ଅନୁଗୋଳ

ଉତ୍ସବ ଋତୁ ଉତ୍ସାହ ହୀନ

ଅନୁଗୋଳ ଅଫିସ, ୧୬ା୧୧: ପୂଜା ଆସିଲେ ନବବଧୂଟିଏ ପରି ସଜେଇ ହୋଇଉଠେ ଅନୁଗୋଳ। ରଙ୍ଗବେରଙ୍ଗର ଆଲୋକମାଳାରୁ ବାରି ହୋଇପଡ଼େ ଗଁା ଓ ସହରର ଉତ୍ସାହ ଉଦ୍ଦୀପନା। ମଣ୍ଡପଗୁଡ଼ିକରୁ ଭାସି ଆସୁଥିବା ମନ୍ତ୍ରପାଠ ସହ ଭାରି ଭିଡ଼ର ଦୃଶ୍ୟ ଦୃଶ୍ୟମାନ ହୁଏ ସବୁଠି।…

ବିଷାକ୍ତ ହୋଇନି ବାୟୁ

ଅମିତ କୁମାର ସାମଲ ଅନୁଗୋଳ ଅଫିସ, ୧୪ା୧୧ – ଅନୁଗୋଳ ଜିଲାରେ ବାୟୁ ପ୍ରଦୂଷଣ ସ୍ଥିତି ସୁଧୁରିଛି। ବିଶେଷକରି କରୋନା ପରଠାରୁ ଲଗାଯାଇଥିବା ଲକ୍‌ଡାଉନ୍‌ ଓ ଶଟ୍‌ଡାଉନ ଏଥିରେ ସହାୟ ହୋଇଛି। ଜିଲାର ତାଳଚେର ଓ ନାଲ୍‌କୋ ଅଞ୍ଚଳରେ କେବେ କେମିତି…

ରାତିରେ ରାସ୍ତା ଭୟ

ବଇଣ୍ଡା,୧୩ା୧୧(ଡି.ଏନ.ଏ.) – କିଛି ବର୍ଷ ହେଲା ଗାଁର ସହରୀକରଣ ଉପରେ ଗୁରୁତ୍ୱ ଦେଉଛନ୍ତି ସରକାର। ସେଥିପାଇଁ ପ୍ରତି ପଞ୍ଚାୟତକୁ ପ୍ରଥମେ ପକ୍କା ରାସ୍ତା ନିର୍ମାଣ କରାଯାଉଛି। ଏଥିସହ ପାଇପ୍‌ ପାଣି, ବିଦ୍ୟୁତ୍‌, ବଜାର ସୁବିଧା ସହ ଇଣ୍ଟରନେଟ୍‌ ସଂଯୋଗର ପ୍ରୟାସ କରାଯାଉଛି।…

କଠୋର ନୁହେଁ କୋହଳ କର

ଅନୁଗୋଳ ଅଫିସ, ୧୨ା୧୧: କୋଭିଡ୍‌ କଟକଣା ମଧ୍ୟରେ ରାଜ୍ୟରେ ଉପନିର୍ବାଚନ ହେଲା। ଧାଡ଼ିରେ ଠିଆ ହୋଇ ଲକ୍ଷାଧିକ ଭୋଟର ଭୋଟ ଦେଲେ। ତେଣୁ ପୋଲିସ ଓ ମନ୍ଦିର ପରିଚାଳନା କମିଟି ସହଯୋଗରେ ଏଣିକି ଧର୍ମାନୁଷ୍ଠାନ ଖୋଲାଯାଉ। ଭକ୍ତମାନେ ଧାଡ଼ିରେ ଯାଇ ଦିଅଁ…

କନ୍ଦାଉଛି ରାସ୍ତା ପାର୍ଶ୍ୱ କଟକଣା

ଅନୁଗୋଳ ଅଫିସ, ୧୧।୧୧ – ମାତ୍ର ତିନିଦିନ ପରେ ଦୀପାବଳି। କରୋନା କାଳ ହୋଇ ନ ଥିଲେ ଏତେବେଳକୁ ଦୀପ ଓ ବାଣ ବ୍ୟବସାୟ ଶିଖର ଛୁଉଁଥାଆନ୍ତା। ରାସ୍ତା ପାର୍ଶ୍ୱରେ ଭଳିକି ଭଳି ଦୋକାନ ଚମକୁଥାନ୍ତା। ସକାଳୁ ସନ୍ଧ୍ୟା ଯାଏ ଗ୍ରାହକଙ୍କ…

ସ୍ବପ୍ନ ହେବ ସାକାର

ଅନୁଗୋଳ ଅଫିସ, ୧୦।୧୧ ଜରିପାଲ ତଳେ କି ଝାଟିମାଟି ଘରେ ଆଉ ମୁଣ୍ଡ ଗୁଞ୍ଜିବାକୁ ପଡ଼ିବନି। ପିଇବା ପାଣି ପାଇଁ ଘଣ୍ଟା ଘଣ୍ଟା ନଳ ନିକଟରେ ଅପେକ୍ଷା କରିବାକୁ ହେବନି। ଡିବିରି ଆଲୁଅ ଓ ଅପନ୍ତରା ରାସ୍ତାର କଷ୍ଟ ମଧ୍ୟ ସହିବେନି…

