ଅନୁଗୋଳ

ଦୁର୍ଦ୍ଦିନରେ ୨ ହଜାର ବାଦ୍ୟକାର

ବଅଁରପାଳ, ୨୮ା୭(ଡି.ଏନ.ଏ.) କରୋନା ବ୍ୟାପିବା ପୂର୍ବରୁ ବର୍ଷ ତମାମ ହାତକୁ କାମ ଆସୁଥିଲା। ରୋଜଗାରରେ କୌଣସି ଅସୁବିଧା ହେଉ ନ ଥିଲା। ବାଦ୍ୟ, ସଙ୍ଗୀତ ପରିବେଷଣ ପାଇଁ ନୂଆ ନୂଆ ସରଞ୍ଜାମ କିଣାଯିବାଠାରୁ କର୍ମଚାରୀଙ୍କୁ ଦରମା ଦେବାଯାଏ ସବୁକିଛି ଠିକ୍‌ଠାକ୍‌ ଚାଲିଥିଲା।…

ହାତୀ ଫେରିଲେ ପଶୁଛି ଛନକା

ବଇଣ୍ଡା, ୨୭ା୭ (ପରିକ୍ଷିତ ସାହୁ): ଅନୁଗୋଳ ଜିଲା ହଣ୍ଡପା ରେଞ୍ଜରେ ଥମୁନି ହାତୀ ଉପଦ୍ରବ। ରେଢାଖୋଲ ବନାଞ୍ଚଳରୁ ଏକ ହାତୀପଲ ହଣ୍ଡପା ରେଞ୍ଜକୁ ବାରମ୍ବାର ପଶିଆସି ବ୍ୟାପକ କ୍ଷୟକ୍ଷତି ଘଟାଉଛନ୍ତି। ଗତ ୭ ବର୍ଷ ମଧ୍ୟରେ ୧୦୧୭ ଏକର ଜମିରେ ଫସଲ…

ପୋଲ ନ ଥିବାରୁ ପାଠ ଛାଡୁଛନ୍ତି ପିଲା

ଛେଣ୍ଡିପଦା,୨୫ା୭(ସ୍ବ.ପ୍ର.)  ଗାଁକୁ ଭଲ ରାସ୍ତାଟିଏ ନାହିଁ। ଚାରିପଟୁ ଘେରି ରହିଛି  ନୁହୁରାଣୀ ଓ ବାଇଶିନାଳିଆ ନଦୀ। ବର୍ଷ ତମାମ ସେଥିରେ ପାଣି ରହୁଥିବାରୁ ଯାତାୟାତ ବେଶ୍‌ କଷ୍ଟକର। ବର୍ଷାଦିନେ ଗାଁ ବାହ୍ୟଜଗତରୁ ବିଚ୍ଛିନ୍ନ ହୋଇପଡ଼ୁଥିବାରୁ ଗମନାଗମନ ସମ୍ପୂର୍ଣ୍ଣ ବନ୍ଦ। ନଦୀ ଉପରେ…

ଚିତ୍ରକଳା ଯାଦୁକର କୁବେର

ବଇଣ୍ଡା, ୨୬ା୭(ଡି.ଏନ.ଏ.)  ତାଙ୍କ ତୂଳୀରେ ରହିଛି ଯାଦୁ। ସ୍ପର୍ଶ ମାତ୍ରକେ ଚିତ୍ରସବୁ ଯେମିତି ହୋଇଉଠନ୍ତି ଜୀବନ୍ତ। ସ୍କୁଲରୁ ଆର୍ଟ କଲେଜ ଯାଏ ସେ ଆଙ୍କିଛନ୍ତି ଅନେକ ଚିତ୍ର। କେଉଁ ବିଶିଷ୍ଟ ବ୍ୟକ୍ତିଙ୍କର ହେଉ ଅବା ପ୍ରକୃତିର, ସବୁଥିରେ ରହିଛି ତାଙ୍କ ଯାଦୁକରୀ କଳାର…

ଆଗେଇପାରୁନି ଆବାସ ଯୋଜନା

ଅନୁଗୋଳ ଅଫିସ, ୨୫।୭ – ଅନୁଗୋଳ ପୌରାଞ୍ଚଳରେ ଆଗେଇ ପାରୁନି ଆବାସ ଯୋଜନା। ପୂର୍ବ ବର୍ଷ ଗୁଡ଼ିକରେ ବଣ୍ଟନ ହୋଇଥିତ୍ବା ଗୃହ ମଧ୍ୟରୁ ଅଳ୍ପ କେତୋଟିକୁ ବାଦ୍‌ଦେଲେ ପ୍ରାୟତଃ ଘର ନିର୍ମାଣ ଶେଷ ହୋଇଛି। କିନ୍ତୁ ୨୦୧୯-୨୦ ବର୍ଷରେ ୧୯୫ କାର୍ଯ୍ୟାଦେଶ…

ସାତକୋଶିଆରୁ ୩ ଗଁ। ବିସ୍ଥାପନ ଯୋଜନା

ଅନୁଗୋଳ ଅଫିସ୍‌, ୨୪ା୭ ଅନୁଗୋଳ ଜିଲା ସାତକୋଶିଆ ଅଭୟାରଣ୍ୟରେ ବନ୍ୟପ୍ରାଣୀଙ୍କ ସୁରକ୍ଷା ପାଇଁ ବନ ବିଭାଗ ଯୋଜନା ପରେ ଯୋଜନା କରୁଛି। ମହାବଳ ବାଘ ‘ମହାବୀର’ର ମୃତ୍ୟୁ ପରେ ବ୍ୟାଘ୍ର ପ୍ରକଳ୍ପ ସ୍ଥଗିତ ରହିଥିଲେ ମଧ୍ୟ ଭବିଷ୍ୟତକୁ ଦୃଷ୍ଟିରେ ରଖି ଅଭୟାରଣ୍ୟ…

କାର୍ଯ୍ୟାଳୟ ପାଇଁ ସତର୍କ, ଅନ୍ୟ ଅଞ୍ଚଳ ଚିନ୍ତାନାହିଁ

ଅନୁଗୋଳ ଅଫିସ୍‌, ୨୪ା୭ ମହାମାରୀ କରୋନା ଅନୁଗୋଳରେ କାୟା ମେଲାଇ ଚାଲିଛି। ଦିନକୁ ଦିନ ପଜିଟିଭ୍‌ ସଂଖ୍ୟାରେ ବୃଦ୍ଧି ପରିଲକ୍ଷିତ ହେଉଛି। ପୂର୍ବରୁ ପ୍ରବାସୀ ଶ୍ରମିକଙ୍କ ଦେହରେ ଏହି ଭୂତାଣୁ ଚିହ୍ନଟ ହେଉଥିବା ବେଳେ କିଛିଦିନ ହେଲା ଶିଳ୍ପ ସଂସ୍ଥା ଲିଙ୍କ୍‌…

ଛେଣ୍ଡିପଦାରେ ୨୪ ହାତୀ: ଭାଙ୍ଗିଲେ ଘର, ନଷ୍ଟ କଲେ କଦଳୀ ଫସଲ

ଛେଣ୍ଡିପଦା,୨୩।୭(ସ୍ବ.ପ୍ର.)-ଅନୁଗୋଳ ଜିଲା ଛେଣ୍ଡିପଦା ବନାଞ୍ଚଳର ବିଭିନ୍ନ ଗ୍ରାମରେ ହାତୀ ଉପଦ୍ରବ ଯୋଗୁ ବ୍ୟାପକ କ୍ଷୟକ୍ଷତି ଘଟିଛି। ବୁଧବାର ବିଳମ୍ବିତ ରାତିରେ ଶିମିଳିପାଳ ପଞ୍ଚାୟତ ଚରାକାନି ଗାଁରେ ୨୪ ହାତୀ ପଶି ଲକ୍ଷ ଲକ୍ଷ ଟଙ୍କାର କଦଳୀ ଫସଲ ନଷ୍ଟ କରିବା ସହ…

୪ ନାଲ୍‌କୋ କର୍ମଚାରୀଙ୍କୁ କରୋନା

ବଅଁରପାଳ,୨୩ା୭(ଡି.ଏନ୍‌.ଏ.): ନାଲ୍‌କୋ କଲୋନୀ ଅଞ୍ଚଳରେ ପୂର୍ବରୁ କରୋନାରୁ ଜଣେ ଡିଜିଏମଙ୍କର ମୃତ୍ୟୁ ଘଟିଥିବା ବେଳେ ତାଙ୍କ ସହ ମିଳାମିଶା କରିଥିବା ୨୪୧ ଜଣଙ୍କର ସ୍ବାବ୍‌ ନମୁନା ପରୀକ୍ଷା କରାଯାଇଥିଲା। ସେମାନଙ୍କ ମଧ୍ୟରୁ ୬ ଜଣଙ୍କର ପଜିଟିଭ୍‌ ବାହାରିଥିଲା। ପୁନଶ୍ଚ ଗତ ୧୯…

ସ୍ବଚ୍ଛ ହୋଇପାରିନି କିଶୋରନଗର ବ୍ଲକ

ବଇଣ୍ଡା, ୨୩ା୭(ଡି.ଏନ.ଏ.)  କେନ୍ଦ୍ର ସରକାରଙ୍କ ସ୍ବଚ୍ଛ ଭାରତ ଯୋଜନାରେ ଏଯାଏ ସ୍ବଚ୍ଛ ହୋଇପାରିନି ଅନୁଗୋଳ ଜିଲାର କିଶୋରନଗର ବ୍ଲକ। ମୋଟ୍‌ ୨୩ ପଞ୍ଚାୟତ ମଧ୍ୟରୁ କେତୋଟିରେ ପାଇଖାନା ନିର୍ମାଣ କାର୍ଯ୍ୟ ଶେଷ ହୋଇପାରି ନାହିଁ। ଫଳରେ ସେଠାକାର ଲୋକେ ଏବେ ବି…

୫ ବର୍ଷରେ ଲାଗିଛି ୫୦ ହଜାର ଚାରା

  ବଅଁରପାଳ,୨୨ା୭(ଡି.ଏନ.ଏ.) ଅନୁଗୋଳ ଜିଲା ବଅଁରପାଳ ବ୍ଲକ ଅଞ୍ଚଳରେ ଥିବା ନବରତ୍ନ ମାନ୍ୟତାପ୍ରାପ୍ତ ରାଷ୍ଟ୍ରାୟତ୍ତ ଉଦ୍ୟୋଗ ନାଲ୍‌କୋ ପକ୍ଷରୁ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ କରାଯାଉଛି। ସେଥିମଧ୍ୟରୁ ପାରିପାର୍ଶ୍ୱିକ ଅଞ୍ଚଳରେ ଚାରା ରୋପଣ ପରିବେଶ ସୁରକ୍ଷା ଦିଗରେ ଏକ ବଡ଼ ପଦକ୍ଷେପ। ନାଲ୍‌କୋ…

ନବଜାତ ଶିଶୁ ସହ ୪ ଦିନ ହାଟ ପିଣ୍ଡିରେ ଦମ୍ପତି

ଅନୁଗୋଳ ଅଫିସ, ୨୨ା୭ ମେଡିକାଲରୁ ନବଜାତ ଶିଶୁକୁ ଧରି ଭଡ଼ା ଘରକୁ ଫେରିଥିବା ଏକ ଦମ୍ପତିଙ୍କୁ ଘର ମାଲିକ ଘରେ ପୂରାଇ ନ ଦେବା ଓ ଗଁାରେ ପ୍ରବେଶ ପାଇଁ ଅନୁମତି ନ ମିଳିବାରୁ ଦୁହେଁ ହାଟ ପିଣ୍ଡିରେ ୪ ଦିନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri