି କାଟି ଗୁରୁତର ହେବା ଚର୍ଚ୍ଚାର ବିଷୟ ହୋଇଛି। ପାରିବାରିକ କଳହକୁ କେନ୍ଦ୍ରକରି ଖକନ ଏପରି କରିଥିବା ପୋଲିସ ସୂଚନା ଦେଇଛି।…
ନାଲ୍କୋରେ ଧର୍ମଘଟର ପ୍ରଭାବ
ବଅଁରପାଳ,୨୬ା୧୧(ଡି.ଏନ.ଏ.)- କେନ୍ଦ୍ର ସରକାରଙ୍କ ବିଭିନ୍ନ ଜନ ବିରୋଧୀ ନୀତି ବିରୋଧରେ କେନ୍ଦ୍ରୀୟ ଶ୍ରମିକ ସଙ୍ଗଠନଗୁଡ଼ିକ ପକ୍ଷରୁ ଗୁରୁବାର ଦିଆଯାଇଥିବା ଦେଶବ୍ୟାପୀ ଧର୍ମଘଟର ପ୍ରଭାବ ଅନୁଗୋଳ ଜିଲାରେ ଦେଖିବାକୁ ମିଳିଛି। ବିଶେଷକରି ନାଲ୍କୋର ସିପିପି ଓ ସ୍ମେଲଟର ପ୍ଲାଣ୍ଟ ସମ୍ମୁଖରେ ସକାଳୁ ଏନ୍ଏସ୍ସିୟୁ,…
ଗଛ ଜଗିଛନ୍ତି ଗଞ୍ଜେଇ ଚାଷୀ
ବଇଣ୍ଡା,୨୬ା୧୧(ପରିକ୍ଷିତ ସାହୁ): ପ୍ରତିବର୍ଷ ଚଢ଼ାଉ ହେଉଛି। ଲକ୍ଷ ଲକ୍ଷ ଗଞ୍ଜେଇ ଗଛ ପୋଡ଼ି ନଷ୍ଟ କରାଯାଉଛି। ଶତାଧିକ ମାମଲା ସହ ବେଆଇନ ଚାଷୀଙ୍କୁ ଗିରଫ କରାଯାଉଛି। କିନ୍ତୁ ଅନୁଗୋଳ ଜିଲା ହଣ୍ଡପା ଓ ଠାକୁରଗଡ଼ ଥାନା ଅଞ୍ଚଳରେ ଗଞ୍ଜେଇ ଚାଷକୁ ରୋକାଯାଇପାରୁ…
ଝଲସିବନି ଲୋଭୀଙ୍କ ପୀଠ
ବଅଁରପାଳ, ୨୬ା୧୧(ଉପେନ୍ଦ୍ର ରାଉତ): ପ୍ରତିବର୍ଷ ଧୁମଧାମରେ ଅନୁଷ୍ଠିତ ହେଉଥିବା ଅନୁଗୋଳ ଜିଲା ବଅଁରପାଳ ବ୍ଲକ ଗଡସନ୍ତ୍ରୀ ଓ ତୁଳସୀପାଳ ଗ୍ରାମର ଅଧିଷ୍ଠାତ୍ରୀ ଦେବୀ ମା’ ଲୋଭୀଙ୍କ ଯାତ୍ରା ଚଳିତ ବଷର୍ର୍ ଆୟୋଜନ ହେବନି। ୪ ଦିନ ଧରି ଯାତ୍ରା ଯୋଗୁ ଉତ୍ସବମୁଖର…
ସହରର ହେବ ସୌନ୍ଦର୍ଯ୍ୟକରଣ
ଅନୁଗୋଳ ଅଫିସ, ୨୫।୧୧ – ଅନୁଗୋଳ ଜିଲାରେ ବ୍ୟାପକ ସୌନ୍ଦର୍ଯ୍ୟକରଣ କାର୍ଯ୍ୟ କରାଯିବ। ସେଲ୍ଫି ପଏଣ୍ଟଠାରୁ ଅତ୍ୟାଧୁନିକ ପାର୍କ, ଫୁଡ୍ କୋର୍ଟ ଆଦି ନିର୍ମାଣ ହେବ। ପ୍ରଥମେ ତାଳଚେର-ଅନୁଗୋଳ-ମେରାମୁଣ୍ଡଳି ଉନ୍ନୟନ କର୍ତ୍ତୃପକ୍ଷ(ତାମଡା) ଅଧୀନରେ ଥିବା ଅନୁଗୋଳ, ତାଳଚେର ଓ ବଅଁରପାଳର ସୌନ୍ଦର୍ଯ୍ୟକରଣ…
‘ବ୍ଲାକ୍ ଡାଇମଣ୍ଡ’ କହିବ କୋଇଲା କାହାଣୀ
ଅନୁଗୋଳ ଅଫିସ, ୨୪।୧୧ କୋଇଲାକୁ କାହିଁକି କଳାହୀରା କୁହାଯାଏ। ଏହି ପ୍ରାକୃତିକ ସମ୍ପଦର ଉତ୍ପତ୍ତି କେମିତି। ତା’ ଭିତରେ ଥିବା ଶକ୍ତିର ଆଧାର କ’ଣ। ମାଟିତଳେ ଥିବା କୋଇଲାର ଶଯ୍ୟା କିପରି ଜାଣିହେବ। ବିନା ବିସ୍ଫୋରଣରେ ଉତ୍ପାଦନ କେମିତି ସମ୍ଭବ ହେଉଛି…
ସଂଖ୍ୟା ନୁହେଁ, ଶିକ୍ଷା ପରିସର ବଢ଼ାଅ
ଅନୁଗୋଳ ଅଫିସ, ୨୩।୧୧: ୨୦ରୁ କମ୍ ପିଲା ଥିବା ସ୍କୁଲକୁ ନିକଟସ୍ଥ ବିଦ୍ୟାଳୟରେ ମିଶ୍ରଣ ପାଇଁ ପୂର୍ବରୁ ନିଆଯାଇଥିବା ନିଷ୍ପତ୍ତିରେ ରବିବାର କିଛିଟା ପରିବର୍ତ୍ତନ କରାଯାଇଛି। ଶିକ୍ଷାର ଗୁଣାତ୍ମକ ମାନ ବୃଦ୍ଧି ପାଇଁ ଏପରି ବ୍ୟବସ୍ଥା ହେଉଥିବା ସରକାରୀ ଭାବେ କୁହାଯାଉଛି।…
ଆଶଙ୍କାରେ ଆ-କା-ମା-ବୈ
ଅନୁଗୋଳ ଅଫିସ, ୨୧।୧୧ – କାର୍ତ୍ତିକ ପୂର୍ଣ୍ଣମୀରେ ଡଙ୍ଗା ଭସା ସହ ଦିଅଁ ଦର୍ଶନ କରି ମାସକର ବ୍ରତ ଉଦ୍ଯାପନ କରନ୍ତି ବ୍ରତଧାରୀ। କିନ୍ତୁ ମହାମାରୀ କରୋନା ପାଇଁ ଚଳିତବର୍ଷ ଏହି ପରମ୍ପରାରେ ରୋକ ଲାଗିବା ସମ୍ଭାବନା ବଢ଼ିଯାଇଛି। ସେହିପରି ଡଙ୍ଗାଭସା…
ଆବର୍ଜନା ଖତ ପ୍ରତି ବଢ଼ୁଛି ଆଗ୍ରହ
ଅନୁଗୋଳ ଅଫିସ, ୨୦ା୧୧ ସହରୀ ଆବର୍ଜନାରୁ ମାଇକ୍ରୋ କମ୍ପୋଷ୍ଟିଂ ସେଣ୍ଟର (ଏମ୍ସିସି) ଜରିଆରେ ଖତ ଉତ୍ପାଦନ କରାଯାଉଛି। ଅନୁଗୋଳର ୩ଟି ଏମ୍ସିସିରେ ଏହି ପ୍ରକ୍ରିୟା ଜାରି ରହିଛି। କେଇ ମାସ ମଧ୍ୟରେ ଏଠାରୁ ୧୫ କୁଇଣ୍ଟାଲ ଖତ ଉତ୍ପାଦନ କରାଯାଇଥିବା ବେଳେ…
ଫେବୃୟାରୀରୁ ଫାଟି ଆଁ
ବଇଣ୍ଡା,୧୯ା୧୧(ଡି.ଏନ.ଏ.) ଲୋକଙ୍କ ନିକଟରେ ସ୍ବଚ୍ଛ ପାଣି ପହଞ୍ଚାଇବା ପାଇଁ ୧୪ ବର୍ଷ ତଳେ ନିର୍ମାଣ ହୋଇଥିଲା ଜଳ ଯୋଗାଣ ପ୍ରକଳ୍ପ। ଏହା ଶତପ୍ରତିଶତ ସଫଳ ନ ହେବାରୁ ଦ୍ୱିତୀୟ କୂଅ ଖୋଳାଯାଇଥିଲା। ହେଲେ ଭୂତଳ ଜଳ ହ୍ରାସ କାରଣରୁ ବର୍ଷର ଅଧା…
ପୁରସ୍କାର ପରେ ପରିଷ୍କାର ନାହିଁ
ଅନୁଗୋଳ ଅଫିସ,୧୮ା୧୧ – ସ୍ବଚ୍ଛ ପରିବେଶ ସହ ଅନ୍ୟ ଉନ୍ନତିକର କାର୍ଯ୍ୟ ପାଇଁ ଗତବର୍ଷ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟକୁ ମିଳିଥିଲା କାୟାକଳ୍ପ ପୁରସ୍କାର। ମୋଟ୍ ୯୩ ନମ୍ବର ରଖି ରାଜ୍ୟର ଅନ୍ୟ ଜିଲାକୁ ଅନୁଗୋଳ ପଛରେ ପକାଇ ଦେଇଥିଲା। ହେଲେ…
ଅତିଥିଙ୍କୁ ମିଳୁନି ଆତିଥ୍ୟ
ବଇଣ୍ଡା, ୧୭ା୧୧(ପରିକ୍ଷିତ ସାହୁ) ନେତା, ମନ୍ତ୍ରୀ, ସରକାରୀ ଅଧିକାରୀ, ପର୍ଯ୍ୟଟକ ଏବଂ ଅନ୍ୟ ଅତିଥିଙ୍କୁ ସରକାରୀ ଆତିଥ୍ୟ ପ୍ରଦାନ ପାଇଁ ବିଭିନ୍ନ ସ୍ଥାନରେ ପୂର୍ତ୍ତ ବିଭାଗର ବଙ୍ଗଳା ରହିଛି। ହେଲେ ଆବଶ୍ୟକ ଯତ୍ନ ଅଭାବରୁ ସେଥିରୁ ଅନେକ ଜରାଜୀର୍ଣ୍ଣ ହୋଇପଡ଼ୁଛି। ଫଳରେ…

