ଅନୁଗୋଳ

କାର୍ଯ୍ୟାଳୟ ନିର୍ମାଣରେ ବାଧା ଜବରଦଖଲ

ବଇଣ୍ଡା, ୨୯ା୯(ଡି.ଏନ.ଏ.) କଟକ-ସମ୍ବଲପୁର ୫୫ନଂ. ଜାତୀୟ ରାଜପଥ ସମ୍ପ୍ରସାରଣ ପାଇଁ ଅନୁଗୋଳ ଜିଲା କିଶୋରନଗର ବ୍ଲକ ବଇଣ୍ଡାଠାରେ ଅନେକ ସରକାରୀ କାର୍ଯ୍ୟାଳୟ କୋଠା ଭଙ୍ଗାଯାଇଛି। ଏସବୁ ଅନ୍ୟତ୍ର ନିର୍ମାଣ ହେବାର ଯୋଜନା ହୋଇଥିଲେ ବି ଏଥିରେ ଅହେତୁକ ବିଳମ୍ବ ହେଉଛି। ବଇଣ୍ଡା…

ଛେଣ୍ଡିପଦା ବିଧାୟକ ସୁଶାନ୍ତ ବେହେରାଙ୍କୁ କରୋନା

ଭୁବନେଶ୍ୱର/ଛେଣ୍ଡିପଦା,୨୮।୯ (ବ୍ୟୁରୋ/ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ନିର୍ବାଚନମଣ୍ଡଳୀର ବିଧାୟକ ସୁଶାନ୍ତ ବେହେରା କରୋନାରେ ଆକ୍ରାନ୍ତ ହୋଇଛନ୍ତି। ତେବେ ପୂର୍ବରୁ ତାଳଚେର ବିଧାୟକ ବ୍ରଜ କିଶୋର ପ୍ରଧାନ ଓ ପାଲଲହଡ଼ା ବିଧାୟକ ମୁକେଶ ପାଳ କରୋନାରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିବା ବେଳେ…

ଜୋର୍‌ଧରିଲା ଚଢ଼ାଉ, ଜରିମାନା

ଅନୁଗୋଳ ଅଫିସ, ୨୮।୯:  ଅନୁଗୋଳ ଜିଲାରେ କରୋନା ସଂକ୍ରମଣ ଏବେ ଉପରମୁହଁା ରହିଛି। ବିଶେଷକରି ଅନୁଗୋଳ ସହରରେ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଛି। ଏହାକୁ ଦୃଷ୍ଟିରେ ରଖି ଅନୁଗୋଳ ପୌରପାଳିକା ପକ୍ଷରୁ କୋଭିଡ୍‌ କଟକଣାକୁ କଡ଼ାକଡ଼ି କରାଯାଇଛି। ସହରର ବ୍ୟବସାୟୀମାନଙ୍କ କରୋନା ଟେଷ୍ଟ…

ଟ୍ରକ୍‌ ଧକ୍କାରେ ଚାଲିଗଲା ୨ ବାଇକ ଆରୋହୀଙ୍କ ଜୀବନ

ଛେଣ୍ଡିପଦା, ୨୬ା୯(ଡି.ଏନ.ଏ.)- ଅନୁଗୋଳ ଜିଲା ଜରପଡା ଥାନା ଛେଣ୍ଡିପଦା-ଜରପଡା ପୂର୍ତ୍ତ ବିଭାଗ ରାସ୍ତାର ରେଲଓ୍ବେ ଓଭର ବ୍ରିଜ ନିକଟରେ ଶନିବାର ଏକ ଟ୍ରକ୍‌ ସାମ୍‌ନା ପଟରୁ ଆସୁଥିବା ଏକ ବାଇକ୍‌କୁ ଧକ୍କା ଦେଇଛି। ଏଥିରେ ୨ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ଘଟିଛି।…

ବିଭିନ୍ନ ଦାବିରେ ଗ୍ରାମବାସୀଙ୍କ ରେଳରୋକୋ ଆନ୍ଦୋଳନ

ବଅଁରପାଳ,୨୪ା୯(ଡି.ଏନ୍‌.ଏ.): ଅନୁଗୋଳ ଜିଲା ବଅଁରପାଳ ବ୍ଲକ ଅନ୍ତର୍ଗତ କୁକୁଡାଙ୍ଗ ପଞ୍ଚାୟତର ଟେଣ୍ଟଲୋଇ ଗ୍ରାମବାସୀ ବିଭିନ୍ନ ଦାବି ନେଇ ଗୁରୁବାର ରେଳରୋକୋ ଆନ୍ଦୋଳନ କରିଛନ୍ତି। ଗ୍ରାମବାସୀ ନାଲ୍‌କୋ-ଭରତପୁର ରେଳ ଲାଇନ୍‌ ଉପରେ ବସି ଏହି ଆନ୍ଦୋଳନ କରିଛନ୍ତି। ଫଳରେ ଆଜି ନାଲ୍‌କୋ ପ୍ଲାଣ୍ଟକୁ…

ସାଢ଼େ ୭ ଲକ୍ଷରୁ ଫେରିଛି ୫ ଲକ୍ଷ ୩୮ ହଜାର

ଅନୁଗୋଳ ଅଫିସ, ୨୦ା୯ – ଅନୁଗୋଳ ଜିଲାରେ ବଢ଼ୁଛି ସାଇବର ଠକେଇ। ଏହି ଠକମାନେ କେତେବେଳେ ନିଜକୁ ବ୍ୟାଙ୍କ କର୍ମଚାରୀ ପରିଚୟ ଦେଇ ଫୋନ ମାଧ୍ୟମରେ ଏଟିଏମ୍‌ ପିନ୍‌ ମାଗି ଆକାଉଣ୍ଟରୁ ଟଙ୍କା ଗାଏବ କରୁଛନ୍ତି ତ ଆଉ କେତେବେଳେ ଫେକ୍‌…

ଟାର୍ଗେଟ୍‌ ପୂରଣ କରିପାରୁନି ‘ସୁକନ୍ୟା ସମୃଦ୍ଧି’

ଅନୁଗୋଳ ଅଫିସ, ୧୯ା୯ – କୌଣସି କ୍ଷେତ୍ରରେ ପଛରେ ନାହାନ୍ତି ଝିଅ। ତଥାପି ଝିଅଟିଏ ଅପେକ୍ଷା ପୁଅଟିକୁ ପଢ଼ାଇ ଆଗକୁ ବଢ଼ାଇବାକୁ ଅନେକ ଅଭିଭାବକ ପସନ୍ଦ କରିଥାନ୍ତି। ଏପରି କି କନ୍ୟାସନ୍ତାନଟିଏ ଜନ୍ମହେଲେ ମନଊଣା କରୁଥିବା ମାତାପିତାଙ୍କର ମଧ୍ୟ ଅଭାବ ନାହିଁ।…

ଡେକଚି ପାଣିରେ ବୁଡି ଚାଲିଗଲା ଶିଶୁକନ୍ୟାର ଜୀବନ

ମାଧପୁର,୧୮।୯-ଆଠମଲ୍ଲିକ ବ୍ଲକ ଅନ୍ତର୍ଗତ କନ୍ଧପଡା ପଞ୍ଚାୟତ ମନରବେଡ଼ା ଗ୍ରାମରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ଡେକଚି ପାଣିରେ ବୁଡି ଜଣେ ଶିଶୁକନ୍ୟା ମୃତ୍ୟୁବରଣ କରିଛନ୍ତି। ସୂଚନାଅନୁସାରେ, ଗ୍ରାମର ଅଶୋକ କୁମୁରାଙ୍କ ପତ୍ନୀ ଆରତୀ କୁମୁରା ରୋଷେଇ କରୁଥିବା ସମୟରେ ତାଙ୍କର…

ବାଜି ଲାଗିଛି ଜୀବନ ଜୀବିକା: ପୁଣି ପ୍ରବାସୀ କର୍ମଭୂମି ମୁହାଁ

ମାଧପୁର,୧୮ା୯(ଡି.ଏନ୍‌.ଏ.): ଜୀବନ ଜୀବିକା ଲାଗିଛି ବାଜିରେ। ଦୁଇ ଓଳା ଦୁଇମୁଠା ଦାନା ଯୋଗାଡ଼ ପାଇଁ ଅନୁଗୋଳ ଜିଲା ଆଠମଲ୍ଲିକ ଅଞ୍ଚଳରୁ ପ୍ରବାସୀମାନେ ପୁଣି ଭିଟାମାଟି ଛାଡ଼ି କର୍ମଭୂମି ମୁହାଁ ହୋଇଛନ୍ତି। କାରଣ ଲକ୍‌ଡାଉନ ପରେ ରୋଜଗାର ହରାଇ ନିଜ ନିଜ ଘରକୁ…

ଠିକାଦାରଙ୍କୁ ଅନୁକମ୍ପା ଚର୍ଚ୍ଚା

ଅନୁଗୋଳ ଅଫିସ୍‌, ୧୭।୯: ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ କାର୍ଯ୍ୟ କରୁଥିବା ଠିକାସଂସ୍ଥାଗୁଡିକୁ ଅନୁକମ୍ପା ଦେଖାଯାଉଥିବା ନେଇ ଚର୍ଚ୍ଚା ଜୋର ଧରିଛି। ଠିକାସଂସ୍ଥାଗୁଡିକର ଟେଣ୍ଡର ଡକା ନ ଯାଇ କେବଳ ରିନ୍ୟୁଆଲ କରିଦିଆଯାଉଥିବା ନେଇ ଅଭିଯୋଗ ଉଠିଛି। ସୂଚନା ଅନୁଯାୟୀ, ଚିକିତ୍ସାଳୟରେ ୧୦ରୁ…

୧୨ ଫୁଟର ଅଜଗର ଉଦ୍ଧାର

ଅନୁଗୋଳ ଅଫିସ, ୧୭।୯: ଅନୁଗୋଳ ଜିଲା ବେନ୍ତପୁର ଗ୍ରାମରୁ ବୁଧବାର ଏକ ୧୨ ଫୁଟର ଅଜଗର ଉଦ୍ଧାର କରାଯାଇଛି। ମହେନ୍ଦ୍ର ଭୋଇଙ୍କ ଘର ପାଖ ଧାନ ବିଲରେ ଅଜଗରକୁ ଦେଖି ସ୍ଥାନୀୟ ଯୁବକମାନେ ସର୍ପମିତ୍ର ଆଦିତ୍ୟ ବେହେରାଙ୍କୁ ଖବର ଦେଇଥିଲେ। ଆଦିତ୍ୟଙ୍କ ସହ…

ଅନୁଗୋଳର ନୂତନ ଜିଲାପାଳ ଭାବେ କାର୍ଯ୍ୟରେ ଯୋଗଦେଲେ ସିଦ୍ଧାର୍ଥ ସ୍ବାଇଁ

ଅନୁଗୋଳ ଅଫିସ,୧୪ା୯: ଅନୁଗୋଳ ଜିଲାରେ ନୂତନ ଜିଲାପାଳ ଭାବେ ୨୦୧୪ ବ୍ୟାଚ୍‌ର ଆଇଏଏସ୍‌ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ସୋମବାର ପୂର୍ବାହ୍ନରେ କାର୍ଯ୍ୟରେ ଯୋଗଦେଇଛନ୍ତି। ଜିଲା କାର୍ଯ୍ୟାଳୟଠାରେ ସେ ପୂର୍ବତନ ଜିଲାପାଳ ମନୋଜ କୁମାର ମହାନ୍ତିଙ୍କ ଠାରୁ ଦାୟିତ୍ୱ ଗ୍ରହଣ ଅବସରରେ ସରକାରୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri