ଝଲସିବନି ଆଲୁମିନିୟମ ନଗରୀ
ବଅଁରପାଳ, ୪ା୯(ଡି.ଏନ.ଏ.) ଚଳିତ ବର୍ଷ ଝଲସିବନି ଆଲୁମିନିୟମ ନଗରୀ। କରୋନା ଯୋଗୁ ବନ୍ଦ ହେବାକୁ ଯାଉଛି ୩୦ ବର୍ଷର ପରମ୍ପରା। ଏଥର ମୂର୍ତ୍ତି ବଦଳରେ ନାଲ୍କୋରେ ଫଟୋରେ ଦେବଶିଳ୍ପୀ ପୂଜା ପାଇବେ ବୋଲି ପ୍ରଶାସନ ପକ୍ଷରୁ ନିଷ୍ପତ୍ତି ହୋଇଛି। ଏ ନେଇ…
ଖତ ହେଉଛି ଜବତ ଗାଡ଼ି
ଅନୁଗୋଳ ଅଫିସ, ୪ା୯ – ଖତ ଖାଉଛି କୋଟି କୋଟି ଟଙ୍କାର ଗାଡ଼ି। ନୂଆ ମଡେଲ ଠାରୁ ଆରମ୍ଭ କରି ପୁରୁଣା ସ୍କୁଟର ପର୍ଯ୍ୟନ୍ତ ବହୁ ଗାଡ଼ି ବର୍ଷ ବର୍ଷ ଧରି ପଡ଼ିରହିଛି ଥାନାରେ। ଜିଲାର ବିଭିନ୍ନ ଥାନା, ଅବକାରୀ କାର୍ଯ୍ୟାଳୟରେ…
ଗାଧୋଇବାକୁ ଯାଇ ବ୍ରାହ୍ମଣୀରେ ବୁଡ଼ିଗଲେ ବୃଦ୍ଧ
କଣିହାଁ,୩ା୯(ଡି.ଏନ୍.ଏ.): ଅନୁଗୋଳ ଜିଲା କଣିହାଁ ବ୍ଲକ ସମଲ ଥାନା ବିକିଶର ଗ୍ରାମରେ ବ୍ରାହ୍ମଣୀରେ ବୁଡ଼ିଯାଇ ଜଣଙ୍କର ମୃତ୍ୟୁ ଘଟିଛି। ମୃତକ ହେଉଛନ୍ତି ସେହି ଗ୍ରାମର ନବୀନା ନାଏକ (୭୦)। ନବୀନାଙ୍କ ପୁଅ କିଶୋରୀ ଅଭିଯୋଗ ମୁତାବକ ତାଙ୍କ ବାପା (ବୁଧବାର) ଅପରାହ୍ନ…
୮ରୁ ଅନ୍ଲାଇନ୍ ପଞ୍ଜୀକରଣ
ଅନୁଗୋଳ ଅଫିସ୍, ୩।୯: ଅନୁଗୋଳରେ ଭାରତୀୟ ବାୟୁସେନାର ନିଯୁକ୍ତି ରାଲି ଅନୁଷ୍ଠିତ ହେବ। ରାଜ୍ୟର ୩୦ଟି ଜିଲାରୁ ଆଶାୟୀଙ୍କୁ ନେଇ ଆସନ୍ତା ୨୩ ତାରିଖରୁ ଅକ୍ଟୋବର ୪ ପର୍ଯ୍ୟନ୍ତ ପୋଲିସ ଟ୍ରେନିଂ କଲେଜ(ପିଟିସି) ପଡିଆରେ ଏହି ରାଲି କରାଯିବ। ଏ ନେଇ…
ବ୍ଲେଡ୍ରେ ବେକ କାଟିଥିଲେ ପ୍ରେମିକ
