ଅନୁଗୋଳ

ଶ୍ରମିକଙ୍କ ପେଟରେ ପଶିଗଲା ବାଉଁଶ: ଲଢ଼ୁଛନ୍ତି ଜୀବନ ମରଣସହ

କଣିହାଁ,୨୩ା୭(ସଚ୍ଚିଦାନନ୍ଦ ପ୍ରଧାନ): ଅନୁଗୋଳ ଜିଲା କଣିହାଁ ବ୍ଲକ ସ୍ଥିତ ଏନ୍‌ଟିପିସି ବିଦ୍ୟୁତ୍‌ ପ୍ରକଳ୍ପର ଇଏସ୍‌ପି ସାଇଟରେ କାର୍ଯ୍ୟ କରୁଥିବା ଠିକା ଶ୍ରମିକ ସାନତ୍ରୀବିଡା ଗ୍ରାମର ଲିପୁନ ଭୂତିଆ (୨୬)ଙ୍କ ପେଟରେ ବାଉଁଶ ପଶିଯିବାରୁ ଗୁରୁତର ହୋଇଛନ୍ତି। ମଙ୍ଗଳବାର ମଧ୍ୟାହ୍ନ ୧୨ଟାରେ ଏହି…

ବଳାତ୍କାର କରି ଭିଡିଓ ଭାଇରାଲ କରିଦେଲେ, ପରେ…

ଛେଣ୍ଡିପଦା,୨୪।୭ (ଅଜିତ ଧଳ): ଅନୁଗୋଳ ଜିଲା ବାଗଡ଼ିଆ ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ବଳାତ୍କାର ସହ ଭିଡିଓ ଭାଇରାଲ କରିବା ଅଭିଯୋଗରେ ପୋଲିସ ଅଭିଯୁକ୍ତ ଯୁବକ ଦେବଗଡ଼ ଜିଲା କୁଣ୍ଢେଇଗୋଳା ଥାନା ଗମ୍ଭାରୀପାଳ ଗ୍ରାମର ରମାକାନ୍ତ ବେହେରା (୩୮)ଙ୍କୁ ଗିରଫ କରିଛି।…

ଭିଜିଲାନ୍ସ ଜାଲରେ ସୁସୁବା ସରପଞ୍ଚ, ତାଙ୍କ ସ୍ବାମୀ

କଣିହାଁ, ୨୪ା୭ (ସଚ୍ଚିଦାନନ୍ଦ ପ୍ରଧାନ): ଅନୁଗୋଳ ଜିଲା କଣିହାଁ ବ୍ଲକ ସୁସୁବା ପଞ୍ଚାୟତର ସରପଞ୍ଚ ମାମାଲି ସାମଲ ଓ ତାଙ୍କ ସ୍ବାମୀ ଶିଶିର ସାମଲ ମଙ୍ଗଳବାର ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଜଣେ ହିତାଧିକାରୀଙ୍କ ଲକ୍ଷାଧିକ ଟଙ୍କାର ବିଲ୍‌ ପାସ୍‌ କରାଇଦେବାକୁ ସରପଞ୍ଚ…

ନିର୍ମାଣର ୧୦ ଦିନ ପରେ ଫାଟି ଆଁ

ବଇଣ୍ଡା,୧୭।୭(ପରିକ୍ଷିତ ସାହୁ): ଦୀର୍ଘ ୬ବର୍ଷ ହେବ କାମ ଚାଲୁଛି, ହେଲେ ଏହା ସମାପ୍ତ ହୋଇପାରୁନାହଁି। ଗୋଟିଏ ଠିକାସଂସ୍ଥାରୁ ଆଉ ଗୋଟିଏ ଠିଆ ସଂସ୍ଥାକୁ ଦାୟିତ୍ୱ ଦିଆଯାଉଛି। ଏପରିକି ମାର୍ଚ୍ଚ ୨୦୨୪ ସୁଦ୍ଧା ସମସ୍ତ କାମ ସାରିବା ପାଇଁ ପ୍ରଶାସନିକସ୍ତରରେ ନିର୍ଦ୍ଦେଶନାମା ରହିଥିବାବେଳେ…

କଲେଜ ବସ୍‌ରେ ନିଆଁ

ଅନୁଗୋଳ,୪।୭: ଅନୁଗୋଳ ରାଧାରମଣପଡ଼ାଠାରେ ଗୁରୁବାର ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଛାତ୍ରୀଛାତ୍ରଙ୍କୁ ଧରି ଯାଉଥିବା ଏକ ଘରୋଇ କଲେଜ ବସ୍‌ରେ ନିଆଁ ଲାଗି ବସ୍‌ଟି ସମ୍ପୂର୍ଣ୍ଣ ପୋଡି ଯାଇଛି। ହେଲେ ବସ୍‌ରେ ଥିବା ସମସ୍ତ ଛାତ୍ରୀଛାତ୍ର ଅଳ୍ପକେ ବର୍ତ୍ତିଯାଇଛନ୍ତି। ଖବର…

ସାତକୋଶିଆ ଗଣ୍ଡରେ କୁମ୍ଭୀର ଆକ୍ରମଣ : ମୃତ ନାବାଳକଙ୍କ ପରିବାରକୁ ଭେଟିଲା ଭାଜପା ପ୍ରତିନିଧିମଣ୍ଡଳୀ

ଅନୁଗୋଳ,୩।୭ (ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ଜିଲା ପୁରୁଣାକୋଟ ଥାନା ଟିକରପଡାସ୍ଥିତ ସାତକୋଶିଆ ଗଣ୍ଡରେ ଗତ ଶନିବାର କୁମ୍ଭୀର ଆକ୍ରମଣରେ ପ୍ରାଣ ହରାଇଥିବା ନାବାଳକ ସମୀର ନାଏକ (୧୩)ଙ୍କ ପରିବାରକୁ ଭେଟିଛନ୍ତି ଭାଜପା ପ୍ରତିନିଧିମଣ୍ଡଳୀ। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ନିର୍ଦ୍ଦେଶରେ ସୋମବାର ଅନୁଗୋଳ…

କୁମ୍ଭୀର ଆକ୍ରମଣରେ ବାଳକର ମୃତ୍ୟୁ ଘଟଣା; ମୁଖ୍ୟମନ୍ତ୍ରୀଙ୍କ ଗଭୀର ଶୋକ

ଭୁବନେଶ୍ୱର,୨୯ା୬(ଅସମାପିକା ସାହୁ): ଅନୁଗୁଳ ଜିଲାର ଟିକରପଡା ଠାରେ ମହାନଦୀରେ କୁମ୍ଭୀର ଆକ୍ରମଣରେ ଗୋଟିଏ ବାଳକର ମୃତ୍ୟୁ ଘଟଣା ରେ ମୂଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିବା ସହ ପରିବାର ବର୍ଗଙ୍କ ପ୍ରତି ସମବେଦନା ପ୍ରକାଶ କରିଛନ୍ତି। ଏହା…

ନଦୀକୂଳରେ ଖେଳୁଥିବା ବେଳେ ନାବାଳକଙ୍କୁ ଟାଣିନେଲା କୁମ୍ଭୀର

ଅନୁଗୋଳ,୨୯ା୬: ଅନୁଗୋଳରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ଜଣେ ୮ ବର୍ଷର ନାବାଳକଙ୍କୁ ମହାନଦୀକୁ ଟାଣି ନେଇଥିଲା କୁମ୍ଭୀର। ଟିକରପଡ଼ା ମହାନଦୀ କୂଳରେ ନାବାଳକ ଜଣକ ଖେଳୁଥିବା ବେଳେ ହଠାତ୍‌ କୁମ୍ଭୀରଟି ପଛପଟୁ ଆସି ଟାଣି ନେଇଥିଲା। ଖବର ପ୍ରଚାରିତ…

ଶିଶୁଙ୍କୁ କାମରେ ଲଗାଇଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ

ଅନୁଗୋଳ,୨୩ା୬: ଅନୁଗୋଳ ଜିଲା କାର୍ଯ୍ୟାଳୟ ଠାରେ ଜିଲାପାଳଙ୍କ ଅଧ୍ୟକ୍ଷତାରେ ଏକ ଜିଲାସ୍ତରୀୟ ଶିଶୁ ଏବଂ କିଶୋର ଶ୍ରମିକ ଆଇନ ୧୯୯୮ ଅଧୀନରେ ଏକ ସମନ୍ବୟ ବୈଠକ ହୋଇଥିଲା। ଶିଶୁ୍‌ମାନଙ୍କୁ ଶ୍ରମିକ ଭାବରେ କାର୍ଯ୍ୟରେ ଲଗାଇଥିବା ମାଲିକମାନଙ୍କ ବିରୋଧରେ କିପରି ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବା…

ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର, ଥାନା ସ୍ଥାପନ ଦାବି

ବଇଣ୍ଡା,୨୩।୬(ପରିକ୍ଷିତ ସାହୁ): ଅନୁଗୋଳ ଜିଲା କିଶୋରନଗର ବ୍ଲକ ବଇଣ୍ଡା ଠାରେ ଥିବା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରକୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପରିଣତ କରିବା ସହ ବଇଣ୍ଡା ଫାଣ୍ଡିକୁ ଥାନା କରିବା ପାଇଁ ଶୁକ୍ରବାର ବଇଣ୍ଡା ଗ୍ରାମ ଉପ ସଭାପତି ଅରବିନ୍ଦ ସାହୁ ଭୁବନେଶ୍ବରଠାରେ ମୁଖ୍ୟମନ୍ତ୍ରୀ ମୋହନ…

ଲୋକଙ୍କ ଅଭିଯୋଗ ଶୁଣିଲେ ପଞ୍ଚାୟତିରାଜ ମନ୍ତ୍ରୀ

ଛେଣ୍ଡିପଦା,୨୩।୬, (ଅଜିତ ଧଳ): ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ମନ୍ତ୍ରୀ ରବିନାରାୟଣ ନାୟକ ଶନିବାର ଛେଣ୍ଡିପଦା ନିର୍ବାଚନ ମଣ୍ଡଳୀର ଦୁର୍ଗାପୁର ଓ ଛେଣ୍ଡିପଦାଠାରେ ଜନସାଧାରଣଙ୍କ ଅଭିଯୋଗ ଶୁଣାଣି କରିଥିଲେ। ଏହି ଅବସରରେ ଛେଣ୍ଡିପଦା ବିଧାୟକ ଅଗସ୍ତି ବେହେରା ମନ୍ତ୍ରୀଙ୍କୁ ସ୍ବାଗତ ସମ୍ବର୍ଦ୍ଧନା…

ବିଜେଡି ନେତାଙ୍କୁ ହତ୍ୟା: ରାଜନୈତିକ ଶତ୍ରୁତାରୁ ହତ୍ୟା କରାଯାଇଥିବା ପରିବାର ଲୋକଙ୍କ ଅଭିଯୋଗ

ଛେଣ୍ଡିପଦା,୨୮।୫: ଅନୁଗୋଳ ଜିଲା ଜରପଡା ଥାନା ଜେରେଙ୍ଗ ଦେହୁରୀ ସାହିର ପୂର୍ବତନ ସରପଞ୍ଚ ତଥା ବିଜେଡି ନେତା ବିଭୁତି ଗଡ଼ନାୟକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ରାଜନୈତିକ ଘଟଣାକୁ ନେଇ ତାଙ୍କୁ ହତ୍ୟା କରାଯାଇଥିବା ପରିବାର ଲୋକଙ୍କ ଅଭିଯୋଗ କରିଛନ୍ତି। ସୂଚନାଯୋଗ୍ୟ ଯେ,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri