ଅନୁଗୋଳ

ବେଆଇନ ପାର୍କିଂରୁ ବଢୁଛି ଦୁର୍ଘଟଣା

ଅନୁଗୋଳ ଅଫିସ, ୬ା୮: ଶିଳ୍ପବହୁଳ ଅନୁଗୋଳରେ ଜନସଂଖ୍ୟା ସହ ବଢ଼ିଚାଲିଛି ଯାନବାହନ ସଂଖ୍ୟା। ଏହାକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ବିଭିନ୍ନ ରାସ୍ତାର ପ୍ରଶସ୍ତୀକରଣ କରାଯାଉଛି। କିନ୍ତୁ ରାସ୍ତାପାର୍ଶ୍ୱରେ ବେଆଇନ ପାର୍କିଂ କାରଣରୁ ଏହି ପ୍ରଶସ୍ତୀକରଣର ଲାଭ ମିଳିପାରୁ ନ ଥିବାବେଳେ…

ଅସ୍ତିତ୍ୱ ସଙ୍କଟରେ ଶରତ ଚନ୍ଦ୍ର କ୍ଲବ

ପାଲଲହଡା,୫ା୮(ଡି.ଏନ.ଏ.) – ଅନୁଗୋଳ ଜିଲା ପାଲଲହଡ଼ାର ପରିଚୟ ପାଲଟିଥିବା ଦୀର୍ଘ ୭୩ ବର୍ଷର ଶରତ ଚନ୍ଦ୍ର କ୍ଲବ ଏବେ ବିପଦସଙ୍କୁଳ ଅବସ୍ଥାକୁ ଚାଲିଆସିଛି। ଏହାର ସମ୍ପୂର୍ଣ୍ଣ ପୁନରୁଦ୍ଧାର ପରିବର୍ତ୍ତେ ମଝିରେ ମଝିରେ ଅଳ୍ପ କିଛି ଉନ୍ନତୀକରଣ କାର୍ଯ୍ୟ କରାଯାଉଥିବାରୁ ରାଜାରାଜୁଡ଼ା ଅମଳର…

ତୂଳୀରେ ଜୀବନ୍ତ ହେଉ ଅନୁଗୋଳର ଐତିହ୍ୟ

ଅନୁଗୋଳ ଅଫିସ୍‌, ୪।୮ ସରକାରୀ ଅର୍ଥରେ ଅନୁଗୋଳର ବିଭିନ୍ନ ପ୍ରାଚୀରରେ ସାଜସଜ୍ଜା କରାଯାଉଛି। ରଙ୍ଗବେରଙ୍ଗର ଚିତ୍ରକଳାରେ ସହରର ସୌନ୍ଦର୍ଯ୍ୟ ବଢ଼ାଯାଉଛି। ସରକାରୀ ଯୋଜନାର ପ୍ରଚାର ସହ କରୋନା ସଂକ୍ରମଣ ନେଇ ସତର୍କ ସୂଚନା ଦିଆଯାଉଛି। ହେଲେ ଏଥିରେ ସ୍ଥାନ ପାଉନି ଅନୁଗୋଳର…

ଆଇନ ଜାଲରେ ଆଦର୍ଶ ବିଦ୍ୟାଳୟ

ବଇଣ୍ଡା,୪ା୮(ପରୀକ୍ଷିତ ସାହୁ) ଗରିବ ମେଧାବୀ ଛାତ୍ରୀଛାତ୍ରଙ୍କୁ ବିନାମୂଲ୍ୟରେ କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ପାଠ୍ୟକ୍ରମ ପଢ଼ାଇବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରତ୍ୟେକ ବ୍ଲକରେ ଆଦର୍ଶ ବିଦ୍ୟାଳୟ ଖୋଲାଯାଉଛି। ଅନୁଗୋଳ ଜିଲାର ଅନୁଗୋଳ, ତାଳଚେର, ଛେଣ୍ଡିପଦା, କିଶୋରନଗର, ପାଲଲହଡ଼ା ଆଦି…

ସାତକୋଶିଆକୁ ଆସିଲା ୨ ବୋଟ୍‌, ଜେଟି

ବନ୍ତଳା, ୪ା୮(ଡି.ଏନ.ଏ.) ଅନୁଗୋଳ ଜିଲା ସାତକୋଶିଆ ଅଭୟାରଣ୍ୟରେ ପହଞ୍ଚିଛି ୧୦ ସିଟ୍‌ ବିଶିଷ୍ଟ ୨ଟି ନୂଆ ବୋଟ୍‌ ଓ ଜେଟି। ଏହାର ମୂଲ୍ୟ ୨୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ହେବ ବୋଲି ଜଣାଯାଇଛି। ଏହି ବୋଟ୍‌ ପାଟ୍ରୋଲିଂ କାମରେ ଲାଗିବ। ସେଥିରୁ…

୭ ବିଷୟକୁ ଜଣେ ଶିକ୍ଷୟିତ୍ରୀ

ବଅଁରପାଳ,୩ା୮(ଡି.ଏନ.ଏ.) ୧୯୮୫ରେ ସ୍କୁଲ ସ୍ଥାପନ ବେଳେ ନିଯୁକ୍ତି ପାଇଥିଲେ ୭ ଶିକ୍ଷକ। ହେଲେ ୩୫ ବର୍ଷ ପରେ ନବମ ଓ ଦଶମ ଶ୍ରେଣୀର ୭ ବିଷୟ ପଢ଼ାଇବାକୁ ବିଦ୍ୟାଳୟରେ ଅଛନ୍ତି ମାତ୍ର ଜଣେ ଶିକ୍ଷୟିତ୍ରୀ। ଏପରି ସରକାରୀ ଅବହେଳାର ଶିକାର ହୋଇଛି ଅନୁଗୋଳ…

ସକାଳ ୭ରୁ ୨ଟା ଯାଏ ବ୍ୟବସାୟ

ଅନୁଗୋଳ ଅଫିସ୍‌, ୩।୮: ସଂକ୍ରମଣ ରୋକିବାକୁ ସରକାରଙ୍କ ନିର୍ଦ୍ଦେଶନାମା ନେଇ ଅନୁଗୋଳ ଜିଲାପାଳ ମନୋଜ କୁମାର ମହାନ୍ତିଙ୍କ ପକ୍ଷରୁ ପ୍ରେସ୍‌ ବିଜ୍ଞପ୍ତି ଜାରି କରାଯାଇଛି। ଏଥିରେ ସରକାରୀ ନିର୍ଦ୍ଦେଶର ଅନୁପାଳନ କରିବାକୁ ଜିଲାବାସୀଙ୍କୁ ସେ ଅନୁରୋଧ କରିଛନ୍ତି। ଜିଲାରେ ସକାଳ ୭ଟାରୁ ଅପରାହ୍ନ…

ଚିକିତ୍ସା ନ ପାଇ ରୋଗୀ ମୃତ୍ୟୁ ଅଭିଯୋଗ ଘଟଣା: ୪୮ ଘଣ୍ଟା ମଧ୍ୟରେ ରିପୋର୍ଟ ମାଗିଲେ ସ୍ବାସ୍ଥ୍ୟମନ୍ତ୍ରୀ

ଅନୁଗୋଳ ଅଫିସ, ୩ା୮: ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟକୁ ଶୁକ୍ରବାର ରାତିରେ ଆସିଥିବା ସମଲ ଅଞ୍ଚଳର ବାଦଲ ଦଳାଇ(୪୬)ଙ୍କ ଚିକିତ୍ସା ଅବହେଳାରୁ ମୃତ୍ୟୁ ଅଭିଯୋଗ ହୋଇଥିଲା। ଘଟଣାର ରିପୋର୍ଟ ୪୮ ଘଣ୍ଟା ମଧ୍ୟରେ ଦେବାକୁ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ ରବିବାର…

ଅଣ୍ଡାରୁ ବାହାରିଲେ ୫ ଶହରୁ ଊର୍ଦ୍ଧ୍ୱ କୁମ୍ଭୀର

ବନ୍ତଳା, ୨।୮(ଡି.ଏନ୍‌.ଏ.) ଅନୁଗୋଳ ଜିଲା ସାତକୋଶିଆ ଅଭୟାରଣ୍ୟ ମହାନଦୀ ଗଣ୍ଡରେ ମଗର କୁମ୍ଭୀର ଦେଇଥିବା ଅଣ୍ଡାରୁ ଜନ୍ମ ନେଇଛନ୍ତି ୫ ଶହରୁ ଊର୍ଦ୍ଧ୍ୱ ଛୁଆ। ଗତ ଜୁଲାଇ ମାସରେ ବିଭିନ୍ନ ସ୍ଥାନରେ ମଗର ଛୁଆ ଅଣ୍ଡାରୁ ବାହାରି ପାଣି ଥିବା ବୁଦା…

ଚିକିତ୍ସା ନ ପାଇ ରୋଗୀ ମୃତ୍ୟୁ ଅଭିଯୋଗ

ଅନୁଗୋଳ ଅଫିସ୍‌, ୨।୮: ଅସୁସ୍ଥ ହୋଇ ଶୁକ୍ରବାର ରାତିରେ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟକୁ ଆସିଥିବା ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ମୃତକ ସମଲ ଅଞ୍ଚଳରେ ରହୁଥିବା ବାଦଲ ଦଳାଇ (୪୬) ବୋଲି ଜଣାପଡିଛି। ଡାକ୍ତର, କର୍ମଚାରୀ ଠିକ୍‌…

ବାବୁ ଦେଉନାହାନ୍ତି ବିଦ୍ୟୁତ୍‌ ବିଲ୍‌: ବଢ଼ି ବଢ଼ି ହେଲାଣି ୩ କୋଟି

ଅନୁଗୋଳ ଅଫିସ, ୨।୮: ପ୍ରତି ପ୍ରକୋଷ୍ଠରେ ଏସି, ଚକ୍‌ଚକ୍‌ ଆଲୁଅ। ଏଥିପାଇଁ ଖର୍ଚ୍ଚ ହେଉଛି ଲକ୍ଷ ଲକ୍ଷ ଟଙ୍କାର ବିଦ୍ୟୁତ୍‌ ଶକ୍ତି। ହେଲେ ଏ ବାବଦ ବିଲ୍‌ ପଇଠ କରୁନିି କାର୍ଯ୍ୟାଳୟ। ଫଳରେ ବକେୟା ବଢ଼ି ବଢ଼ି ଆସି ୩ କୋଟି…

ପୂରଣ ହେଉନି ୧୬ ବର୍ଷର ‘ସୁରେଶ୍ୱରୀ’ ଆଶା

ବଇଣ୍ଡା, ୧ା୮ – ୨୦୦୪ରେ ସୁରେଶ୍ୱରୀ ଜଳସେଚନ ପ୍ରକଳ୍ପର ଭୂମିପୂଜା ପରେ ଅନୁଗୋଳ ଜିଲା କିଶୋରନଗର ବ୍ଲକର ୬ ପଞ୍ଚାୟତର ଚାଷୀଙ୍କ ମନରେ ନୂଆ ଆଶା ସଞ୍ଚାର ହୋଇଥିଲା। ସେମାନଙ୍କ ୧୦ ହଜାର ଏକର ଜମିକୁ ଜଳସେଚନର ସୁବିଧା ମିଳିବା ସମ୍ଭାବନା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri