୧୪ ଘଣ୍ଟା ପରେ ଉଠାଗଲା ମୃତଦେହ
ଅନୁଗୋଳ ଅଫିସ୍, ୧୩ା୭: ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ଜଣେ ରୋଗୀଙ୍କ ମୃତ୍ୟୁ ପରେ କରୋନା ସନ୍ଦେହରେ ଦୀର୍ଘ ୧୪ ଘଣ୍ଟା ମୃତଦେହ ପକାଇ ରଖାଯାଇଥିଲା। ରବିବାର ଅପରାହ୍ନ ୪ଟାରେ ସ୍ବାବ୍ ରିପୋର୍ଟ ନେଗେଟିଭ୍ ଆସିବା ପରେ ଶବ ବ୍ୟବଚ୍ଛେଦ...
କଟକଣା ମାନୁନାହାନ୍ତି ବାବୁ: ପ୍ରଶାସନ ନିର୍ଦ୍ଦେଶନାମା ଉଲ୍ଲଂଘନ ଚର୍ଚ୍ଚା
ଅନୁଗୋଳ ଅଫିସ୍, ୧୩ା୭: କୌଣସି ହଟ୍ସ୍ପଟ ଜିଲା ବା ରାଜ୍ୟ ବାହାରୁ ଆସୁଥିବା ଲୋକମାନେ ବାଧ୍ୟତାମୂଳକ ଭାବେ ୧୪ ଦିନିଆ ସରକାରୀ କ୍ବାରାଣ୍ଟାଇନ୍ରେ ରହିବେ ବୋଲି ଅନୁଗୋଳ ଜିଲା ପ୍ରଶାସନ ପକ୍ଷରୁ ଶନିବାର ନିର୍ଦ୍ଦେଶନାମା (ନଂ ୩୪୧/ଆବାସିକ/୧୧ା୭ା୨୦୨୦) ଜାରି କରାଯାଇଛି। ଏହାପୂର୍ବରୁ...
ପୂର୍ତ୍ତ ରାସ୍ତାରେ ପଥଚାରୀ ହୀନସ୍ତା: ଶୁଖିଲାରେ ଧୂଳି, ବର୍ଷାରେ କାଦୁଅ
କଣିହାଁ, ୧୩ା୭(ଡି.ଏନ.ଏ.) ଅନୁଗୋଳ ଜିଲା କଣିହାଁ ବ୍ଲକ ମହକୁମା ହାଟ ପଡିଆଠାରୁ ପାଉଁଶ ପୋଖରୀ କଡ ଦେଇ ଯାଇଥିବା ପୂର୍ତ୍ତ ରାସ୍ତାରେ ହୀନସ୍ତା ହେଉଛନ୍ତି ପଥଚାରୀ। ତାଳଚେର ପୂର୍ତ୍ତ ବିଭାଗ ଅଧୀନରେ ଥିବା ଏହି ରାସ୍ତା ଡେରେଙ୍ଗ, କାକୁଡିଆ, ବଡଗୁଣ୍ଡୁରୀ ପଞ୍ଚାୟତ...
ପ୍ରଘଟ ହେଉଛି କରୋନା ସଂକ୍ରମିତଙ୍କ ତଥ୍ୟ
ଅନୁଗୋଳ ଅଫିସ, ୧୩ା୭: କରୋନା ସଂକ୍ରମିତଙ୍କ ପରିଚୟ ବାହାରେ ପ୍ରକାଶ ନ କରିବାକୁ ସରକାରଙ୍କ କଡ଼ା ନିର୍ଦ୍ଦେଶ ରହିଛି। କିନ୍ତୁ ଅନୁଗୋଳ ଜିଲାରେ ଠିକ୍ ଭାବେ ଏହା ପାଳନ କରାଯାଉ ନ ଥିବା ଦେଖାଯାଉଛି। ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଜିଲା...
ଗୁଣ୍ଡୁରି କରିଛି ଆତ୍ମନିର୍ଭରଶୀଳ
କଣିହାଁ,୧୨ା୭ (ସଚ୍ଚିଦାନନ୍ଦ ପ୍ରଧାନ): ଶିକ୍ଷିତ ହୋଇଥିବାରୁ ଚାକିରି କରିବାକୁ ଚାହିଁଥିଲେ। କିନ୍ତୁ ସେଥିରେ ମନ ମାନି ନ ଥିଲା। ତେଣୁ ଚାକିରି ଛାଡ଼ି ଆତ୍ମନିର୍ଭରଶୀଳ ହେବାକୁ ନିଷ୍ପତ୍ତି ନେବା ସହ ଆରମ୍ଭ କରିଥିଲେ ଗୁଣ୍ଡୁରି ପକ୍ଷୀ (କୋଏଲ) ଓ କୁକୁଡ଼ା...
ବିନା ରସିଦ୍ରେ ଜରିମାନା
ଅନୁଗୋଳ ଅଫିସ୍, ୧୨ା୭: ଅନୁଗୋଳ ତହସିଲ ଅଧୀନ ଅଞ୍ଚଳରେ ଲଘୁ ଖଣିଜ ଦ୍ରବ୍ୟ ଚୋରା ଚାଲାଣ ବଢିବାରେ ଲାଗିଛି। ଏଥିରେ ତହସିଲ କାର୍ଯ୍ୟାଳୟର ଜଣେ ଅଧିକାରୀଙ୍କ ସମ୍ପୃକ୍ତି ଥିବା ଚର୍ଚ୍ଚା ଜୋର ଧରିଛି। ଏପରିକି ମାଫିଆଙ୍କ ଗାଡି ଯାଞ୍ଚ ବେଳେ ଜରିମାନା...
