ବିକାଶ ପାଇଁ ବ୍ଲୁ ପ୍ରିଣ୍ଟ
ଅନୁଗୋଳ ଅଫିସ, ୧୪ା୧୦ – ଅନୁଗୋଳ ସହରର ବିକାଶ ହେବ। ପାନୀୟ ଜଳ ସମସ୍ୟାର ସମାଧାନ ସହ ସ୍ଥାନେ ସ୍ଥାନେ ଓ୍ବାଟର ଏଟିଏମ୍ ସ୍ଥାପନ କରାଯିବ। ଲୋକଙ୍କ ମନୋରଞ୍ଜନ ପାଇଁ ସ୍ମାର୍ଟ ପାର୍କ ନିର୍ମାଣ ହେବ। ଏଲ୍ଇଡି ଜରିଆରେ ସରକାରୀ ଯୋଜନା…
ସଂକ୍ରମଣ ସୀମା ଡେଉଁଛି
ଅନୁଗୋଳ ଅଫିସ, ୧୩।୧୦ ଅନୁଗୋଳ ଜିଲାରେ କରୋନା ସ୍ଥିତି ଧୀରେ ଧୀରେ ନିୟନ୍ତ୍ରଣ ବାହାରକୁ ଚାଲିଯାଉଛି। ମେ’ରୁ ଅଗଷ୍ଟ ମାସ ମଧ୍ୟରେ ସଂକ୍ରମିତଙ୍କ ସଂଖ୍ୟା ମାତ୍ର ୫୦୮ରେ ସୀମିତ ଥିଲା। କିନ୍ତୁ ସେପ୍ଟେମ୍ବର ଆରମ୍ଭରୁ ଦୈନିକ ସଂକ୍ରମଣ ଶତକ ଛୁଇଁଥିଲା। ହେଲେ…
ସୁରକ୍ଷା ପାଇଁ ସାମଗ୍ରୀ ନାହିଁ
ଅନୁଗୋଳ ଅଫିସ, ୧୨।୧୦: କରୋନା ବିରୋଧୀ ଯୁଦ୍ଧରେ ଆଗ ଧାଡ଼ିରେ ଅଛନ୍ତି ଡାକ୍ତର ଓ ଡାକ୍ତରଖାନା କର୍ମଚାରୀ। ଏମାନଙ୍କ ସୁରକ୍ଷା ପାଇଁ ସରକାର ସମସ୍ତ ବ୍ୟବସ୍ଥା କରିଥିବା କହୁଛନ୍ତି। କିନ୍ତୁ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟକୁ ଦେଖିଲେ ସରକାରଙ୍କ ସୁରକ୍ଷା ବ୍ୟବସ୍ଥା…
କାଠ ଉପରେ ଚାଲିବେ ସଂକ୍ରିଡ଼ାବାସୀ
ବନ୍ତଳା, ୧୨ା୧୦ (ଡି.ଏନ୍.ଏ.): ଶିଳ୍ପାୟନରେ ଆଗୁଆ ଅନୁଗୋଳ। ରାଜ୍ୟର ସର୍ବାଧିକ ରାଜସ୍ବ ମଧ୍ୟ ଆଦାୟ ହେଉଛି ଏହି ଜିଲାରୁ। ହେଲେ ଜିଲାରେ ଏମିତି ବି ଗଁା ଅଛି ଯେଉଁଠି ଯାତାୟାତ ପାଇଁ ଲୋକଙ୍କୁ ଜଙ୍ଗଲରୁ କାଠ କାଟି ପଙ୍କ କାଦୁଅ ରାସ୍ତା…
ପୂଜାକୁ ନେଇ କମିଛି ଉତ୍ସାହ, ଉଦ୍ଦୀପନା
ବଅଁରପାଳ,୧୨ା୧୦(ଡି.ଏନ.ଏ.): କରୋନା ସମୟ ହୋଇ ନ ଥିଲେ ଏତେବେଳକୁ ଦୁର୍ଗାପୂଜା ପାଇଁ ମଣ୍ଡପ ସାଜସଜ୍ଜା ଶେଷ ପର୍ଯ୍ୟାୟରେ ପହଞ୍ଚିସାରିଥାନ୍ତା। ମିନାବଜାର, ଦୋଳି ଲାଗିବା ସ୍ଥାନ ମଧ୍ୟ ପ୍ରସ୍ତୁତ ହେଉଥାନ୍ତା। ସାଂସ୍କୃତିକ କାର୍ଯ୍ୟକ୍ରମ ପାଇଁ କେଉଁଠୁ କଳାକାର ଆସିବେ ଓ କେତେଦିନ ଧରି…
ସ୍କୁଲରେ ଶିକ୍ଷା ପୂର୍ବରୁ ଦକ୍ଷତା ଟେଷ୍ଟ
ଅନୁଗୋଳ ଅଫିସ, ୧୦।୧୦ କରୋନା କାରଣରୁ ଗତ ମାର୍ଚ୍ଚରୁ ସ୍କୁଲ ବନ୍ଦ ହେବା ପରେ କେବଳ ଅନ୍ଲାଇନ୍ ଶିକ୍ଷା ହିଁ ଏକମାତ୍ର ଭରସା ପାଲଟିଛି। ହେଲେ ବିଭିନ୍ନ କାରଣରୁ ଅନୁଗୋଳ ଜିଲାର ହଜାର ହଜାର ଛାତ୍ରୀଛାତ୍ରଙ୍କ ନିକଟରେ ଏହି ଶିକ୍ଷା ପହଞ୍ଚିପାରି…
ଖାଦ୍ୟ ନଁ।ରେ ଚାଲିଛି ରୋଗ ବିକ୍ରି
ଅନୁଗୋଳ ଅଫିସ, ୯ା୧୦ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି କିଛି ମାସ ଧରି ହୋଟେଲ, ଜଳଖିଆ ଦୋକାନ, ଫାଷ୍ଟଫୁଡ ଓ ବିଭିନ୍ନ ଚଟ୍ପଟା ଖାଦ୍ୟ ବିକ୍ରି ଉପରେ କଟକଣା ଲଗାଯାଇଥିଲା। ସରକାର କୋଭିଡ୍ ନିୟମାବଳୀରେ କୋହଳ କରିବା ପରେ ଏସବୁ ବ୍ୟବସାୟକୁ…
ପାଳନ ହେଉନି ବର୍ଜ୍ୟବସ୍ତୁ ନିୟମାବଳୀ
ଅନୁଗୋଳ ଅଫିସ, ୮ା୧: ଆବଶ୍ୟକ ସଂଖ୍ୟକ ଡାକ୍ତର ଅଭାବରୁ ଅନୁଗୋଳ ଜିଲାରେ ସରକାରୀ ସ୍ବାସ୍ଥ୍ୟସେବାର ସୁଫଳ ରୋଗୀଙ୍କୁ ମିଳୁନି। ଏହାର ସୁଯୋଗ ନେଇ ଜିଲାରେ ଘରୋଇ ହସ୍ପିଟାଲ ଓ ନର୍ସିଂହୋମ୍ ସଂଖ୍ୟା ବୃଦ୍ଧି ପାଇଚାଲିଛି। ବିଶେଷକରି ଅନୁଗୋଳ ସହର ଓ ବ୍ଲକ…
ଘଣ୍ଟ ପିଟିଲେ ନିଦ ଭାଙ୍ଗିବ
ବଅଁରପାଳ, ୭ା୧୦(ଉପେନ୍ଦ୍ର ରାଉତ) – ୭ ମାସ ହେଲା ମନ୍ଦିରରେ ଦିଅଁ ଦର୍ଶନରୁ ଭକ୍ତଙ୍କୁ ବଞ୍ଚିତ କରାଯାଇଛି। କେତେ ଓଷା, ବାର, ପୂର୍ଣ୍ଣମୀ, ସଂକ୍ରାନ୍ତି ଗଲାଣି। ଦେବାଳୟ ଆସିବାକୁ ଶ୍ରଦ୍ଧାଳୁ ମଧ୍ୟ ବ୍ୟସ୍ତ ହେଲେଣି। ସଂକ୍ରମଣ ରୋକିହେଉ ନ ଥିଲେ ବି…
ବଜାର ଖୋଲା, ବେପାର ମାନ୍ଦା
ପରିକ୍ଷିତ ସାହୁ, ବଇଣ୍ଡା,୭ା୧୦ – ମାସ ମାସର ଲକ୍ଡାଉନ, ଶଟ୍ଡାଉନ ପରେ ବଜାରକୁ ଖୋଲିଦିଆଯାଇଛି। ବେପାର କରିବାରେ ଆଉ ସେପରି କିଛି କଡ଼ା କଟକଣା ନାହିଁ। କେବଳ ସାମାଜିକ ଦୂରତ୍ୱ ଓ ମାସ୍କ ପରିଧାନ ନିୟମ ପାଳନ କରିବାର ନିର୍ଦ୍ଦେଶ ରହିଛି।…
ଏନ୍ଏସି ହେଲେ ଜଳନ୍ତା ବିକାଶ ବତି
ବଇଣ୍ଡା,୬ା୧୦(ଡି.ଏନ.ଏ.) ଅନୁଗୋଳ ଜିଲା କିଶୋରନଗର ବ୍ଲକର ପ୍ରମୁଖ ବ୍ୟବସାୟିକ ପେଣ୍ଠସ୍ଥଳୀ ବଇଣ୍ଡାକୁ ଏନ୍ଏସି (ବିଜ୍ଞପିତ ଅଞ୍ଚଳ ପରିଷଦ) ଘୋଷଣା କରାଯାଉ ନାହିଁ। ଏ ନେଇ ଦୀର୍ଘ ୨୨ ବର୍ଷ ହେଲା ଦାବି କରାଯାଇ ଆସୁଥିଲେ ମଧ୍ୟ ଏ ଦିଗରେ ସରକାର ପଦକ୍ଷେପ…
ଅନୁଗୋଳରେ ସକ୍ରିୟ ବେଟିଂ ର଼୍ୟାକେଟ୍
ଅନୁଗୋଳ ଅଫିସ, ୫।୧୦: ଆଇପିଏଲ୍ ସହ ଆରମ୍ଭ ହୋଇଛି ଫଟାଫଟ୍ କ୍ରିକେଟ୍ ଋତୁ। ଦୁବାଇରେ ହେଉଛି ଛକା, ଚୌକା ବର୍ଷା। କେତେବେଳେ ଲୋ ସ୍କୋରିଂ ତ ଆଉ କେତେବେଳେ ହାଇ ସ୍କୋରିଂ ମ୍ୟାଚ ଦର୍ଶକଙ୍କ ମଧ୍ୟରେ ରୋମାଞ୍ଚ ଭରୁଛି। ଦିନକୁ ଦିନ…

