ପୂଜାକୁ ନେଇ କମିଛି ଉତ୍ସାହ, ଉଦ୍ଦୀପନା
ବଅଁରପାଳ,୧୨ା୧୦(ଡି.ଏନ.ଏ.): କରୋନା ସମୟ ହୋଇ ନ ଥିଲେ ଏତେବେଳକୁ ଦୁର୍ଗାପୂଜା ପାଇଁ ମଣ୍ଡପ ସାଜସଜ୍ଜା ଶେଷ ପର୍ଯ୍ୟାୟରେ ପହଞ୍ଚିସାରିଥାନ୍ତା। ମିନାବଜାର, ଦୋଳି ଲାଗିବା ସ୍ଥାନ ମଧ୍ୟ ପ୍ରସ୍ତୁତ ହେଉଥାନ୍ତା। ସାଂସ୍କୃତିକ କାର୍ଯ୍ୟକ୍ରମ ପାଇଁ କେଉଁଠୁ କଳାକାର ଆସିବେ ଓ କେତେଦିନ ଧରି ଏହା…
ସ୍କୁଲରେ ଶିକ୍ଷା ପୂର୍ବରୁ ଦକ୍ଷତା ଟେଷ୍ଟ
ଅନୁଗୋଳ ଅଫିସ, ୧୦।୧୦ କରୋନା କାରଣରୁ ଗତ ମାର୍ଚ୍ଚରୁ ସ୍କୁଲ ବନ୍ଦ ହେବା ପରେ କେବଳ ଅନ୍ଲାଇନ୍ ଶିକ୍ଷା ହିଁ ଏକମାତ୍ର ଭରସା ପାଲଟିଛି। ହେଲେ ବିଭିନ୍ନ କାରଣରୁ ଅନୁଗୋଳ ଜିଲାର ହଜାର ହଜାର ଛାତ୍ରୀଛାତ୍ରଙ୍କ ନିକଟରେ ଏହି ଶିକ୍ଷା ପହଞ୍ଚିପାରି…
ଖାଦ୍ୟ ନଁ।ରେ ଚାଲିଛି ରୋଗ ବିକ୍ରି
ଅନୁଗୋଳ ଅଫିସ, ୯ା୧୦ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି କିଛି ମାସ ଧରି ହୋଟେଲ, ଜଳଖିଆ ଦୋକାନ, ଫାଷ୍ଟଫୁଡ ଓ ବିଭିନ୍ନ ଚଟ୍ପଟା ଖାଦ୍ୟ ବିକ୍ରି ଉପରେ କଟକଣା ଲଗାଯାଇଥିଲା। ସରକାର କୋଭିଡ୍ ନିୟମାବଳୀରେ କୋହଳ କରିବା ପରେ ଏସବୁ ବ୍ୟବସାୟକୁ…
ପାଳନ ହେଉନି ବର୍ଜ୍ୟବସ୍ତୁ ନିୟମାବଳୀ
ଅନୁଗୋଳ ଅଫିସ, ୮ା୧: ଆବଶ୍ୟକ ସଂଖ୍ୟକ ଡାକ୍ତର ଅଭାବରୁ ଅନୁଗୋଳ ଜିଲାରେ ସରକାରୀ ସ୍ବାସ୍ଥ୍ୟସେବାର ସୁଫଳ ରୋଗୀଙ୍କୁ ମିଳୁନି। ଏହାର ସୁଯୋଗ ନେଇ ଜିଲାରେ ଘରୋଇ ହସ୍ପିଟାଲ ଓ ନର୍ସିଂହୋମ୍ ସଂଖ୍ୟା ବୃଦ୍ଧି ପାଇଚାଲିଛି। ବିଶେଷକରି ଅନୁଗୋଳ ସହର ଓ ବ୍ଲକ…
ଘଣ୍ଟ ପିଟିଲେ ନିଦ ଭାଙ୍ଗିବ
ବଅଁରପାଳ, ୭ା୧୦(ଉପେନ୍ଦ୍ର ରାଉତ) – ୭ ମାସ ହେଲା ମନ୍ଦିରରେ ଦିଅଁ ଦର୍ଶନରୁ ଭକ୍ତଙ୍କୁ ବଞ୍ଚିତ କରାଯାଇଛି। କେତେ ଓଷା, ବାର, ପୂର୍ଣ୍ଣମୀ, ସଂକ୍ରାନ୍ତି ଗଲାଣି। ଦେବାଳୟ ଆସିବାକୁ ଶ୍ରଦ୍ଧାଳୁ ମଧ୍ୟ ବ୍ୟସ୍ତ ହେଲେଣି। ସଂକ୍ରମଣ ରୋକିହେଉ ନ ଥିଲେ ବି…
ବଜାର ଖୋଲା, ବେପାର ମାନ୍ଦା
ପରିକ୍ଷିତ ସାହୁ, ବଇଣ୍ଡା,୭ା୧୦ – ମାସ ମାସର ଲକ୍ଡାଉନ, ଶଟ୍ଡାଉନ ପରେ ବଜାରକୁ ଖୋଲିଦିଆଯାଇଛି। ବେପାର କରିବାରେ ଆଉ ସେପରି କିଛି କଡ଼ା କଟକଣା ନାହିଁ। କେବଳ ସାମାଜିକ ଦୂରତ୍ୱ ଓ ମାସ୍କ ପରିଧାନ ନିୟମ ପାଳନ କରିବାର ନିର୍ଦ୍ଦେଶ ରହିଛି।…
ଏନ୍ଏସି ହେଲେ ଜଳନ୍ତା ବିକାଶ ବତି
ବଇଣ୍ଡା,୬ା୧୦(ଡି.ଏନ.ଏ.) ଅନୁଗୋଳ ଜିଲା କିଶୋରନଗର ବ୍ଲକର ପ୍ରମୁଖ ବ୍ୟବସାୟିକ ପେଣ୍ଠସ୍ଥଳୀ ବଇଣ୍ଡାକୁ ଏନ୍ଏସି (ବିଜ୍ଞପିତ ଅଞ୍ଚଳ ପରିଷଦ) ଘୋଷଣା କରାଯାଉ ନାହିଁ। ଏ ନେଇ ଦୀର୍ଘ ୨୨ ବର୍ଷ ହେଲା ଦାବି କରାଯାଇ ଆସୁଥିଲେ ମଧ୍ୟ ଏ ଦିଗରେ ସରକାର ପଦକ୍ଷେପ…
ଅନୁଗୋଳରେ ସକ୍ରିୟ ବେଟିଂ ର଼୍ୟାକେଟ୍
ଅନୁଗୋଳ ଅଫିସ, ୫।୧୦: ଆଇପିଏଲ୍ ସହ ଆରମ୍ଭ ହୋଇଛି ଫଟାଫଟ୍ କ୍ରିକେଟ୍ ଋତୁ। ଦୁବାଇରେ ହେଉଛି ଛକା, ଚୌକା ବର୍ଷା। କେତେବେଳେ ଲୋ ସ୍କୋରିଂ ତ ଆଉ କେତେବେଳେ ହାଇ ସ୍କୋରିଂ ମ୍ୟାଚ ଦର୍ଶକଙ୍କ ମଧ୍ୟରେ ରୋମାଞ୍ଚ ଭରୁଛି। ଦିନକୁ ଦିନ ମ୍ୟାଚ…
ହାତଗୋଡ଼ ବନ୍ଧା ଅବସ୍ଥାରେ ପରିତ୍ୟକ୍ତ ଘରୁ ନାବାଳକ ଉଦ୍ଧାର, କାରଣ ଅସ୍ପଷ୍ଟ
ଛେଣ୍ଡିପଦା,୧ା୧୦(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ତିପଦା ବ୍ଲକ ନୂଆଗାଁ ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ବୁଧବାର ସନ୍ଧ୍ୟାରେ ଜନୈକ ନାବାଳକଙ୍କୁ ନୂଆଗାଁର ଆପେକ୍ସ କମିଟିର ଏକ ପରିତ୍ୟକ୍ତ ଗୃହରୁ ହାତଗୋଡ଼, ମୁହଁ, ବନ୍ଧା ଅବସ୍ଥାରେ ଉଦ୍ଧାର କରାଯାଇଛି। ନାବାଳକ ଜଣକ…
ଲାଞ୍ଚ ନେବାବେଳେ ପିଇଓଙ୍କୁ ଗିରଫ କଲା ଭିଜିଲାନ୍ସ
ବଇଣ୍ଡା,୩୦ା୯(ଡି.ଏନ.ଏ.)- ଅନୁଗୋଳ ଜିଲା କିଶୋରନଗର ବ୍ଲକ ସଞ୍ଜାମୁରା ପଞ୍ଚାୟତ ନିର୍ବାହୀ ଅଧିକାରୀ (ପିଇଓ) ନିର୍ଭୟ ପ୍ରଧାନଙ୍କୁ ମଙ୍ଗଳବାର ଲାଞ୍ଚ ନେବା ଅଭିଯୋଗରେ ଭିଜିଲାନ୍ସ ଅଧିକାରୀମାନେ ଗିରଫ କରିଛନ୍ତି। ସେ ଜଣେ ହିତାଧିକାରୀଙ୍କଠାରୁ ୧୦ ହଜାର ଟଙ୍କା ଲାଞ୍ଚ ନେଉଥିବା କୁହାଯାଇଛି। ଘଟଣାରୁ…
ଆବର୍ଜନାରୁ ପ୍ରସ୍ତୁତ ହେଲା ଜୈବିକ ଖତ
ଅନୁଗୋଳ ଅଫିସ, ୩୦ା୯ – ଅନୁଗୋଳ ସହରରେ ପ୍ରତିଷ୍ଠା କରାଯାଇଥିବା ୩ଟି ମାଇକ୍ରୋ କମ୍ପୋଷ୍ଟିଂ ସେଣ୍ଟର(ଏମ୍ସିସି) ମଧ୍ୟରୁ ଗୋଟିଏରୁ ଉତ୍ପାଦନ ଆରମ୍ଭ ହୋଇଛି। ସହରରୁ ସଂଗୃହୀତ ଓଦା ଆବର୍ଜନାରୁ ମଙ୍ଗଳବାର ପ୍ରଥମ କରି ଜୈବିକ ଖତ ପ୍ରସ୍ତୁତ କରିଛି ହୁଲୁରିସିଂହା ଏମ୍ସିସି।…
ଦାୟିତ୍ୱ ଭୁଲିଛନ୍ତି ଅନୁଗୋଳ ଓ୍ବାର୍ଡ ଅଫିସର
ଅନୁଗୋଳ ଅଫିସ, ୨୯ା୯ – ଓ୍ବାର୍ଡବାସିନ୍ଦାଙ୍କ ଅଭିଯୋଗ ଶୁଣିବା ସହ ତାହାର ସମାଧାନ ପାଇଁ ଅନୁଗୋଳ ପୌରପାଳିକାର ୨୩ଟି ଓ୍ବାର୍ଡରେ ଜଣେ ଲେଖାଏ ଅଫିସର ରହିଛନ୍ତି। ଦୈନିକ ଅଭିଯୋଗର ଶୁଣାଣି କରିବାକୁ ପ୍ରତି ଓ୍ବାର୍ଡରେ ଗୋଟିଏ ଲେଖାଏ ଅଫିସ ମଧ୍ୟ ରହିଛି।…
Archives