ଫସଲ ବଞ୍ଚାଇବାକୁ ସଂଘର୍ଷ

ବଇଣ୍ଡା, ୧୦ା୧୧(ଡି.ଏନ.ଏ.) ଅନୁଗୋଳ ଜିଲା କିଶୋରନଗର ବ୍ଲକ ହଣ୍ଡପା ରେଞ୍ଜ ଅଞ୍ଚଳରେ ହାତୀ ଉପଦ୍ରବ ବଢ଼ିଚାଲିଛି। ପ୍ରାୟ ମାସେ ହେଲା ୭ଟି ହାତୀ ନିୟମିତ ଭାବେ ଧାନଚାଷ ଖାଇ ନଷ୍ଟ କରୁଥିବାରୁ ଫସଲ ବଞ୍ଚାଇବାକୁ ଏଠାକାର ଚାଷୀଙ୍କୁ ସଂଘର୍ଷ କରିବାକୁ ପଡ଼ୁଛି।…

ସାଧାରଣଙ୍କୁ ବାରଣ, ମଦ୍ୟପଙ୍କୁ ଶରଣ

ଅନୁଗୋଳ ଅଫିସ, ୯।୧୧- କରୋନା ପାଇଁ କଟକଣା ମଧ୍ୟରେ ରହିଛି ଅନୁଗୋଳ ସହର। କେବଳ ହାଟ, ବଜାରକୁ ଛାଡ଼ିଦେଲେ ମନ୍ଦିର, ମଞ୍ଚ, ସିନେମାହଲ୍‌ ଆଦିକୁ ଏବେ ବି ବନ୍ଦ ରଖାଯାଇଛି। ଏପରି କି ଆମୋଦପ୍ରମୋଦ ପାଇଁ ଥିବା ପାର୍କଗୁଡ଼ିକରେ ମଧ୍ୟ ତାଲା…

ମାସ୍କ ପିନ୍ଧି ନ ଥିବାରୁ ଉଠ୍‌ବସ୍‌ ଘଟଣା: ଭିଡିଓ ଭାଇରାଲ ପରେ ତଦନ୍ତ ନିର୍ଦ୍ଦେଶ

ବଇଣ୍ଡା, ୮ା୧୧(ଡି.ଏନ.ଏ.)- ଅନୁଗୋଳ ଜିଲା କିଶୋରନଗର ବ୍ଲକ କଲେଜ ଛକରେ ଶନିବାର ପ୍ରଶାସନ ପକ୍ଷରୁ ଯାଞ୍ଚ ବେଳେ ମାସ୍କ ପିନ୍ଧି ନ ଥିବା ଦୁଇଜଣ ବ୍ୟକ୍ତି ଉଠ୍‌ବସ୍‌ ହେଉଥିବାର ଏକ ଭିଡିଓ ଭାଇରାଲ ହୋଇଛି। ଘଟଣା ଜିଲା ପ୍ରଶାସନ ନଜରକୁ ଆସିବା…

୪ ବର୍ଷରେ ସରିନି ଅଧା

ତାଳଚେର, ୮ା୧୧(ନି.ପ୍ର.): ଦିନ ପରେ ଦିନ ଗଡ଼ିଚାଲିଛି। ବଢ଼ିଚାଲିଛି ବ୍ୟୟବରାଦ। ହେଲେ ପୂର୍ଣ୍ଣାଙ୍ଗ ରୂପ ନେଇପାରୁନି ତାଳଚେର-ଘଣ୍ଟପଡ଼ା ଓଭରବ୍ରିଜ୍‌। ଇତିମଧ୍ୟରେ କାମ ଅବଧି ସରିବା ୨ବର୍ଷ ବିତିଲାଣି। ହେଲେ ୩୫ କୋଟି ବ୍ୟୟରେ ହେଉଥିବା ଏହି ଡ୍ରିମ୍‌ ପ୍ରୋଜେକ୍ଟ କାମ ମାତ୍ର…

୩ ଦିନ ଖୋଲା, ୩ ଦିନ ତାଲା

ଅନୁଗୋଳ ଅଫିସ, ୭।୧୧: ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟର ସ୍ତ୍ରୀ ଓ ପ୍ରସୂତି ବିଭାଗରେ ଅଲଟ୍ରାସାଉଣ୍ଡ ପାଇଁ ଆବଶ୍ୟକ ଡାକ୍ତର ନାହାନ୍ତି। ଫଳରେ ମାସେ ହେଲା ଅଲଟ୍ରାସାଉଣ୍ଡ ସେବା ବନ୍ଦ ରହିଥିଲା। ଏବେ ଛେଣ୍ଡିପଦାରୁ ଜଣେ ଡାକ୍ତରଙ୍କୁ ଡେପୁଟେଶନରେ ଅଣାଯିବା ପରେ…

କ୍ଷୀରକୁ ମିଳୁନି ସରକାରୀ ଦର

ବଇଣ୍ଡା,୬ା୧୧ ରାଜ୍ୟରେ ଦୁଗ୍ଧ ଉତ୍ପାଦନ ବଢ଼ାଇବା ପାଇଁ ଚାଷୀ ଓ ସ୍ବୟଂ ସହାୟକ ଗୋଷ୍ଠୀ (ଏସ୍‌ଏଚ୍‌ଜି) ଗୁଡ଼ିକୁ ସରକାର ପ୍ରୋତ୍ସାହିତ କରୁଛନ୍ତି। ହେଲେ ସରକାରୀ ଦରରେ ସେମାନଙ୍କଠାରୁ କିପରି ସମସ୍ତ ଉତ୍ପାଦିତ ଦୁଗ୍ଧ କିଣାଯାଇପାରିବ ତାହା ଉପରେ ଯଥେଷ୍ଟ ଗୁରୁତ୍ୱ ଦେଉନାହାନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?