ଅନୁଗୋଳ

ଆନନ୍ଦ ଦେବ ଇକୋ କଟେଜ୍‌

ବନ୍ତଳା,୨୧ା୧୦ (ଦିନେଶ ଦେହୁରୀ) – ରାଜ୍ୟର ପ୍ରମୁଖ ପର୍ଯ୍ୟଟନ ସ୍ଥଳ ଅନୁଗୋଳ ଜିଲା ସାତକୋଶିଆ ଅଭୟାରଣ୍ୟରେ ହେଉଛି ନୂଆ ବ୍ୟବସ୍ଥା। ପର୍ଯ୍ୟଟକଙ୍କ ପାଇଁ ପ୍ରସ୍ତୁତ କରାଯାଉଛି ଅତ୍ୟାଧୁନିକ ଇକୋ କଟେଜ୍‌। ଜିଲିଣ୍ଡା ରେଞ୍ଜ ବାଲିପୁଟ ମହାନଦୀପଠାରେ ଦେଢ଼ କୋଟି ଟଙ୍କା ବ୍ୟୟରେ…

ପ୍ରଶାସନ ପାଣ୍ଠି ଦେଲେ ସମାଧାନ

ଅନୁଗୋଳ ଅଫିସ, ୨୦।୧୦ ଅନୁଗୋଳ ସହରରେ ବୁଲା ଗୋରୁଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ସକାଳୁ ରାତିଯାଏ ଏମାନେ ବିଭିନ୍ନ ରାସ୍ତାକୁ କବ୍‌ଜା କରି ରଖୁଥିବାରୁ ଦୈନିକ ଏକାଧିକ ଦୁର୍ଘଟଣା ଘଟୁଛି। ସହରର ରାସ୍ତା ମଧ୍ୟ ଅପରିଷ୍କାର ହେଉଛି।…

୧୭୪ ସ୍କୁଲରେ ଝୁଲିବ ତାଲା

ଅନୁଗୋଳ ଅଫିସ, ୧୯ା୧୦:  ଅନୁଗୋଳ ଜିଲାର ଆଉ ୧୭୪ ବିଦ୍ୟାଳୟରେ ତାଲା ଝୁଲାଇବେ ସରକାର। ବନ୍ଦ ହେବାକୁ ଥିବା ଏହି ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ସ୍କୁଲଗୁଡ଼ିକୁ ଚିହ୍ନଟ କରାଯାଇସାରିଛି। ବିଶେଷକରି ୨୦ରୁ କମ୍‌ ଛାତ୍ରୀଛାତ୍ର ଥିବା ଶିକ୍ଷାନୁଷ୍ଠାନରେ ତାଲା ପକାଇ ଏହାକୁ…

ଅନୁଗୋଳରେ ଗଡ଼ବଡ଼ କରୁଛି ଆର୍‌ଆର୍‌ଟି

ଅନୁଗୋଳ ଅଫିସ,୧୭।୧୦ ଅନୁଗୋଳ ଜିଲାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୭ ହଜାର ପାର୍‌ କଲାଣି। ବିଶେଷକରି ସେପ୍ଟେମ୍ବର ଓ ଅକ୍ଟୋବର ମାସରେ ସଂକ୍ରମଣ ଦ୍ରୁତଗତିରେ ବଢ଼ୁଛି। ଏହାର ମୁକାବିଲା ପାଇଁ ପ୍ରଶାସନ ପକ୍ଷରୁ ଯୋଜନା ପରେ ଯୋଜନା କରାଯାଉଥିଲେ ମଧ୍ୟ ସ୍ଥିତି…

କଟକଣା ଢିଲା ହେଲେ ଜିଲାକୁ ବିପଦ

ଅନୁଗୋଳ ଅଫିସ, ୧୬ା୧୦ ସପ୍ତାହେ ପରେ ଦୁର୍ଗା ପୂଜା। ଏଣେ ଅନୁଗୋଳ ଜିଲାରେ ଦ୍ରୁତଗତିରେ ବଢ଼ିଚାଲିଛି କରୋନା ସଂକ୍ରମଣ। ଦୈନିକ ୨ଶହରୁ ଅଧିକ ପଜିଟିଭ୍‌ ବାହାରୁଛନ୍ତି ଜିଲାରୁ। ଏପରି ସ୍ଥିତିରେ ସରକାରୀ ଗାଇଡ୍‌ଲାଇନ ମଧ୍ୟରେ ପୂଜା ପାଳନ କରାଯିବା ଜିଲା ପ୍ରଶାସନ…

ଶେଷ ହେଉନି ପାଲା କଳାକାରଙ୍କ ସଂଘର୍ଷ

ବଇଣ୍ଡା, ୧୫ା୧୦ (ପରିକ୍ଷିତ ସାହୁ): ବର୍ଷକ ୧୨ ମାସରୁ ୯ ମାସ ବିତୁଥିଲା ଧର୍ମ ଚର୍ଚ୍ଚାରେ। କିଏ ମାନସିକ ପୂରଣ ପାଇଁ ଖୋଜୁଥିଲେ ତ ଆଉ କିଏ ଏକୋଇଶିଆ ପାଲା ପରିବେଷଣ ନିମନ୍ତେ ବଇନା ଦେବାକୁ ପହଞ୍ଚିଯାଉଥିଲେ ଗାୟକଙ୍କ ଦୁଆରେ। ହେଲେ…