ଖୁଣ୍ଟରେ ଝୁଲୁଛି ‘ସୌଭାଗ୍ୟ’
ବଇଣ୍ଡା, ୧୨ା୭(ଡି.ଏନ.ଏ.) ସୌଭାଗ୍ୟ ଯୋଜନାରେ ସାମିଲ ହୋଇ ମଧ୍ୟ ବିଜୁଳି ଆଲୁଅରୁ ବଞ୍ଚିତ ୩୦ ପରିବାର। ଟ୍ରାନ୍ସଫର୍ମର ବସିଛି, ଖୁଣ୍ଟ ପୋତି ତାର ବି ଟଣାଯାଇଛି। ହେଲେ ଖୁଣ୍ଟରେ ହିଁ ଝୁଲି ରହିଛି ଯୋଜନା ସହ ହିତାଧିକାରୀଙ୍କ ଭାଗ୍ୟ। ଫଳରେ...
ଗଞ୍ଜାମ, ଯାଜପୁର ଫେରନ୍ତାଙ୍କୁ ଅନୁଗୋଳ ମନା: ଜିଲାପାଳ
ଅନୁଗୋଳ ଅଫିସ,୧୧।୭: ଅନୁଗୋଳ ଜିଲାରେ ଏବେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଜିଲାରେ ଏପର୍ଯ୍ୟନ୍ତ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୩୧ରେ ପହଞ୍ଚିଛି। ଏଥିରେ ରୋକ ଲଗାଇବା ପାଇଁ ଅନୁଗୋଳ ଜିଲାପାଳ ମନୋଜ କୁମାର ମହାନ୍ତି ନୂତନ...
ମାଓବାଦୀ ମୁକ୍ତ ସତ୍ତ୍ୱେ ସତର୍କ ରହିବା: ଏସ୍ପି
ଅନୁଗୋଳ ଅଫିସ୍, ୧୧ା୭ – ଅନୁଗୋଳ ଜିଲାରେ ଏବେ ମାଓବାଦୀଙ୍କ ଚଳପ୍ରଚଳ ନାହିଁ। ଗତ ଦୁଇ ବର୍ଷ ମଧ୍ୟରେ ମାଓବାଦୀଙ୍କ ସମ୍ପର୍କରେ କୌଣସି ସୂଚନା ମିଳିନାହିଁ। ତେଣୁ ମାଓପ୍ରବଣ ଜିଲା ତାଲିକାରୁ ଅନୁଗୋଳକୁ ସରକାର ମୁକ୍ତ କରିଛନ୍ତି। ଓଡ଼ିଶା ପୋଲିସ...
ମାଓବାଦୀ ପ୍ରବଣ ଜିଲାରୁ ମୁକ୍ତହେଲା ଅନୁଗୋଳ: ଏସ୍ଆର୍ଇ ପ୍ରତ୍ୟାହାର ନେଇ ଏସ୍ପିଙ୍କ ସୂଚନା
ଅନୁଗୋଳ ଅଫିସ, ୧୦।୭: ଅନୁଗୋଳରେ ଗତ ୫ ବର୍ଷରେ ୯ଥର ମାଓବାଦୀ କାର୍ଯ୍ୟକଳାପ ଦେଖାଦେଇଛି। ସେଥିମଧ୍ୟରୁ ୬ଥର ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏ ନେଇ ଶୁକ୍ରବାର ଆୟୋଜିତ ଏକ ଖବରଦାତା ସମ୍ମଳନୀରେ ଅନୁଗୋଳ ଏସ୍ପି...
ବ୍ୟବସାୟକୁ ଜୀବନ ଦେଇଛି କାଗଜଫୁଲ
ବଅଁରପାଳ,୧୦ା୭(ଉପେନ୍ଦ୍ର ରାଉତ) ଗଢ଼ିନି ପ୍ରକୃତି। ସୁଗନ୍ଧ ଦେଇନାହାନ୍ତି ଈଶ୍ୱର। ଗେଣ୍ଡୁ ପରି ଗୋଲଗାଲ ନୁହେଁ କି ଗୋଲାପ ଭଳି ଆକର୍ଷଣ ମଧ୍ୟ ନାହିଁ। ତଥାପି ଲକ୍ଡାଉନ୍ ଯୋଗୁ ବନ୍ଦ ପଡ଼ିଥିବା ଫୁଲ ବ୍ୟବସାୟକୁ ଜୀବନ ଦେଇଛି ହାତ ତିଆରି କାଗଜଫୁଲ।...
ଅଧାରେ ଅଟକିଛି ପ୍ରକଳ୍ପ ପୁନରୁଦ୍ଧାର
କଣିହାଁ, ୯ା୭(ଡି.ଏନ.ଏ.) ଅନୁଗୋଳ ଜିଲା କଣିହାଁ ବ୍ଲକ କୁଳୁମା ପଞ୍ଚାୟତର କୁଳୁମା ଗ୍ରାମରେ ଥିବା ଦୁଇଟି କ୍ଷୁଦ୍ର ଜଳସଚନ ପ୍ରକଳ୍ପର ପୁନରୁଦ୍ଧାର ସମ୍ପୂର୍ଣ୍ଣ ହୋଇପାରୁ ନାହିଁ। ୨୦୦୪ରୁ ଏହାର ମୂଳଦୁଆ ପଡିଥିବା ବେଳେ ପୁନରୁଦ୍ଧାର ପାଇଁ ରାଜ୍ୟ ସରକାର ୭୦...
Archives


