କଷ୍ଟ ଦୂର କରିବ ନଷ୍ଟ ହେଉଥିବା ପାଣି
ପାଲଲହଡା,୧୪ା୮(ଡି.ଏନ.ଏ.) ନଷ୍ଟ ହେଉଥିବା ଝରଣା ପାଣିରେ ଚାଷୀଙ୍କ ଜଳ କଷ୍ଟ ଦୂର କରାଯିବ। ପାହାଡ଼ ଉପରେ ଚେକ୍ଡ୍ୟାମ ନିର୍ମାଣ କରାଯାଇ ୬୦୦ ଏକର ଜମିକୁ ଜଳସେଚନର ବ୍ୟବସ୍ଥା ହେବ। ଦୁଇଟି ପଞ୍ଚାୟତର ୭୦୦ ଚାଷୀଙ୍କ ଭାଗ୍ୟରେ ପରିବର୍ତ୍ତନ ଆଣିବାକୁ ଏପରି ଏକ…
ଶିଳ୍ପ ସମୃଦ୍ଧ ଜିଲାରେ ବଢୁଛି ହସ୍ତଶିଳ୍ପ
ଅନୁଗୋଳ ଅଫିସ, ୧୩ା୮: ଘରୋଇ ଓ ସରକାରୀ ଉଦ୍ୟୋଗରେ ସମୃଦ୍ଧ ଅନୁଗୋଳ ଜିଲାରେ ବଢ଼ୁଛି ହସ୍ତଶିଳ୍ପର ଆଦର। ଏଠାକାର ବାଉଁଶ କାରିଗରି, ଟେରାକୋଟା ଓ କଂସା ପିତଳ ସାମଗ୍ରୀକୁ ମିଳୁଛି ବେଶ୍ ପ୍ରଶଂସା। ଦେଶର ବିଭିନ୍ନ ସ୍ଥାନରେ ହେଉଥିବା ପ୍ରଦର୍ଶନୀରେ ଅନୁଗୋଳର…
ଅନୁଗୋଳ ବଜାରରେ ହସ୍ଭର୍ନା ବାଇକ୍
ଅନୁଗୋଳ ଅଫିସ୍, ୧୨।୮ – ଅନୁଗୋଳ ବଜାରରେ ହସ୍ଭର୍ନା ମୋଟର ସାଇକେଲ ପ୍ରବେଶ କରିଛି। ଏହି ହସ୍ଭର୍ନା ଭିଟ୍ପିଲେନ୍ ଓ ସ୍ବାଟ୍ପିଲେନ୍ ଗାଡ଼ି ୨୫୦ ସିସିର ଉପଲବ୍ଧ ରହିଛି। ଅନୁଗୋଳ କେଟିଏମ୍ ଶୋ’ରୁମ୍ରେ ଏହି ମଡେଲ୍ ଗ୍ରାହକ ପାଇପାରିବେ। କେଟିଏମ୍ ପ୍ରିମିୟର…
ମଥା ଟେକିପାରୁନି ମନୋରଞ୍ଜନ ମାଧ୍ୟମ
ଉପେନ୍ଦ୍ର ରାଉତ ବଅଁରପାଳ,୧୨ା୮ – କାମର ଚାପ ହ୍ରାସ ପାଇଁ ହେଉ ଅବା ସୁସ୍ଥ ଜୀବନଯାପନ, ସଭିଙ୍କୁ ଲୋଡ଼ା ମନୋରଞ୍ଜନ। କିନ୍ତୁ ୫ ମାସ ହେଲା କରୋନା କଟକଣା ପାଇଁ ମନୋରଞ୍ଜନର ଏକ ବଡ଼ ମାଧ୍ୟମ ସିନେମା ହଲ୍ରେ ପକାଇ ଦିଆଯାଇଛି…
ସଂଗ୍ରହାଳୟ ପାଇଁ ସମ୍ବଳ ନାହିଁ
ଅନୁଗୋଳ ଅଫିସ,୧୧ା୮ ପୁରାତନ ସଭ୍ୟତା, ଏହାର ସଂସ୍କୃତି, ଭାଷା, ଲିପି, ମୁଦ୍ରା ଆଦି ସମ୍ପର୍କରେ ଢେର ଜ୍ଞାନ ଦେଇଥାଏ ସଂଗ୍ରହାଳୟ। ନୂତନ ଶିକ୍ଷା, ଗବେଷଣା ଦିଗରେ ଏହା ବେଶ୍ ଉପଯୋଗୀ ସାବ୍ୟସ୍ତ ହୋଇଥାଏ। ଖାସ୍ ଏହି କାରଣରୁ ପ୍ରତି ଜିଲାରେ ଗୋଟିଏ…
ବ୍ୟବସ୍ଥା ଥାଇ ହୀନସ୍ତା
ଅନୁଗୋଳ ଅଫିସ, ୧୧ା୮ ଶାରୀରିକ ଭିନ୍ନକ୍ଷମଙ୍କ ଭଳି ମାନସିକ ଭିନ୍ନକ୍ଷମଙ୍କ ପାଇଁ ମଧ୍ୟ ସରକାରୀ ଯୋଜନା ରହିଛି। ସେମାନଙ୍କୁ ଚିକିତ୍ସା କରାଇ ଆବଶ୍ୟକ ଥଇଥାନ ନିମନ୍ତେ ସରକାରୀସ୍ତରରେ ବ୍ୟବସ୍ଥା ଅଛି। ହେଲେ ଅନୁଗୋଳ ଜିଲାରେ ଉକ୍ତ ସରକାରୀ ଯୋଜନା କାର୍ଯ୍ୟକାରୀ ହେଉନାହିଁ।…
‘ଓଡ଼ିଶା ମୋ ପରିବାର’ରେ ଫାଟ
