ଅନୁଗୋଳ

ଅନୁମୋଦନରେ ବିଳମ୍ବ କରୁଛି ତାମଡ଼ା

ଅନୁଗୋଳ ଅଫିସ, ୨୯ା୮ ଜମି କିସମ ପରିବର୍ତ୍ତନ ପାଇଁ ଆସୁଥିବା ଫାଇଲ ପଡ଼ିରହୁଛି। ଏହାକୁ ମାସେ ମଧ୍ୟରେ ଅନୁମୋଦନ ଦେବାର ନିୟମ ରହିଥିଲେ ବି ତାହାକୁ ପାଳନ କରାଯାଉ ନାହିଁ। ଦୁର୍ନୀତିକୁ ପ୍ରଶ୍ରୟ ଦେବାକୁ ତାଳଚେର-ଅନୁଗୋଳ-ମେରାମଣ୍ଡଳୀ ଉନ୍ନୟନ କର୍ତ୍ତୃପକ୍ଷ (ତାମଡା) କାର୍ଯ୍ୟାଳୟରେ…

ରେଙ୍ଗାଳି ଡ୍ୟାମର ୩ଗେଟ ଖୋଲିଲା

କଣିହାଁ,୨୭।୮(ଡି.ଏନ୍‌.ଏ): ରାଜ୍ୟରେ ଗତ କିଛି ଦିନରୁ ଲଗାତର ଭାବେ ପ୍ରବଳ ବର୍ଷା ଜାରି ରହିଛି। ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁ ତଳିଆ ଅଞ୍ଚଳ ଏବେ ଜଳମଗ୍ନ ହୋଇପଡ଼ିଛି। ଇତିମଧ୍ୟରେ କଣିହାଁ ବ୍ଲକ ସ୍ଥିତ ବ୍ରାହ୍ମଣୀ ନଦୀର ରେଙ୍ଗାଳି ଡ୍ୟାମରୁ ବନ୍ୟାଜଳ ନିଷ୍କାସନ…

୨ ରହୁଛି ଖୋଲା, ୫ରେ ତାଲା

ବଇଣ୍ଡା,(ପରିକ୍ଷିତ ସାହୁ) ୨୭ା୮:  ଅନୁଗୋଳ ଜିଲା ଆଠମଲ୍ଲିକ ଉପଖଣ୍ଡରେ ବିପର୍ଯ୍ୟସ୍ତ ହୋଇପଡ଼ିଛି ହୋମିଓପ୍ୟାଥି ଓ ଆୟୁର୍ବେଦ ଚିକିତ୍ସାସେବା। ଉପଖଣ୍ଡର ଆଠମଲ୍ଲିକ ଓ କିଶୋରନଗର ବ୍ଲକର ଜଙ୍ଗଲ ଅଧ୍ୟୁଷିତ ୭ ପଞ୍ଚାୟତର ୪୦ ଗ୍ରାମବାସୀଙ୍କୁ ତ୍ୱରିତ ଚିକିତ୍ସା ସୁବିଧା ଯୋଗାଇ ଦେବା ପାଇଁ…

ଟ୍ୟାକ୍ସ ଛୁଇଁପାରୁନି ଟାର୍ଗେଟ୍‌

ଅନୁଗୋଳ ଅଫିସ, ୨୬।୮ – ପ୍ରତି ଆର୍ଥିକ ବର୍ଷରେ ସରକାରଙ୍କ ପକ୍ଷରୁ ଦିଆଯାଉଥିବା ଟ୍ୟାକ୍ସ ଟାର୍ଗେଟ୍‌କୁ ଅନୁଗୋଳ ପୌରପାଳିକା ପୂରଣ କରିପାରୁ ନାହିଁ। ବିଶେଷକରି ହୋଲ୍ଡିଂ ଟ୍ୟାକ୍ସ ଆଦାୟ ଶତପ୍ରତିଶତ ହୋଇପାରୁ ନ ଥିବାରୁ ଉକ୍ତ ଧାର୍ଯ୍ୟଲକ୍ଷ୍ୟ ଛୁଇଁବା ଅସମ୍ଭବ ହୋଇପଡ଼ୁଛି।…

ଅର୍ଥ ଅଛି, ଅନୁମତି ନାହିଁ

ବଇଣ୍ଡା, ୨୫ା୮(ଡି.ଏନ୍‌.ଏ.)ବହୁ ଆପତ୍ତି ଅଭିଯୋଗ ପରେ ୨ ବ୍ଲକକୁ ଯୋଡ଼ୁଥିବା ୯.୪ କିଲୋମିଟର ସଡ଼କକୁ ପକ୍କା କରିବା ପାଇଁ ସରକାର ଅର୍ଥ ଯୋଗାଇ ଦେଇଛନ୍ତି। ପୂର୍ତ୍ତ ବିଭାଗ ପକ୍ଷରୁ ଏ ନେଇ ଟେଣ୍ଡର ମଧ୍ୟ କରାଯାଇଛି। ହେଲେ କୋଭିଡ୍‌ କଟକଣା ପାଇଁ…

କ୍ଷେତକୁ ନିଅଣ୍ଟ ସାର

ଅନୁଗୋଳ ଅଫିସ, ୨୪।୮: ପ୍ରଥମେ ନିଅଣ୍ଟିଆ ବର୍ଷା, ଆଉ ଏବେ ସାର ଅଭାବକୁ ନେଇ ଚିନ୍ତାରେ ପଡ଼ିଛନ୍ତି ଅନୁଗୋଳ ଜିଲାର ଚାଷୀ। ପଛେଇ ଯାଇଥିବା ଚାଷକୁ ଆଗେଇ ନେବା ପାଇଁ ସେମାନଙ୍କ ନିକଟରେ ସାର ହିଁ ଏକମାତ୍ର ବିକଳ୍ପ ରହିଛି। କିନ୍ତୁ ଠିକଣା…

ରେଙ୍ଗାଳି ଡ୍ୟାମ୍‌ରୁ ପ୍ରଥମ ବନ୍ୟାଜଳ ନିଷ୍କାସନ

କଣିହାଁ,୨୩ା୮(ଡି.ଏନ୍‌.ଏ.): ଅନୁଗୋଳ ଜିଲା କଣିହାଁ ବ୍ଲକସ୍ଥିତ ବ୍ରାହ୍ମଣୀ ନଦୀର ରେଙ୍ଗାଳି ଡ୍ୟାମରୁ ଶନିବାର ରାତି ୯ଟାରେ ପ୍ରଥମ ବନ୍ୟାଜଳ ନିଷ୍କାସନ ପାଇଁ ଗୋଟିଏ ଗେଟ୍‌ ଖୋଲାଯାଇଛି। ଏହି ଡ୍ୟାମର ସମ୍ପୂର୍ଣ୍ଣ ଜଳଧାରଣ କ୍ଷମତା ୧୨୩.୫୦ ମିଟର ହୋଇଥିବାବେଳେ ଡ୍ୟାମର ଜଳସ୍ତର ୧୨୧.୫୫…

ସାନଭାଇ ଟାଙ୍ଗିଆ ଚୋଟରେ ବଡ଼ଭାଇଙ୍କ ଜୀବନଗଲା

କଣିହାଁ,୨୩ା୮(ଡି.ଏନ୍‌.ଏ.): ସାନ ଭାଇଙ୍କ ଟାଙ୍ଗିଆ ଚୋଟରେ ବଡ଼ ଭାଇଙ୍କ ଜୀବନ ଯାଇଛି। ଏମିତି ଏକ ଅଭାବନୀୟ ଘଟଣା ଘଟିଛି ଅନୁଗୋଳ ଜିଲା ସମଲ ଥାନା ଶିପୁର ଗ୍ରାମରେ। ମୃତକଙ୍କ ନାମ ରଞ୍ଜନ ବାରିକ (୨୮)। ଘଟଣାରୁ ପ୍ରକାଶ ଯେ, ଦୁଃଖ ବାରିକଙ୍କ…

ନିର୍ମାଣ ଚାଲିଛି ଆଠମଲ୍ଲିକ-ଧଳପୁର ବ୍ରିଜ: କାମ ସରିଲେ ସେତୁ ରଚିବ କୀର୍ତ୍ତିମାନ

ବଇଣ୍ଡା, ୨୩।୮: ଧାର୍ଯ୍ୟ ଅବଧି ୮ ମାସ ତଳୁ ଶେଷ ହେଲାଣି। ତଥାପି ମହାନଦୀ ଉପରେ ନିର୍ମାଣ ସରୁନି ଓଡ଼ିଶାର ସବୁଠୁ ଲମ୍ବା ସେତୁର ଗୌରବ ଅର୍ଜନ କରିବାକୁ ଯାଉଥିବା ଆଠମଲ୍ଲିକ-ଧଳପୁର ସେତୁ। ଅନୁଗୋଳ ଜିଲା ଆଠମଲ୍ଲିକରୁ ବୌଦ୍ଧ ଜିଲା ହରଭଙ୍ଗା…

ଶୌଚାଳୟ ଅବସ୍ଥା ଶୋଚନୀୟ

ମାଧପୁର, ୨୩ା୮:  ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ମାଧପୁର ବଜାରରେ ପରିତ୍ୟକ୍ତ ଅବସ୍ଥାରେ ଥିବା ଶୌଚାଳୟକୁ ନେଇ ବ୍ୟବସାୟୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ୪ବର୍ଷ ତଳେ ମାଧପୁର ପଞ୍ଚାୟତ ପ୍ରଶାସନ ପକ୍ଷରୁ ଏହି ଶୌଚାଳୟ ନିର୍ମାଣ କରାଯାଇଥିଲା। ରକ୍ଷଣାବେକ୍ଷଣ ଅଭାବରୁ ତାହା…

୧୫ ଏକର ଫସଲ ଦଳିଦେଲେ

ଖମାର, ୨୨ା୮ ଅନୁଗୋଳ ଜିଲା ପାଲଲହଡ଼ା ବ୍ଲକ ଖମାରରେ ଥମୁନି ହାତୀ ଉପଦ୍ରବ। ବାରମ୍ବାର ଗଁା ନିକଟକୁ ଆସି ଧନ ଜୀବନ ନଷ୍ଟ କରୁଥିବାବେଳେ ଶୁକ୍ରବାର ପୁଣି ବ୍ୟାପକ ଫସଲ କ୍ଷତି ଘଟାଇଛନ୍ତି ହାତୀ ପଲ। ଖମାର ରେଞ୍ଜ ଝାଲକିଲିଣ୍ଡା ଗ୍ରାମ…

ରାଜ୍ୟରେ ଖସିଛି, ଜାତୀୟସ୍ତରରେ ଉଠିଛି

ଅନୁଗୋଳ ଅଫିସ, ୨୨ା୮ ସ୍ବଚ୍ଛ ସର୍ବେକ୍ଷଣରେ ରାଜ୍ୟରେ ପଛେଇ ଯାଇଛି ଅନୁଗୋଳ ପୌରପାଳିକା। ଗତବର୍ଷ ମିଳିଥିବା ରାଜ୍ୟର ୧ନଂ. ସ୍ଥାନରୁ ଏହା ଖସିଆସିଛି ୯ମକୁ। ହେଲେ ଜାତୀୟସ୍ତରରେ ପ୍ରଦର୍ଶନ ଭଲ ଥିବା ତାଲିକାରୁ ସ୍ପଷ୍ଟ ହୋଇଛି। ୨୦୧୯ରେ ଅନୁଗୋଳ ପୌରପାଳିକା ଜାତୀୟସ୍ତରରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri