ଫିକା ପଡ଼ିବ ଶକ୍ତିପୀଠ
ବଅଁରପାଳ, ୨୩ା୧୦(ଡି.ଏନ.ଏ.) ଚଳିତ ବର୍ଷ ଆଡମ୍ବରବିହୀନ ହେବ ଅନୁଗୋଳ ଜିଲା ବଅଁରପାଳ ବ୍ଲକ ତଳମୂଳସ୍ଥିତ ଦୁର୍ଗା ପୂଜା। ପ୍ରସିଦ୍ଧ ଦୁର୍ଗା ଦେବୀ ମନ୍ଦିରରେ ସବୁ ବର୍ଷ ଜାକଜମକରେ ପୂଜା ପାଳନ କରାଯାଉଥିବାବେଳେ ଏ ବର୍ଷ ଉତ୍ସବ ଫିକା ପଡିବ। ଶକ୍ତିପୀଠ ପୂର୍ବ…
ସୁଯୋଗର ହେଉନି ସଦୁପଯୋଗ
ଅନୁଗୋଳ ଅଫିସ, ୨୩ା୧୦ ଶିଳ୍ପ ସମୃଦ୍ଧ ଅନୁଗୋଳ ଜିଲାରେ ପର୍ଯ୍ୟଟନର ପର୍ଯ୍ୟାପ୍ତ ସୁଯୋଗ ରହିଛି। କିନ୍ତୁ ଏଯାଏ ମାତ୍ର ୧୩ଟି ସ୍ଥାନକୁ ପର୍ଯ୍ୟଟନ ମାନଚିତ୍ରରେ ସ୍ଥାନିତ କରାଯାଇପାରିଛି। ଜିଲାର କେତୋଟି ପୂରାତନ ଦେବଦେବୀ ପୀଠ, ଜଳପ୍ରପାତ, ଡ୍ୟାମ୍ ଏବେ ବି ଲୋକ…
ସେଲ୍ଫି ପଏଣ୍ଟ ପାଇଁ ସଜବାଜ
ଅନୁଗୋଳ ଅଫିସ, ୨୨ା୧୦: ସେଲ୍ଫି ଉଠାଇ ସୋସିଆଲ ମିଡିଆରେ ଛାଡ଼ିବା ଏବେ ଏକ ପ୍ରତିଯୋଗିତାରେ ପରିଣତ ହୋଇଛି। ଏହା କେବଳ ଯୁବପିଢ଼ିଙ୍କ ମଧ୍ୟରେ ଆଉ ସୀମିତ ହୋଇ ରହିନାହିଁ। ପିଲାଙ୍କଠାରୁ ପାଚିଲା ମଣିଷଙ୍କ ଯାଏ ପ୍ରାୟ ସମସ୍ତେ ଏହି ମାୟାରେ ବାୟା।…
ଯତ୍ନ ନେଇପାରୁନି ପ୍ରଶାସନ
ଅନୁଗୋଳ ଅଫିସ, ୨୧।୧୦ – କୋଭିଡ୍-୧୯ର ମୁକାବିଲା ନିମନ୍ତେ ସରକାରଙ୍କ ପକ୍ଷରୁ ଅର୍ଥ ପ୍ରଦାନ କରାଯାଉଛି। ସଂକ୍ରମିତଙ୍କୁ କିପରି ସୁସ୍ଥ କରାଯିବ ସେ ନେଇ ଦୈନିକ ପରାମର୍ଶ ଦିଆଯାଉଛି। କିନ୍ତୁ ଅନୁଗୋଳ ଜିଲାରେ ଚିକିତ୍ସାଧୀନ ଅନେକ କରୋନା ଆକ୍ରାନ୍ତଙ୍କ ଆବଶ୍ୟକ ଯତ୍ନ…
ଆନନ୍ଦ ଦେବ ଇକୋ କଟେଜ୍
ବନ୍ତଳା,୨୧ା୧୦ (ଦିନେଶ ଦେହୁରୀ) – ରାଜ୍ୟର ପ୍ରମୁଖ ପର୍ଯ୍ୟଟନ ସ୍ଥଳ ଅନୁଗୋଳ ଜିଲା ସାତକୋଶିଆ ଅଭୟାରଣ୍ୟରେ ହେଉଛି ନୂଆ ବ୍ୟବସ୍ଥା। ପର୍ଯ୍ୟଟକଙ୍କ ପାଇଁ ପ୍ରସ୍ତୁତ କରାଯାଉଛି ଅତ୍ୟାଧୁନିକ ଇକୋ କଟେଜ୍। ଜିଲିଣ୍ଡା ରେଞ୍ଜ ବାଲିପୁଟ ମହାନଦୀପଠାରେ ଦେଢ଼ କୋଟି ଟଙ୍କା ବ୍ୟୟରେ…
ପ୍ରଶାସନ ପାଣ୍ଠି ଦେଲେ ସମାଧାନ
ଅନୁଗୋଳ ଅଫିସ, ୨୦।୧୦ ଅନୁଗୋଳ ସହରରେ ବୁଲା ଗୋରୁଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ସକାଳୁ ରାତିଯାଏ ଏମାନେ ବିଭିନ୍ନ ରାସ୍ତାକୁ କବ୍ଜା କରି ରଖୁଥିବାରୁ ଦୈନିକ ଏକାଧିକ ଦୁର୍ଘଟଣା ଘଟୁଛି। ସହରର ରାସ୍ତା ମଧ୍ୟ ଅପରିଷ୍କାର ହେଉଛି।…
୧୭୪ ସ୍କୁଲରେ ଝୁଲିବ ତାଲା
ଅନୁଗୋଳ ଅଫିସ, ୧୯ା୧୦: ଅନୁଗୋଳ ଜିଲାର ଆଉ ୧୭୪ ବିଦ୍ୟାଳୟରେ ତାଲା ଝୁଲାଇବେ ସରକାର। ବନ୍ଦ ହେବାକୁ ଥିବା ଏହି ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ସ୍କୁଲଗୁଡ଼ିକୁ ଚିହ୍ନଟ କରାଯାଇସାରିଛି। ବିଶେଷକରି ୨୦ରୁ କମ୍ ଛାତ୍ରୀଛାତ୍ର ଥିବା ଶିକ୍ଷାନୁଷ୍ଠାନରେ ତାଲା ପକାଇ…
ଅନୁଗୋଳରେ ଗଡ଼ବଡ଼ କରୁଛି ଆର୍ଆର୍ଟି
ଅନୁଗୋଳ ଅଫିସ,୧୭।୧୦ ଅନୁଗୋଳ ଜିଲାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୭ ହଜାର ପାର୍ କଲାଣି। ବିଶେଷକରି ସେପ୍ଟେମ୍ବର ଓ ଅକ୍ଟୋବର ମାସରେ ସଂକ୍ରମଣ ଦ୍ରୁତଗତିରେ ବଢ଼ୁଛି। ଏହାର ମୁକାବିଲା ପାଇଁ ପ୍ରଶାସନ ପକ୍ଷରୁ ଯୋଜନା ପରେ ଯୋଜନା କରାଯାଉଥିଲେ ମଧ୍ୟ ସ୍ଥିତି…
କଟକଣା ଢିଲା ହେଲେ ଜିଲାକୁ ବିପଦ
ଅନୁଗୋଳ ଅଫିସ, ୧୬ା୧୦ ସପ୍ତାହେ ପରେ ଦୁର୍ଗା ପୂଜା। ଏଣେ ଅନୁଗୋଳ ଜିଲାରେ ଦ୍ରୁତଗତିରେ ବଢ଼ିଚାଲିଛି କରୋନା ସଂକ୍ରମଣ। ଦୈନିକ ୨ଶହରୁ ଅଧିକ ପଜିଟିଭ୍ ବାହାରୁଛନ୍ତି ଜିଲାରୁ। ଏପରି ସ୍ଥିତିରେ ସରକାରୀ ଗାଇଡ୍ଲାଇନ ମଧ୍ୟରେ ପୂଜା ପାଳନ କରାଯିବା ଜିଲା ପ୍ରଶାସନ…
ଶେଷ ହେଉନି ପାଲା କଳାକାରଙ୍କ ସଂଘର୍ଷ
ବଇଣ୍ଡା, ୧୫ା୧୦ (ପରିକ୍ଷିତ ସାହୁ): ବର୍ଷକ ୧୨ ମାସରୁ ୯ ମାସ ବିତୁଥିଲା ଧର୍ମ ଚର୍ଚ୍ଚାରେ। କିଏ ମାନସିକ ପୂରଣ ପାଇଁ ଖୋଜୁଥିଲେ ତ ଆଉ କିଏ ଏକୋଇଶିଆ ପାଲା ପରିବେଷଣ ନିମନ୍ତେ ବଇନା ଦେବାକୁ ପହଞ୍ଚିଯାଉଥିଲେ ଗାୟକଙ୍କ ଦୁଆରେ। ହେଲେ…
ଆଶାରେ ରହିଗଲା ଆଶାଲତାଙ୍କ ଲାଭ
ବନ୍ତଳା,୧୫ା୧୦(ଦିନେଶ ଦେହୁରୀ): ସ୍ବାମୀଙ୍କ ମୃତ୍ୟୁ ପରେ ପରିବାର ବୋଝ ଉଠାଇବାକୁ ଚାଷକୁ ସାହାରା କରିଥିଲେ ଅନୁଗୋଳ ଜିଲା ବନ୍ତଳା ଥାନା ପୋକତୁଙ୍ଗା ଗ୍ରାମର ଆଶାଲତା ପ୍ରଧାନ (୩୮)। ପୈତୃକ ଜମି ଏକ ଏକର ସହ ଭାଗ ସୂତ୍ରରେ ଆଉ ୩ ଏକର…
ପୁଣି ଚମକିଲେ ପ୍ରତ୍ୟୁଷା
ଅନୁଗୋଳ ଅଫିସ, ୧୪।୧୦ – ଅନୁଗୋଳ ଝିଅ ପ୍ରତ୍ୟୁଷା ଅମାନ୍ତ ପୁଣି ସୁନ୍ଦରୀ ପ୍ରତିଯୋଗିତାରେ ଚମକିଛନ୍ତି। ସେ ଅପେରା ମିଡିଆର ଆନୁକୂଲ୍ୟରେ ଆୟୋଜିତ ମିସ୍ ଆଣ୍ଡ ମିସେସ୍ ଇଣ୍ଡିଆ ଗ୍ଲୋବାଲରେ ଦ୍ୱିତୀୟ ସ୍ଥାନ ଅଧିକାର କରି ରନର୍ସଅପ୍ ହୋଇଛନ୍ତି। ଏହି ପ୍ରତିଯୋଗିତାରେ…