ଅନୁଗୋଳ ଅଫିସ, ୧୦ା୮: ଅନୁଗୋଳ ଜିଲାରେ ବିଜୁ ଜନତା ଦଳର ‘ଓଡ଼ିଶା ମୋ ପରିବାର’ ଓ ‘ଜୀବନ ବିନ୍ଦୁ’ର ପୁନର୍ଗଠନ ହେଉ ହେଉ ଏଥିରେ ଫାଟ ଦେଖାଦେଇଥିବା ଚର୍ଚ୍ଚାର ବିଷୟ ହୋଇଛି। ରବିବାର ଅଗଷ୍ଟ କ୍ରାନ୍ତି ଦିବସ ଅବସରରେ ଜିଲା କଳାକେନ୍ଦ୍ରଠାରେ…
ଉଚ୍ଛେଦରେ ସୀମିତ ସମ୍ପ୍ରସାରଣ
ବଇଣ୍ଡା, ୧୦ା୮(ପରିକ୍ଷିତ ସାହୁ): ଅନୁଗୋଳ ଜିଲା ଦେଇ ଯାଇଥିବା କଟକ-ସମ୍ବଲପୁର ୫୫ ନମ୍ବର ଜାତୀୟ ରାଜପଥକୁ ୪ ଲେନ୍ କରାଯାଉଛି। ହେଲେ କିଶୋରନଗର ବ୍ଲକ ଜାମ୍ବୁନାଳୀଠାରୁ ଭାଙ୍ଗମୁଣ୍ଡା ଯାଏ ଦୀର୍ଘ ୪୦ କିଲୋମିଟର ସମ୍ପ୍ରସାରଣରେ ଅହେତୁକ ବିଳମ୍ବ ହେଉଥିବା ଅଭିଯୋଗ ହେଉଛି।…
ନାଲ୍କୋକୁ ଘରୋଇକରଣ ଚକ୍ରାନ୍ତ ବିରୋଧରେ ଶ୍ରମିକ ସଂଗଠନର ବିକ୍ଷୋଭ
ବଅଁରପାଳ,୯ା୮(ଡି.ଏନ୍.ଏ.): କେନ୍ଦ୍ର ସରକାରଙ୍କ ନବରତ୍ନପ୍ରାପ୍ତ ରାଷ୍ଟ୍ରାୟତ ଉଦ୍ୟୋଗ ନାଲ୍କୋକୁ ଘରୋଇକରଣ କରିବା ପାଇଁ ଚକ୍ରାନ୍ତ କରାଯାଉଥିବା ବିଭିନ୍ନ ଶ୍ରମିକ ସଂଘ ପକ୍ଷରୁ ଅଭିଯୋଗ ହେଉଛି। କେନ୍ଦ୍ର ସରକାରଙ୍କ ଶ୍ରମ ଆଇନ ପରିବର୍ତ୍ତନ ଏବଂ ରାଷ୍ଟ୍ରାୟତ ଉଦ୍ୟୋଗ ସେବାମୂଳକ ସଂସ୍ଥାର ଘରୋଇକରଣ ବିରୋଧରେ…
ନାଲ୍କୋରେ ହେବ ଏଚ୍ଆଇଭି ସ୍କ୍ରିନିଂ
ଅନୁଗୋଳ ଅଫିସ୍, ୯।୮ : ଏଡ୍ସ ଓ ଏଚ୍ଆଇଭି ସଂକ୍ରାନ୍ତୀୟ କାର୍ଯ୍ୟକ୍ରମକୁ ସଫଳତାର ସହ କାର୍ଯ୍ୟକାରୀ କରିବା ଉଦ୍ଦେଶ୍ୟରେ ଜିଲାପାଳ ମନୋଜ କୁମାର ମହାନ୍ତିଙ୍କ ଅଧ୍ୟକ୍ଷତାରେ ଜିଲା ଏଡ୍ସ ନିୟନ୍ତ୍ରଣ କମିଟିର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଚଳିତ ମାସରେ ନାଲ୍କୋଠାରେ…
କଷ୍ଟ ଦେଉଛି ଗଁ। ରାସ୍ତା
ମାଧପୁର,୮ା୮ – ୩ ଗ୍ରାମର ଲୋକଙ୍କ ଭରସା ଗୋଟିଏ ରାସ୍ତା। ହେଲେ ଟିକେ ବର୍ଷା ହୋଇଗଲେ ଆଉ ସେହି ରାସ୍ତା ଦେଇ ଯିବାଆସିବା ସହଜ ହୋଇପାରୁନି। ଭଲ ରାସ୍ତାଟିଏ ପାଇଁ ପ୍ରଶାସନ ନିକଟରେ ବାରମ୍ବାର ଅଭିଯୋଗ କଲେ ମଧ୍ୟ କିଛି ସୁଫଳ…
ଆଶା ଆଶଙ୍କାରେ ୩ଶହ ମୂର୍ତ୍ତି କାରିଗର
ବଅଁରପାଳ,୮ା୮(ଡି.ଏନ.ଏ.) – ପୂଜାଋତୁ ଆସିବ। ମାସ ମାସ ଧରି ଗଢ଼ାଯାଇଥିବା ମୂର୍ତ୍ତିସବୁ ବିକ୍ରି ହୋଇଯିବ। ବର୍ଷକର ଖୋରାକ ଯୋଗାଡ଼ରେ ଆଉ ଅସୁବିଧା ହେବନି। ଏପରି ଭାବନା ନେଇ ମାଟି ସହ ମାଟି ହୋଇ ଖଟିଚାଲିଥିବା ଅନୁଗୋଳ ଜିଲା ବଅଁରପାଳ ଅଞ୍ଚଳର ମୂର୍ତ୍ତି…