ମାଧପୁର/ଆଠମଲ୍ଲିକ, ୩ା୯(ଡି.ଏନ.ଏ.) ଅନୁଗୋଳ ଜିଲା କିଆକଟା ଥାନା ଓରଡା କେରାଣ୍ଡି ନାଳ ନିକଟରୁ ଗତ ସୋମବାର ଜଣେ ଯୁକ୍ତ ୨ ଛାତ୍ରୀଙ୍କ ମୃତଦେହ ଉଦ୍ଧାର ଘଟଣାର ପର୍ଦ୍ଦାଫାଶ କରିଛି ପୋଲିସ। ଏହା ଏକ ପ୍ରେମଜନିତ ହତ୍ୟାକାଣ୍ଡ ବୋଲି ପୋଲିସ କହିବା ସହ ଅଭିଯୁକ୍ତ…
ସପକ୍ଷରେ ୨୧, ବିପକ୍ଷରେ ୮ ଗାଁ
ବଇଣ୍ଡା, (ପରିକ୍ଷିତ ସାହୁ ) ୩ା୯: ଅନୁଗୋଳ ଜିଲା ଆଠମଲ୍ଲିକ ଉପଖଣ୍ଡର ଧଉରାଗୋଠ ବାରବାଙ୍କିଆ ନାଳଠାରେ ହେବାକୁ ଥିବା ମଧ୍ୟମ ଜଳସେଚନ ପ୍ରକଳ୍ପର ସ୍ଥିତି ଏଯାଏ ସ୍ପଷ୍ଟ ହୋଇପାରି ନାହିଁ। ଏହି ପ୍ରକଳ୍ପକୁ ଆଠମଲ୍ଲିକ ଓ କିଶୋରନଗର ବ୍ଲକର ୨୧ ଖଣ୍ଡ ଗ୍ରାମବାସୀ…
ଟ୍ରକ ସହ ମୁହାଁମୁହିଁ: ଭାରସାମ୍ୟ ହରାଇ ରାସ୍ତାପାର୍ଶ୍ୱକୁ ଖସିଲା ବସ୍
ଛେଣ୍ଡିପଦା,୨ା୯(ସ୍ବ.ପ୍ର.): ଅନୁଗୋଳ ଜିଲା ଜରପଡ଼ା ଥାନା ଅନ୍ତର୍ଗତ ତୁକୁଡ଼ା ଗ୍ରାମ ନିକଟ ଦେଇ ଯାଇଥିବା ଅନୁଗୋଳ – ସମ୍ବଲପୁର ୫୫ନଂମ୍ବର ଜାତୀୟ ରାଜପଥରେ ଏକ ଯାତ୍ରୀବାହୀ ବସ୍ ଭାରସାମ୍ୟ ହରାଇ ରାସ୍ତାପାର୍ଶ୍ୱକୁ ଖସିପଡ଼ିଛି। ତେବେ ଏହି ଦୁର୍ଘଟଣାରୁ ୪୦ ଜଣରୁ ଊଦ୍ଧର୍ବ…
ରାତି ଦେଖିଲା ଅନୁଗୋଳ ବଜାର
ଅନୁଗୋଳ ଅଫିସ, ୨ା୯ – ଗତ ୫ ମାସ ହେଲା ବାରମ୍ବାର ଶଟ୍ଡାଉନ୍, ଲକ୍ଡାଉନ୍ ଓ କର୍ଫ୍ୟୁ ପରେ ମଙ୍ଗଳବାରଠାରୁ ଅନୁଗୋଳରେ ସ୍ବାଭାବିକ ହୋଇଛି ବ୍ୟବସାୟ ବାଣିଜ୍ୟ। ପୂର୍ଣ୍ଣକାଳୀନ ଦୋକାନ ଖୋଲାଯାଇଥିବା ବେଳେ ରାତି ଦେଖିଛି ଅନୁଗୋଳ ବଜାର। ସରକାରଙ୍କ ଅନ୍ଲକ୍-୪…
ମଉଳୁଛି କୁମ୍ଭକାରଙ୍କ ଆଶା
ବଅଁରପାଳ,୧ା୯(ଡି.ଏନ.ଏ.) – ଖରା ହେଉ କି ବର୍ଷା, ସର୍ବଦା ଚଳଚଞ୍ଚଳ ଥାଏ କୁମ୍ଭାରଶାଳ। ବର୍ଷକ ବାର ମାସ ମାଟି ସାମଗ୍ରୀ ବିକି ଭଲ ଆୟ କରନ୍ତି କୁମ୍ଭକାରମାନେ। ବିଶେଷକରି ଭାଦ୍ରବ ମାସରୁ ଆରମ୍ଭ ହେଉଥିବା ପୂଜା ଋତୁରେ ବିଭିନ୍ନ ଦେବଦେବୀଙ୍କ ମୂର୍ତ୍ତି…
ନାଳରେ ଭାସୁଥିଲେ ଅଜଣା ଯୁବତୀ, ଗଳା କାଟି ହତ୍ୟା ସନ୍ଦେହ
ମାଧପୁର,୩୧।୮(ଡି.ଏନ୍.ଏ.): ଅନୁଗୋଳ ଜିଲା କିଆକଟା ଥାନା ଅନ୍ତର୍ଗତ ଟୁସର ପଞ୍ଚାୟତ କିଆକଟା ରେଢାଖୋଲ ବୋର୍ଡର ଓରଡା କେରାଣ୍ଡି ନାଳରେ ସୋମବାର ଜଣେ ଅଚିହ୍ନା ଯୁବତୀଙ୍କ ମୃତଦେହ ଦେଖିବାକୁ ମିଳିଛି । ଏହି ମୃତଦେହଟି ନାଳ ପାଣିରେ ଭାସି ଆସିଥିବା ସନ୍ଦେହ କରାଯାଉଛି।…
ଅଭିବୃଦ୍ଧିରେ ସହାୟକ ହେବ ଆବର୍ଜନା
ଅନୁଗୋଳ ଅଫିସ, ୩୧ା୮: କରୋନା କଟକଣା ମଧ୍ୟରେ ସୋମବାର ସ୍ବାୟତ୍ତ ଶାସନ ଦିବସ ପାଳିବ ଅନୁଗୋଳ ପୌରପାଳିକା। ଏଥିପାଇଁ ବିଭିନ୍ନ ପ୍ରକାର ପ୍ରସ୍ତୁତି କରାଯାଇଛି। ନିରାଡମ୍ବର ଭାବେ ହେବାକୁ ଥିବା ଏହି କାର୍ଯ୍ୟକ୍ରମ ଅବସରରେ ଚଳିତବର୍ଷ ପୌରପାଳିକାର ୩ଟି ମାଇକ୍ରୋ କମ୍ପୋଷ୍ଟିଂ ସେଣ୍ଟର…
ପୀଡ଼ା ଭୋଗୁଛନ୍ତି ପ୍ରାଣୀଧନ
ବଇଣ୍ଡା, (ପରିକ୍ଷିତ ସାହୁ) ୩୦ା୮: କୃଷି ଅର୍ଥନୀତିର ପ୍ରମୁଖ ଅଙ୍ଗ ପ୍ରାଣୀ ସମ୍ପଦ। ଗୃହପାଳିତ ପ୍ରାଣୀଙ୍କ ଉପରେ ନିର୍ଭର କରେ ଚାଷୀଙ୍କ ସମୃଦ୍ଧି। ସେଥିପାଇଁ ଚାଷ ସହିତ ପଶୁପାଳନକୁ ଦିଆଯାଉଛି ଗୁରୁତ୍ୱ। ଏହାକୁ ଠିକଣା ଢଙ୍ଗରେ କାର୍ଯ୍ୟକାରୀ କରିବାକୁ ଅନେକ ଯୋଜନା…
Archives