ଆଶାରେ ରହିଗଲା ଆଶାଲତାଙ୍କ ଲାଭ

ବନ୍ତଳା,୧୫ା୧୦(ଦିନେଶ ଦେହୁରୀ): ସ୍ବାମୀଙ୍କ ମୃତ୍ୟୁ ପରେ ପରିବାର ବୋଝ ଉଠାଇବାକୁ ଚାଷକୁ ସାହାରା କରିଥିଲେ ଅନୁଗୋଳ ଜିଲା ବନ୍ତଳା ଥାନା ପୋକତୁଙ୍ଗା ଗ୍ରାମର ଆଶାଲତା ପ୍ରଧାନ (୩୮)। ପୈତୃକ ଜମି ଏକ ଏକର ସହ ଭାଗ ସୂତ୍ରରେ ଆଉ ୩ ଏକର…

ପୁଣି ଚମକିଲେ ପ୍ରତ୍ୟୁଷା

ଅନୁଗୋଳ ଅଫିସ, ୧୪।୧୦ – ଅନୁଗୋଳ ଝିଅ ପ୍ରତ୍ୟୁଷା ଅମାନ୍ତ ପୁଣି ସୁନ୍ଦରୀ ପ୍ରତିଯୋଗିତାରେ ଚମକିଛନ୍ତି। ସେ ଅପେରା ମିଡିଆର ଆନୁକୂଲ୍ୟରେ ଆୟୋଜିତ ମିସ୍‌ ଆଣ୍ଡ ମିସେସ୍‌ ଇଣ୍ଡିଆ ଗ୍ଲୋବାଲରେ ଦ୍ୱିତୀୟ ସ୍ଥାନ ଅଧିକାର କରି ରନର୍ସଅପ୍‌ ହୋଇଛନ୍ତି। ଏହି ପ୍ରତିଯୋଗିତାରେ…

ବିକାଶ ପାଇଁ ବ୍ଲୁ ପ୍ରିଣ୍ଟ

ଅନୁଗୋଳ ଅଫିସ, ୧୪ା୧୦ – ଅନୁଗୋଳ ସହରର ବିକାଶ ହେବ। ପାନୀୟ ଜଳ ସମସ୍ୟାର ସମାଧାନ ସହ ସ୍ଥାନେ ସ୍ଥାନେ ଓ୍ବାଟର ଏଟିଏମ୍‌ ସ୍ଥାପନ କରାଯିବ। ଲୋକଙ୍କ ମନୋରଞ୍ଜନ ପାଇଁ ସ୍ମାର୍ଟ ପାର୍କ ନିର୍ମାଣ ହେବ। ଏଲ୍‌ଇଡି ଜରିଆରେ ସରକାରୀ ଯୋଜନା…

ସଂକ୍ରମଣ ସୀମା ଡେଉଁଛି

ଅନୁଗୋଳ ଅଫିସ, ୧୩।୧୦ ଅନୁଗୋଳ ଜିଲାରେ କରୋନା ସ୍ଥିତି ଧୀରେ ଧୀରେ ନିୟନ୍ତ୍ରଣ ବାହାରକୁ ଚାଲିଯାଉଛି। ମେ’ରୁ ଅଗଷ୍ଟ ମାସ ମଧ୍ୟରେ ସଂକ୍ରମିତଙ୍କ ସଂଖ୍ୟା ମାତ୍ର ୫୦୮ରେ ସୀମିତ ଥିଲା। କିନ୍ତୁ ସେପ୍ଟେମ୍ବର ଆରମ୍ଭରୁ ଦୈନିକ ସଂକ୍ରମଣ ଶତକ ଛୁଇଁଥିଲା। ହେଲେ…

ସୁରକ୍ଷା ପାଇଁ ସାମଗ୍ରୀ ନାହିଁ

ଅନୁଗୋଳ ଅଫିସ, ୧୨।୧୦:  କରୋନା ବିରୋଧୀ ଯୁଦ୍ଧରେ ଆଗ ଧାଡ଼ିରେ ଅଛନ୍ତି ଡାକ୍ତର ଓ ଡାକ୍ତରଖାନା କର୍ମଚାରୀ। ଏମାନଙ୍କ ସୁରକ୍ଷା ପାଇଁ ସରକାର ସମସ୍ତ ବ୍ୟବସ୍ଥା କରିଥିବା କହୁଛନ୍ତି। କିନ୍ତୁ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟକୁ ଦେଖିଲେ ସରକାରଙ୍କ ସୁରକ୍ଷା ବ୍ୟବସ୍ଥା…

କାଠ ଉପରେ ଚାଲିବେ ସଂକ୍ରିଡ଼ାବାସୀ

ବନ୍ତଳା, ୧୨ା୧୦ (ଡି.ଏନ୍‌.ଏ.):  ଶିଳ୍ପାୟନରେ ଆଗୁଆ ଅନୁଗୋଳ। ରାଜ୍ୟର ସର୍ବାଧିକ ରାଜସ୍ବ ମଧ୍ୟ ଆଦାୟ ହେଉଛି ଏହି ଜିଲାରୁ। ହେଲେ ଜିଲାରେ ଏମିତି ବି ଗଁା ଅଛି ଯେଉଁଠି ଯାତାୟାତ ପାଇଁ ଲୋକଙ୍କୁ ଜଙ୍ଗଲରୁ କାଠ କାଟି ପଙ୍କ କାଦୁଅ ରାସ୍ତା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri