ଡାକ୍ତରଙ୍କୁ ଭଣ୍ଡେଇଲେ ସୁନ୍ଦରୀ ଯୁବତୀ, ଆକାଉଣ୍ଟରୁ ନେଇଗଲେ ଏତିକି ଟଙ୍କା, ଆଉ ତା’ ପରେ…
ତାଳଚେର,୭ା୮(ନି.ପ୍ର.): ଜଣେ ଯୁବତୀ ନିଜକୁ ଏକ ବଡ଼ କମ୍ପାନୀର ଏଜେଣ୍ଟ ବୋଲି ପରିଚୟ ଦେଇ ଜଣେ ବରିଷ୍ଠ ତଥା ଅବସରପ୍ରାପ୍ତ ଡାକ୍ତରଙ୍କ ବ୍ୟାଙ୍କ ଆକାଉଣ୍ଟରୁ ଲକ୍ଷାଧିକ ଟଙ୍କା ହଡ଼ପ କରି ଶେଷରେ ତାଳଚେର ଟାଉନ ଥାନା ପୋଲିସ ହାତରେ ଗିରଫ ହେବା…
ପ୍ରତ୍ୟୁଷାଙ୍କୁ ମିସ୍ ଭର୍ଚୁଆଲ ଇନ୍କ୍ଲ୍ୟୁଶନ ୨୦୨୦ ମୁକୁଟ
ଅନୁଗୋଳ ଅଫିସ୍, ୭।୮ – ଅନୁଗୋଳ ଝିଅ ପ୍ରତ୍ୟୁଷା ଅମାନ୍ତ ମିସ୍ ଭର୍ଚୁଆଲ ଇନ୍କ୍ଲ୍ୟୁଶନ ମଡେଲ-୨୦୨୦ର ମୁକୁଟ ବିଜୟିନୀ ହୋଇଛନ୍ତି। ଅନୁଗୋଳ କଲେଜ ଛକ ସ୍ଥିତ ଅଜିତ କୁମାର ଅମାନ୍ତ ଓ ପ୍ରମୋଦିନୀ ଅମାନ୍ତଙ୍କ ଝିଅ ପ୍ରତ୍ୟୁଷା ଅନୁଗୋଳ ସରକାରୀ ସ୍ବୟଂଶାସିତ…
ଉପଖଣ୍ଡରେ ନାହାନ୍ତି ୨୨ ଡାକ୍ତର
ବଇଣ୍ଡା, ୭ା୮ – ଅନୁଗୋଳ ଜିଲା ଆଠମଲ୍ଲିକ ଉପଖଣ୍ଡରେ ଖାଲି ପଡ଼ିଛି ୨୨ ଡକ୍ତର ପଦବୀ। ଉପଖଣ୍ଡ ସ୍ବାସ୍ଥ୍ୟକେନ୍ଦ୍ରକୁ ମିଶାଇ ଆଠମଲ୍ଲିକ ଓ କିଶୋରନଗର ବ୍ଲକରେ ଥିବା ମୋଟ୍ ୯ଟି ଡାକ୍ତରଖାନାରେ ଏତେ ସଂଖ୍ୟକ ପଦବୀ ଦୀର୍ଘଦିନ ହେବ ଫାଙ୍କା ଥିଲେ…
୪ ଶହ ମିଟର ଛାଡ଼ିଦେଲେ, ପୋଲ କଲେନି
ବଇଣ୍ଡା, ୬ା୮(ଡି.ଏନ.ଏ.) ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ କୁରୁମଟାପ ପଞ୍ଚାୟତର କୁରୁମଟାପ ଛକଠାରୁ ମନ୍ଦରବାହାଳ ପର୍ଯ୍ୟନ୍ତ ମୁଖ୍ୟରାସ୍ତାକୁ ସମ୍ପୂର୍ଣ୍ଣ ପକ୍କା କରାଯାଉ ନାହିଁ। ନିର୍ମାଣ କାର୍ଯ୍ୟ ବେଳେ ୪ ଶହ ମିଟର ଛାଡ଼ି ଦିଆଯାଇଥିବାରୁ ଯାତୟାତରେ ଅସୁବିଧା ଉପୁଜୁଛି। ସେହିପରି ଏକ…
ବେଆଇନ ପାର୍କିଂରୁ ବଢୁଛି ଦୁର୍ଘଟଣା
ଅନୁଗୋଳ ଅଫିସ, ୬ା୮: ଶିଳ୍ପବହୁଳ ଅନୁଗୋଳରେ ଜନସଂଖ୍ୟା ସହ ବଢ଼ିଚାଲିଛି ଯାନବାହନ ସଂଖ୍ୟା। ଏହାକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ବିଭିନ୍ନ ରାସ୍ତାର ପ୍ରଶସ୍ତୀକରଣ କରାଯାଉଛି। କିନ୍ତୁ ରାସ୍ତାପାର୍ଶ୍ୱରେ ବେଆଇନ ପାର୍କିଂ କାରଣରୁ ଏହି ପ୍ରଶସ୍ତୀକରଣର ଲାଭ ମିଳିପାରୁ ନ ଥିବାବେଳେ…
ଅସ୍ତିତ୍ୱ ସଙ୍କଟରେ ଶରତ ଚନ୍ଦ୍ର କ୍ଲବ
ପାଲଲହଡା,୫ା୮(ଡି.ଏନ.ଏ.) – ଅନୁଗୋଳ ଜିଲା ପାଲଲହଡ଼ାର ପରିଚୟ ପାଲଟିଥିବା ଦୀର୍ଘ ୭୩ ବର୍ଷର ଶରତ ଚନ୍ଦ୍ର କ୍ଲବ ଏବେ ବିପଦସଙ୍କୁଳ ଅବସ୍ଥାକୁ ଚାଲିଆସିଛି। ଏହାର ସମ୍ପୂର୍ଣ୍ଣ ପୁନରୁଦ୍ଧାର ପରିବର୍ତ୍ତେ ମଝିରେ ମଝିରେ ଅଳ୍ପ କିଛି ଉନ୍ନତୀକରଣ କାର୍ଯ୍ୟ କରାଯାଉଥିବାରୁ ରାଜାରାଜୁଡ଼ା ଅମଳର…
ତୂଳୀରେ ଜୀବନ୍ତ ହେଉ ଅନୁଗୋଳର ଐତିହ୍ୟ
ଅନୁଗୋଳ ଅଫିସ୍, ୪।୮ ସରକାରୀ ଅର୍ଥରେ ଅନୁଗୋଳର ବିଭିନ୍ନ ପ୍ରାଚୀରରେ ସାଜସଜ୍ଜା କରାଯାଉଛି। ରଙ୍ଗବେରଙ୍ଗର ଚିତ୍ରକଳାରେ ସହରର ସୌନ୍ଦର୍ଯ୍ୟ ବଢ଼ାଯାଉଛି। ସରକାରୀ ଯୋଜନାର ପ୍ରଚାର ସହ କରୋନା ସଂକ୍ରମଣ ନେଇ ସତର୍କ ସୂଚନା ଦିଆଯାଉଛି। ହେଲେ ଏଥିରେ ସ୍ଥାନ ପାଉନି ଅନୁଗୋଳର…
ଆଇନ ଜାଲରେ ଆଦର୍ଶ ବିଦ୍ୟାଳୟ
ବଇଣ୍ଡା,୪ା୮(ପରୀକ୍ଷିତ ସାହୁ) ଗରିବ ମେଧାବୀ ଛାତ୍ରୀଛାତ୍ରଙ୍କୁ ବିନାମୂଲ୍ୟରେ କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍ଇ) ପାଠ୍ୟକ୍ରମ ପଢ଼ାଇବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରତ୍ୟେକ ବ୍ଲକରେ ଆଦର୍ଶ ବିଦ୍ୟାଳୟ ଖୋଲାଯାଉଛି। ଅନୁଗୋଳ ଜିଲାର ଅନୁଗୋଳ, ତାଳଚେର, ଛେଣ୍ଡିପଦା, କିଶୋରନଗର, ପାଲଲହଡ଼ା ଆଦି…
ସାତକୋଶିଆକୁ ଆସିଲା ୨ ବୋଟ୍, ଜେଟି
ବନ୍ତଳା, ୪ା୮(ଡି.ଏନ.ଏ.) ଅନୁଗୋଳ ଜିଲା ସାତକୋଶିଆ ଅଭୟାରଣ୍ୟରେ ପହଞ୍ଚିଛି ୧୦ ସିଟ୍ ବିଶିଷ୍ଟ ୨ଟି ନୂଆ ବୋଟ୍ ଓ ଜେଟି। ଏହାର ମୂଲ୍ୟ ୨୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ହେବ ବୋଲି ଜଣାଯାଇଛି। ଏହି ବୋଟ୍ ପାଟ୍ରୋଲିଂ କାମରେ ଲାଗିବ। ସେଥିରୁ…
୭ ବିଷୟକୁ ଜଣେ ଶିକ୍ଷୟିତ୍ରୀ
ବଅଁରପାଳ,୩ା୮(ଡି.ଏନ.ଏ.) ୧୯୮୫ରେ ସ୍କୁଲ ସ୍ଥାପନ ବେଳେ ନିଯୁକ୍ତି ପାଇଥିଲେ ୭ ଶିକ୍ଷକ। ହେଲେ ୩୫ ବର୍ଷ ପରେ ନବମ ଓ ଦଶମ ଶ୍ରେଣୀର ୭ ବିଷୟ ପଢ଼ାଇବାକୁ ବିଦ୍ୟାଳୟରେ ଅଛନ୍ତି ମାତ୍ର ଜଣେ ଶିକ୍ଷୟିତ୍ରୀ। ଏପରି ସରକାରୀ ଅବହେଳାର ଶିକାର ହୋଇଛି…
ସକାଳ ୭ରୁ ୨ଟା ଯାଏ ବ୍ୟବସାୟ
ଅନୁଗୋଳ ଅଫିସ୍, ୩।୮: ସଂକ୍ରମଣ ରୋକିବାକୁ ସରକାରଙ୍କ ନିର୍ଦ୍ଦେଶନାମା ନେଇ ଅନୁଗୋଳ ଜିଲାପାଳ ମନୋଜ କୁମାର ମହାନ୍ତିଙ୍କ ପକ୍ଷରୁ ପ୍ରେସ୍ ବିଜ୍ଞପ୍ତି ଜାରି କରାଯାଇଛି। ଏଥିରେ ସରକାରୀ ନିର୍ଦ୍ଦେଶର ଅନୁପାଳନ କରିବାକୁ ଜିଲାବାସୀଙ୍କୁ ସେ ଅନୁରୋଧ କରିଛନ୍ତି। ଜିଲାରେ ସକାଳ ୭ଟାରୁ…
ଚିକିତ୍ସା ନ ପାଇ ରୋଗୀ ମୃତ୍ୟୁ ଅଭିଯୋଗ ଘଟଣା: ୪୮ ଘଣ୍ଟା ମଧ୍ୟରେ ରିପୋର୍ଟ ମାଗିଲେ ସ୍ବାସ୍ଥ୍ୟମନ୍ତ୍ରୀ
ଅନୁଗୋଳ ଅଫିସ, ୩ା୮: ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟକୁ ଶୁକ୍ରବାର ରାତିରେ ଆସିଥିବା ସମଲ ଅଞ୍ଚଳର ବାଦଲ ଦଳାଇ(୪୬)ଙ୍କ ଚିକିତ୍ସା ଅବହେଳାରୁ ମୃତ୍ୟୁ ଅଭିଯୋଗ ହୋଇଥିଲା। ଘଟଣାର ରିପୋର୍ଟ ୪୮ ଘଣ୍ଟା ମଧ୍ୟରେ ଦେବାକୁ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ ରବିବାର…

