ପୂରଣ ହେଉନି ୧୬ ବର୍ଷର ‘ସୁରେଶ୍ୱରୀ’ ଆଶା
ବଇଣ୍ଡା, ୧ା୮ – ୨୦୦୪ରେ ସୁରେଶ୍ୱରୀ ଜଳସେଚନ ପ୍ରକଳ୍ପର ଭୂମିପୂଜା ପରେ ଅନୁଗୋଳ ଜିଲା କିଶୋରନଗର ବ୍ଲକର ୬ ପଞ୍ଚାୟତର ଚାଷୀଙ୍କ ମନରେ ନୂଆ ଆଶା ସଞ୍ଚାର ହୋଇଥିଲା। ସେମାନଙ୍କ ୧୦ ହଜାର ଏକର ଜମିକୁ ଜଳସେଚନର ସୁବିଧା ମିଳିବା...
ବ୍ଲକ୍ର ଅଧା ଜମି ପଡ଼ିଆ
ଛେଣ୍ଡିପଦା,୩୧ା୭(ସ୍ବ.ପ୍ର.) ଚଳିତବର୍ଷ ପାଣିପାଗ ଚାଷ ଅନୁକୂଳ ରହିବ ବୋଲି ପୂର୍ବାନୁମାନକୁ ନେଇ ଉତ୍ସାହିତ ହୋଇପଡ଼ିଥିବା ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକର ଚାଷୀମାନେ ଏବେ ଚିନ୍ତାରେ। ଶ୍ରାବଣ ସରିବାକୁ ବସିଥିଲେ ହେଁ ରୁଆ କାର୍ଯ୍ୟ ପାଇଁ ଜମିରେ ପାଣି ନାହିଁ। ଆଉ...
ନାଲ୍କୋ ଘରୋଇକରଣକୁ ଏଏମ୍ଏସ୍ର ବିରୋଧ
ବଅଁରପାଳ,୩୦ା୭(ଡି.ଏନ୍.ଏ.): ନବରତ୍ନପ୍ରାପ୍ତ ରାଷ୍ଟ୍ରାୟତ ଉଦ୍ୟୋଗରୁ ଘରୋଇକରଣ ବନ୍ଦ କରାଯିବା ଏବଂ ଶ୍ରମ ଆଇନ ସଂଶୋଧନ ବିରୋଧରେ ଗୁରୁବାର ନାଲ୍କୋ ଆଲୁମିନିୟମ ମଜଦୂର ସଂଘ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ସଂଘ ପକ୍ଷରୁ ସରକାର ଜାଗୋ କାର୍ଯ୍ୟକ୍ରମ ସହ ଏହି ବିକ୍ଷୋଭ...
୬୬୦ ହେକ୍ଟରକୁ ମାଡୁନି ପାଣି
ବଅଁରପାଳ,୩୦ା୭(ଡି.ଏନ.ଏ.) ପ୍ରବାସୀ ଶ୍ରମିକମାନଙ୍କ ଘର ବାହୁଡ଼ାକୁ ଦୃଷ୍ଟିରେ ରଖି ଚଳିତବର୍ଷ ଚାଷ ଉପରେ ସରକାର ଅଧିକ ଗୁରୁତ୍ୱ ଦେଉଛନ୍ତି। କିନ୍ତୁ ଆବଶ୍ୟକ ପରିମାଣର ବର୍ଷା ଅଭାବରୁ ଅନେକ ସ୍ଥାନରେ ଚାଷ କାର୍ଯ୍ୟ ବାଧାପ୍ରାପ୍ତ ହୋଇଥିବା ବେଳେ ଅନୁଗୋଳ ଜିଲା ବଅଁରପାଳ ବ୍ଲକ...
ବିଜୟ କୁମାର ନାଲ୍କୋ ପ୍ରଡକ୍ସନ ନିର୍ଦ୍ଦେଶକ
ବଅଁରପାଳ, ୨୯ା୭(ଡି.ଏନ.ଏ.)- ନାଲ୍କୋର ନୂତନ ପ୍ରଡକ୍ସନ ନିର୍ଦ୍ଦେଶକ ଭାବେ ବିଜୟ କୁମାର ଦାସଙ୍କୁ ବୁଧବାର ମନୋନୀତ କରାଯାଇଛି। ବର୍ତ୍ତମାନ ସେ ନାଲ୍କୋ କର୍ପୋରେଟରେ ନିର୍ବାହୀ ନିର୍ଦ୍ଦେଶକ ରହିଛନ୍ତି। ଏବେ ପ୍ରଡକ୍ସନ ନିର୍ଦ୍ଦେଶକ ରହିଥିବା ଭି. ବାଲ୍ ସୁବ୍ରମଣ୍ୟମଙ୍କ କାର୍ଯ୍ୟକାଳ ଆସନ୍ତା...
ଗାଧୋଇବା ହେଲା କାଳ: କେନାଲରେ ବୁଡି ଗଲେ ୨ ସାଙ୍ଗ
ଅନୁଗୋଳ ଅଫିସ, ୨୯।୭-ଅନୁଗୋଳ ସହରର ହେମସୁରପଡା ଅଞ୍ଚଳରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଛି। କେନାଲ ପାଣିରେ ବୁଡି ୨ ସାଙ୍ଗ ପ୍ରାଣ ହରାଇଛନ୍ତି। ମୃତକ ହେଲେ ବୃନ୍ଦାବନ ସେଠି ଓ ବାବୁ ମହାନ୍ତି। ଉଭୟେ ଗାଧୋଇବା ପାଇଁ କେନାଲକୁ...
ଅନୁଗୋଳ ଜିଲାରେ ପ୍ରଥମ ହେବାକୁ ନ ଥିଲା ଆଶା: ଟପ୍ପର କହିଲେ କିଛି ଏମିତି କଥା
ଅନୁଗୋଳ ଅଫିସ,୨୯।୭: ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ଫଳ ବୁଧବାର ପ୍ରକାଶ ପାଇଛି। ଅନୁଗୋଳ ଜିଲାର ଛାତ୍ର ସୌମ୍ୟରଞ୍ଜନ ସାମନ୍ତ ଚଳିତ ବର୍ଷ ସର୍ବାଧିକ ନମ୍ବର ରଖି ଜିଲା ଟପ୍ପର ହୋଇଛନ୍ତି। ସେ ମୋଟ...
ଅନୁଗୋଳ ପାଇଁ ଗୌରବ ଆଣିଲେ ସୋମ୍ୟରଞ୍ଜନ: ହେଲେ ଜିଲା ଟପ୍ପର
ଅନୁଗୋଳ ଅଫିସ,୨୯।୭: ଚଳିତ ବର୍ଷ ମାଧ୍ୟମିକ ଶିକ୍ଷା ପରିଷଦ ବୋର୍ଡ ପକ୍ଷରୁ ଆୟୋଜିତ ମାଟ୍ରିକ ପରୀକ୍ଷାରେ ଅନୁଗୋଳ ଜିଲାରେ ଛାତ୍ର ସୌମ୍ୟରଂଜନ ସାମନ୍ତ ସର୍ବାଧିକ ନମ୍ବର ରଖି ପ୍ରଥମ ସ୍ଥାନ ଅଧିକାର କରିଛନ୍ତି। ସେ ମୋଟ ୫୭୫(୯୫.୮୩ ପ୍ରତିଶତ )...
ମାଟ୍ରିକ୍ ପରୀକ୍ଷା ଫଳ: ଜାଣନ୍ତୁ ଅନୁଗୋଳରେ କେତେଜଣ ହୋଇଛନ୍ତି କୃତକାର୍ଯ୍ୟ
ଅନୁଗୋଳ ଅଫିସ,୨୯।୭: ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ଫଳ ବୁଧବାର ପ୍ରକାଶ ପାଇଛି। ତେବେ ଅନୁଗୋଳ ଜିଲାରେ ମୋଟ ୭୫.୨୩% ଛାତ୍ରୀଛାତ୍ର ପାସ୍ କରିଥିବା ଜିଲା ଶିକ୍ଷା ଅଧିକାରୀ କାର୍ଯ୍ୟାଳୟରୁ ସୂଚନା ପ୍ରଦାନ କରାଯାଇଛି।...
ଗୁରୁତ୍ୱ ହରାଇଛି ସାତକୋଶିଆ ବ୍ୟାଘ୍ର ପ୍ରକଳ୍ପ
ବନ୍ତଳା, ୨୯ା୭ (ଡି.ଏନ.ଏ.): ବ୍ୟାଘ୍ର ସଂରକ୍ଷଣ କ୍ଷେତ୍ରରେ ଦିନେ ଅନୁଗୋଳ ଜିଲାର ସାତକୋଶିଆ ବେଶ୍ ଖ୍ୟାତି ଅର୍ଜନ କରିଥିଲା। ମହାବଳ ବାଘ ବଂଶ ବିସ୍ତାର ପାଇଁ ଏହା ଏକ ଉପଯୁକ୍ତ କ୍ଷେତ୍ର ବୋଲି କୁହାଯାଉଥିଲା। ମାତ୍ର ଆବଶ୍ୟକ ସୁରକ୍ଷା ଓ...
ପ୍ଲାଜ୍ମା ଦାନ ପାଇଁ ଉତ୍ସାହିତ କର
ଅନୁଗୋଳ ଅଫିସ୍, ୨୯।୭ କରୋନାରୁ ସୁସ୍ଥ ହୋଇଥିବା ଅନୁଗୋଳ ଜିଲାର ଲୋକମାନେ କିପରି ପ୍ଲାଜମା ଦାନ ପାଇଁ ଆଗେଇ ଆସିବେ ସେ ସମ୍ପର୍କରେ ସଚେତନତା ସୃଷ୍ଟି ସହ ଅଧିକରୁ ଅଧିକ ପ୍ଲାଜ୍ମା ସଂଗ୍ରହ ଉପରେ ରାଜ୍ୟ ବିଜ୍ଞାନ ଓ କାରିଗରି,...
ଆଶ୍ରୟ ଦେଇପାରୁନି ‘ଆଶ୍ରୟ’ ଯୋଜନା
ଅନୁଗୋଳ ଅଫିସ, ୨୯ା୭ ସହରକୁ ଆସି ବିଭିନ୍ନ ନିର୍ମାଣ କାର୍ଯ୍ୟ କରୁଥିବା ପ୍ରବାସୀ ନିର୍ମାଣ ଶ୍ରମିକମାନଙ୍କୁ ସ୍ବଳ୍ପ ଦେୟରେ ସାମୟିକ ରାତ୍ରି ରହଣିର ସୁବିଧା ଦେବାକୁ ରାଜ୍ୟ ସରକାର କାର୍ଯ୍ୟକାରୀ କରିଥିବା ‘ଆଶ୍ରୟ’ ଯୋଜନା ଅନୁଗୋଳ ଜିଲାରେ ଏଯାଏ ସଫଳତା...
Archives


